Home

କରୋନା : ଥିଲା ଓ ରହିବ

କରୋନା ଗୋଟିଏ ନିର୍ଜୀବ ଅଣୁ। ଏହାର ବିନାଶ ନାହିଁ। ପରିବେଶରେ ଏହା ତିଷ୍ଠି ରହେ। ବାଦୁଡି, ବଜ୍ରକାପ୍ତା, ସାପ ଓ ସରୀସୃପ ଏହାର ବାହକ। ଉଚ୍ଚ ଉତ୍ତାପରେ ପଶୁ ମାଂସ ରାନ୍ଧି ନ ଖାଇଲେ ଏହା ସଂକ୍ରମିତ ହୋଇଥାଏ। ୨୦୦୩ରେ କରୋନାର…

କ୍ରୋଧର ନିଆଁରେ ଆମେରିକା

ଓ୍ବାଶିଂଟନ,୧ା୬: କୃଷ୍ଣକାୟ ଆମେରିକୀୟ ଜର୍ଜ ଫ୍ଲୋୟଡ୍‌ଙ୍କୁ ଜଣେ ପୋଲିସ ଅଧିକାରୀ ଆଣ୍ଠୁରେ ଚପାଇରଖି ମାରିଦେବା ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ପ୍ରଦର୍ଶନ ତେଜିବାରେ ଲାଗିଛି। ପୋଲିସ ବର୍ବରତା ବିରୋଧରେ ଆମେରିକାର ମିନିଆପଲିସ ସହରରେ ଆରମ୍ଭ ହୋଇଥିତ୍ବା ବିକ୍ଷୋଭ ପ୍ରଥମେ ହିଂସା ଓ…

ନର୍ଗିସ୍‌ଙ୍କୁ ବିବାହ ପୂର୍ବରୁ ସୁନୀଲ ଦତ୍ତଙ୍କୁ ମିଳିଥିଲା ଧମକ

ବଲିଉଡ୍‌ରେ ଅନେକ ଭେଟେରାନ ଅଭିନେତ୍ରୀ ଅଛନ୍ତି। କିନ୍ତୁ ବହୁତ କମ ଅଭିନେତ୍ରୀ ଅଛନ୍ତି, ଯାହାଙ୍କ ଅବଦାନ ବର୍ଷ ବର୍ଷ ପରେ ମଧ୍ୟ ସ୍ମରଣୀୟ ହୋଇ ରହିଛି। ଆଜି ଏପରି ଜଣେ ଅଭିନେତ୍ରୀଙ୍କ ଜନ୍ମଦିନ, ଯାହାଙ୍କ ଅବଦାନ ଚିରସ୍ମରଣୀୟ। ସେହି ଅଭିନେତ୍ରୀ ଜଣଙ୍କ…

ଦାରିଦ୍ର୍ୟ ମଧ୍ୟକୁ ଠେଲି ହୋଇଯିବେ ୮.୬ କୋଟି ପିଲା

ନୂଆଦିଲ୍ଲୀ,୧ା୬:ମହାମାରୀ କରୋନା ଯୋଗୁ ସାରା ବିଶ୍ୱରେ ଘୋର ଆର୍ଥିକ ଅବନତି ଘଟିଛି। ଏହାର ପ୍ରଭାବରେ ୨୦୨୦ ଶେଷ ସୁଦ୍ଧା ସ୍ବଳ୍ପ ଏବଂ ମଧ୍ୟମ ଆୟକାରୀ ଦେଶଗୁଡ଼ିକର ଗରିବ ପରିବାରରେ ରହୁଥିବା ପିଲାଙ୍କ ସଂଖ୍ୟା ୮.୬ କୋଟି (୧୫%) ବୃଦ୍ଧି ହୋଇ ୬୭.୨…

ପଙ୍ଗପାଳ ଦମନରେ ଧର୍ମବିଶ୍ୱାସ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧ା୬: ମଧ୍ୟପ୍ରଦେଶର ପାନ୍ନା ଅଞ୍ଚଳରେ ଗତ ସପ୍ତାହରେ ବାଜିିଥିଲା ପୋଲିସ ସାଇରନ। ହେଲେ ତାହା ଚୋରଙ୍କୁ ଗୋଡ଼ାଇବା ଲାଗି ନୁହେଁ ବରଂ ମାରାତ୍ମକ କୀଟ ପଙ୍ଗପାଳ ଦଳଠାରୁ ରକ୍ଷା ପାଇଁ। ଏହି ବିଧ୍ୱଂସକ ବିଦେଶାଗତ କୀଟ ପ୍ରତିଦିନ ତା’ ଓଜନର ତାଜା…

ମହାକାଶଚାରୀଙ୍କୁ ଅନ୍ତରୀକ୍ଷରେ ପହଞ୍ଚାଇଲା ସ୍ପେସ୍‌ଏକ୍ସ

ଓ୍ବାଶିଂଟନ,୧ା୬: ଆମେରିକା ଏହାର ଦୁଇଜଣ ମହାକାଶଚାରୀଙ୍କୁ ଅନ୍ତରୀକ୍ଷକୁ ପଠାଇ ଇତିହାସ ରଚିଛି। ଶନିବାର ରାତିରେ ଫ୍ଲୋରିଡାର କେନେଡି ମହାକାଶ କେନ୍ଦ୍ରରୁ ଘରୋଇ ବ୍ୟବସାୟିକ ସଂସ୍ଥା ସ୍ପେସ୍‌ଏକ୍ସର କ୍ରିଉ ଡ୍ରାଗନ ମହାକାଶଯାନ ସଫଳତାର ସହ ନାସାର ଦୁଇ ମହାକାଶଚାରୀଙ୍କୁ ନେଇ ଅନ୍ତର୍ଜାତୀୟ ମହାକାଶ…

କୋଭିଡ୍‌ ମୁକାବିଲାରୁ ଓହରିବ ଘରୋଇ ଆମ୍ବୁଲାନ୍ସ: ୨ ମାସ ହେଲା ଦିଆଯାଉନି ପ୍ରାପ୍ୟ

ଜଗତ୍‌ସିଂହପୁର ଅଫିସ,୧ା୬: ଜଗତ୍‌ସିଂହପୁର ଜିଲାରେ କରୋନା ସଂକ୍ରମିତଙ୍କ ପାଇଁ ସରକାରୀ ବାଦ୍‌ ୮ଟି ଘରୋଇ ଆମ୍ବୁଲାନ୍ସ ନିୟୋଜିତ ହୋଇଛି। ଏଥିସହ ୧୦ଟି ଘରୋଇ ବୋଲେରୋ କୋଭିଡ୍‌ କାମରେ ଲାଗିଛି। କିନ୍ତୁ କରୋନା ସଂକ୍ରମିତଙ୍କ ପରିବହନ ପାଇଁ ଲାଗିଥିବା ୮ ଆମ୍ବୁଲାନ୍ସ ମାଲିକଙ୍କୁ…

ଜି ୧୧ରେ ସାମିଲ ହେବ ଭାରତ

ଓ୍ବାଶିଂଟନ, ୧।୬(ପି.ଟି/ଆଇଏଏନ୍‌ ଏସ୍‌): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜି ୭ ସମ୍ମିଳନୀକୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଘୁଞ୍ଚାଇଦେଇଛନ୍ତି। ଏହାସହ ସେ ଏହି ପୁରୁଣା ବ୍ଲକ୍‌କୁ ଜି ୧୦ କିମ୍ବା ଜି ୧୧ ଯାଏ ବିସ୍ତାର କରି ଭାରତ ସମେତ ଆଉ ୩ଟି…

ରାଜ୍ୟରେ ମୁଣ୍ଡ ପିଛା ଦୁଗ୍ଧ ଉତ୍ପାଦନ ୧୪୫ ଗ୍ରାମ୍‌କୁ ବୃଦ୍ଧି

ଭୁବନେଶ୍ୱର,୧।୬: ଦେଶ ସ୍ବାଧୀନ ହେବା ସମୟରେ ଓଡ଼ିଶାରେ ହାରାହାରି ଦୈନିକ ମୁଣ୍ଡ ପିଛା ଦୁଗ୍ଧ ଉତ୍ପାଦନ ପ୍ରାୟ ୭୦ ଗ୍ରାମ ଥିଲା। ଏହାକୁ ବୃଦ୍ଧି କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାକରି ପଦକ୍ଷେପ ନେଇଛନ୍ତି। ଫଳରେ ୨୦୧୯-୨୦…

ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ପରଲୋକ

ମୁମ୍ବାଇ,୧।୬: ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ପରଲୋକ ଘଟିଛି। କିଡ୍‌ନୀ ରୋଗରେ ପୀଡିତ ଥିବା ଓ୍ବାଜିଦ୍‌ଙ୍କ ରବିବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। କୀଡନ ରୋଗ ସହ ସେ କରୋନାରେ ମଧ୍ୟ ସଂକ୍ରମିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କ…

ଆଜି ନୀଳମାଧବ ବସ୍ତି ଭାଙ୍ଗିବ ବିଡିଏ

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା କଟକଣା କୋହଳ ହେବା ପରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବାକି ଥିବା ଉଚ୍ଛେଦ କାର୍ଯ୍ୟ ପୁଣି ଆରମ୍ଭ ହେବାକୁ ଯାଉଛି। ସୋମବାରଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ବିଡିଏର ମିଳିତ ଉଚ୍ଛେଦକାରୀ ଦଳ ଚନ୍ଦ୍ରଶେଖରପୁରସ୍ଥିତ…

ଯୋଦ୍ଧାର ସମ୍ମାନ, ଖାକିରେ ଦାଗ: ହାତଗଣତି ଅଫିସରଙ୍କ ପାଇଁ ବଦନାମ ପୋଲିସ

ଲୋକଙ୍କ ଧନଜୀବନର ସୁରକ୍ଷା ଓ ଆଇନଶୃଙ୍ଖଳା ରକ୍ଷା ହେଉଛି ପୋଲିସର ପ୍ରଥମ କାମ। ଏଥିପାଇଁ ଖାକିକୁ ଆବଶ୍ୟକ ଆଇନଗତ କ୍ଷମତା ଦିଆଯାଇଛି। ଜଣେ ସଚ୍ଚୋଟ, ଦକ୍ଷ ତଥା ନିଷ୍ଠାପର ପୋଲିସକୁ ସମାଜ ସବୁବେଳେ ସମ୍ମାନ କରୁଛି। ଏବେ କରୋନା ଭଳି ସଂକଟଜନକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri