୩ ସପ୍ତାହରେ ଭାରତରେ ଅକ୍ସଫୋର୍ଡ ଟିକା ଉତ୍ପାଦନ
ନୂଆଦିଲ୍ଲୀ,୨୭ା୪: ବ୍ରିଟେନ୍ର ଅକ୍ସଫୋର୍ଡ ୟୁନିଭର୍ସିଟି ଦ୍ୱାରା ବିକାଶିତ କୋଭିଡ୍-୧୯ ନିରୋଧୀ ଟିକାର ମାନବ ଶରୀରରେ ପରୀକ୍ଷଣ ଗତ ଗୁରୁବାର ଆରମ୍ଭ କରାଯାଇଥିଲା। ଏହି ପରୀକ୍ଷଣରେ ଉକ୍ତ ଟିକା ସଫଳ ହେବ ବୋଲି ତାହାକୁ ବିକାଶିତ କରିଥିବା ବୈଜ୍ଞାନିକମାନେ ଦୃଢ଼ ଆଶାବାଦୀ ଅଛନ୍ତି।…
ତଥ୍ୟ ଗୋପନୀୟତାକୁ ନେଇ ବଢ଼ୁଛି ସନ୍ଦେହ
ମୁମ୍ବାଇ,୨୭।୪(ପିଟି): କରୋନା ଭାଇରସ୍ ସଂକ୍ରମଣକାରୀଙ୍କଠାରୁ ଲୋକଙ୍କୁ ଦୂରେଇ ରଖିବା ଉଦ୍ଦେଶ୍ୟରେ ଏପ୍ରିଲ ୨ତାରିଖରେ ଆରୋଗ୍ୟ ସେତୁ ଆପ୍ ଆରମ୍ଭ କରାଯାଇଥିଲା। ଏହା ୧୧ଟି ଆଞ୍ଚଳିକ ଭାଷାରେ ଉବଲବ୍ଧ। ଇଲେକ୍ଟ୍ରୋନିସକ୍ସ ଆଣ୍ଡ ଇନ୍ଫରମେଶନ ଟେକ୍ନୋଲୋଜି ମନ୍ତ୍ରଣାଳୟ ଅଧିନରେ ଥିବା ନ୍ୟାଶନାଲ ଇନ୍ଫରମେଟିକ୍ସ ସେଣ୍ଟର(ଏନ୍ଆଇସି)…
କୋଭିଡ୍-୧୯ ଉପରେ ଭିଡିଓ ଗେମ୍: ତିଆରି କଲେ ଇଟାଲୀର ୯ ବର୍ଷୀୟ ବାଳକ
ମିଲାନ,୨୭ା୪: କରୋନା ଭାଇରସ୍(କୋଭିଡ୍-୧୯)କୁ ପ୍ରତିହତ କରିବା ପାଇଁ ବିଶ୍ୱର ବିଭିନ୍ନ ଦେଶରେ ଜାରି ହୋଇଥିବା ଲକ୍ଡାଉନ ଯୋଗୁ ଲୋକେ ଦୀର୍ଘଦିନ ଧରି ଘରେ ରହିବାକୁ ବାଧ୍ୟ ହୋଇଛନ୍ତି। ନାନା ଅସୁବିଧା ମଧ୍ୟରେ ରହି ସେମାନେ ଭିନ୍ନ ଭିନ୍ନ ଉପାୟରେ ଏହି ସମୟକୁ…
ସହର ଭିତରକୁ ବାଇକ୍, ସାଇକେଲ ମନା
ଭଦ୍ରକ ଅଫିସ,୨୭ା୪: ଭଦ୍ରକ ସହର ଭିତରକୁ ବାଇକ୍ ଓ ସାଇକେଲ ମନା। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ଜିଲା ପୋଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ସୋମବାର ସହରର ସମସ୍ତ ପ୍ରବେଶ ପଥରେ ପୋଲିସ ଯାଞ୍ଚ କରି ଗାଡ଼ି ଭିତରକୁ…
ଶସ୍ତାରେ ମିଳୁ ପରୀକ୍ଷା କିଟ୍: ହାଇକୋର୍ଟ
ନୂଆଦିଲ୍ଲୀ,୨୭ା୪(ପି.ଟି.): ସଂକ୍ରମଣକୁ ରୋକିବାକୁ ହେଲେ ତୁରନ୍ତ କୋଭିଡ୍-୧୯ ପରୀକ୍ଷା କିଟ୍ ଶସ୍ତାରେ ଉପଲବ୍ଧ କରାଇବା ଆବଶ୍ୟକ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଦେଶ ଏବେ ଅଭୂତପୂର୍ବ ସ୍ବାସ୍ଥ୍ୟ ସଙ୍କଟର ସମ୍ମୁଖୀନ ହୋଇଥିବାବେଳେ ଲୋକଙ୍କ ସ୍ବାସ୍ଥ୍ୟର ସୁରକ୍ଷା ଲାଗି ପରୀକ୍ଷା କିଟ୍ ଶସ୍ତାରେ…
ଅନୁପ୍ରବେଶ ଅପେକ୍ଷାରେ ୩୦୦ ଆତଙ୍କବାଦୀ
ନୂଆଦିଲ୍ଲୀ/ଶ୍ରୀନଗର,୨୭ା୪: କରୋନା ମହାମାରୀକୁ ଅଣଦେଖା କରି ପାକିସ୍ତାନ ଭାରତ ଭିତରକୁ ଆତଙ୍କବାଦୀ ପଠାଇ କ୍ଷତି କରିବା ଲାଗି ପ୍ରୟାସ କରୁଛି। ପ୍ରାୟ ୩୦୦ ଆତଙ୍କବାଦୀ ‘ପିଓକେ’ର ନିୟନ୍ତ୍ରଣ ରେଖା ନିକଟରେ ଭାରତ ଭିତରେ ପ୍ରବେଶ ଲାଗି ଅପେକ୍ଷାରେ ଅଛନ୍ତି। ଏଥିଲାଗି ଭାରତୀୟ…
ଲକ୍ଡାଉନ ବେଳେ ୫୯୩ ମାମଲାର ଶୁଣାଣି
ନୂଆଦିଲ୍ଲୀ,୨୭ା୪(ପି.ଟି.): ଦେଶବ୍ୟାପୀ ଲକ୍ଡାଉନର ଏକମାସ ମଧ୍ୟରେ ସୁପ୍ରିମକୋର୍ଟ ଭିଡିଓ କନ୍ଫରେନ୍ସିଂ ଜରିଆରେ ୫୯୩ ମାମଲାର ଶୁଣାଣି କରିଥିବାବେଳେ ୨୧୫ଟିର ରାୟ ପ୍ରଦାନ କରିଛନ୍ତି। କୋଭିଡ୍-୧୯ ସଂକ୍ରମଣକୁ ନେଇ ସର୍ବୋଚ୍ଚ ଅଦାଲତ ମାର୍ଚ୍ଚ ୨୩ରୁ ଆଇନଜୀବୀ ଓ ପକ୍ଷମାନଙ୍କ ପାଇଁ ବନ୍ଦ କରିଦିଆଯାଇଥିଲା।…
କୋଭିଡ୍-୧୯ ପରିଚାଳନା: ୨୨ ଆଇଏଏସ୍ଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ
ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ବିଭିନ୍ନ ସଂକ୍ରମିତ, ଅଣସଂକ୍ରମିତ ସ୍ଥାନର ସମସ୍ତ ପ୍ରଶାସନିକ କାର୍ଯ୍ୟର ତଦାରଖ ପାଇଁ ୧୨ ଜଣ ଆଇଏଏସ୍ ଅଧିକାରୀଙ୍କୁ ସ୍ବତନ୍ତ୍ର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି। ରବିବାର ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆଇଏଏସ୍ ଅଧିକାରୀ ଅନୁ…
ଉହାନ୍ ହସ୍ପିଟାଲ କରୋନା ମୁକ୍ତ
ବେଜିଂ,୨୭ା୪: କରୋନା ଭୂତାଣୁର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଚାଇନାର ଉହାନ୍ ସହର ରବିବାର କରୋନା ମୁକ୍ତ ହୋଇଛି। କରୋନା ସଂକ୍ରମିତ କୌଣସି ହସ୍ପିଟାଲରେ ଚିକିତ୍ସିତ ହେଉ ନ ଥିବା ଜଣାପଡ଼ିଛି। କରୋନାର ପ୍ରକୋପ ବଢ଼ିବା ପରେ ଏଠାରେ ୭୬ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଥିଲା।…
ସ୍ବାସ୍ଥ୍ୟ ସଚିବଙ୍କ କାର୍ଯ୍ୟକାଳ ବଢ଼ିଲା
ନୂଆଦିଲ୍ଲୀ,୨୭ା୪(ପି.ଟି.): କରୋନା ମୁକାବିଲାରେ ପ୍ରମୁଖ ଭୂମିକା ନେଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପ୍ରୀତି ସୂଦନଙ୍କ କାର୍ଯ୍ୟକାଳ ଏପ୍ରିଲ ୩୦ରେ ଶେଷ ହେବାକୁ ଥିବାବେଳେ ଏହାକୁ ଆଉ ୩ ମାସ ବଢ଼ାଇ ଦିଆଯାଇଛି। ପ୍ରଶାସନିକ ସ୍ତରରେ ହୋଇଥିବା ଅଦଳବଦଳ ଅନୁଯାୟୀ ୨୩ ବରିଷ୍ଠ…
କ’ଣ ଖୋଲିବ, କ’ଣ ବନ୍ଦ ରହିବ: ସ୍ପଷ୍ଟ କଲା ସିଏମ୍ସି
କଟକ ଅଫିସ୍,୨୭।୪: ଲକ୍ଡାଉନ୍ ଯୋଗୁ କଟକ ସହରର ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ଦୀର୍ଘ ଦିନ ହେଲା ବନ୍ଦ ରହିଛି। ତେବେ ଦୋକାନ ବଜାର ଖୋଲିବା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ପ୍ରଥମେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏବଂ ପରେ ରାଜ୍ୟ ରାଜସ୍ବ ଓ…
ବିନା ପକ୍ଷପାତରେ ସହାୟତା ଦିଅ
ନାଗପୁର,୨୭ା୪(ପି.ଟି.): ଦେଶ କରୋନା ମହାମାରୀର ସମ୍ମୁଖୀନ ହୋଇଥିବାବେଳେ ପରିସ୍ଥିତିର ସୁଯୋଗ ନେବାକୁ ଉଦ୍ୟମ କରୁଥିବା ରାଷ୍ଟ୍ରସ୍ବାର୍ଥ ବିରୋଧୀ ଶକ୍ତିକୁ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ମୁଖ୍ୟ ମୋହନ ଭାଗବତ ସତର୍କ କରାଇଦେଇଛନ୍ତି। କରୋନା ଏବଂ ଲକ୍ଡାଉନ ଯୋଗୁ ପ୍ରଭାବିତ ହୋଇଥିବା ଲୋକଙ୍କୁ…
Archives


