ରାଜ୍ୟ ବନ୍ଦରରୁ ବିଦେଶକୁ ମାଛ ରପ୍ତାନି ଯୋଜନା
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ଥିବା ବନ୍ଦର ବାଟ ଦେଇ ବିଦେଶକୁ ସାମୁଦ୍ରିକ ମାଛ ରପ୍ତାନି କରିବା ପାଇଁ ଯୋଜନା କରାଯାଉଛି। ଏନେଇ ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯିବ ବୋଲି ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ…
ଅଗଷ୍ଟ ୧୫ରେ ଲଞ୍ଚ୍ ହୋଇପାରେ କରୋନା ଔଷଧ
ନୂଆଦିଲ୍ଲୀ,୩।୭: କରୋନାର ସଂକ୍ରମଣ ବୃଦ୍ଧି ମଧ୍ୟରେ ଏକ ଖୁସି ଖବର ଆସୁଛି। କରୋନା ଟିକା କୋଭାକ୍ସିନ ଅଗଷ୍ଟ ୧୫ରେ ଲଞ୍ଚ୍ ହୋଇପାରେ। ଫାର୍ମାସ୍ୟୁଟିକାଲ କମ୍ପାନୀ ଭାରତ ବାୟୋଟେକ ଦ୍ୱାରା ଏହି ଟିକା ପ୍ରସ୍ତୁତ କରାଯାଇଛି। ଭାରତ ବାୟୋଟେକ ଏବଂ ଆଇସିଏମଆର ପକ୍ଷରୁ…
ଜୁଲାଇ ୩୧ ପର୍ଯ୍ୟନ୍ତ ୪ ଭବନକୁ ମନା
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛିଦିନ ମଧ୍ୟରେ ୩ଗୁଣ ବୃଦ୍ଧି ପାଇ ପାଖାପାଖି ୮ ହଜାରରେ ପହଞ୍ଚିଲାଣି। ସରକାରୀ କାର୍ଯ୍ୟାଳୟରେ ଯେପରି ସଂକ୍ରମଣ ନ ପହଞ୍ଚିବ ସେଥିପାଇଁ ସରକାର ଅଧିକ ଯତ୍ନବାନ ମଧ୍ୟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର…
୧୭ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୩।୭(ବ୍ୟୁରୋ): ଉପକୂଳ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ରପତ୍ତନ ଠାରୁ ୩.୬ କି.ମି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ଅନ୍ୟ ଏକ ଘୂର୍ଣ୍ଣିବଳୟ ପୂର୍ବ ଉତ୍ତର ପ୍ରଦେଶ ଉତ୍ତର ଏବଂ ଏହାର ଆଖପାଖ ଅଞ୍ଚଳରେ ଘେରି ରହିଛି।…
ଅପରାଧୀଙ୍କ ଗୁଳିରେ ଡିଏସପିଙ୍କ ସମେତ ୮ ପୋଲିସ କର୍ମୀ ଶହୀଦ
କାନପୁର,୩।୭: ଉତ୍ତର ପ୍ରଦେଶ କାନପୁରରେ ମୋଷ୍ଟ ୱାଣ୍ଟେଡ ଅପରାଧୀଙ୍କ ସହ ଗୁଳିବିନିମୟ ବେଳେ ୮ ପୋଲିସ କର୍ମଚାରୀ ଶହୀଦ ହୋଇଛନ୍ତି। ଶହୀଦଙ୍କ ମଧ୍ୟରେ କାନପୁର ଡେପୁଟି ଏସ୍ପି ଦେବେନ୍ଦ୍ର ମିଶ୍ର ରହିଛନ୍ତି। ଅନ୍ୟ ୭ ଜଣ ଗୁରୁତର ଭାବେ ଆହତ ହୋଇ…
ଏହି ୩ ଖରାପ ଅଭ୍ୟାସ କରନ୍ତୁ ପରିତ୍ୟାଗ, ନଚେତ୍ କମିପାରେ ରୋଗ ପ୍ରତିରୋଧକ ଶକ୍ତି
କରୋନା ଭାଇରସ୍ ଯୋଗୁ ଲୋକେ ବର୍ତ୍ତମାନ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଧିକ ଯତ୍ନବାନ ହୋଇଛନ୍ତି। ବିଶେଷ ଭାବରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ପାଇଁ ବିଭିନ୍ନ ପ୍ରକାର ଟିପ୍ସ ଅପାଣାଉଛନ୍ତି। ମାତ୍ର କିଛି ଖରାପ ଅଭ୍ୟାସ ଅଛି ଯାହାକୁ ପରିହାର ନ…
୨ ମାସରେ ମଲେଣି ୩୫୦ ହାତୀ
ଗବୋରୋନ୍,୩।୭(ଆଇଏଏନ୍ଏସ୍):ହାତୀ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଉଥିବା ବେଳେ ଗତ ୨ ମାସ ମଧ୍ୟରେ ଆଫ୍ରିକୀୟ ରାଷ୍ଟ୍ର ବୋତୋସ୍ବାନାରେ ୩୫୦ରୁ ଅଧିକ ହାତୀଙ୍କ ମୃତ୍ୟୁ ଘଟିଥିବା ମିଡିଆ ରିପୋର୍ଟରୁ ଜଣାପଡ଼ିଛି। ତେବେ କିଭଳି ଏମାନଙ୍କ ମୃତ୍ୟୁ ଘଟିଲା, ସେନେଇ କିଛି ତଥ୍ୟ ଲୋକଲୋଚନକୁ…
ଧୂମପାନକାରୀଙ୍କ ପ୍ରତି କରୋନା ବିପଦ ଅଧିକ
ଲଣ୍ଡନ,୩।୭:ଧୂମପାନ କରୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ପ୍ରାଣଘାତୀ ହୋଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି। ତେବେ ଏହି ବିପଦ ପ୍ରକୃତରେ କେତେ ଅଧିକ ତାହା କୁହାଯାଇନାହିଁ। ଧୂମପାନ ଓ କୋଭିଡ୍-୧୯ ମଧ୍ୟରେ ଥିବା ସମ୍ପର୍କକୁ ନେଇ…
ଖଣି ଭୁଶୁଡ଼ି ୧୧୩ ମୃତ
ୟାଙ୍ଗୁନ୍,୩।୭:ଉତ୍ତର ମ୍ୟାନ୍ମାରରେ ଥିବା ଏକ ମୂଲ୍ୟବାନ୍ ରତ୍ନପଥର (ମଣି) ଖଣି ଗୁରୁବାର ଭୁଶୁଡ଼ି ପଡ଼ିବାରୁ ୧୧୩ ଜଣଙ୍କର ମୃତ୍ୟୁ ଘଟିଛି। ଆହୁରି କେତେଜଣ ପୋତିହୋଇପଡ଼ିଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। କଚିନ ରାଜ୍ୟର ହାପାକାଣ୍ଟ ଅଞ୍ଚଳରେ ଥିବା ଉକ୍ତ ଖଣିରୁ ଶ୍ରମିକମାନେ…
ରୋଗ ବାଣ୍ଟି ଚିକିତ୍ସାରେ ଶୋଷଣ
ଯାଜପୁର ଅଫିସ,୩।୭:ଯାଜପୁର ଜିଲା କଳିଙ୍ଗନଗରରେ ଶିଳ୍ପ କାରଖାନା ଯୋଗୁ ବିସ୍ଥାପିତ ଓ ପ୍ରଭାବିତ ଲୋକମାନଙ୍କୁ ଉଚ୍ଚତର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଡୁବୁରୀ ଛକ ନିକଟରେ ୨୦୧୫ ଅଗଷ୍ଟରେ ଟାଟା ଷ୍ଟିଲ୍ ମେଡିକା ହସ୍ପିଟାଲ ପ୍ରତିଷ୍ଠା କରାଯାଇଛି। ବିସ୍ଥାପିତମାନଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ…
୭ ଜିଲାକୁ ସୁନାମି ଭୟ
ଭୁବନେଶ୍ୱର,୩।୭(ବ୍ୟୁରୋ):ରାଜ୍ୟକୁ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ସୁନାମି ଆଉ ଏକ ବିପତ୍ତି ଭାବେ ଉଭାହେଲାଣି। କେଉଁ ସମୟରେ ସୁନାମି ଉପକୂଳକୁ କ୍ଷତି ପହଞ୍ଚାଇବ ତାହା ଆକଳନ କରିବା ମୁସ୍କିଲ। ତେବେ ଏହି ବିପଦରୁ ଉପକୂଳ ଅଞ୍ଚଳର ଲୋକମାନଙ୍କୁ ରକ୍ଷା କରିବା…
ପୁଣି ଜଣେ ବଲିଉଡ୍ର ପ୍ରସିଦ୍ଧ କଳାକାରଙ୍କ ପରଲୋକ
ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଗତ କିଛିଦିନ ହେବ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ନିଃଶ୍ୱାସ…
Archives


