Home

ଲକ୍‌ଡାଉନ: ଭାଜପା ନେତାଙ୍କ ଭିନ୍ନ ଧରଣର ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମିତଙ୍କ ବୃଦ୍ଧିକୁ ନେଇ ଚିନ୍ତା ବଢୁଥିବା ବେଳେ କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ତୁତୁମେମେ ଜାରି ରହିଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ମହାସଚିବ ତଥା ପଶ୍ଚିମବଙ୍ଗ ପାର୍ଟି ପ୍ରଭାରୀ କୌଳାସ ବିଜୟଭର୍ଗିୟ ଓ…

ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

ହାଟଡିହୀ,୨୬।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶଙ୍ଖୁଅ ଗ୍ରାମରେ ଜଣେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଗ୍ରାମର ନରହରି ସାମଲଙ୍କୁ ସେହି ଗ୍ରାମର କେତେକ ବ୍ୟକ୍ତି ଗାଁ ମୁଣ୍ଡ ପୋଖରୀ ନିକଟରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ…

ସୁନ୍ଦରଗଡ଼ର ନାଲାରୋଡ୍‌ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା: ଅନ୍ୟାଦେଶ ପର୍ଯ୍ୟନ୍ତ କଟକଣା ବଳବତ୍ତର

ସୁନ୍ଦରଗଡ଼(ଡି.ଏନ୍‌.ଏ.) /ରାଉରକେଲା ଅଫିସ, ୨୬।୪: ସୁନ୍ଦରଗଡ଼ ଜିଲାରେ ପୂର୍ବ ତିନି ଆକ୍ରାନ୍ତ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ, ରବିବାର ଆଉ ତିନିଗୋଟି କୋଭିଡ -୧୯ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ତିନି ଆକ୍ରାନ୍ତଙ୍କ ମଧ୍ୟରେ…

ବିଶ୍ୱର ସବୁଠୁ ଉଚ୍ଚ ଅଟ୍ଟାଳିକା

ରିୟାଦ୍‌: ପୂର୍ବରୁ ବୁର୍ଜ ଖଲିଫା ନାଁ ଶୁଣିଥିବେ ଯାହା ବିଶ୍ୱର ସବୁଠାରୁ ଉଚ୍ଚ ଅଟ୍ଟାଳିକା। ଏହାର ଉଚ୍ଚତା ୮୨୯.୮ ମିଟର ଅର୍ଥାତ୍‌ ୨,୭୨୨ ଫୁଟ। କିନ୍ତୁ ଜାଣନ୍ତି କି ସାଉଦି ଆରବରେ ବୁର୍ଜ ଖଲିଫାଠାରୁ ଏକ ଉଚ୍ଚ ଅଟ୍ଟାଳିକା ନିର୍ମାଣ କରାଯାଉଛି।…

ଲକ୍‌ଡାଉନ୍‌ରେ ମନେ ପଡ଼ୁଛନ୍ତି ରିଚା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହିି ଲକ୍‌ଡାଉନ୍‌ ପାଇଁ ବହୁଲୋକଙ୍କ ସ୍ପେଶିଆଲ ପ୍ଲାନ୍‌ଗୁଡ଼ିକ ସବୁ ବନ୍ଦ ହୋଇଯାଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ ତାରକା। ରିଚା ଚଡ୍ଡା ଏବଂ ଅଲ୍ଲି ଫଜଲ ଦୁହେଁ…

ଯାଜପୁରରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦଶରଥପୁର ବ୍ଲକର ୫ ଗାଁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା, ମେ’ ୧୦ ଯାଏ ବଳବତ୍ତର

ଯାଜପୁର ଅଫିସ, ୨୬।୪- ଯାଜପୁର ଜିଲା ଦଶରଥପୁର ବ୍ଲକର ୩ଟି ପଞ୍ଚାୟତର ୫ ଗ୍ରାମକୁ ରବିବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଜିଲାପାଳ ରଞ୍ଜନ କୁମାର ଦାସ ଘୋଷଣା କରିଛନ୍ତି। ପୂର୍ବରୁ ବିରଜାପୁର ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା ହୋଇଥିବାରୁ ଏହାକୁ ମେ’ ମାସ…

ଅନୁଷ୍କାଙ୍କ ଓ୍ବେବ୍‌ ସିରିଜ୍‌ର ଟିଜର ରିଲିଜ

ମୁମ୍ବାଇ: ୨୦୧୮ ମସିହାରେ ଜିରୋ ଫିଲ୍ମ ରିଲିଜ ପରେ ଅନୁଷ୍କା ଶର୍ମା ବଲିଉଡ୍‌ ଇଣ୍ଡଷ୍ଟ୍ରିରୁ ଏକପ୍ରକାର ଦୂରେଇ ଯାଇଥିଲେ। ବର୍ତ୍ତମାନ ଏକ ଲମ୍ବା ସମୟ ପରେ ଅନୁଷ୍କା ନିଜର ପ୍ରଡକ୍ସନ ହାଉସ୍‌ ‘କ୍ଲିନ ସେଲ୍ଟ’କୁ ନିଜ ଭାଇ କର୍ନେଶ୍‌ ଶର୍ମାଙ୍କ ସହ…

କରୋନା ସଂକ୍ରମଣ ଭୟ: ଭଦ୍ରକର ସବୁ ଫେରିଘାଟକୁ ସଟ୍‌ଡାଉନ୍‌ ଘୋଷଣା କଲେ ଜିଲାପାଳ

ଭଦ୍ରକ ଅଫିସ,୨୬।୪: କରୋନାକୁ ନିୟନ୍ତ୍ରଣ କରିବା ପାଇଁ ଜିଲାର ସମସ୍ତ ଫେରିଘାଟକୁ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ପଡୋଶୀ ଜିଲା ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା କାରଣରୁ ସବୁ ଫେରିଘାଟରେ ଯାତାୟାତକୁ ଜିଲା ପ୍ରଶାସନ ବନ୍ଦ…

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା

ମୁମ୍ବାଇ,୨୬।୪: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଥରହର କରୁଛି। ଦିନକୁ ହଜାର ହଜାର ଲୋକ ଏହି ମହାମାରୀରେ ସଂକ୍ରମିତ ହେଉଥିବା ବେଳେ ହଜାର ହଜାର ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି। ଆମେରିକା ଭଳି ବିକାଶଶୀଳ ଦେଶ ମଧ୍ୟ କରୋନା ଯୁଦ୍ଧରେ…

ପ୍ଲାଜମା ଦାନ ପାଇଁ ଅନୁରୋଧ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମଣ ଏବେ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଥିବାରୁ ସମସ୍ତେ ଏବେ ଏଥିରୁ ରକ୍ଷା ପାଇବା ପାଇଁ ଚେଷ୍ଟା କରୁଛନ୍ତି। ରାଜଧାନୀ ଦିଲ୍ଲୀ ଓ ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହେବାରୁ ଏହା ସେଠାକାର ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି।…

ସ୍କୁଲ କ୍ୱାର୍ଟର ଆଟୁ ଖସିଲା, ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ

ଓଡ଼ଗାଁ,୨୬ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ରଘୁନାଥ ବିଦ୍ୟପୀଠ ପରିସରରେ ଥିବା ଏକ ଷ୍ଟାଫ୍‌ କ୍ୱାର୍ଟର ଆଟୁ ଖସି ଯିବାରୁ ସଂପୃକ୍ତ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ୪ ନମ୍ବର କ୍ୱାର୍ଟରରେ ସ୍କୁଲ ପିଅନ କୈଳାସ ସାହୁ ରହୁଥିବା ବେଳେ…

ଓଡ଼ିଶା-ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା: ଫସି ରହିଥିବା ଓଡ଼ିଆ ବସ୍‌ ଯୋଗେ ଫେରିବା ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଗୁଜରାଟରେ କାମ କରୁଥିବା ଓଡ଼ିଆ ଶ୍ରମିକମାନେ ଓଡ଼ିଶା ଫେରିବେ। ସେମାନଙ୍କୁ ନିରାପଦରେ ରାଜ୍ୟକୁ ଫେରାଇ ଆଣିବା ଲାଗି ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କ ମଧ୍ୟରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା ହୋଇଛି। ଏଥିରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri