Home

ଗଲଓ୍ବାନ ଘାଟି ବିବାଦ ଉପରେ ନିର୍ମାଣ ହେବ ଫିଲ୍ମ

ଗଲଓ୍ବାନ ଘାଟିରେ ହୋଇଥିବା ଭାରତ ଏବଂ ଚୀନ୍‌ ମଧ୍ୟରେ ରକ୍ତାକ୍ତ ସଂଘର୍ଷର କାହାଣୀ ଏବେ ବଡ଼ ପରଦାରେ ଦେଖିବାକୁ ମିଳିବ। ଏଲ୍‌ଏସିରେ ୨୦ ଭାରତୀୟ ଯବାନଙ୍କ ବଳିଦାନର କାହାଣୀ ଉପରେ ଫିଲ୍ମ ନିର୍ମାଣ କରିବେ ବଲିଉଡ୍‌ ଅଭିନେତା ଅଜୟ ଦେବଗନ। ଏ…

କରୋନାରୁ ବର୍ତ୍ତିବା ପାଇଁ ଏଭଳି ମାସ୍କ ପିନ୍ଧିଲେ ବ୍ୟକ୍ତି

ପୁଣେ,୪।୭: ଦେଶରେ କରୋନା ଭାଇରସ୍‌ ସଙ୍କଟ ଉତ୍କଟ ହେବାରେ ଲାଗିଛି। ଏହାକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରୁଛନ୍ତି। ଏହା ସତ୍ତ୍ୱେ ମଧ୍ୟ କରୋନା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ…

ଚାଇନାକୁ ପାନେ: ଟିକ୍‌ଟକ୍‌ର କ୍ଷତି ହେଲା ୪୫ ହଜାର କୋଟି

ନୂଆଦିଲ୍ଲୀ, ୪।୭: ଶର୍ଟ ଭିଡ଼ିଓ ମେକିଂ ଆପ୍‌ ଟିକ୍‌ଟକ୍‌ ଭାରତରେ ବ୍ୟାନ୍‌ ହୋଇଛି। ଏହା ଯୋଗୁ ଟିକ୍‌ଟିକ୍‌ର କ୍ଷତି ପରିମାଣ ୪୫ ହଜାର କୋଟିରୁ ଅଧିକରେ ପହଞ୍ଚିଛି। ଏହାର ନିର୍ମାତା କମ୍ପାନୀ ବାଇଟ୍‌ ଡ୍ୟାନ୍ସର ଚିନ୍ତା ଏନେଇ ବଢ଼ିବାରେ ଲାଗିଛି। ଏସମ୍ପର୍କରେ…

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ; ଅଛନ୍ତି ଗଞ୍ଜାମରୁ ୩, ଖୋର୍ଦ୍ଧାରୁ ୨

ଭୁବନେଶ୍ୱର, ଛତ୍ରପୁର, ୪।୭(ବ୍ୟୁରୋ/ଡି.ଏନ୍‌.ଏ.): ଶନିବାର ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୫ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି। ତେବେ ଗଞ୍ଜାମ ଜିଲାର ୩ ଆକ୍ରାନ୍ତ ପୁରୁଷ ହୋଇଥିବା…

୨୪ ଘଣ୍ଟାରେ ୨୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ୪।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଏହି ସମୟ ମଧ୍ୟରେ ୨୨ ହଜାର ୭୭୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ…

CORONAVIRUS UPDATE: ରାଜ୍ୟରେ ପୁଣି ୪୯୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ ରେ ପହଞ୍ଚିଲା

ଭୁବନେଶ୍ୱର, ୪।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୪୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଫେରାର ବାଲେଶ୍ୱର ଟାଉନ ଥାନା ଆଇଆଇସି

ବାଲେଶର ଅଫିସ,୪।୭: ବାଲେଶ୍ୱର ଟାଉନ ଥାନା ଅଧିକାରିଣୀ ସରୋଜିନୀ ନାୟକ ଗତ ୧ରୁ ଫେରାର ଥିବା ଅଭିଯୋଗ ହୋଇଛି। ତାଙ୍କୁ ଫୋନ କଲେ ଫୋନ ଉଠାଉନାହାନ୍ତି। ଏପରିକି ଅନେକ ସମୟରେ ତାଙ୍କ ମୋବାଇଲ ବନ୍ଦ ଥିବା ନେଇ ସୂଚନା ଦେଇଛନ୍ତି ବାଲେଶ୍ୱର…

‘ସଡ଼କ-୨’କୁ ନେଇ ଆଲିଆ-ମହେଶ-ମୁକେଶଙ୍କ ବିରୋଧରେ ମାମଲା ଦାଏର

ମୁମ୍ବାଇ,୪।୭: : ମହେଶ ଭଟ୍ଟଙ୍କ ୧୯୯୦ର ହିଟ୍‌ ଫିଲ୍କ ‘ସଡ଼କ’ର ସ୍ବିକେଲ ‘ସଡ଼କ-୨’ବର୍ତ୍ତମାନ ରିଲିଜ ପାଇଁ ପ୍ରସ୍ତୁତ। ପ୍ରଶଂସକମାନେ ଉତ୍ସାହର ସହିତ ଫିଲ୍ମକୁ ଅପେକ୍ଷା କରିଛନ୍ତି। ଏହି ଚଳଚ୍ଚିତ୍ର ସହିତ ଦୁଇ ଦଶନ୍ଧି ପରେ ମହେଶ ଭଟ୍ଟ ପୁଣି ନିର୍ଦ୍ଦେଶକ ଭାବରେ…

ବୁଗୁଡାଥାନାର ପୁଣି ୧୬ପୋଲିସ କର୍ମଚାରୀଙ୍କ ସହ କାନସୁକା ଗ୍ରାମର ସ୍ବାମୀ, ସ୍ତ୍ରୀ କରୋନା ସଂକ୍ରମିତ

ବୁଗୁଡା,୪।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡା ବ୍ଳକ ଅନ୍ତର୍ଗତ ଗୌଡିଆବୋରଦା ପଞ୍ଚାୟତ ଅନ୍ତର୍ଗତ କାନସୁକା ଗ୍ରାମର ଗୋଟିଏ ପରିବାରର ସ୍ବାମୀ ଓ ସ୍ତ୍ରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ବୁଗୁଡା ଥାନାର ପୁଣି ୧୬ ପୋଲିସ କର୍ମଚାରୀ (ଓଏସ୍‌ଏପି) କରୋନାରେ ଆକ୍ରାନ୍ତ…

ଦାରିଙ୍ଗବାଡ଼ିରେ ଶଟ୍‌ଡାଉନ କଡ଼ାକଡ଼ି ପାଳନ, ଦୋକାନ ବଜାର ବନ୍ଦ

ଦାରିଙ୍ଗବାଡ଼ି,୪।୭(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲାରେ ପ୍ରଶାସନ ପକ୍ଷରୁ ସପ୍ତାହକୁ ଶନିବାର ଏବଂ ରବିବାର ଶଟ୍‌ଡାଉନ ଘୋଷଣା କରାଯାଇଛି। ଏଥିସହ ବାହାର ଜିଲାରୁ ଆସୁଥିବା ଏବଂ ହଟସ୍ପଟ ସ୍ଥାନରୁ ଆସୁଥିବା ଲୋକଙ୍କ ଉପରେ ପ୍ରଶାସନ କଡ଼ା ନଜର…

ଭାରତୀୟ ଟିକ୍‌ଟକ୍‌ ଚିଙ୍ଗାରି ଆପ୍‌: ଜାଣନ୍ତି କି ୨୨ ଦିନରେ ହୋଇଛି କେତେ ଥର ଡାଉନଲୋଡ

ନୂଆଦିଲ୍ଲୀ, ୪।୭: ଶର୍ଟ ଭିଡିଓ ଶେୟାରିଂ ପ୍ଲାଟଫର୍ମ ଭାରତୀୟ ଟିକ୍‌ଟକ୍‌ ଚିଙ୍ଗାରି ଆପ୍‌ର ଲୋକପ୍ରିୟତା ଏବେ ବଢ଼ିଚାଲିଛି। ଏହି ଭାରତୀୟ ଆପ୍‌ ଗତ ୨୨ ଦିନ ମଧ୍ୟରେ ଗୁଗୁଲ ପ୍ଲେ ଷ୍ଟୋରରେ ଏକ କୋଟିରୁ ଅଧିକ ଡାଉନଲୋଡ ହୋଇଛି। ଚାଇନିଜ ଆପ…

ଗଞ୍ଜାମରେ ଶଟ୍‌ଡାଉନ ପ୍ରଭାବ, ରାସ୍ତାଘାଟ ଜନଶୂନ୍ୟ

ଗଞ୍ଜାମ,୪।୭(ଡି.ଏନ୍‌.ଏ.): ମହାମାରୀ କରୋନା ଭାଇରସ୍‌ ବା କୋଭିଡ-୧୯ ମୁକାବିଲା ନିମନ୍ତେ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରାଯାଉଛି l ଏହି କ୍ରମରେ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ ଏପିଡି ତଥା ଗଞ୍ଜାମ ବ୍ଲକ ବିଡ଼ିଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri