ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା
ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକଚମକ ଦେଇଥିବା ନେଇ ଅଭିଯୋଗ ହୋଇଛି…
ଆଦର୍ଶ ଆଇନଜୀବୀ ଭାବେ ପରିଚିତ ଥିଲେ ବଂଶୀଧର, ଆଜି ତାଙ୍କୁ ଝୁରୁଛି ଓକିଲ ସଂଘ
ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟ ବରିଷ୍ଠ ଆଇନଜୀବୀ ବଂଶୀଧର ପାଳଙ୍କ ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ଗତ ୧୯୪୯ ଜୁନ୍ ୨୮ରେ ଜନ୍ମଗ୍ରହଣ କରିଥିବା ବଂଶୀଧର ବ୍ରହ୍ମପୁରରେ…
EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…
ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍ ପାଇଁ ଲାଗୁଥିବା ବେତନ ସୀମାକୁ ମାସିକ ୧୫,୦୦୦ ଟଙ୍କାରୁ ବଢ଼ାଇ ୨୫,୦୦୦ ଟଙ୍କା କରାଯାଇଛି ।…
ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…
ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା ଦେଖିବାକୁ ମିଳିଛି। ଏହା ଦ୍ୱାରା ସେହିରାସ୍ତା ଦେଇ ଯାତାୟାତ କରୁଥିବା ବାଇକ ଆରୋହୀଙ୍କ…
ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…
କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ନୂଆଖାଇ ପୂର୍ବରୁ ଅର୍ଥାତ ଗତ ସୋମବାର ସକାଳେ ରୁଗୀ…
Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ
ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍ ପଡ଼ିଛନ୍ତି । ତାଙ୍କ ସ୍ଥାନରେ ଯୁବ ଅଲରାଉଣ୍ଡର ବିପ୍ରଜ ନିଗମଙ୍କୁ ଭାରତୀୟ ଦଳରେ…
ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ
ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି ପରିବାରର ଦୁଇ ଜଣଙ୍କ ଜୀବନ ଚାଲିଯିବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର…
ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ
ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ ବୁଧବାର ସକାଳେ ଗାଁ ପୋଖରୀରେ ବୁଡ଼ିଯାଇ ମୃତ୍ୟୁ ଘଟିଛି। ସୀତାଂଶୁ ତାଙ୍କ ଗାଁର…
ପୁଅର ଏମିତି କାରନାମା ଦେଖି ଟେନ୍ସନ୍ରେ କରୀନା
ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍ସନ୍ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍ ଚିନ୍ତିତ। ସେ ତାଙ୍କ ପୁଅ ତୈମୁର ଏବଂ ଜେହଙ୍କର ‘ସ୍କ୍ରିନ ଟାଇମ’ (ଫୋନ ବ୍ୟବହାର ସମୟ)କୁ ନେଇ ବହୁତ…
ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…
ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛ। ପୂଜକ ଭାବେ ନବୀନ ରଥ, ପ୍ରକାଶ ରଥ,…
ଅଳିଆଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…
ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପ୍ରକାଶ ଯେ, ସିମନବାଡ଼ିର ଏସ୍ବିଆଇ ଶାଖା ସମ୍ମୁଖ ଏବଂ ଜନଜାତି ହାଟ…
ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍କୁ ବ୍ୟାନ୍ କଲା ଭାରତ
ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍ରେ ଉଲ୍ଲେଖ କରାଯାଇଥିବା ଦୁଇଟି ଉତ୍ପାଦ ହେଉଛି ଗୋରା ହେବା ପାଇଁ କ୍ରିମ୍ ‘ଚାନ୍ଦନୀ…

