Home

ମୋବାଇଲ ଦ୍ୱାରା ବ୍ୟାପୁଛି କରୋନା!

କରୋନା ଭାଇରସ ସମଗ୍ର ବିଶ୍ୱରେ କାୟା ବିସ୍ତା କରିବାରେ ଲାଗିଛି। ଦେଖୁ ଦେଖୁ ଏହା ଚାଇନାରୁ ଆମେରିକା, ବ୍ରିଟେନ, ଭାରତ ସମେତ ବିଶ୍ୱର କୋଣ ଅନୁକୋଣରେ ପହଞ୍ଚିସାରିଛି। ଏହି ଭାଇରସକୁ ନେଇ ଅନେକ ପ୍ରକାରର କଥା ସାମ୍ନାକୁ ଆସୁଛି। ଚାଇନାରୁ ଆରମ୍ଭ…

ରାଫାଲର ଗୃହପ୍ରବେଶ

ନୂଆଦିଲ୍ଲୀ, ୨୯।୭: ବହୁ ପ୍ରତିକ୍ଷୀତ ରାଫାଲ ଯୁଦ୍ଧ ବିମାନ ରାଫାଲ ବୁଧବାର ଭାରତରେ ଗୃହପ୍ରବେଶ କରିଛି। ଫ୍ରାନ୍ସ୍‌ରୁ ୭ ହଜାର କିଲୋମିଟର ଦୂରତା ଅତିକ୍ରମ ୫ଟି ରାଫାଲ ବିମାନ ଅପରାହ୍ନ ୧ଟା ୨୯ରେ ଭାରତୀୟ ବାୟୁସୀମାରେ ପ୍ରବେଶ କରିଥିଲେ। ବିମାନଗୁଡ଼ିକ ୟୁଏଇରୁ…

ବାରମ୍ବାର ହାତ ଧୋଇବା ପରେ ବି ମନରୁ ଯାଉନି କରୋନା ଭୂତାଣୁ ଭୟ, ହୋଇପାରେ ଏହି ରୋଗର ଲକ୍ଷଣ..

ମହାମାରୀ କରୋନା କବଳରେ ସାରା ବିଶ୍ୱ। ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଏଭଳି ସ୍ଥିତିରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅଥବା ଡାକ୍ତରମାନେ ରୋଗରୁ ରକ୍ଷା ପାଇବା ଲାଗି ଲୋକମାନଙ୍କୁ ବିଭିନ୍ନ ପରାମର୍ଶ ଦେଉଛନ୍ତି। ଯେପରିକି ମାସ୍କର ବ୍ୟବହାର, ବାରମ୍ବାର…

ଭାରତୀୟଙ୍କ ଆୟୁଷ କମି କମି ଯାଉଛି, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୯ା୭: ଭାରତରେ ଲୋକଙ୍କ ଆୟୁଷ ଦିନକୁ ଦିନ କମିକମି ଯାଉଛି। ଆମେରିକାର ଏକ ୟୁନିଭର୍‌ସିଟି ପକ୍ଷରୁ ଏହା କୁହାଯାଇଛି। ଏହାର ମୁଖ୍ୟ କାରଣ ହେଉଛି ପ୍ରଦୂଷଣ। ବାୟୁ ପ୍ରଦୂଷଣ ହେତୁ ଭାରତୀୟଙ୍କ ଆୟୁ ୫.୨ ବର୍ଷ ହ୍ରାସ ପାଇଛି ବୋଲି ଏହି…

ବଦଳିଲା ମାନବ ସମ୍ବଳ ମନ୍ତ୍ରଣାଳୟ ନାମ

ନୂଆଦିଲ୍ଲୀ, ୨୯।୭: ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ନାମକୁ ପରିବର୍ତ୍ତନ କରାଯାଇଛି। ଏବେ ଏହା ଶିକ୍ଷା ମନ୍ତ୍ରଣାଳୟ ଭାବେ କାର୍ଯ୍ୟ କରିବ। ଏସମ୍ପର୍କିତ ଏକ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ବୈଠକରେ ଦେଶରେ…

ଜୁଆଆଡ୍ଡାରେ ଚଢ଼ାଉ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଜୁଆଡ଼ି

ବଡ଼ବିଲ,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟ ପାର୍କିଂ ଏରିଆରେ ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚଢ଼ାଉ କରି ୬ ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ନଗଦ ୧ଲକ୍ଷ ୭ହଜାର ୭ଶହ ଟଙ୍କା,୪ଟି ମୋବାଇଲ…

୬୧ ବର୍ଷରେ ବଲିଉଡର ‘ଖଳନାୟକ

ବମ୍ବେ: ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କ ଆଜି ହାପି ବାଲା ବର୍ଥ ଡେ। ଫିଲ୍ମ ରକିରୁ ସଞ୍ଜୁବାବା ନିଜର କ୍ୟାରିୟର ଆରମ୍ଭ କରି ସଫଳତାର ଶୀର୍ଷରେ ପହଞ୍ଚିଛନ୍ତି। ସେ ବଲିଉଡ୍‌ ଫିଲ୍ମ ଜଗତରେ ଚାରି ଦଶକରୁ ଅଧିକ ସମୟ ଧରି ରାଜ୍‌…

ରାଜଧାନୀ ପରେ ଏବେ ମୁମ୍ବାଇରେ ହାରୁଛି କରୋନା

ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ଆତଙ୍କ ଦେଖାଦେଇଛି। ପୂର୍ବରୁ ଦିଲ୍ଲୀରେ କରୋନା ସଂକ୍ରମଣ ଧୀରେଧୀରେ କମୁଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ଏବେ ମୁମ୍ବାଇରେ ସମାନ ସ୍ଥିତି ଦେଖିବାକୁ ମିଳୁଛି। ଏଠାରେ କରୋନା ସଂକ୍ରମଣ ମଧ୍ୟ କମୁଛି। ଦିଲ୍ଲୀରେ…

ମାଉସୀ ନମସ୍କାର କହି ଘରେ ପଶିଲେ କିଛି ବ୍ୟକ୍ତି, ଆଉ ତା’ପରେ

ଗ୍ବାଲିୟର୍‌,୨୯।୭: ମଧ୍ୟ ପ୍ରଦେଶର ଗ୍ବାଲିୟରରେ ଏକ ଅଜବ ଲୁଟ୍‌ ହୋଇଛି। ମାଉସୀ ନମସ୍କାର କହି ଘରେ ପଶି ଖେଳନା ବନ୍ଧୁକ ଦେଖାଇ ଲୁଟ କରିନେଇଛନ୍ତି ଦୁର୍ବୃତ୍ତ। ସହରର ପରିବହନ ବ୍ୟବସାୟୀଙ୍କ ଘରୁ ଏହି ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ବ୍ୟବସାୟୀଙ୍କ ଘରେ…

ମାଟ୍ରିକ ପରୀକ୍ଷା ଫଳ: ବରଗଡ଼ରେ ସର୍ବାଧିକ ୮୯.୩୭%, ନୂଆପଡ଼ାରେ ସର୍ବନିମ୍ନ ୬୦.୧୮% ପାସ୍‌

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ମାଟ୍ରିକ ପାସ ହାର ୭୮.୭୬% ରହିଛି। ତେବେ ବରଗଡ଼ ଜିଲାରେ ସର୍ବାଧିକ ପାସ୍‌ ୮୯.୩୭% ହୋଇଥିବାବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍‌ ୬୦.୧୮%…

ଟାଟା କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା: କରୋନା ରୋଗୀଙ୍କ ମୃତ୍ୟୁର ୪ ଦିନ ପରେ ପରିବାରକୁ ଖବର

ବ୍ରହ୍ମପୁର ଅଫିସ,୨୯।୭ – ଗଞ୍ଜାମ ଜିଲାରେ ଏବେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି। ଜିଲାର ଶିତଲାପଲ୍ଲୀଠାରେ ଥିବା ଟାଟା କୋଭିଡ ହସ୍ପିଟାଲରେ ସାଙ୍ଘାତିକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମୃତ୍ୟୁ ହୋଇଥିବା ଜଣେ ରୋଗୀଙ୍କ ପରିବାରକୁ ଘଟଣାର ୪ ଦିନ ପରେ ଖବର…

ଛେଳି ଚୋରି କରିବାକୁ ଯାଇ ହଣା ଖାଇଲେ ୨ ଯୁବକ

ଶେରଗଡ଼,୨୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଷୋଳସଲା ଗ୍ରାମର ଏକ ଗୁହାଳରୁ ଛେଳି ଚୋରି କରିବାକୁ ଯାଇ ହଣା ଖାଇଛନ୍ତି ଦୁଇ ଯୁବକ। ଉକ୍ତ ଯୁବକ ଦ୍ୱୟ ହେଲେ ଧବଳପୁର ଗ୍ରାମର ପବିତ୍ର ପ୍ରଧାନ, ଅଜୟ ବିଷୋୟୀ। ଏହି ଦୁଇଜଣ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?