ସ୍ବତନ୍ତ୍ର ସଚିବଙ୍କ ଭଦ୍ରକ ଗସ୍ତ: ଆଇନଶୃଙ୍ଖଳା, ପ୍ରଶାସନିକ ବ୍ୟବସ୍ଥା ସମ୍ପର୍କରେ କଲେ ଆଲୋଚନା
ଭଦ୍ରକ ଅଫିସ,୨୪ା୪: ଭଦ୍ରକ ଜିଲା ଗସ୍ତରେ ଆସି ସ୍ବତନ୍ତ୍ର ସଚିବ ଏସ୍କେ ଲୋହାନୀ ଶୁକ୍ରବାର ଜିଲାର ସ୍ଥିତି ସମୀକ୍ଷା କରିଛନ୍ତି। ସେହିଭଳି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଜିଲାରେ ଡେରା ପକାଇଛନ୍ତି। ଜିଲାପାଳ ଜ୍ଞାନ ରଞ୍ଜନ ଦାସ, ଏସ୍ପି ରାଜେଶ…
ସ୍କୁଲ ଫି’ ଛାଡ଼ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କଟକ ଅଫିସ୍,୨୪।୪: ଲକ୍ଡାଉନ୍ ଚାଲିଥିବା ଯୋଗୁ ଏବେ ଅଭିଭାବକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ଏଭଳି ସମୟରେ ସେମାନେ ନିଜ ପିଲାଙ୍କ ସ୍କୁଲ ଫି’ ଦାଖଲ କରିପାରିବେ ନାହିଁ। ତେଣୁ ମାର୍ଚ୍ଚ ଠାରୁ ଜୁନ୍ ପର୍ଯ୍ୟନ୍ତ ସ୍କୁଲ ଫି’ ଛାଡ଼ କରାଯିବା ସମ୍ପର୍କରେ…
ଏପ୍ରିଲ ଶେଷସୁଦ୍ଧା ଦୈନିକ ୩ହଜାର ନମୁନା ପରୀକ୍ଷା ଲକ୍ଷ୍ୟ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଚଳିତମାସ ଶେଷ ସୁଦ୍ଧା ରାଜ୍ୟରେ ଦୈନିକ ୩ ହଜାର କରୋନା ନମୁନା ପରୀକ୍ଷା କରାଯିବ। ଏଥିପାଇଁ ବଲାଙ୍ଗୀର, ବାଲେଶ୍ୱର, ବାରିପଦା ଓ କୋରାପୁଟଠାରେ ଥିବା ମେଡିକାଲ କଲେଜ ହସ୍ପିଟାଲଗୁଡିକରେ ନମୁନା ପରୀକ୍ଷା ପାଇଁ ଲାବୋରେଟୋରି ଖୋଲାଯିବ। ଗୁରୁବାର ଭିଡିଓ କନ୍ଫରେନ୍ସିଂ…
ବ୍ରୋନକ୍ସ ଜୁ’ରେ ୪ ବାଘ, ୩ ସିଂହଙ୍କୁ କରୋନା
ନ୍ୟୁୟର୍କ,୨୪ା୪: ନ୍ୟୁୟର୍କର ବ୍ରୋନକ୍ସ ଜୁ’ରେ ଗୋଟିଏ ବାଘୁଣୀ କରୋନା ସଂକ୍ରମିତ ହେବାର ପାଖାପାଖି ୩ ସପ୍ତାହ ପରେ ବୁଧବାର ସେଠାରେ ଆଉ ୪ଟି ବାଘ ଓ ୩ଟି ସିଂହ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ଚିଡ଼ିଆଖାନାର ଦେଖାଶୁଣା…
ବଢ଼ିବ ବଣ୍ଟନ କମ୍ପାନୀଙ୍କ ଆର୍ଥିକ ବୋଝ
ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ସଂକ୍ରମଣ ଦୃଷ୍ଟିରୁ ରାଜ୍ୟ ଲକ୍ଡାଉନ୍ ଜାରି ରହିଛି। ଏଥିଯୋଗୁ ଲୋକମାନଙ୍କର ଆର୍ଥିକ ସ୍ଥିତି ଦୋହଲିଯାଇଛି। ଏଭଳି ପରିସ୍ଥିତିର କେବେ ସୁଧାର ଆସିବ ତାହା ଜଣାପଡୁନାହିଁ। ଏହି ଘଡିସନ୍ଧି ମୁହୂର୍ତ୍ତରେ ବିଦ୍ୟୁତ୍ ଉପଭୋକ୍ତାଙ୍କୁ ଓଡିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆରସି) ସାମୟିକ…
୪କୋଟି ଆନ୍ତଃରାଜ୍ୟ ପ୍ରବାସୀ ପ୍ରଭାବିତ
ନୂଆଦିଲ୍ଲୀ,୨୪ା୪(ପି.ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୫ରେ ଦେଶବ୍ୟାପୀ ଲକ୍ଡାଉନ ଲାଗୁ କରିଛନ୍ତି। ଏହା ମେ’୩ ପର୍ଯ୍ୟନ୍ତ ବଳବତ୍ତର ରହିବ। ତେବେ ଏହି ଲକ୍ଡାଉନ ଯୋଗୁ ଦେଶରେ ପ୍ରାୟ ୪କୋଟି ଆନ୍ତଃରାଜ୍ୟ ପ୍ରବାସୀ ପ୍ରଭାବିତ ହୋଇଛନ୍ତି। ଯେଉଁଥିପାଇଁ ଗତ କିଛିଦିନ ମଧ୍ୟରେ…
କରୋନା ମୁକାବିଲା ନେଇ ଫୋନ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ଆଲୋଚନା: ରଥଯାତ୍ରା ନେଇ ବି ହେଲା ଆଲୋଚନା
ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ଫୋନ୍ ମାଧ୍ୟମରେ କଥାବାର୍ତ୍ତା ହୋଇଛନ୍ତି। ଏଥିସହ ରଥଯାତ୍ରା ସମ୍ପର୍କରେ ମଧ୍ୟ ଉଭୟ ଆଲୋଚନା କରିଛନ୍ତି। ଶୁକ୍ରବାର ହେବାକୁ…
ବ୍ରିଟେନ: ଅନ୍ୟ ସମୁଦାୟଠାରୁ ଭାରତୀୟ ଅଧିକ ପ୍ରଭାବିତ
ଲଣ୍ଡନ,୨୪ା୪: କରୋନା ଭୂତାଣୁ ସଂକ୍ରମଣରେ ବ୍ରିଟେନରେ ଗୁରୁବାର ସୁଦ୍ଧା ୧୮,୭୩୮ ଲୋକଙ୍କ ମୃତ୍ୟୁ ଘଟିଲାଣି। ସେହିପରି ୧ ଲକ୍ଷ ୩୮ ହଜାରରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଛନ୍ତି। ହେଲେ ଚିନ୍ତାର ବିଷୟ ଯେ, ବ୍ରିଟେନର କୃଷ୍ଣକାୟ, ଏସୀୟ ଓ ସଂଖ୍ୟାଲଘୁ ସମ୍ପ୍ରଦାୟ(ବିଏଏମ୍ଇ)…
ଡବ୍ଲ୍ୟୁଏଚ୍ଓର ନେତୃତ୍ୱ ନେବ ଭାରତ
ନୂଆଦିଲ୍ଲୀ,୨୪ା୪: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ମୁଖ୍ୟାଳୟରେ ଭାରତ ନେତୃତ୍ୱ ଭୂମିକା ନେବ। ସାରା ବିଶ୍ୱ କରୋନା ମହାମାରୀ କବଳିତ ହୋଇଥିବାବେଳେ ଆସନ୍ତା ମାସରେ ଡବ୍ଲ୍ୟୁଏଚ୍ଓ କାର୍ଯ୍ୟନିର୍ବାହୀ ବୋର୍ଡରେ ଭାରତୀୟ ପ୍ରତିନିଧି ଅଧ୍ୟକ୍ଷ ନିଯୁକ୍ତ ହେବାକୁ ଯାଉଛନ୍ତି। କୋଭିଡ୍-୧୯ ମହାମାରୀରେ ଏପର୍ଯ୍ୟନ୍ତ…
ମଲାରପଦାରେ କାଳବୈଶାଖୀ: ୪୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଘର ଭାଙ୍ଗିଲା
ପାଟଣା,୨୪ା୪(ସ୍ବ.ପ୍ର.) : କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ମଲାରପଦା ପଞ୍ଚାୟତର ବିଭିନ୍ନ ଗ୍ରାମରେ ଗୁରୁବାର ବର୍ଷା ପବନ ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହୋଇଛି। ଫଳରେ ଏହି ପଞ୍ଚାୟତ ବାଲିପଶି ଓ ମୟୁରପଙ୍ଖା ଗ୍ରାମରେ ୪୦ରୁ ଉଦ୍ଧର୍ବ ଲୋକଙ୍କ…
ମିସୋରିରେ ଚାଇନା ବିରୋଧରେ ମାମଲା
ଓ୍ବାଶିଂଟନ,୨୪ା୪: ଆମେରିକୀୟ ରାଜ୍ୟ ମିସୋରି ଚାଇନା ବିରୋଧରେ ମାମଲା ରୁଜୁ କରିଛି। ଚାଇନା ସତକୁ ଚପାଇ, ହ୍ବିସିଲ୍ବ୍ଲୋୟରଙ୍କୁ ଗିରଫ କରିବା ସହ କରୋନା ଭାଇରସ୍ର ସଂକ୍ରାମକତାକୁ ଅସ୍ବୀକାର କରିଥିବାରୁ ବିଶ୍ୱର ବହୁ ଦେଶକୁ ଅପୂରଣୀୟ କ୍ଷତି ସହିବାକୁ ପଡ଼ିଛି। ମିସୋରିର ଆଟର୍ନି…
‘କରୋନା ଫ୍ଲୁ ନୁହେଁ, ଏକ ଆକ୍ରମଣ’
ଓ୍ବାଶିଂଟନ,୨୪ା୪: କରୋନା ସଂକ୍ରମଣ ରୋକିବା ପାଇଁ ବିପୁଳ ଡଲାର ଢାଳିଦେବା ପରିବର୍ତ୍ତେ ଆଉ କିଛି ବିକଳ୍ପ ନାହିଁ। ଏହି ଭାଇରସ୍ ଏକ ଫ୍ଲୁ ନୁହେଁ, ବରଂ ଏକ ଆକ୍ରମଣ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ କହିଛନ୍ତି। ହ୍ବାଇଟ୍ ହାଉସ୍ରେ ଏକ…
Archives


