ଆଇନଜୀବୀଙ୍କୁ ମିଳିବ ୫ହଜାର ସହାୟତା
କଟକ ଅଫିସ,୩୧।୭: କରୋନା ଯୋଗୁ ପ୍ରଭାବିତ ହୋଇଥିବା ଆଇନ୍ଜୀବୀଙ୍କୁ ୫ହଜାର ଟଙ୍କା ଲେଖାଏ ସହାୟତା ଦିଆଯିବ। ଏ ନେଇ ବୁଧବାର ଜରୁରିକାଳୀନ ଆର୍ଥତ୍କ ସହାୟତା କମିଟି ପ୍ରସ୍ତାବ ରଖିଥିଲା। ଗୁରୁବାର ଏହାକୁ ଆଡ୍ଭୋକେଟ୍ସ ୱେଲ୍ଫେୟାର୍ ଟ୍ରଷ୍ଟ ବୈଠକରେ ମୋହର ଲାଗିଛି। ଏହାକୁ…
ରାଜ୍ୟରେ ମରୁଡ଼ିର ପଦଧ୍ୱନି
ଭୁବନେଶ୍ୱର,୩୧। ୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦାଉ ସାଧିଲାଣି। ଗତ ଦୁଇ ସପ୍ତାହରୁ ଊର୍ଦ୍ଧ୍ୱ ହେବ ବର୍ଷାର ନାଁ ଗନ୍ଧ ନାହିଁ। କେଉଁଠି କେମିତି କାଁ ଭାଁ ବର୍ଷା ହେଉଥିବା ବେଳେ ରାଜ୍ୟର ଅଧା ଜିଲାରେ ଏବେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି।…
ଶୌଚାଳୟ ଖୋଲିବା ପରେ, ଉଡିଗଲା ହୋସ୍
ଆଗ୍ରା,୩୧।୭: ଉତ୍ତରପ୍ରଦେଶର ଆଗ୍ରା ଡିଭିଜନର ଫିରୋଜାବାଦ ଜିଲାର ମୁହବତ୍ପୁର ଗାଁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏହି ଗାଁର ଜଣଙ୍କ ଘରର ଶୌଚାଳୟରେ ୫ ଫୁଟ୍ କୁମ୍ଭୀର ପଶିଯାଇଥିଲା। ଶୌଚାଳୟ ଖୋଲିବା ମାତ୍ରେ ହଠାତ୍ କୁମ୍ଭୀରକୁ ଦେଖି ଘର ଲୋକଙ୍କ…
ଅଯୋଧ୍ୟା ପୂଜକ, ୧୫ ପୋଲିସଙ୍କୁ କରୋନା
ଅଯୋଧ୍ୟା,୩୧ା୭:ବହୁ ପ୍ରତୀକ୍ଷିତ ରାମମନ୍ଦିର ଭୂମିପୂଜା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ପର୍ବ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ରେ ସେଠାକୁ ଯିବାର କାର୍ଯ୍ୟକ୍ରମ ରହିଛି। ଏଭଳି ସ୍ଥିତିରେ ଅଯୋଧ୍ୟାର ରାମମନ୍ଦିର ନିକଟରେ କର୍ତ୍ତବ୍ୟରତ ୧୫ ପୋଲିସ ଓ ଜଣେ ପୂଜକଙ୍କୁ କରୋନା…
ନିର୍ବାଚନ ଘୁଞ୍ଚାଇବାକୁ ଟ୍ରମ୍ପ୍ଙ୍କ ପ୍ରସ୍ତାବ
ଓ୍ବାଶିଂଟନ, ୩୧ା୭:ମେଲ୍ ଜରିଆରେ ଭୋଟ ହେଲେ ଜାଲିଆତି ସମ୍ଭାବନା ଥିବା ଆଶଙ୍କା କରି ନଭେମ୍ବର ମାସରେ ହେବାକୁ ଥିବା ନିର୍ବାଚନ ଘୁଞ୍ଚାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ପ୍ରସ୍ତାବ ଦେଇଛନ୍ତି। ତେବେ ଜାଲିଆତି ହେବା ନେଇ ସେ କୌଣସି ପ୍ରମାଣ…
ଚାଇନା ସୀମାରେ ବଢ଼ୁଛି ଉତ୍ତେଜନା: ଆଉ ୩୫ ହଜାର ଯବାନ ମୁତୟନ ହେବେ
ନୂଆଦିଲ୍ଲୀ,୩୧ା୭:ଚାଇନା ସୀମାରେ ଦୀର୍ଘଦିନ ହେଲା ଉତ୍ତେଜନା ଲାଗି ରହିଛି। ବିବାଦର ସମାଧାନ ପାଇଁ ଦୁଇଦେଶ ପକ୍ଷରୁ ଉଦ୍ୟମ ଜାରି ରହିଥିଲାବେଳେ ଭାରତ ଅତିରିକ୍ତ ୩୫ ହଜାର ଯବାନଙ୍କୁ ପୂର୍ବ ସୀମାରେ ମୁତୟନ କରିବା ପାଇଁ ପ୍ରସ୍ତୁତି ଚଳାଇଛି। ଏହା ଫଳରେ ୩,୪୮୮…
କାଠଗଡ଼ାରେ ଟେକ୍ନୋ ଟାଇକୁନ
ଓ୍ବାଶିଂଟନ,୩୧ା୭( :ବିଶ୍ୱର ୪ ବଡ଼ କମ୍ପାନୀ ଆମାଜନ, ଆପଲ, ଫେସ୍ବୁକ୍ ଓ ଗୁଗଲର ପ୍ରଭାବଶାଳୀ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)ମାନଙ୍କୁ ଆମେରିକା କଂଗ୍ରେସ ପକ୍ଷରୁ ଘନ ଘନ ଜେରା କରାଯାଇଛି। ଟେକ୍ନୋଲୋଜି ଦୁନିଆର ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ଆଗକୁ ବଢ଼ିବାରେ ରୋକିବା ମାମଲାରେ କଂଗ୍ରେସରେ ବୁଧବାରଠାରୁ…
ଲାଲ୍ଗ୍ରହରେ ଜୀବସତ୍ତା ଅନ୍ବେଷଣ
ଓ୍ବାଶିଂଟନ,୩୧ା୭:ପର୍ସିଭରାନ୍ସ ୭ ମାସ ପରେ ମଙ୍ଗଳରେ ଅବତରଣ କରିବ। ୩.୫୦୦ ବିଲିୟନ ବର୍ଷ ପୂର୍ବେ ଲାଲ୍ଗ୍ରହରେ ଥିବା ଜେଜିରୋ ହ୍ରଦ ଏକ ବୃହତ୍ ଗର୍ତ୍ତରେ ପରିଣତ ହୋଇଛି। ୮୨୦ ଫୁଟ୍ ଗଭୀର ଏହି ଗର୍ତ୍ତରେ ପର୍ସିଭରାନ୍ସ ଅତୀତର ସମ୍ଭାବ୍ୟ ସୂକ୍ଷ୍ମ ଜୀବସତ୍ତା…
ଜୟା ଜେଟ୍ଲୀଙ୍କୁ ୪ ବର୍ଷ ଜେଲ
ନୂଆଦିଲ୍ଲୀ, ୩୧ା୭(ପି.ଟି.):ପ୍ରତିରକ୍ଷା ଦୁର୍ନୀତି ମାମଲାରେ ଦୋଷୀସାବ୍ୟସ୍ତ ସମତା ପାର୍ଟିର ପୂର୍ବତନ ଅଧ୍ୟକ୍ଷା ଜୟା ଜେଟ୍ଲୀ ଓ ଅନ୍ୟ ଦୁଇଜଣଙ୍କୁ ଦିଲ୍ଲୀର ଏକ ଅଦାଲତ ଗୁରୁବାର ୪ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୦୦-୦୧ରେ ପ୍ରତିରକ୍ଷା ସାମଗ୍ରୀ କିଣାରେ ଦୁର୍ନୀତି ଅଭିଯୋଗ ହୋଇଥିଲା।…
ଓଇଆର୍ସି ମୁହାଁଇବ କୁଆଡ଼େ
ଭୁବନେଶ୍ୱର,୩୧ା୭(ବ୍ୟୁରୋ):ରାଜ୍ୟବାସୀଙ୍କୁ ଉନ୍ନତମାନର ବିଦ୍ୟୁତ୍ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ବିଦ୍ୟୁତ୍ ବ୍ୟବସ୍ଥାକୁ ଘରୋଇକରଣ କରିଛନ୍ତି। ଗତ ଶତାବ୍ଦୀର ୮୦ ଦଶନ୍ଧିରୁ ଆରମ୍ଭ ହୋଇଥିବା ଏହି ପ୍ରୟାସ ବାରମ୍ବାର ଗୋଟିଏ ପ୍ରକାର ଫଳ ଦର୍ଶାଉଛି। କରଦାତାଙ୍କ ଅର୍ଥରେ ସୃଷ୍ଟି ହୋଇଥିବା ବିରାଟକାୟ…
ଛାତ ପାଲଟିଛି ବଗିଚା
ବାରିପଦା ଅଫିସ, ୩୧ା୭- ପରିବେଶ ପ୍ରତି ଦୁର୍ବଳତା ରହିଛି ତାଙ୍କର। ସେଥିପାଇଁ ନିଜ ଛାତ ଉପରେ ତିଆରି କରିଛନ୍ତି ସୁନ୍ଦର ବଗିଚା। ଏହି ବଗିଚାରେ ଭଳିକି ଭଳିି ଫୁଲ ଓ ଫଳ ସାଙ୍ଗକୁ ରହିଛି ପନପରିବା ଗଛର ସମ୍ଭାର। ଏହି ବଗିଚାକୁ…
ଜିଓର ନିଟ୍ ଲାଭ ୧୮୩% ବଢିଲା
ମୁମ୍ବାଇ,୩୧।୭ : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଏହାର ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ପ୍ରଥମ ତ୍ରୈମାସରେ ରିଲାଏନ୍ସର ନିଟ୍ ଲାଭ ଗତ ବର୍ଷ ତୁଳନାରେ ୩୦.୬% ବୃଦ୍ଧି ଘଟି ୧୩,୨୪୮ କୋଟି ଛୁଇଁଛି।…

