ପୁଅକୁ ଜନ୍ମଦିନରେ ‘ସ୍ବଚ୍ଛ ବାୟୁ’ ଉପହାର ଦେଲେ ଜୁହି ଚାଓ୍ବଲା
ବଲିଉଡ୍ ଇଣ୍ଡଷ୍ଟ୍ରିରେ କେତେକ ଷ୍ଟାର୍ କିଡ୍ ଲାଇମ୍ଲାଇଟ୍ରେ ରହିବାକୁ ପସନ୍ଦ କରୁଥିବା ବେଳେ ଆଉ କେତେକ ଏଥିରୁ ଦୂରେଇ ରହିବାକୁ ପସନ୍ଦ କରନ୍ତି। ଅଭିନେତ୍ରୀ ଜୁହି ଚାଓ୍ବଲାଙ୍କ ପୁଲାମାନେ ମଧ୍ୟ ଲାଇମ୍ଲାଇନ୍ଠାରୁ ଖୁବ୍ ଦୂରରେ। ଜୁହି ଏବେ ନିଜ ପରିବାର ସହ…
ସାଢ଼େ ୨୨ କିଲୋ ଓଜନ ରୁପା ଇଟାରେ ରାମମନ୍ଦିରର ମୂଳଦୁଆ ହେବ ସ୍ଥାପନ…
ଅଯୋଧ୍ୟା, ୨୮।୭: ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମମନ୍ଦିରର ଭୂମି ପୂଜନ କରିବେ। ଏହି ସମୟରେ ୨୨ କିଲୋଗ୍ରାମ୍ ୬୦୦ ଗ୍ରାମ୍ ଓଜନର ରୁପା ଇଟାରେ ମନ୍ଦିରର ମୂଳଦୁଆ ସ୍ଥାପିତ ହେବ। ଏହି ଇଟାର ଆନୁମାନିକ ଦାମ ୧୫ଲକ୍ଷ ୫୯…
ଅଗଷ୍ଟରେ ଆସିବ କରୋନାର ନୂଆ ଔଷଧ, ଜାଣନ୍ତୁ ଦାମ୍ କେତେ
ନୂଆଦିଲ୍ଲୀ,୨୮।୭: ଭାରତ ସମେତ ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏପର୍ଯ୍ୟନ୍ତ ଏହାର ଟିକା ଆସିନାହିଁ। କେବଳ କିଛି ଔଷଧ ଦ୍ୱାରା ସଂକ୍ରମିତଙ୍କ ଚିକିତ୍ସା କରାଯାଉଛି। ଅନେକ ଔଷଧ ରହିଛି, ଯାହା କରୋନା ଚିକିତ୍ସାରେ ପ୍ରଭାବଶାଳୀ…
କ୍ୱାରାଣ୍ଟାଇନ୍ ଶେଷ କରି ଜିମ୍ରେ ପହଞ୍ଚିଲେ ସୋନମ
ମୁମ୍ବାଇ: ନିକଟରେ ବଲିଉଡ୍ ଅଭିନେତ୍ରୀ ସୋନମ କପୁର ନିଜ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଲଣ୍ଡନ ଫେରିଯାଇଛନ୍ତି। ଲଣ୍ଡନରେ ପହଞ୍ଚିବା ପରେ କରୋନା ସଙ୍କଟ ଯୋଗୁ ଦୁହିଁଙ୍କୁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ପଡ଼ିଛି। ତେବେ କ୍ୱାରାଣ୍ଟାଇନ୍ ଅବଧି ଶେଷ ହେବା ପରେ…
ରାମମନ୍ଦିର ଭୂମି ପୂଜନ: ଦେଶରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ଷଡ଼ଯନ୍ତ୍ର
ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ଭୂମି ପୂଜନ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୨୦୦ ଜଣ ଅତିଥି ଯୋଗଦେବେ ବୋଲି ଯୋଜନା କରାଯାଇଛି। ଏହି ଦିନ ଦେଶରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ…
ଦେଶର ସବୁଠାରୁ ଏହି ପୁରାତନ ମହିଳା ଦେଉଛନ୍ତି ଟ୍ୟାକ୍ସ
ଭୋପାଳ,୨୮।୭: ନିକଟରେ ଆୟକର ବିଭାଗର ସ୍ଥାପନା ଦିବସ ପାଳନ ହୋଇଯାଇଛି। ଚଳିତ ଥର ଆୟକର ବିଭାଗର ଏକ କମିଟି ସର୍ବ ପୁରାତନ ଟିକସଦାତାଙ୍କୁ ସମ୍ମାନିତ କରିବାକୁ ଏକ କାର୍ଯ୍ୟକ୍ରମ ଆଯୋଜିତ କରିଥିଲା। କିନ୍ତୁ ଦେଶରେ ଜାରି ରହିଥିବା କରୋନା ସଙ୍କଟ ଯୋଗୁ…
ଆଖିବୁଜିଲେ ବଲିଉଡ୍ର ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ କୁମକୁମଙ୍କର ଦେହାନ୍ତ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ୧୯୩୪, ଏପ୍ରିଲ ୨୨ରେ ବିହାରର ଶେଖପୁରାରେ ଜନ୍ମଗ୍ରହଣ କରିଥିବା କୁମକୁମଙ୍କ ପ୍ରକୃତ ନାମ ଜାଇବୁନିସା ଥିଲା। ତାଙ୍କ ପିତା ହୁସେନାବାଦର…
ଭୋକ ସହି ନ ପାରି ପ୍ରତିମାସରେ ୧୦ ହଜାରରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟୁଛି
ଜେନେଭା, ୨୮।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏହାଯୋଗୁ ଗରିବ ଲୋକେ କାମଧନ୍ଧା ପାଇପାରୁ ନାହାଁନ୍ତି। ସେମାନଙ୍କ ପାଖରେ ଟଙ୍କାର ଅଭାବ ସୃଷ୍ଟି ହୋଇଛି। ଫଳରେ…
ଲୋକଙ୍କ ଅଭିଯୋଗ ବୁଝିବାକୁ ଥାନା ପାଇଁ ନୂଆ ଗାଇଡ୍ଲାଇନ୍ ଜାରିକଲେ ଡିଜିପି
ଭୁବନେଶ୍ୱର, ୨୮।୭(ବ୍ୟୁରୋ): କରୋନା ସମୟରେ ଲୋକଙ୍କ ଅଭିଯୋଗ ବୁଝିବା ପାଇଁ ରାଜ୍ୟର ସମସ୍ତ ଥାନାରେ ଡିଜିପି ଅଭୟ ନୂଆ ଗାଇଡଲାଇନ ଜାରି କରିଛନ୍ତି । ପୋଲିସ କର୍ମଚାରୀମାନେ କେଉଁଭଳି ଅଭିଯୋଗ ବୁଝିବେ, ସେ ନେଇ ଡିଜିପି ଏହି ଗାଇଡ୍ଲାଇନ୍ ଜାରି କରିଛନ୍ତି।…
ପ୍ଲାଜମା ନେଇ ଗଞ୍ଜାମ ଜିଲାର ୩ କରୋନା ଆକ୍ରାନ୍ତ ସୁସ୍ଥ: ଶୁଭେଚ୍ଛା ଜଣାଇଲେ ଜିଲାପାଳ
ଛତ୍ରପୁର,୨୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ୍ ହସ୍ପିଟାଲରେ ୩ ଜଣ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା ଉକ୍ତ ୩ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ପ୍ଲାଜମା ଥେରାପି ପରେ ଉକ୍ତ…
ଅଭିନେତ୍ରୀଙ୍କ ବ୍ଲାକ୍ ଆଣ୍ଡ୍ ହ୍ବାଇଟ୍ ଚ୍ୟାଲେଞ୍ଜ: ଭାଇରାଲ ହେଉଛି ଫଟୋ
ଲକ୍ଡାଉନ୍ ସମୟରେ ଘରେ ରହି ଲୋକେ ସୋସିଆଲ ମିଡିଆ ମାଧ୍ୟମରେ ବିଭିନ୍ନ ଚ୍ୟାଲେଞ୍ଜକୁ ଆସେପ୍ଟ କରୁଛନ୍ତି। ସେଥିମଧ୍ୟରୁ ଗୋଟିଏ ହେଉଛି ବ୍ଲାକ୍ ଆଣ୍ଡ୍ ହ୍ବାଇଟ୍ ଚ୍ୟାଲେଞ୍ଜ। ଏହି ଚ୍ୟାଲେଞ୍ଜକୁ ଆସେପ୍ଟ କରି ବିଶେଷ କରି ମହିଳାମାନେ ନିଜର ବ୍ଲାକ୍ ଆଣ୍ଡ୍ ହ୍ବାଇଟ୍…
ଚା’ ଆମନ୍ତ୍ରଣ ବଦଳରେ ଭୋଜନ ପାଇଁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ ପଠାଇଲେ ଏମ୍ପି
ନୂଆଦିଲ୍ଲୀ,୨୮।୭: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ଚା’ ନିମନ୍ତ୍ରଣରେ ରାଜ୍ୟସଭା ସଦସ୍ୟ ଅନୀଲ ବଲୁନି ପୂରା ଭଦ୍ରତାର ସହ କିଛି ସମୟ ପାଇଁ ଏହାକୁ ଏଡ଼ାଇ ଦେଇଛନ୍ତି। ଏଥିସହ ପ୍ରିୟଙ୍କାଙ୍କୁ ଏକ ଚିଠି ଲେଖିଛନ୍ତି। ଯେଉଁଥିରେ ସେ ତାଙ୍କୁ ଓ…

