Home

ବିଧାୟକ-ପୋଲିସ ମୁହାଁମୁହିଁ

ସମ୍ବଲପୁର,୨୯।୭(ବ୍ୟୁରୋ): କରୋନା କଟକଣା ଯୋଗୁ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ ରୋକ୍‌ ଲାଗିଛି। ହେଲେ ମଙ୍ଗଳବାର ବିଧାୟକ ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଫଳରେ କିଛି ସମୟ ପାଇଁ…

ଖୁସି ବାଣ୍ଟୁଛି ଆବିଲିଟି ବଜାର

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ଭଉଣୀ ଓ ଭାଇଙ୍କ ପବିତ୍ର ସମ୍ପର୍କକୁ ସୁଦୃଢ କରିବାକୁ ପ୍ରତିବର୍ଷ ପାଳନ କରାଯାଇଥାଏ ରାଖୀ ପୂର୍ଣ୍ଣିମା। ଭଉଣୀ ହାତରୁ ଭାଇ ରାଖୀ ପିନ୍ଧି ତା’ର ସୁରକ୍ଷା ଓ ଦୁଃଖସୁଖରେ ସାଥିରେ ଛିଡ଼ାହେବାକୁ ପ୍ରତିଜ୍ଞାବଦ୍ଧ ହୋଇଥାଏ। ଏହି ପର୍ବକୁ ପ୍ରତିବର୍ଷ ଧୁମ୍‌ଧାମରେ…

ବିବାହ କରୁଛନ୍ତି କି, ଏଣିକି ଜଗିବ ପୋଲିସ

ମନାଲି,୨୯।୭: ହିମାଚଳ ପ୍ରଦେଶର ପର୍ଯ୍ୟଟନ ସହର ମନାଲିରେ ବିବାହ ଉତ୍ସବ ଏବେ ପ୍ରଶାସନ ଏବଂ ପୋଲିସର ତତ୍ତ୍ୱାବଧାନରେ ହେବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମନାଲି ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ନିକଟରେ ମନାଲିରେ ଦୁଇଟି କରୋନା ପଜିଟିଭ୍‌ ମାମଲା ସାମ୍ନାକୁ…

ୟୁଏନ୍‌ ‘କ୍ଲାଇମେଟ୍‌ ଚେଞ୍ଜ’ ଗ୍ରୁପ୍‌ରେ ଓଡ଼ିଆ ଆଦିବାସୀ ଝିଅ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ୟୁନାଇଟେଡ୍‌ ନେସନ୍ସ (ମିଳିତ ଜାତିସଂଘ)ର ‘କ୍ଲାଇମେଟ୍‌ ଚେଞ୍ଜ’ ବା ଜଳବାୟୁ ପରିବର୍ତ୍ତନ ୟୁଥ୍‌ ଆଡ୍‌ଭାଇଜରି ଗ୍ରୁପ୍‌ରେ ସ୍ଥାନ ପାଇଛନ୍ତି ଜଣେ ଓଡ଼ିଆ ଝିଅ। ସୁନ୍ଦରଗଡ଼ ଜିଲାର ଖଡ଼ିଆ ଆଦିବାସୀ ସମ୍ପ୍ରଦାୟର ଝିଅ ଅର୍ଚ୍ଚନା ସୋରେଙ୍ଗ ଭାରତରୁ ପ୍ରତିନିଧିତ୍ୱ କରିବାକୁ ମନୋନୀତ…

ଆଜି ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ: ସୁରକ୍ଷା ଦେଇପାରୁନି ବନ ବିଭାଗ

ଅସମାପିକା ସାହୁ ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବିଶ୍ୱବ୍ୟାପୀ ଲୋକଙ୍କ ମଧ୍ୟରେ ବାଘ ସଂରକ୍ଷଣ ପାଇଁ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଜୁଲାଇ ୨୯ତାରିଖରେ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳନ କରାଯାଏ। ୨୦୧୦ରେ ସେଣ୍ଟ ପିଟର୍ସବର୍ଗ ବ୍ୟାଘ୍ର ସମ୍ମିଳନୀରେ ଏହି ସମ୍ପର୍କିତ ନିର୍ଣ୍ଣୟ ନିଆଯାଇଥିଲା।…

ଅନ୍‌ଲାଇନ ପାଠପଢ଼ା ବେଳେ ମୋବାଇଲ ଫୋନ୍‌ ଫାଟିଲା

ପୁରୀ ଅଫିସ,୨୯ା୭: ଅନ୍‌ଲାଇନରେ ପାଠପଢାବେଳେ ମୋବାଇଲ ଫୋନ୍‌ ଫାଟିଲା। ତେବେ ସୌଭାଗ୍ୟବଶତଃ ରକ୍ଷା ପାଇଛନ୍ତି ଜଣେ ସପ୍ତମଶ୍ରେଣୀ ଛାତ୍ରୀ। ତାଙ୍କ ବାମ ହାତରେ ଆଘାତ ଲାଗିଛି। କିନ୍ତୁ ମୋବାଇଲ ଫୋନ୍‌ଟି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। ଏମିତି ଏକ ଅଭାବନୀୟ ଘଟଣା…

ଗୁରୁତ୍ୱ ହରାଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ

ବନ୍ତଳା, ୨୯ା୭ (ଡି.ଏନ.ଏ.): ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ଦିନେ ଅନୁଗୋଳ ଜିଲାର ସାତକୋଶିଆ ବେଶ୍‌ ଖ୍ୟାତି ଅର୍ଜନ କରିଥିଲା। ମହାବଳ ବାଘ ବଂଶ ବିସ୍ତାର ପାଇଁ ଏହା ଏକ ଉପଯୁକ୍ତ କ୍ଷେତ୍ର ବୋଲି କୁହାଯାଉଥିଲା। ମାତ୍ର ଆବଶ୍ୟକ ସୁରକ୍ଷା ଓ ପରିଚାଳନାଗତ…

ଏୟାରଟେଲ ଚେୟାରମ୍ୟାନ୍‌ଙ୍କ ଦରମା କମିଲା, ଏବେ ପାଇବେ ଏତିକି ଟଙ୍କା

ନୂଆଦିଲ୍ଲୀ,୨୯।୭: ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ କମ୍ପାନୀ ଭାରତୀ ଏୟାରଟେଲର ଚେୟାରମ୍ୟାନ ସୁନୀଲ ଭାରତୀ ମିତ୍ତଲଙ୍କ ଦରମା ପ୍ୟାକେଜ ତିନି ପ୍ରତିଶତ ହ୍ରାସ ପାଇ ୩୦.୧୩କୋଟିରେ ପହଞ୍ଚିଛି। କମ୍ପାନୀ ଦ୍ୱାରା ପ୍ରକାଶିତ ବାର୍ଷିକ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଏୟାରଟେଲର ଶେୟାର…

ଆଜି ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ଅପରାହ୍ନ ସାଢ଼େ ୧୧ଟାରୁ ବୋର୍ଡର ୨ଟି ୱେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଏହି ୱେବ୍‌ସାଇଟ୍‌ ହେଲା www.bseodisha.ac.in ଏବଂ www.bseodisha.nic.in। ଏଥିସହ ୫୬୭୬୭୫୦ରେ ଏସ୍‌ଏମ୍‌ଏସ୍‌ କରିଲେ ମଧ୍ୟ ରେଜଲ୍ଟ ମିଳିପାରିବ।…

୧୨ ଦିନରେ ୫ ଲକ୍ଷ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୯।୭: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୨ ଦିନ ମଧ୍ୟରେ ଦେଶରେ ୫ ଲକ୍ଷ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବୁଧବାର ଦେଶରେ…

ସୁଶାନ୍ତଙ୍କ ଆକାଉଣ୍ଟରୁ ଗୋଟିଏ ମାସରେ ୧୫ କୋଟି ଟଙ୍କା ଉଠାଇ ଥିଲେ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ପ୍ରସଙ୍ଗ ନୂଆ ମୋଡ ଆସିଛି। ସୁଶାନ୍ତଙ୍କ ପିତା ପାଟଣା ରାଜୀବନଗର ଥାନାରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛନ୍ତି। ସୁଶାନ୍ତଙ୍କ ପିତା କରିଛନ୍ତି ଯେ, ସୁଶାନ୍ତଙ୍କୁ ପ୍ରେମ…

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ପାକିସ୍ତାନୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୯।୭: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାଠାରେ ପୁଣି ୨ ଜଣ ପାକିସ୍ତାନୀଙ୍କ ମୁଣ୍ଡ ଗଡ଼ିଛି। ରାଜୌରୀ ଜିଲାର ନୌସେରା ସେକ୍ଟରରେ ପାକିସ୍ତାନୀମାନେ ନିୟନ୍ତ୍ରଣ ରେଖା ଡେଇଁ ଭାରତରେ ପ୍ରବେଶ କରିବାର ଉଦ୍ୟମ କରୁଥିଲେ। ଭାରତୀୟ ଫରଓ୍ବାର୍ଡ ପୋଷ୍ଟରୁ ନେଇ ସତର୍କ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?