ନୂତନ ଛତ୍ରପୁର ଏନ୍ଏସି ନିର୍ବାହୀ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ
ଛତ୍ରପୁର,୧।୬(ଡି.ଏନ୍.ଏ): ଗଞ୍ଜାମ ଜିଲା ଛତ୍ରପୁର ନୂତନ ଏନ୍ଏସିର ନିର୍ବାହୀ ଅଧିକାରୀ ଭାବେ ଏନ୍ ଗଣେଶ ବାବୁ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ସେ ବ୍ରହ୍ମପୁର ମହାନଗର ନିଗମରେ ଓଏସ୍ଡି ଭାବେ କାର୍ଯ୍ୟକରୁଥିଲେ । ଛତ୍ରପୁର ଏନ୍ଏସିର ବିଭିନ୍ନ…
ବିକାଶର କର୍ଣ୍ଣଧାର ଥିଲେ ପର୍ଶୁରାମ
ଖଇରା, ୧ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ନିର୍ବାଚନମଣ୍ଡଳୀରେ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସ୍ବର୍ଗତ ପର୍ଶୁରାମ ପାଣିଗ୍ରାହୀଙ୍କ ୬ଷ୍ଠ ଶ୍ରାଦ୍ଧବାର୍ଷିକୀ ଖଇରା ବ୍ଲକର ବିଭିନ୍ନ ସ୍ଥାନରେ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି। ଖଇରା ବିଜୁ ଜନତା କାର୍ଯ୍ୟାଳୟରେ ଅୟୋଜିତ…
କାଳ ବୈଶାଖୀ ପ୍ରଭାବ : କାନ୍ଥ ପଡି ଘର ଭାଙ୍ଗିଲା, ୩ ଆହତ
ପାଟଣା,୧।୬(ସ୍ବ.ପ୍ର.)-କାଳବୈଶାଖୀ ପ୍ରଭାବରେ ସୋମବାର ଅପରାହ୍ନରେ କେନ୍ଦୁଝର ଜିଲ ପାଟଣା ଅଞ୍ଚଳରେ କୁଆପଥର ବର୍ଷା, ଘଡଘଡି ସାଙ୍ଗକୁ ବହୁତ ଜୋର୍ସେ ପବନରେ ବିଦ୍ୟୁତ ସରବରାହ ବ୍ୟାହତ ହେବା ସହ ୩ଜଣ ଆହତ ହୋଇଛନ୍ତି। ପୂର୍ବାହ୍ନରୁ ସା ମଧ୍ୟରେ ପାଟଣା ଅଞ୍ଚଳରେ ୪୧.୪ ମିଲି…
ମାଟି ତଳୁ ମିଳିଲା ପୁରାତନ ଦୀପଷ୍ଟାଣ୍ଡ
ଚମ୍ପୁଆ/ଝୁମ୍ପୁରା/ପାଟଣା,୧।୬(ଡି.ଏନ.ଏ/ସ୍ବ.ପ୍ର.)-ଚମ୍ପୁଆ ଉପଖଣ୍ଡ ଅନ୍ତର୍ଗତ ଝୁମ୍ପୁରା ବ୍ଲକ ଟୁକୁଡିହା ପଞ୍ଚାୟତ ଅଧୀନ ରସବନ୍ତଳା ଗ୍ରାମରୁ ପୁରାତନ କାଳରେ ବ୍ୟବହାର ହେଉଥିବା ସୌଖୀନଯୁକ୍ତ କାରୁକାର୍ଯ୍ୟ ସମ୍ପନ୍ନ ଏକ ଦୀପଷ୍ଟାଣ୍ଡ ମାଟି ତଳୁ ଉଦ୍ଧାର କରାଯାଇଛି। ଏହା ରାଜା ରାଜରାଜୁଡ଼ା ସମୟରେ ବ୍ୟବହାର କରାଯାଉଥିଲା ବୋଲି…
କାଳବୈଶାଖୀରେ ଭାଙ୍ଗିଲା ଗଛ, ଟ୍ରାନ୍ସଫର୍ମର
ଭଦ୍ରକ ଅଫିସ,୧ା୬- ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବହୁ କ୍ଷୟକ୍ଷତି ଘଟିଛି। ବହୁଦିନର ଗଛଗୁଡ଼ିକ ଭାଙ୍ଗି ପଡ଼ିଥିବା ବେଳେ ଅନେକ ସ୍ଥାନରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୋଟି ପଡ଼ିଛି। ଭଦ୍ରକ ଉପକଣ୍ଠ ଗେଲପୁର ନିକଟରେ ବିରାଟ ଗଛ…
ବିଦ୍ୟୁତ୍ ବିଲ୍ ଛାଡ଼ ପାଇଁ ବିକ୍ଷୋଭ
କଟକ ଅଫିସ,୧ା୬: ଏସୟୁସିଆଇ (ସି) କଟକ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବିରେ ସୋମବାର ରାଣୀହାଟ ସେସୁ ଅଫିସ୍ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ମଧ୍ୟ ପଠାଯାଇଛି। ଲକ୍ଡାଉନ୍ ପାଇଁ ବହୁ ଲୋକ ନିଜର କର୍ମ…
ବିରଳ ପ୍ରଜାତିର କଇଁଛ ଉଦ୍ଧାର
ବାରିପଦା ଅଫିସ,୧ା୬- ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ଅଧୀନ ଦେଉଳିସ୍ଥିତ ଜମ୍ଭୀରା ଡ୍ୟାମ୍ରୁ ସୋମବାର ଏକ ବିରଳ ପ୍ରଜାତିର କଇଁଛ ଉଦ୍ଧାର କରାଯାଇଛି। ସକାଳେ କିଛି ମତ୍ସ୍ୟଜୀବୀ ମାଛ ଧରୁଥିବା ବେଳେ ଏହି କଇଁଛଟି ଜାଲରେ ଲାଗିଥିଲା। ଏହାର ଓଜନ ୩୦…
ମୃତ ପ୍ରବାସୀ ଶ୍ରମିକଙ୍କ ଉଦ୍ଦେଶ୍ୟରେ ସ୍ମୃତିଚାରଣ
ବାଲେଶ୍ୱର ଅଫିସ, ୧।୬-ସମଗ୍ର ଦେଶରେ ଲକ୍ଡାଉନ୍ ଯୋଗୁ ଜୀବିକା ହରାଇ ଭୋକିଲା ପେଟରେ ହଜାର ହଜାର କି.ମି. ପାଦରେ ଚାଲିବା ସହ ଅକାଳ ମୃତ୍ୟୁବରଣ କରିଥିବା ପ୍ରବାସୀ ଶ୍ରମିକଙ୍କ ସମ୍ମାନାର୍ଥେ ଉତ୍କଳ ମହିଳା ସମିତି ପକ୍ଷରୁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ…
ଭିଟାମାଟି ପାଇଁ ବିକ୍ଷୋଭ
ବାଲେଶ୍ୱର ଅଫିସ, ୧।୬-ବାଲେଶ୍ୱର ସଦର ତହସିଲ ଅଧୀନ ଚାନ୍ଦିପୁର ଶ୍ରୀକୋଣା, ହିଡ଼ିଗାଁ ଆଦି ଅଞ୍ଚଳରେ ଶହ ଶହ ବର୍ଷ ଧରି ଭୂମିହୀନ, ଆଦିବାସୀ, ଦଳିତ ଓ ଗରିବ ଲୋକମାନେ ରହିଆସୁଛନ୍ତି। ସେମାନଙ୍କୁ ସରକାରୀ ଜମିର ପଟ୍ଟା ଦିଆ ନ ଯାଇ ମାଫିଆମାନେ…
ଟିଟିଲାଗଡ଼ କୋଭିଡ କେୟାର ସେଣ୍ଟର ଉଦ୍ଘାଟିତ
ଟିଟିଲାଗଡ଼, ୧।୬ (ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ମାତୃ ଓ ଶିଶୁ ଡାକ୍ତରଖାନା କୋଭିଡ କେୟାର ସେଣ୍ଟର ଭାବରେ କାର୍ଯ୍ୟ ଆରମ୍ଭ କରିଛି। ସୋମବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ…
୧୮ ରାଜ୍ୟ ସଭା ଆସନ ଲାଗି ୧୯ରେ ନିର୍ବାଚନ
ନୂଆଦିଲ୍ଲୀ,୧ା୬(ପି.ଟି.)-ରାଜ୍ୟ ସଭାର ୧୮ଟି ଆସନ ଲାଗି ଆସନ୍ତା ୧୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଏହିସବୁ ଆସନରେ ମାର୍ଚ୍ଚରେ ନିର୍ବାଚନ ହେବାକୁ ଥିଲା। ତେବେ କରୋନା ମହାମାରୀ ଜନିତ ଲକ୍ଡାଉନ କାରଣରୁ…
୭୧ ଦିନ ପରେ ଜଳେଶ୍ୱରରେ ଟ୍ରେନ୍ ରହଣି : ଯାତ୍ରୀଙ୍କୁ କରାଗଲା ଥର୍ମାଲ ସ୍କ୍ରିନିଂ
ଜଳେଶ୍ୱର, ୧।୬(ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଥିଲା। ଦୀର୍ଘ ୭୧ ଦିନ ପରେ ସୋମବାର ପ୍ରଥମ କରି ୦୨୦୭୪ ଡାଉନ୍ ଜନଶତାବ୍ଦୀ ଟ୍ରେନ୍ ପୂର୍ବାହ୍ନ ୧୦ଟାରେ ଭୁବନେଶ୍ୱରରୁ ଆସି ଜଳେଶ୍ୱରରେ ପହଞ୍ଚିଥିଲା। ଏଠାରୁ ୨୩ଜଣ…
Archives


