ଓଲିଙ୍କ ଭାଗ୍ୟ ନିର୍ଦ୍ଧାରଣ ଆଜି :ପ୍ରଚଣ୍ଡ କହିଲେ ଗାଦି ଛାଡ଼
କାଠମାଣ୍ଡୁ,୪ା୭(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଭାରତ ବିରୋଧୀ ଆଭିମୁଖ୍ୟ ତାଙ୍କୁ ଅଡ଼ୁଆରେ ପକାଇଛି। ଶାସକ ଦଳରେ ତାଙ୍କ ଇସ୍ତଫା ଦାବି ଜୋର୍ ଧରିଥିବାବେଳେ ଶନିବାର ଦଳ ଷ୍ଟାଣ୍ଡିଂ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସୁଛି। ଏହି ବୈଠକରେ ଓଲିଙ୍କ ଭବିଷ୍ୟତ…
ସାଇବର ମାମଲା:ସଫଳତା ଶୂନ
ଭୁବନେଶ୍ୱର,୪ା୭ (ବ୍ୟୁରୋ)(ତ୍ରିନାଥ ମହାନ୍ତି): କରୋନା କଟକଣା ପାଇଁ ଲୋକେ ଘରେ ରହିଲେ। ଇ-କାରବାର ଉପରେ ଅଧିକ ନିର୍ଭରଶୀଳ ହୋଇପଡିଲେ। ଏହାର ସୁଯୋଗ ନେଇ ସାଇବର ଅପରାଧୀମାନେ ଏବେ ବେଶ୍ ସକ୍ରିୟ ହୋଇଉଠିଛନ୍ତି। ନାନା ଉପାୟରେ ନିମିଷକରେ ବ୍ୟାଙ୍କ୍ ଆକାଉଣ୍ଟରୁ ଲକ୍ଷ ଲକ୍ଷ…
ମୁଦ୍ରା, ନୋଟ୍ର ତରୁଣ ସଂଗ୍ରାହକ
କଟକ ଅଫିସ,୪ା୭: ବୟସ ମାତ୍ର ୧୭ ବର୍ଷ। ଏ ବୟସରେ ସେ ୧୪୦ଟି ରାଷ୍ଟ୍ରର ନୋଟ୍ ଓ ୧୬୦ ରାଷ୍ଟ୍ରର ମୁଦ୍ରା ସଂଗ୍ରହ କଲେଣି। ମୁଦ୍ରା ସଂଗ୍ରହ ପ୍ରତି ତାଙ୍କର ଦୁର୍ବଳତା ଓ ଆବେଗ ରହିଛି। ଏଭଳି ନିଆରା ରୁଚି ରଖୁଥିବା…
ଆଜି ରତ୍ନବେଦିକୁ ବିଜେ କରିବେ ଦାରୁଦିଅଁ
ପୁରୀ ଅଫିସ,୪ା୭: ଜନ୍ମବେଦିରୁ ବାହୁଡ଼ି ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ଏବେ ଚତୁର୍ଦ୍ଧାବିଗ୍ରହ। ଭକ୍ତଶୂନ୍ୟ ସୁନାବେଶ ପରେ ଶୁକ୍ରବାର ରଥ ଉପରେ ସମ୍ପନ୍ନ ହୋଇଛି ଅଧରପଣା ନୀତି। ଶନିବାର ନୀଳାଦ୍ରିବିଜେ। ରତ୍ନବେଦିକୁ ବିଜେ କରିବେ ଦାରୁଦିଅଁ। ଏଥିସହିତ ଶେଷ ହେବ ଶ୍ରୀଗୁଣ୍ଡିଚା…
ରଥରେ ଭାଙ୍ଗିଲା ଅଧରପଣା ହାଣ୍ଡି
ପୁରୀ ଅଫିସ,୪ା୭: ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ଶୁକ୍ରବାର ଅଧରପଣା ନୀତି ସମ୍ପନ୍ନ ହୋଇଛି। ବିନା ଭକ୍ତରେ ରଥାରୂଢ ଠାକୁରଙ୍କ ସମ୍ମୁଖରେ ଭଙ୍ଗାଯାଇଛି ୯ଟି ଅଧରପଣା ହାଣ୍ଡି। ତିନିରଥରେ ମଧ୍ୟାହ୍ନ ଧୂପ ବଢ଼ିବାପରେ ଆରମ୍ଭ ହୋଇଥିଲା ଅଧରପଣା ପାଇଁ ପ୍ରସ୍ତୁତି। ସିଂହଦ୍ୱାର…
୩୧ ଯାଏ କେବଳ ଜରୁରୀ ମାମଲାର ଶୁଣାଣି
କଟକ ଅଫିସ,୪ା୭: କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଅନ୍ଲକ୍ ଜାରି କରିଛନ୍ତି। ଏହା ଜୁଲାଇ ୩୧ ପର୍ଯ୍ୟନ୍ତ ରହିବା ସହ ଏହି ସମୟରେ ଅନେକ ପ୍ରକାର କଟକଣା ଜାରି କରାଯାଇଛି। ସେ ପର୍ଯ୍ୟନ୍ତ କେବଳ ଜରୁରୀ ମାମଲାର ଶୁଣାଣି କରିବାକୁ ହାଇକୋର୍ଟ…
ଶାଲ୍ ପରେ ଡଙ୍ଗରିଆ ମାସ୍କର ଚାହିଦା
ରାୟଗଡ଼ା ଅଫିସ,୪ା୭: ଲକ୍ଡାଉନ୍ ଘୋଷଣା ପରଠାରୁ ସମସ୍ତ ବର୍ଗର ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍ ପଡ଼ିନାହାନ୍ତି ରାୟଗଡ଼ା ଜିଲା ନିୟମଗିରି ପାହାଡ଼ ଅଞ୍ଚଳରେ ବସବାସ କରୁଥିବା ଡଙ୍ଗରିଆ କନ୍ଧମାନେ। ଶାଲ ବୁଣାରେ ସିଦ୍ଧହସ୍ତ ଏହି ଡଙ୍ଗରିଆ ମହିଳାମାନେ…
ଜିଲାରେ ବଢୁଛି ଆରୋଗ୍ୟ ହାର
ଢେଙ୍କାନାଳ ଅଫିସ, ୪।୭ – ଢେଙ୍କାନାଳ ଜିଲାରେ କରୋନା ଆକ୍ରାନ୍ତ କ୍ରମାଗତ ସୁସ୍ଥ ହେବା ପ୍ରଶାସନ ପାଇଁ ଆଶ୍ୱସ୍ତି ଆଣିଛି। ଏପ୍ରିଲ୍ ୯ରେ ଢେଙ୍କାନାଳ ସହରରୁ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ମୋଟ୍ ପଜିଟିଭ୍ ସଂଖ୍ୟା ୮୨ରେ ପହଞ୍ଚତ୍ଛି। ତେବେ…
ଶନିବାର, ରବିବାର ଅନୁଗୋଳ ଜିଲା ଶଟ୍ଡାଉନ୍
ଅନୁଗୋଳ ଅଫିସ୍, ୩।୭: ଅନୁଗୋଳ ଜିଲାରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ପରେ କଠୋର ହୋଇଛି ପ୍ରଶାସନ। କରୋନା ସଂକ୍ରମଣ ବୃଦ୍ଧି ରୋକିବାକୁ ଏଣିକି ପ୍ରତି ସପ୍ତାହର ଶନିବାର ଓ ରବିବାର ଜିଲାକୁ ଶଟ୍ଡାଉନ୍ ରଖାଯିବ। ୩୧ ତାରିଖ…
ଚିନ୍ତା ବଢ଼ାଉଛି ମହାରାଷ୍ଟ୍ର: ଗତ ୨୪ଘଣ୍ଟାରେ ୬୩୬୪ କରୋନା ପଜିଟିଭ୍ ଚିହ୍ନଟ
ମୁମ୍ବାଇ,୩।୭: ମହାରାଷ୍ଟ୍ରରେ କରୋନା ଭାଇରସ୍ ସଂକ୍ରମଣ ଦିନକୁ ଦିନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୩୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଏଥିରେ ୧୯୮ଲୋକଙ୍କ ମୃତ୍ୟୁ ଘଟିଛି। ଯାହା ଗୋଟିଏ ଦିନରେ ସର୍ବାଧିକ ରହିଥିବା ବେଳେ…
ଚାଇନାକୁ ପୁଣି ଝଟ୍କା: ଲଦାଖ ପ୍ରସଙ୍ଗରେ ଭାରତ ସମର୍ଥନରେ ବାହାରିଲା ଏହି ଦେଶ
ଟୋକିଓ,୩।୭: ଲଦାଖ ଗଲୱାନ ଉପତ୍ୟକାରେ ସଂଘର୍ଷ ପରେ ଭାରତ ଓ ଚାଇନା ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଏହି ବିବାଦକୁ ନେଇ ଶୁକ୍ରବାର ଜାପାନ ପ୍ରତିକ୍ରିୟା ରଖିଛି। ଲଦାଖ ପ୍ରସଙ୍ଗରେ ଜାପାନ ଭାରତକୁ ସମର୍ଥନ କରିବାକୁ ଯାଇ ଚାଇନାକୁ ବିରୋଧ…
ଡାଲି ପାଇଁ କଳି: ବିଷ ପିଇ ଜୀବନ ହାରିଲେ ବାପା, ପୁଅ
କେସିଙ୍ଗା/ଭବାନୀପାଟଣା,୩।୭ (ଡି.ଏନ.ଏ.)-କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକ୍ ଅଧୀନ ଦୁଟା ଗ୍ରାମରେ ଡାଲି ପାଇଁ ବାପ ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଦୀନବନ୍ଧୁ ଦାସ (୫୭) ଓ ତାଙ୍କ ପୁଅ ଜଗା ଦାସ (୨୪)। ଗୁରୁବାର ବିଳମ୍ବିତ ରାତିରେ…
Archives


