Home

ଜିଲାରେ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ: ୪ ମହିଳା, ଜଣେ ପୁରୁଷ; ୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ୪ ଜଣ ମହିଳା ଏବଂ ଜଣେ ପୁରୁଷ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ…

ବାଲେଶ୍ୱରର ୫ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ୪ ମହିଳା, ଜଣେ ପୁରୁଷ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ୫ କରୋନା…

ରାଜେଶ ବର୍ମାଙ୍କୁ କର୍ପୋରେଟ ବ୍ୟାପାର

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଓଡ଼ିଆ କ୍ୟାଡର ଆଇଏଏସ୍‌ ଅଧିକାରୀ ରାଜେଶ ବର୍ମାଙ୍କୁ କେନ୍ଦ୍ର ସରକାରଙ୍କ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟର ସଚିବ ରୂପେ ନିଯୁକ୍ତି ଦିିଆଯାଇଛି। ୧୯୮୭ ବ୍ୟାଚ୍‌ର ଏହି ଅଧିକାରୀ ଏଯାବତ୍‌ କେନ୍ଦ୍ରରେ କୃଷି, ସମବାୟ ଏବଂ କୃଷକ କଲ୍ୟାଣ ବ୍ୟାପାରର ସ୍ବତନ୍ତ୍ର ସଚିବ…

କରୋନା ମୁକାବିଲା: ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭରୁ ସତର୍କତା ଅବଲମ୍ବନ କରାଯାଇଛି। ସାମାଜିକ ଦୂରତା ନିୟମକୁ ପାଳନ କରିବା ପାଇଁ ବିଧାନସଭା ବଜେଟ ଅଧିବେଶନକୁ ହ୍ରାସ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ୟ ଲୋକପ୍ରତିନିଧିମାନେ ବିଧାନସଭା ପରିସରରୁ…

୩୮ ମତ୍ସ୍ୟଜୀବୀ ଚେନ୍ନାଇରୁ ସମୁଦ୍ର ପଥରେ ଫେରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା(କୋଭିଡ-୧୯) ଲକ୍‌ଡାଉନ ଯୋଗୁ ଅନ୍ୟ ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଅତିଷ୍ଠ ହୋଇପଡ଼ିଲେଣି। ରିଲିଫ କ୍ୟାମ୍ପରେ ସେମାନଙ୍କୁ ଉପଯୁକ୍ତ ଖାଦ୍ୟ ଓ ଚିକିତ୍ସା ସୁବିଧା ମିଳୁ ନାହିଁ। ମାନସିକସ୍ତରରେ ମଧ୍ୟ ଅନେକେ ଭାଙ୍ଗି ପଡ଼ିଛନ୍ତି। ଲକ୍‌ଡାଉନ କେବେ ଖୋଲିବ, କାମଧନ୍ଦା…

ଆଜି ଶପଥ ନେବେ ହାଇକୋର୍ଟ ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌: ଲୋକସେବା ଭବନରେ ହେବ ଶପଥ ଉତ୍ସବ

କଟକ ଅଫିସ୍‌,୨୭।୪: ଓଡ଼ିଶା ହାଇକୋର୍ଟର ୩୧ତମ ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିବେ। ଲୋକସେବା ଭବନ ରାଜ୍ୟ କନ୍‌ଭେନ୍‌ସନ୍‌ ହଲ୍‌ରେ ସକାଳ ୯ଟା ବେଳେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟପାଳ…

ଭୁବନେଶ୍ୱରରେ କୋହଳ ହେବନି ବଜାର କଟକଣା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱରରୁ ୧୧ ଦିନ ହେବ କେହି ପଜିଟିଭ୍‌ ଚିହ୍ନଟ ହୋଇନାହାନ୍ତି। କିନ୍ତୁ ଏବେବି ରାଜଧାନୀ ବିପଦ ଟଳି ନ ଥିବାରୁ ରେଡ୍‌ ଜୋନ୍‌ରେ ରହିଛି। ତେଣୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଲୋକଙ୍କ ଜୀବନକୁ ପୁଣି ଥରେ ବିପଦରେ ପକାଇବାକୁ…

ରାଶନ ଦେବାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା ସଂକ୍ରମଣ ଜନିତ କ୍ଷତିକୁ ହ୍ରାସ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ହିତାଧିକାରୀଙ୍କ ନିକଟରେ ଅତ୍ୟାବଶ୍ୟକ ଖାଦ୍ୟସାମଗ୍ରୀ ପହଞ୍ଚାଯାଇଥିଲା। ଏପରି ଧାର୍ଯ୍ୟ ସମୟ ପୂର୍ବରୁ ଅଗ୍ରିମ ଭାବେ ଏକାଧିକ…

ଆଜି ୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଫଳରେ ଏହିଦିନଠାରୁ ମେ’ ୩ ମଧ୍ୟରେ ଆଣ୍ଡାମାନ ସାଗର ଉପକୂଳରେ…

ନୃସିଂହନାଥରେ ଲାଗିହେଲା ପଖାଳ ଭୋଗ

ପାଇକମାଳ, ୨୬।୪ (ଡି.ଏନ.ଏ.): ଅକ୍ଷୟ ତୃତୀୟାଠାରୁ ନୃସିଂହନାଥରେ ପଖାଳ ଭୋଗ ଲାଗି ହେଲା । କରୋନା ଯୋଗୁ ସାରା ଦେଶ ଲକ୍‌ଡାଉନରେ ଥିବାରୁ ଭକ୍ତମାନେ ଆସୁନାହାନ୍ତି। ପ୍ରତି ବର୍ଷ ପରି ଚଳିତବର୍ଷ ମଧ୍ୟ ଅପରାହ୍ନ ୪ଟାରେ ଶ୍ରୀ ଶ୍ରୀ ନୃସିଂହନାଥ ଭଗବାନଙ୍କୁ…

ଆରପାରିରେ ନାଟ୍ୟକାର ବିଜୟ ମିଶ୍ର: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ଓ ନାଟ୍ୟକାର ଡ. ବିଜୟ ମିଶ୍ର ଆଉ ନାହାନ୍ତି। ରବିବାର ଅପରାହ୍ନରେ ସେ ଚିରଦିନ ପାଇଁ ଆଖି ବୁଜିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେଲା ଅସୁସ୍ଥତା ଯୋଗୁ…

ଯୌତୁକ ପାଇଁ ବଧୂହତ୍ୟା: ସ୍ବାମୀ ଗିରଫ

ରେମୁଣା, ୨୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ତାଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri