ଭାରତ ପାଖରେ ବଡ଼ ଆଟାକ୍ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…
ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର ସହ ଧରିବାରେ ସଫଳ ହୋଇଛି। ଏବେ, ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ ଦାବି କରିଛି…
ଯୁଦ୍ଧକୁ ଡେଇଁଲା ବ୍ରିଟେନ୍! କଲା ବଡ଼ ଘୋଷଣା, ଆମେରିକାକୁ…
ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି ବ୍ୟବହାର କରିବାକୁ ଅନୁମତି ଦେଇଛନ୍ତି। ଡାଉନିଂ ଷ୍ଟ୍ରିଟର ଏକ ବିବୃତ୍ତି ଅନୁଯାୟୀ, ଇରାନ…
ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର
ଓ୍ବାଶିଂଟନ୍,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍ ମତ ପରିବର୍ତ୍ତନ କରି ଆମେରିକା ପ୍ରଶାସନ ଇରାନ ତେଲ ଆମଦାନୀ ଉପରେ ଏକ ଅସ୍ଥାୟୀ…
ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼
ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା…
ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…
ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ ହାତ ଛାଡ଼ି ଦେଇଥିଲେ ପ୍ରେମିକ। ନ୍ୟାୟ ପାଇଁ ଥାନାରେ ଅଭିଯୋଗ କରିବା ପରେ…
ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ମୁଖା ପିନ୍ଧା ଯୁବକ: ସ୍ବାମୀଙ୍କୁ ଲାତ ମାରି…
ଝାରସୁଗୁଡା,୨୧।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ସରବାହାଲ ତଳିପଡାଠାରେ ଭଡା ରହୁଥିବା ଧୀରେନ୍ଦ୍ର ମହାରଣାଙ୍କ ଘରକୁ ଶୁକ୍ରବାର ରାତିରେ ଜଣେ ଯୁବକ ମୁଖା ପିନ୍ଧି ଏକ ବାଇକରେ ଆସିଥିଲେ। ଏହି ସମୟରେ ଧୀରେନ୍ଦ୍ର ବାହାରୁ ଘର ଭିତରକୁ ପ୍ରବେଶ କରି ରୋଷେଇ…
ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ
ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର କରିବା ଡମ୍ପିୟାର୍ଡ଼କୁ ସଠିକ ବ୍ୟବହାର କରିବାକୁ ନେଇ ଶନିବାର ଏକ ସଚେତନ ଶୋଭାଯାତ୍ରା…
ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍
ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା ପୁଣି ଥଣ୍ଡା ବୋତଲରେ। ଆଉ ସେହି ମଦ ଚାଲାଣ କରୁଛନ୍ତି ନାବାଳକ। ଉଦଳା…
୯୯.୯୩% ଭୋଟ ପାଇ ପୁଣି କିମ୍ ଜଙ୍ଗ୍ ବିଜୟୀ
ପୋଙ୍ଗୟାଙ୍ଗ୍ ,୨୧ା୩: ଉତ୍ତର କୋରିଆ ଶାସକ କିମ୍ ଜଙ୍ଗ୍ ଉନ୍ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ଏଠାକାର ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ ୧୫ରେ ନିର୍ବାଚନ କରାଯାଇଥିଲାବେଳେ କିମ୍ଙ୍କ ଓ୍ବାର୍କର ପାର୍ଟି ଅଫ୍ କୋରିଆ ଏବଂ…
ସାଉଦି ଆରବରେ ଆଉ ଜଣେ ଭାରତୀୟଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୨୧ା୩: ସାଉଦି ଆରବର ରିୟାଧରେ ଗତ ବୁଧବାର ହୋଇଥିବା ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ ଘଟିଥିବା ସେଠାର ଭାରତୀୟ ଦୂତାବାସ ଶୁକ୍ରବାର ସ୍ପଷ୍ଟ କରିଛି। ଦୂତାବାସ ପକ୍ଷରୁ ମୃତକଙ୍କ ପରିବାର ଏବଂ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯିବା ସହ ସମସ୍ତ…
ମିତ୍ର ରାଷ୍ଟ୍ରମାନଙ୍କ ପାଇଁ ସୁରକ୍ଷିତ ଜାହାଜ ପରିବହନ କରିଡର ଆରମ୍ଭ କଲା ଇରାନ; ଏହି କରିଡର ଦେଇ ଗଲା ଭାରତୀୟ ଜାହାଜ
ତେହରାନ,୨୧।୩: ଯୁଦ୍ଧକାଳୀନ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଇରାନ ହର୍ମୁଜ ପ୍ରଣାଳୀ ଦେଇ ସହଯୋଗୀ ଜାହାଜଗୁଡ଼ିକର ସୁରକ୍ଷିତ ପଥକୁ ସହଜ କରିବା ପାଇଁ ଏକ ‘ନିରାପଦ କରିଡର’ ପ୍ରତିଷ୍ଠା କରିଛି। ଏହି କରିଡର ଇରାନର କ୍ଷେତ୍ରୀୟ ଜଳସୀମା ଦେଇ ଗତି କରେ। ଇରାନର…
ଶାରିରୀକ ସମ୍ପର୍କ ରଖିବାକୁ ମନା କଲେ ଯମୁନା: ପ୍ରେମିକ-ମା’ ମିଶି କଲେ ଏମିତି କାମ
ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରୂପ୍ସା ଥାନା ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ଗତ ୧୭ ତାରିଖରେ ଘଟିଥିବା ମହିଳାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ୍ ହୋଇଛି। ଶାରୀରିକ ସମ୍ପର୍କ ଲାଗି ରାଜି ନ ହେବାରୁ ମହିଳାଙ୍କ ପ୍ରେମିକ ଓ ତାଙ୍କ ମା’ ମିଶି…
Archives


