ଲକ୍ଡାଉନ୍ ପରେ ‘ଦ କପିଲ ଶର୍ମା ଶୋ’ର ପ୍ରଥମ ଅତିଥି ହେବେ ଏହି ଅଭିନେତା, ଜାଣନ୍ତୁ କେବେଠାରୁ ହେବ ପ୍ରସାରିତ
ସୋନି ଟିଭିରେ ପ୍ରସାରିତ କମେଡି ଶୋ’ ‘ଦ କପିଲ ଶର୍ମା’ର ଶୁଟିଂ ଦୀର୍ଘ ୪ ମାସ ପରେ ପୁଣିଥରେ ଆରମ୍ଭ ହୋଇଛି। ତେବେ ଶୋ’ର ପ୍ରଥମ ଏପିସୋଡ୍ ଅଗଷ୍ଟ ୧ରେ ପ୍ରସାରିତ ହେବ ବୋଲି ଚ୍ୟାନେଲ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏଥର…
ଦେଶର ୫ଟି ଅଞ୍ଚଳରେ ହେବ କରୋନା ଟୀକା ପରୀକ୍ଷଣ…
ନୂଆଦିଲ୍ଲୀ, ୨୮।୭: ଭାରତରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଏସଷ୍ଟ୍ରାଜେନିକା ପକ୍ଷରୁ ପ୍ରସ୍ତୁତ କରାଯାଇଥିବା କରୋନା ପ୍ରତିଷେଧକ ଟୀକା ‘କୋଭି ଶିଲ୍ଡ’ର ତୃତୀୟ ଏବଂ ଅନ୍ତିମ ପର୍ଯ୍ୟାୟ ପରୀକ୍ଷଣ ଭାରତରେ କରାଯିବ। ଦେଶର ୫ଟି ଅଞ୍ଚଳରେ…
୫ ବର୍ଷର ଶିଶୁଙ୍କୁ ଛାଡିଲାନି କରୋନା: ରାଜ୍ୟରେ ନେଲା ଆଉ ୭ ମୁଣ୍ଡ
ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଏକ ୫ ବର୍ଷର ଶିଶୁ ସମେତ ୭ ଜଣଙ୍କ ଜୀବନ ନେଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ବୁଧବାର ୧୫ ଲକ୍ଷ ଟପିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !
ନୂଆଦିଲ୍ଲୀ, ୨୮।୭: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ଥମୁ ନ ଥିବାରୁ ସରକାରଙ୍କ ଚିନ୍ତା ବୃଦ୍ଧି ପାଉଛି। ବୁଧବାର ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
CORONAVIRUS UPDATE: ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ,୪୬୨ ସ୍ଥାନୀୟ ଅଞ୍ଚଳର
ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୧୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ…
ବଡ ଘୋଷଣା:୨୦୨୧ ଜୁନ୍ ୩୧ ପର୍ଯ୍ୟନ୍ତ ଘରେ ରହି କାମ କରିବେ କର୍ମଚାରୀ
ନ୍ୟୁୟର୍କ,୨୮।୭: କରୋନା ସଂକ୍ରମଣ କ୍ରମାଗତ ବୃଦ୍ଧି ହେତୁ ଗୁଗୁଲ ଆସନ୍ତା ବର୍ଷ ଜୁନ ପର୍ଯ୍ୟନ୍ତ ଭାରତ ସମେତ ସାରା ବିଶ୍ୱରେ ନିଜ କର୍ମଚାରୀଙ୍କ ଘର (କାମରୁ) କାମ କରିବା ପାଇଁ ବ୍ୟବସ୍ଥା କରିଛି। ଗୁଗୁଲ ଏବଂ ଏହାର ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ…
ବିସ୍କୁଟ କପ୍ରେ ଚା’: ସୋସିଆଲ୍ ମିଡ଼ିଆରେ ଭାଇରାଲ
ମଦୁରାଇ, ୨୮।୭: ପ୍ଲାଷ୍ଟିକ୍ ବର୍ଜ୍ୟ ଯୋଗୁ ପୃଥିବୀ ପାଇଁ ସମସ୍ୟା ସୃଷ୍ଟି ହେବାରେ ଲାଗିଛି। ପ୍ଲାଷ୍ଟିକ୍ର ବ୍ୟବହାର କମ୍ କରିବା ଲାଗି ତାମିଲନାଡୁର ମଦୁରାଇରେ ଥିବା ଜଣେ ଚା’ ଦୋକାନୀ ଏକ ନିଆରା ଉପାୟ ଆପଣେଇଛନ୍ତି। ସେ ବିସ୍କୁଟରେ ତିଆରି କପ୍ରେ…
ରାମ ମନ୍ଦିର ନିର୍ମାଣ ପାଇଁ ୫ କୋଟି ଟଙ୍କା ଦାନ କଲେ ମୋରାରି ବାପୁ
ନୂଆଦିଲ୍ଲୀ,୨୮।୭: ଦୀର୍ଘ ୫ଶହ ବର୍ଷ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ଅଯୋଧ୍ୟାରେ ନିର୍ମାଣ ହେବାକୁ ଯାଉଛି ରାମ ମନ୍ଦିର। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଅଗଷ୍ଟ ପ୍ରଥମ ସପ୍ତାହରେ ଏହାର ଭୂମି ପୂଜା କରାଯିବାର କର୍ଯ୍ୟକ୍ରମ ରହିଛି। ଏବେ ଏହି…
୬ଟି ଆଙ୍ଗୁଠି ଥିବା ଏହି ଖେଳାଳି ମାରିଥିଲେ ୬ଟି ବଲ୍ରୁ ୬ଟି ଛକା
ଓ୍ବେଷ୍ଟଇଣ୍ଡିଜର ପ୍ରସିଦ୍ଧ ଖେଳାଳି ଗ୍ୟାରି ସୋବର୍ସଙ୍କ ୮୪ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମରୁ ଏହି ମହାନ କ୍ରିକେଟରଙ୍କ ଦୁଇ ହାତରେ ୧୨ ଟି ଆଙ୍ଗୁଠି ଥିଲା ଅର୍ଥାତ ଗୋଟିଏ ହାତରେ ୬ଟି ଆଙ୍ଗୁଠି ଥିଲା। ୱିସଡେନର ଶତାବ୍ଦୀର ପାଞ୍ଚଜଣ ଶ୍ରେଷ୍ଠ କ୍ରିକେଟରଙ୍କ…
୩୦ ହଜାର ଟଙ୍କାରେ ପୁରସ୍କାର କିଣିଥିଲେ ଏହି ପ୍ରସିଦ୍ଧ ଅଭିନେତା. ଜାଣନ୍ତୁ କାହିଁକି
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ବଲିଉଡର ଅନେକ ଅନ୍ଧକାର ଦିଗ ବିଷୟରେ ବାହାରକୁ ଆସୁଛନ୍ତି। ବଂଶବାଦ, ଗୋଷ୍ଠୀବାଦ ବିଷୟରେ ବିତର୍କ ଦୀର୍ଘ ଦିନ ଧରି ଚାଲିଆସୁଛି। ଏହା ବ୍ୟତୀତ ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ଏ.ଆର୍ ରେହମାନ ମଧ୍ୟ ବଲିଉଡ…
କରୋନା ମହାମାରୀ ଚିକିତ୍ସା ସମ୍ପର୍କରେ ମିଳିବ ଖୁସି ଖବର…
ଓ୍ବାଶିଂଟନ, ୨୮।୭: ପୃଥିବୀରେ କରୋନା ମହାମାରୀ ନେଇ ଆତଙ୍କ ଦେଖାଦେଇଛି। କରୋନା ସଂକ୍ରମଣ ଚିକିତ୍ସା ନେଇ ଆସନ୍ତା ୨ ସପ୍ତାହ ମଧ୍ୟରେ ଖୁସି ଖବର ମିଳିବ ବୋଲି ଆମେରିକା କହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏନେଇ ସୂଚନା ଦେଇଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କୁ…
ପିଏମ୍-କେୟାର୍ସ ମାମଲା: ରାୟ ସଂରକ୍ଷିତ
ନୂଆଦିଲ୍ଲୀ,୨୮।୭(ପି.ଟି.): ସୁପ୍ରିମକୋର୍ଟରେ ପିଏମ୍-କେୟାର୍ସ ପାଣ୍ଠି ମାମଲାର ଶୁଣାଣି ସୋମବାର ଶେଷ ହୋଇ ରାୟ ସଂରକ୍ଷିତ ରଖାଯାଇଛି। ଅଦାଲତରେ କେନ୍ଦ୍ର ସରକାର ପିଏମ୍-କେୟାର୍ସ ଫଣ୍ଡ ସପକ୍ଷରେ ଦୃଢ଼ ଯୁକ୍ତି ଉପସ୍ଥାପନ କରିଥିଲେ। କରୋନା ମହାମାରୀର ମୁକାବିଲା ପାଇଁ ସ୍ବେଚ୍ଛାକୃତ ଦାନ ଗ୍ରହଣ କରିବା…

