ଆଗକୁ ସାବିତ୍ରୀ: ବଢୁଛି ଲିଚୁକୋଳିର ଚାହିଦା, ଚାଷ କରି ମାଲମାଲ ଚାଷୀ
ଦାରିଙ୍ଗବାଡ଼ି,୧୭ା୫(ଅରୁଣ ସାହୁ): ଆଉ କିଛି ଦିନ ପରେ ଆସୁଛି ସାବିତ୍ରୀ। ଏଥିପାଇଁ ବିଭିନ୍ନ ପ୍ରକାର ଫଳଆମ୍ବ, ପଣସ , ଲିଚୁ, କାକୁଡ଼ି, ତାଳର ଆବଶ୍ୟକ ରହିଛି । ତେବେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆମ୍ବ, ପଣସ, ଲିଚୁ ଫଳର ଅଭାବ…
ବାଇକ୍ରେ ଆସିଲେ ୨ ଦୁର୍ବୃତ୍ତ, ଦୋକାନୀ-ଗ୍ରାହକଙ୍କୁ କଲେ ଗୁଳିମାଡ଼
ରାଉରକେଲା,୧୭ା୫(ସଙ୍ଗୀତା ଜେନା): ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ଜଣ ଗୁରୁତର ହୋଇଛନ୍ତି। ବାଇକରେ ଦୁଇ ଦୁର୍ବୃତ୍ତ ଆସି ଦୋକାନୀ ଏବଂ ଜଣେ ଗ୍ରାହକଙ୍କୁ ଗୁଳିମାଡ଼ କରିଛନ୍ତି। ଗୁରୁତର ଦୁଇ ଜଣଙ୍କୁ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜଣଙ୍କର ଛାତିରେ…
‘୮୬ ୪୭’କୁ ନେଇ ଆମେରିକାରେ ହଇଚଇ: ଟ୍ରମ୍ପ୍ଙ୍କ ପ୍ରତି ବଢୁଛି ବିପଦ
ଓ୍ବାଶିଂଟନ୍, ୧୭।୫: ଆମେରିକାର ଘରୋଇ ଗୋଇନ୍ଦା ଏବଂ ସୁରକ୍ଷା ସେବା ସଂସ୍ଥା ଫେଡେରାଲ ବ୍ୟୁରୋ ଅଫ୍ ଇନ୍ଭେଷ୍ଟିଗେଶନ (ଏଫ୍ବିଆଇ)ର ପୂର୍ବତନ ଡାଇରେକ୍ଟର ଜେମ୍ସ କୋମେଙ୍କ ଏକ ରହସ୍ୟମୟ ଇନ୍ଷ୍ଟାଗ୍ରାମ ପୋଷ୍ଟକୁ ନେଇ ବିବାଦ ଦେଖାଦେଇଛି। ଏକ ସମୁଦ୍ର ବେଳାଭୂମିରେ ‘୮୬ ୪୭’…
Operation Sindoor: ହମାସ ଶୈଳୀରେ ମିଛ ପ୍ରଚାର କରୁଛି ପାକିସ୍ତାନ: ଆମେରିକୀୟ ଲେଖକ କଲେ ପର୍ଦ୍ଦାଫାସ
ନୂଆଦିଲ୍ଲୀ,୧୭।୫: ଅପରେଶନ ସିନ୍ଦୁର ପରେ, ଗୋଟିଏ ପଟେ ପାକିସ୍ତାନ ଅସ୍ତ୍ରବିରତି କଥା କହୁଥିବା ବେଳେ, ଅନ୍ୟପଟେ ଏହା ସୋସିଆଲ ମିଡିଆ ଏବଂ ଅନ୍ତର୍ଜାତୀୟ ପ୍ଲାଟଫର୍ମରେ ଏକ ନୂତନ ମୋର୍ଚ୍ଚା ଖୋଲିଛି, ଯାହା ସୂଚନା ଯୁଦ୍ଧ। ପାକିସ୍ତାନ ଦାବି କରୁଛି, ଭାରତର ଅନେକ…
ଅସ୍ତିତ୍ୱ ହରାଉଛି ଜଳାଶୟ, ପୁନରୁଦ୍ଧାର ପାଇଁ ଗ୍ରାମବାସୀଙ୍କ ଦାବି
ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ବଗେଇବିରା ଗ୍ରାମରେ ରହିଥିବା ଏକ ଜଳାଶୟ ତେନ୍ତୁଳିମୁଣ୍ଡା ଅସ୍ତିତ୍ୱ ହରାଇ ବସିଛି। ଏହି ଜଳାଶୟ ଅନାବନା ଘାସଲଟା ଆଦିରେ ପରିପୂର୍ଣ୍ଣ ଥିବାବେଳେ ଦିନକୁ ଦିନ ସଂକୁଚିତ ହୋଇ ପଡୁଛି।…
ଆଜିଠୁ ଆଇପିଏଲ୍-୨୦୨୫ ପୁଣି ଆରମ୍ଭ: ବଢିଲା ଦର୍ଶକଙ୍କ ଉତ୍କଣ୍ଠା
ବେଙ୍ଗାଲୁରୁ, ୧୭।୫: ନିକଟରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଯୋଗୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଅବଶିଷ୍ଟ ଭାଗ ଶନିବାରଠାରୁ ପୁଣି ଆରମ୍ଭ ହେବାକୁ ଯାଉଛି। ଆଇପିଏଲ୍କୁ ନେଇ ଦର୍ଶକଙ୍କ ଉତ୍କଣ୍ଠା ବଢ଼ି ଚାଲିଥିବାବେଳେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ରୟାଲ…
ଇତିହାସ ରଚିଲେ ଭାରତର ଗୋଲଡେନ ବୟ: ହାସଲ କଲେ ବଡ଼ କାରନାମା
ଦୋହା, ୧୭ା୫:ଭାରତର ତାରକା ଆଥଲେଟ୍ ନୀରଜ ଚୋପ୍ରା ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍ ମିଟିଂରେ ପ୍ରଥମ ଥର ୯୦ମିଟରରୁ ଊର୍ଦ୍ଧ୍ୱ ଜାଭେଲିନ୍ ଥ୍ରୋ କରି ଇତିହାସ ରଚିଛନ୍ତି। ଏହି ସଫଳତା ହାସଲ କରିବାରେ ସେ ଭାରତର ପ୍ରଥମ, ଏସିଆର ୩ୟ ଏବଂ…
ଅପରେଶନ ଶୁଦ୍ଧି ପ୍ରଭାବ: ୨୮.୩୭୫ କିଲୋ ଗଞ୍ଜେଇ ଜବତ, ୯ ଗିରଫ
ନୂଆପଡା,୧୭ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାକୁ ସମ୍ପୂର୍ଣ୍ଣ ନିଶାମୁକ୍ତ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଅପରେଶନ ଶୁଦ୍ଧି ଜାରି ରହିଛି। ଗୁରୁବାର ଅପରେଶନ ଶୁଦ୍ଧି ଚାଲିଥିବା ସମୟରେ ଜୋଙ୍କ ଥାନା ପୋଲିସକୁ ପୁଣି ବଡ଼ ସଫଳତା ମିଳିଛି ା ଚଢ଼ାଉ ବେଳେ…
ଫୋକସ୍ରେ ଓଡ଼ିଶା: ଜୁନ୍ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର, ୧୭ା୫(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀଙ୍କ ସମେତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଆସିପାରନ୍ତି…
ତପସ୍ବିନୀ ଏକ୍ସପ୍ରେସ୍କୁ ପଥର ମାଡ଼: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ସମ୍ବଲପୁର,୧୭।୫(ପ୍ରମୋଦ ବହିଦାର): ତପସ୍ବିନୀ ଏକ୍ସପ୍ରେସ ଟ୍ରେନକୁ ପଥର ମାଡ଼ ହୋଇଛି। ଏଥିରେ ଟ୍ରେନର କାଚ ଭାଙ୍ଗିପଡ଼ିଛି। ପଥର ମାଡ଼ ପରେ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ରେଙ୍ଗାଲି ଓ ଝାରସୁଗୁଡ଼ା ମଝିରେ ଏହି ପଥର ମାଡ଼ ସୂଚନା ମିଳିଛି। ଏସି ବଗି ବି-୭…
ଅପରେଶନ ସିନ୍ଦୂରରେ ଶହୀଦ ମେଜର ପବନ କୁମାରଙ୍କୁ ଭାବପ୍ରବଣ ଶ୍ରଦ୍ଧାଞ୍ଜଳି: ବାପା କହିଲେ…
ଶ୍ରୀନଗର,୧୭।୫: ଅପରେଶନ ସିନ୍ଦୂରରେ ଶହୀଦ ହୋଇଥିବା ମେଜର ପବନ କୁମାରଙ୍କୁ ଜେନେରାଲ ଅଫିସର କମାଣ୍ଡିଂ (GoC) ହ୍ବାଇଟ ନାଇଟ କର୍ପସ ଲେଫ୍ଟନାଣ୍ଟ ଜେନେରାଲ ପି.କେ ମିଶ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଶୋକସନ୍ତପ୍ତ ପରିବାର ସହିତ…
ମୋତେ ରାତି ୨.୩୦ରେ ମୁନିରଙ୍କ ଫୋନ୍ ଆସିଥିଲା… Operation Sindoorକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ଶେହବାଜ ଶରିଫ
ଇସଲାମାବାଦ୍,୧୭।୫:ଅପରେଶନ ସିନ୍ଦୂର ପରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ମେ ୭ ରୁ ୧୧ ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପାକିସ୍ତାନ ଲଗାତାର ଭାବରେ ଡ୍ରୋନ ଏବଂ ମିସାଇଲ୍ ଭାରତ ଉପରେ ଆକ୍ରମଣ କରିଥିଲା। ଭାରତୀୟ ସେନା ମଧ୍ୟ ଏହାର…
Archives


