ଅଖିମୁଠି ଅନୁକୂଳ ଲାଗି ବିହନ ନାହିଁ, ଖରିଫ ଧାନଚାଷ ପ୍ରଭାବିତ ଆଶଙ୍କା
ଭଦ୍ରକ ଅଫିସ,୨୬ା୪ : ଲକ୍ଡାଉନ୍ ସମୟରେ କୃଷିକ୍ଷେତ୍ର ଯେମିତି ପ୍ରଭାବିତ ନ ହେବ ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି । ହେଲେ ଭଦ୍ରକ ଜିଲାର କୃଷି ବିଭାଗକୁ ଅଖିମୁଠି ଅନୁକୂଳ ଲାଗି ଏଯାବତ ଗୋଟିଏ ବସ୍ତା ବି…
ମହାମାରୀ ସାଜିବ ମାନବାଧିକାର ସଙ୍କଟ
ଜାତିସଂଘ,୨୬।୪: ମହାମାରୀ କରୋନା ବିଶ୍ୱରେ ଦ୍ରୁତ ଗତିରେ ମାନବାଧିକାର ସଙ୍କଟର ରୂପ ନେବାରେ ଲାଗିଛି। ପୂର୍ଣ୍ଣ ଆଜ୍ଞାନୁବର୍ତ୍ତିତା ଦାବି କରୁଥିବା ରାଷ୍ଟ୍ରଗୁଡ଼ିକ ଏହି ଘାତକ ଭୂତାଣୁକୁ ବ୍ୟକ୍ତିଗତ ମାନବାଧିକାର ହନନ ଲାଗି ବାହାନା ଭାବେ ବ୍ୟବହାର କରିପାରିବେ ନାହିଁ ବୋଲି ଜାତିସଂଘ…
ସଙ୍କଟରୁ ସୁଯୋଗ ସାଉଁଟୁଛନ୍ତି ମାଫିଆ
ନୂଆଦିଲ୍ଲୀ,୨୬।୪: କରୋନା ମହାମାରୀର ମୁକାବିଲା ପାଇଁ ବିଶ୍ୱର ଅଧିକାଂଶ ଦେଶ ଲକ୍ଡାଉନରେ ଥିବାବେଳେ ବ୍ୟବସାୟ ଗୁରୁତର ବାଧାପ୍ରାପ୍ତ ହୋଇଛି। ଏହାସତ୍ତ୍ୱେ ଏହି ମହାମାରୀ ଅନେକ ବ୍ୟବସାୟ ପାଇଁ ବଡ଼ ସୁଯୋଗର ଅବକାଶ ଆଣିଛି। ଅସାଧାରଣ ଆବଶ୍ୟକତା ପୂରଣ ଲାଗି ଦ୍ରୁତ ଟେଣ୍ଡର…
ତ୍ୱରିତ ଆଣ୍ଟିବଡି ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ,୨୬।୪(ପି.ଟି.): ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍ଆର୍) କୋଭିଡ୍-୧୯ ତ୍ୱରିତ୍ ଆଣ୍ଟିବଡି ପରୀକ୍ଷାର ସଠିକତାକୁ ପୁନଃଯାଞ୍ଚ କରୁଛି। ସେଥିପାଇଁ ଏହି ରାପିଡ୍ ଆଣ୍ଟିବଡି ପରୀକ୍ଷା କିଟ୍ର ବ୍ୟବହାର ସ୍ଥଗିତ ରଖିବାକୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ କୁହାଯାଇଛି। ଚାଇନାର ଦୁଇଟି କମ୍ପାନୀ…
ଏମ୍ଏସ୍ଏମ୍ଇ ସଙ୍କଟ ଦୂର ଲାଗି ୫ ପରାମର୍ଶ
ନୂଆଦିଲ୍ଲୀ,୨୬।୪: କରୋନା ଯୋଗୁ ଦେଶରେ ଆର୍ଥତ୍କ ସ୍ଥିତି ଭୁଶୁଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତିରେ ସୁଧାର ଆଣିବା ଓ ଏମ୍ଏସ୍ଏମ୍ଇ ସଙ୍କଟ ଦୂର କରିବା ଲାଗି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠିଲେଖି ୫ଟି ପରାମର୍ଶ ଦେଇଛନ୍ତି।…
ଦେଶରେ ସଂକ୍ରମଣ ବୃଦ୍ଧି ହାର ସର୍ବନିମ୍ନ
ନୂଆଦିଲ୍ଲୀ,୨୬।୪(ପି.ଟି.): ଭାରତରେ କୋଭିଡ୍-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିଲାବେଳେ ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଛି। ଏବେ ସଂକ୍ରମିତ ମାମଲା ଦ୍ୱିଗୁଣିତ ହେବା ଲାଗି ୯ ଦିନରୁ ଅଧିକ ସମୟ ଲାଗୁଛି। ନୂଆ ମାମଲା ବୃଦ୍ଧି ହାର ୬ ପ୍ରତିଶତ ରହିଛି ଯାହା…
ଭାରତରେ ଗଲାଣି ୮୨୩ ଜୀବନ
ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସ୍ଥିତି ଉଦ୍ବେଗଜନକ ଭାବେ ବୃଦ୍ଧିପାଇବାରେ ଲାଗିଛି। ଲକ୍ଡାଉନ୍ ସତ୍ତ୍ୱେ ନୂଆ ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬,୧୩୧ରେ ପହଞ୍ଚି ଥିବାବେଳେ ୮୨୩ ଜଣ ପ୍ରାଣ ହରାଇଲେଣି। ଗତ ୨୪ ଘଣ୍ଟା…
କମୁଛି କୀଟପତଙ୍ଗ ସଂଖ୍ୟା
ଓ୍ବାଶିଂଟନ: ପୃଥିବୀରେ ଧୀରେ ଧୀରେ କୀଟପତଙ୍ଗ ସଂଖ୍ୟା କମିବାରେ ଲାଗିଛି। ପ୍ରତି ୧୦ ବର୍ଷରେ ୨୫ ପ୍ରତିଶତ କୀଟପତଙ୍ଗ କମିବାରେ ଲାଗିଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଶିଳ୍ପାୟନ, କୃଷିକାର୍ଯ୍ୟରେ ବ୍ୟବହୃତ ହେଉଥିବା କୀଟନାଶକ ଯୋଗୁ ଏଭଳି ହେଉଛି। ମଣିଷର ବିଭିନ୍ନ…
ଗରିବଙ୍କୁ ଆହାର ଲାଗି ଜମି ବିକିଲେ
ବେଙ୍ଗାଲୁରୁ,୨୬।୪: କରୋନା ମହାମାରୀ ଯୋଗୁ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଲକ୍ଡାଉନ୍ ପରେ କାମଧନ୍ଦା ହରାଇ ଗରିବ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ଲୋକ ଅନାହାର ଓ ଅର୍ଦ୍ଧାହାର ରହୁଛନ୍ତି। ଏଭଳି ସ୍ଥିତିରେ ଗରିବଙ୍କୁ ସାହାଯ୍ୟ କରିବା…
ସେପ୍ଟେମ୍ବରରୁ ଶିକ୍ଷାବର୍ଷ ଆରମ୍ଭ ଲାଗି ସୁପାରିସ
ନୂଆଦିଲ୍ଲୀ,୨୬।୪(ପି.ଟି.): ଦେଶରେ କୋଭିଡ୍-୧୯ ସ୍ଥିତିକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ଓ ଅନ୍ୟାନ୍ୟ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଜୁଲାଇ ପରିବର୍ତ୍ତେ ସେପ୍ଟେମ୍ବରରୁ ଶିକ୍ଷାବର୍ଷ ଆରମ୍ଭ କରିବା ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ୱାରା ନିଯୁକ୍ତ କମିଟି ସୁପାରିସ୍ କରିଛି। ଦେଶରେ ଲକ୍ଡାଉନ ଯୋଗୁ…
ବିଦେଶରୁ ଫେରିବେ ଭାରତୀୟ
ନୂଆଦିଲ୍ଲୀ,୨୬।୪: ମାର୍ଚ୍ଚ ୨୨ରୁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଛି। ଫଳରେ ଅନେକ ଭାରତୀୟ ଫେରି ନ ପାରି ବିଭିନ୍ନ ଦେଶରେ ଅଟକି ରହିଛନ୍ତି। ଲକ୍ଡାଉନ ଶେଷ ହେବା ପରେ ସେମାନଙ୍କୁ ଫେରାଇ ଆଣିବା ଲାଗି ସରକାର ଯୋଜନା କରିଛନ୍ତି। ଏଥିପାଇଁ…
ସଟ୍ଡାଉନ୍ କାର୍ଯ୍ୟକାରୀ ସଫଳ, ୩ ଜିଲାବାସୀଙ୍କୁ ଧନ୍ୟବାଦ: ଡିଜିପି
କଟକ ଅଫିସ,୨୬।୪: କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ତିନୋଟି ଜିଲା ଯଥା ଭଦ୍ରକ, ବାଲେଶ୍ବର ଏବଂ ଯାଜପୁର ଜିଲ୍ଲାରେ ଘୋଷଣା କରାଯାଇଥିଲା। ରବିବାର ସକାଳ ଏହା ଶେଷ ହୋଇଛି। ତେବେ ୬୦ ଘଣ୍ଟିଆ ସର୍ଟଡାଉନ୍ କାର୍ଯ୍ୟକାରୀ କରିବାରେ ପୋଲିସ ସଫଳ…
Archives


