‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…
ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ ମୃତ୍ୟୁ ମାମଲା ରୁଜୁ କରିଥିଲା। ତେବେ, ପରିବାରବର୍ଗଙ୍କ ବୟାନ ଏବଂ ମୃତଦେହ ବ୍ୟବଚ୍ଛେଦ…
ଖଡ଼ିଆଳ କଲେଜ ସାଇନ୍ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ
ଖଡ଼ିଆଳ,୧୧ା୧୦(ସୁଜିତ୍ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏହି ନିଷ୍ପତ୍ତି ବିରୋଧରେ ରବିବାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ସମର୍ଥିତ…
ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ ଉଜ୍ଜୟିନୀର ଅର୍ଜୁନ ପରମାର । ମାତ୍ର ୨୬ ବର୍ଷ ବୟସରେ ତାଙ୍କ ବାର୍ଷିକ…
ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼
ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ ପାଣିଗଣ୍ଡା ବିଟ୍ ତୁଳସୀ ନଗରରୁ ବେଆଇନ ଭାବେ ବାଘଛାଲ କାରବାର ସମୟରେ ବନ…
Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…
ମୁମ୍ବାଇ: ବଲିଉଡର ମେଗାଷ୍ଟାର୍ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ ସକ୍ରିୟ ଥିବା ‘ବିଗ ବି’ (Big B) ନିଜର ଦମଦାର୍ ଅଭିନୟ ମାଧ୍ୟମରେ…
ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ
ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେ ସକାଳ ପ୍ରାୟ ୧୧ଟା ସମୟରେ ବିମାନବନ୍ଦରରେ…
CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ
ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ କହିଛନ୍ତି ଯେ, ଯେତେବେଳେ ମୋଦି ଓ ଶାହା ଦିଲ୍ଲୀକୁ ଏକ ଦୁର୍ଗରେ ପରିଣତ…
‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି
ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନକୁ ନେଇ ବାରମ୍ବାର ବିଭିନ୍ନ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି। ତଥାପି, ହାର୍ଦ୍ଦିକ…
Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ
ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ ଆଉ କେତେବେଳେ ଭବିଷ୍ୟତର ଚିନ୍ତା ମନକୁ ଅସ୍ଥିର କରିଦିଏ। କେତେବେଳେ ପରସ୍ପର ମଧ୍ୟରେ…
ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’
ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି ମଧ୍ୟ ବେଶ ଚର୍ଚ୍ଚା ସୃଷ୍ଟି କରିଥିଲା। ଯଦିଓ ଏହି ଶୋ’ ବେଶ ଲୋକପ୍ରିୟତା…
କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି
କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା ଆରମ୍ଭ ହୋଇଯାଇଛି। ଏହି ଅବସରରେ ଶନିବାର ପୂଜା କମିଟି ପକ୍ଷରୁ କଳସ ଯାତ୍ରା…
ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video
ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ବିକ୍ଷୋଭକାରୀଙ୍କୁ ଅଟକ ରଖିବା ପାଇଁ…

