Home

ଫୋର୍ବସ ସର୍ବାଧିକ ଆୟକାରୀ ଆଥଲେଟ୍‌ ତାଲିକା:କୋହଲି ଏକ ମାତ୍ର ଭାରତୀୟ

ନ୍ୟୁୟର୍କ,୩୦।୫(ପି.ଟି.): ଜଣାଶୁଣା ପତ୍ରିକା ଫୋର୍ବସ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ କ୍ରିକେଟର ଭାବେ ସ୍ଥାନ ପାଇଛନ୍ତି ଭାରତୀୟ କ୍ରିକେଟ ସୁପରଷ୍ଟାର ବିରାଟ କୋହଲି। ୨୦୨୦ ତାଲିକାରେ ସେ ୨୬ ମିଲିୟନ ଆମେରିକୀୟ ଡଲାର…

କୋଭିଡ ଜାତୀୟ ମାର୍ଗଦର୍ଶିକା: ବିବାହ ଉତ୍ସବରେ ୫୦ରୁ ଅଧିକ ଲୋକଙ୍କୁ ବାରଣ, ସର୍ବସାଧାରଣ ସ୍ଥାନରେ ମଦ-ପାନ-ଗୁଟଖା ସେବନ ମନା

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ କୋହଳ ସହ କରୋନା ମାର୍ଗଦର୍ଶିକା ଜାରି କରିଛନ୍ତି କେନ୍ଦ୍ର ସରକାର। ତଦନୁଯାୟୀ, ସର୍ବସାଧାରଣ ସ୍ଥାନ, କାର୍ଯ୍ୟସ୍ଥଳରେ ମାସ୍କ ପିନ୍ଧିବା ଜରୁରୀ ବୋଲି କୁହାଯାଇଛି। ସେହିଭଳି ଗାଡ଼ିରେ ଯିବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ସର୍ବସାଧାରଣସ୍ଥାନରେ ସର୍ବନିମ୍ନ ୬ ଫୁଟ…

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନେଇନି ପୋଲିସ

ସଜନାଗଡ଼, ୩୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଓଡ଼ିଆ ଯୁବତୀଙ୍କୁ ଗାଧୁଆଘରେ ଗତ ୨୬ତାରିଖରେ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ମାମଲା (ନଂ. ୩୯/୨୦)…

ଲକ୍‌ଡାଉନ୍‌ ଦୁର୍ଦ୍ଦଶାକୁ ମାଇକ୍ରୋଫାଇନାନ୍ସ ଋଣ ଚାପ: ଜିଲାପାଳଙ୍କ ନିକଟରେ ମହିଳାଙ୍କ ଅଭିଯୋଗ

ବାଲେଶ୍ୱର ଅଫିସ, ୩୦।୫-ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବା ଲକ୍ଷ୍ୟ ନେଇ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ମାଇକ୍ରୋ ଫାଇନାନ୍ସ ସଂସ୍ଥାକୁ ଅର୍ଥ କାରବାର କରିବା ପାଇଁ ଅନୁମତି ଦେଇଥିଲେ। କରୋନା ମହାମାରୀ ଯୋଗୁ ସାରା ଦେଶ ଲକ୍‌ଡାଉନ୍‌ ହେବା ପରେ…

ଜୁନ୍‌ ୮ରୁ ଖୋଲିବ ଧାର୍ମିକ ସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ

ନୂଆଦିଲ୍ଲୀ,୩୦।୫: ଜୁନ୍‌ ପହିଲାରୁ ଏକ ମାସ ଅର୍ଥାତ ଜୁନ ୩୦ ପର୍ଯ୍ୟନ୍ତ ବଢ଼ିଛି ଲକ୍‌ଡାଉନ୍‌ ଅବଧି। ଶନିବାର ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ହେଲେ ଲକ୍‌ଡାଉନ୍‌ ୫.୦ରେ କେବଳ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ କଟକଣା ଜାରି ରହିବ। କଣ୍ଟେନ୍‌ମେଣ୍ଟ…

ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୩୦ା୫- ମୟୂରଭଞ୍ଜ ଜିଲା ନିର୍ମାଣ ଶ୍ରମିକ ସମନ୍ବୟ ସମିତି ପକ୍ଷରୁ ଶନିବାର ୯ ଦଫା ଦାବିରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଶ୍ରମିକ ସଂଘ ସମନ୍ବୟ ସମିତିର ସଭାପତି ଅମଲ ଦେଙ୍କ ନେତୃତ୍ୱରେ ଅପରାହ୍ନରେ…

ବେଆଇନ ବାଲି ଚାଲାଣ, ୫ ଗାଡ଼ି ଜବତ

ଜଳେଶ୍ୱର, ୩୦।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନରେ ସୁବର୍ଣ୍ଣରେଖାର ପ୍ରାୟ ୨୨ଟି ବାଲିସୈରାତଗୁଡ଼ିକ ୫ବର୍ଷ ପୂର୍ବେ ନିଲାମ ଦିଆଯାଇଥିବା ବେଳେ ଏବେ ଅବଧି ପୂରିବାକୁ ଯାଉଛି। ଲକ୍‌ଡାଉନ୍‌ ପାଇଁ ବାଲି ପରିବହନ ଠପ୍‌ ଥିବା ବେଳେ ଏବେ ଗତ କିଛିଦିନ ଧରି…

ଡମ୍ପର ତଳେ ଚାପି ହୋଇଗଲେ ଡ୍ରାଇଭର

ଯୋଡା, ୩୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ତଥା ବାମେବାରୀ ଥାନା ଅନ୍ତର୍ଗତ ଟାଟାଷ୍ଟିଲର ଖଣ୍ଡବନ୍ଧ ଖଣି ପାର୍କିଂରେ ଏକ ଡମ୍ପର ଧକାରେ ଜଣେ ଡ୍ରାଇଭର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଖବର ନେବାରୁ ଜଣାପଡିଛି ଯେ, ଶନିବାର ଅପରାହ୍ନରେ…

ଲକ୍‌ଡାଉନ୍‌ ୫.୦: ଜୁନ ୩୦ ଯାଏ କେବଳ କଣ୍ଟେନମେଣ୍ଟ ଜୋନ୍‌ରେ ଲାଗୁ, ବାକି ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଖୋଲିବାକୁ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୩୦।୫: କରୋନା ମୁକାବିଲା ପାଇଁ ଦେଶରେ ପୁଣି ଥରେ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଲକଡାଉନ ୫.୦ ପାଇଁ ସରକାର ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ତେବେ ଜୁନ୍‌ ୩୦ ଯାଏ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ହିଁ ଲକ୍‌ଡାଉନ୍‌ ଜାରି ରହିବ। କଣ୍ଟେନମେଣ୍ଟ…

‘ବନ୍ଦେ ଉତ୍କଳ ଜନନୀ’: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ, ପରିବାର ସହ ଗାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇଛନ୍ତିି ପ୍ରତିଟି ଓଡ଼ିଆ। ଶନିବାର ଅପରାହ୍ନ ୫.୩୦ ମିନିଟ୍‌ରେ ରାଜ୍ୟ , ଦେଶ ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ‘ବନ୍ଦେ ଉତ୍କଳ ଜନନୀ ଗାଇଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ: ସବୁ ଓଡ଼ିଆ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ପାଇଁ ଓଡ଼ିଶା ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ଶନିବାର ଅପରାହ୍ନ ୫.୩୦ ମିନିଟରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଛନ୍ତି। ଯିଏ ଯେଉଁଠାରେ ଥିଲେ ସେ ସେହିଠାରେ ଛିଡ଼ା ହୋଇ ଏହି…

ବିନା ଅନୁମତିରେ ବିଜ୍ଞାପନରେ ଅଭିନେତ୍ରୀଙ୍କ ଫଟୋ ଦେଇ କ୍ଷମା ମାଗିଲା ଫ୍ୟାଶନ କମ୍ପାନୀ

ମୁମ୍ବାଇ: ‘ଶୁଭମଙ୍ଗଳ ଜ୍ୟାଦା ସାବ୍‌ଧାନ’ର ଅଭିନେତ୍ରୀ ମାନଭି ଗାଗାରୁଙ୍କୁ ଏକ ଫ୍ୟାଶନ ବ୍ରାଣ୍ଡ କମ୍ପାନୀ କ୍ଷମା ମାଗିଛି। ମାନ୍‌ଭିଙ୍କ ବିନା ଅନୁମତିରେ ଏକ କମ୍ପାନୀ ବିଜ୍ଞାପନ ପାଇଁ ତାଙ୍କ ଫଟୋ ବ୍ୟବହାର କରିଥିଲା। ଖାଲି ବ୍ୟବହାର କରି ନ ଥିଲା ବରଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri