Home

କୋଚ୍‌ ପଞ୍ଜିକରଣ ପାଇଁ ଓପନ୍‌ ଆପ୍ଲିକେଶନ ସବ୍‌ମିଶନ ସିଷ୍ଟମ ଆରମ୍ଭ

ନୂଆଦିଲ୍ଲୀ,୧।୭(ପି.ଟି.): କୋଚ୍‌ ଓ ଟେକ୍‌ନିକାଲ ଅଫିସିଆଲମାନଙ୍କ ପଞ୍ଚିକରଣ ପାଇଁ ହକି ଇଣ୍ଡିଆ ଏକ ନୂଆ ପ୍ରୟାସ ଆରମ୍ଭ କରିଛି। ହକି ଇଣ୍ଡିଆ ଏଥିପାଇଁ ଓପନ୍‌ ଆପ୍ଲିକେଶନ ସବ୍‌ମିଶନ ସିଷ୍ଟମ ଲଞ୍ଚ୍‌ କରିଛି। ଏହି ପ୍ରଣାଳୀ ଅନୁସାରେ ସମ୍ଭାବ୍ୟ କୋଚ୍‌ମାନେ ହକି ଇଣ୍ଡିଆର…

ଅମୀରଙ୍କ ମା’ଙ୍କ କରୋନା ରିପୋର୍ଟ ଆସିଲା ନେଗେଟିଭ୍‌

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପର୍‌ଫେକ୍ଟନିଷ୍ଟ ଅମୀର ଖାଁଙ୍କ ମା’ ଜୀନତ ହୁସେନ୍‌ଙ୍କ କରୋନା ଭାଇରସ୍‌ ଟେଷ୍ଟ୍‌ ରିପୋର୍ଟ ନେଗେଟିଭ୍‌ ଆସିଛି। ଫଳରେ ତାଙ୍କ ପରିବାରର ଅନ୍ୟ ସଦସ୍ୟମାନେ ଏଥିରୁ ସୁରକ୍ଷିତ ଅଛନ୍ତି। ଏହି ଖବର ଅମୀର ସୋସିଆଲ ମିଡିଆରେ ପୋଷ୍ଟ କରି…

ଗିଲାନି: କଶ୍ମୀର ଯୁବକଙ୍କୁ ଆତଙ୍କବାଦୀ କରୁଥିବାବେଳେ ନିଜ ପିଲାଙ୍କୁ ବିଦେଶରେ ପଢ଼ାଉଥିଲେ

ଶ୍ରୀନଗର, ୧।୭: ହୁରିୟାତ୍‌ କନଫରେନ୍ସର ବିଚ୍ଛିନ୍ନତାବାଦୀ ନେତା ସୟଦ ଅଲ୍ଲୀ ଶାହା ଗିଲାନି ନିଜର ସଦସ୍ୟତା ପଦରୁ ସୋମବାର ଇସ୍ତଫା ଦେଇଛନ୍ତି। ତାଙ୍କର ଇସ୍ତଫା ଜମ୍ମୁ-କଶ୍ମୀର ପାଇଁ ନୂଆ ସକାଳ ନେଇ ଆସିବ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। କଶ୍ମୀରବାସୀଙ୍କ…

କରୋନାକୁ ହରାଇଲେ ମୋହିନା

ବମ୍ବେ: କରୋନାକୁ ହରାଇଛନ୍ତି ୟେ ରିସ୍ତା କ୍ୟା କେହଲାତା ହୈ ଫେମ୍‌ ମୋହିନା କୁମାରୀ ସିଂ। ଏକ ମାସ ତଳେ କୋଭିଡ-୧୯ରେ ସଂକ୍ରମିତ ହୋଇଥିଲେ ମୋହିନା। ଏବେ ତାଙ୍କର ରିପୋର୍ଟ ନେଗେଟିଭ୍‌ ଆସିଛି। ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡ଼ିଛି। ମୋହିନା…

ଓଡ଼ଗାଁ ଏନ୍‌ଏସିକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲେ ଜିଲାପାଳ

ଓଡ଼ଗାଁ,୧ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କୁରାଳ ଓ ସୁନାମୁହିଁ ପଞ୍ଚାୟତରୁ ବାହ୍ୟ ଓ ସଙ୍ଗରୋଧ କେନ୍ଦ୍ରରୁ ୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନର ନିଦ ହଜିଯାଇଥିଲା। ଜିଲା ପ୍ରଶାସନ କେବଳ ନୟାଗଡ଼ ସହରକୁ ଜଗିଥିବା ବେଳେ ଗ୍ରାମାଞ୍ଚଳକୁ…

୧୩୦ ଜଣଙ୍କୁ ସାହାଯ୍ୟର ହାତ ବଢାଇଲେ ଟେବୁଲ ଟେନିସ ତାରକା

ନୂଆଦିଲ୍ଲୀ,୧।୭(ପି.ଟି.): ଟେବୁଲ ଟେନିସ(ଟିଟି) ସହିତ ଜଡିତ ଥିବା ୧୩୦ ଜଣ ସଦସ୍ୟଙ୍କୁ ସାହାଯ୍ୟର ହାତ ବଢାଇଛନ୍ତି କେତେଜଣ ଭାରତୀୟ ତାରକା ଖେଳାଳି। ଭାରତୀୟ ଟିଟି ତାରକା ଶରଥ କମଲ ଓ ଜି. ସାଥିୟାଁ କୋଭିଡ୍‌-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ଏହି…

କବର ସ୍ଥାନରେ କ୍ରିକେଟ ଅଭ୍ୟାସ କରୁଥିଲେ, ସୌରଭ ଗାଙ୍ଗୁଲି ବଦଳାଇଦେଲେ ଭାଗ୍ୟ

ନିଜ ଉପରେ ଯଦି ବିଶ୍ୱାସ ଅଛି ତେବେ କିଛି ବି କାମ ଅସମ୍ଭବ ନୁହେଁ। ଭାରତୀୟ ଦଳର ଜଣେ କ୍ରିକେଟର ମଧ୍ୟ ଅଛନ୍ତି, ଯିଏ କବର ସ୍ଥାନରେ ବୋଲିଂ ଅଭ୍ୟାସ କରୁଥିଲେ, କିନ୍ତୁ ଆଜି ତାଙ୍କ ନାମ ବିଶ୍ୱରର ସବୁଠାରୁ ମାରାତ୍ମକ…

୭୦୦ ଗୋଲ ସ୍କୋର କଲେ ମେସି

ବାର୍ସିଲୋନା,୧।୭: ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ନିଜ ଦେଶ ଓ କ୍ଲବ ପାଇଁ ୭୦୦ ଗୋଲ ସ୍କୋର କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଲା ଲିଗାର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବାର୍ସିଲୋନା ଓ ଆଟ୍‌ଲେଟିକୋ ମାଡ୍ରିଡ୍‌ ପରସ୍ପରକୁ ଭେଟିଥିଲେ। ତେବେ ଏହି…

ବଢ଼ୁଛି ସୁସ୍ଥଙ୍କ ସଂଖ୍ୟା, ରାଜ୍ୟରେ ସ୍ଥିତି ନିୟନ୍ତ୍ରଣାଧିନ: କେଜରିଓ୍ବାଲ

ନୂଆଦିଲ୍ଲୀ,୧।୭: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଦିଲ୍ଲୀରେ ଏବେ କରୋନା ସ୍ଥିତି ନିୟନ୍ତ୍ରଣାଧିନ ରହିଛି। ଏହା ପଛରେ ଦିଲ୍ଲୀବାସୀଙ୍କ ଉଦ୍ୟମ ରହିଛି ବୋଲି ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

କଟକରେ ରାତି ୮.୩୦ ଯାଏ ଖୋଲା ରହିବ ଦୋକାନ ବଜାର

କଟକ ଅଫିସ,୧ା୭: କଟକ ସହରରେ ରାତି ୮.୩୦ ଯାଏ ଦୋକାନ ବଜାର ଖୋଲାରହିବ। ଏନେଇ ବୁଧବାର କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ରାତ୍ରି କାଳୀନ କର୍ଫ୍ୟୁ ରାତି ୯ରୁ ସକାଳ ୫ଟା ଯାଏ ଜାରି ରହିବ। କେନ୍ଦ୍ର ସରକାରଙ୍କ…

୨୦୨୭ ଏସିଆନ କପ୍‌ : ଭାରତ ସମେତ ୫ ଦେଶ ବିଡ୍‌ ଦାଖଲ କଲେ

ନୂଆଦିଲ୍ଲୀ,୧।୭(ପି.ଟି.): ୨୦୨୭ ଏସିଆନ୍‌ କପ୍‌ ଆୟୋଜନ ଅଧିକାର ପାଇଁ ଭାରତ ବିଡ୍‌ ଦାଖଲ କରିଛି। ଏହି ମେଗା ଇଭେଣ୍ଟର ୧୯ତମ ସଂସ୍କରଣ ଆୟୋଜନ ପାଇଁ ଭାରତ ସମେତ ମୋଟ୍‌ ୫ ଦେଶ ବିଡ୍‌ ଦାଖଲ କରିଛନ୍ତି ବୋଲି ଏସିଆନ ଫୁଟବଲ ଫେଡେରେଶନ…

ତୁରନ୍ତ ବଦଳାନ୍ତୁ ଫେସ୍‌ବୁକ୍‌ ପାସଓ୍ବାର୍ଡ, ହୋଇପାରେ ତଥ୍ୟ ଚୋରି

ସ୍ମାର୍ଟଫୋନ ବ୍ୟବହାରକାରୀଙ୍କ ପାଇଁ ଭାଇରସ ଆପ ଏକ ବଡ ସମସ୍ୟା ହୋଇଗଲାଣି। ଯଦି ଆପଣ ଜଣେ ଫେସବୁକ ବ୍ୟବହାରକାରୀ ତେବେ ଆପଣଙ୍କୁ ତୁରନ୍ତ ସତର୍କ ହେବା ଆବଶ୍ୟକ। ଅନୁସନ୍ଧାନକାରୀମାନେ ଗୁଗୁଲ ପ୍ଲେ ଷ୍ଟୋରରେ ୨୫ଟି ବିପଜ୍ଜନକ ଆଣ୍ଡ୍ରଏଡ ଆପ୍‌ ଚିହ୍ନଟ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri