୫ ଅତିଥିଙ୍କ ଉପସ୍ଥିତିରେ ବିବାହ କଲେ ଏହି କଳାକାର
ଛୋଟପରଦାର ସଫଳ କଳାକାର ମନୀଷ ରାୟସିଂଘମ ଏବଂ ସଂଗୀତା ଚୌହାନ ଜୁନ୍ ୩୦ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ଅନ୍ଧେରୀସ୍ଥିତ ଏକ ଗୁରୁଦ୍ୱାରରେ ମାସ୍କ ପିନ୍ଧି ସେମାନେ ବିବାହ କରିଛନ୍ତି। ତେବେ ଏହି ବିବାହରେ ଉଭୟଙ୍କ ପରିବାର ଲୋକେ ସାମିଲ…
ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ୧୨ ନୂଆ ଆକ୍ରାନ୍ତ; ଜାଣନ୍ତୁ କେଉଁ ଅଞ୍ଚଳର କେତେ
ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ବୁଧବାର ଆଉ ୧୨ ନୂଆ କୋଭିଡ ପଜିଟିଭ୍ ମାମଲା ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରେ ୪ ହୋମ୍ କ୍ୱାରାଣ୍ଟାଇନ୍ କେସ୍ ଥିବାବେଳେ ୮ ଲୋକାଲ୍ କେସ୍ ରହିଛି। ନୂଆ ହୋମ୍ କ୍ୱାରାଣ୍ଟାଇନ୍ ଆକ୍ରାନ୍ତଙ୍କ ମଧ୍ୟରେ…
ସୁପ୍ରିମକୋର୍ଟରେ ଟିକ୍ଟକ୍ କମ୍ପାନୀ ପକ୍ଷରୁ ଓକିଲାତି କରିବାକୁ ମନାକଲେ ପୂର୍ବତନ ଆଟର୍ନି ଜେନେରାଲ
ନୂଆଦିଲ୍ଲୀ,୧।୭: ଲଦାଖ ଏଲଏସିରେ ଭାରତ ଓ ଚାଇନା ମଧ୍ୟରେ ଲାଗିରହିଥିବା ସୀମା ବିବାଦକୁ ନେଇ ଦେଶର ଜନତାଙ୍କ ଭିତରେ ଆକ୍ରୋଶ ଦେଖିବାକୁ ମିଳିଛି। ଚାଇନାକୁ କଡ଼ା ଜବାବ ଦେବାକୁ ଯାଇ କେନ୍ଦ୍ର ସରକାର ମଧ୍ୟ ଭାରତୀୟଙ୍କ ତଥ୍ୟ ଚୋରି ହେବା ଅଭିଯୋଗରେ…
ଗଞ୍ଜାମରେ ଆକ୍ରାନ୍ତ ହେଲେଣି ୨୯ କରୋନା ଯୋଦ୍ଧା
ଛତ୍ରପୁର,୧ା୭(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ଜିଲାରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ୧୫ ଜଣ ସୁସ୍ଥ ହୋଇ ସାରିଥିବା ବୁଧବାର ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।…
ହ୍ରିତିକ୍-ଆଲିଆଙ୍କୁ ଓସ୍କାର ପାଇଁ ନିମନ୍ତ୍ରଣ
ଫିଲ୍ମ ଇଣ୍ଡଷ୍ଟ୍ରିର ସର୍ବଶ୍ରେଷ୍ଠ ପୁରସ୍କାର ହେଉଛି ଓସ୍କାର। ଏହି ଆଓ୍ବାର୍ଡ ଶୋ’ରେ ଅଂଶଗ୍ରହଣ କରିବାକୁ ପାଇଁ ସବୁ କଳାକାର ଚାହିଁଥାନ୍ତି। ମାତ୍ର ଏଥିପାଇଁ ସମସ୍ତଙ୍କୁ ସୁଯୋଗ ମିଳେନାହିଁ। ଚଳିତତ ବର୍ଷ ଅର୍ଥାତ ୯୩ତମ ଓସ୍କାର ଆଓ୍ବାର୍ଡରେ ଅଶଂଗ୍ରହଣ ପାଇଁ ୮୧୯ଜଣ ଅତିଥିଙ୍କ…
ଧୋନୀଙ୍କ ପାଇଁ ପାଗଳ ଫ୍ୟାନ୍, କଲେ ଏମିତି କାମ
ଭାରତୀୟ କ୍ରିକେଟ ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟ ପଡିଆରୁ ଦୂରେଇ ନିଜ ପରିବାର ସହ ସମୟ ବିତାଉଛନ୍ତି। ଇତିମଧ୍ୟରେ ରାଞ୍ଚିରେ ଥିବା ନିଜ ଫାର୍ମ ହାଉସ୍ରେ ଜୈବିକ କୃଷି ଚାଷ ଆରମ୍ଭ କରିଛନ୍ତି। ୨୦୧୯ ବିଶ୍ୱକପ୍ ପରଠାରୁ…
ସୁନା ଅଳଙ୍କାର ପିନ୍ଧୁଥିବା ଗୋଲଡେନ୍ ବାବାଙ୍କ ପରଲୋକ
ନୂଆଦିଲ୍ଲୀ, ୧।୭: ସବୁବେଳେ ସୁନା ଅଳଙ୍କାର ପିନ୍ଧୁଥିବା ଗୋଲଡେନ୍ ବାବା ସୁଧୀର କୁମାର ମକ୍କଡ଼ଙ୍କର ପରଲୋକ ହୋଇଯାଇଛି। ମଙ୍ଗଳବାର ବିଳମ୍ବିତ ରାତ୍ରରେ ବାବାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ଧରି ଦିଲ୍ଲୀ ଏମ୍ସ୍ରେ ଚିକିତ୍ସିତ ହେଉଥିଲେ। ହରିଦ୍ୱାରର ବହୁ ଆଖଡ଼ା ସଂଘ…
ଇ-ଅଫିସ ଆରମ୍ଭ କଲା ଗଞ୍ଜାମ ପୋଲିସ: ଲୋକଙ୍କୁ ମିଳିବ ଉତ୍ତମ ସେବା
ଛତ୍ରପୁର,୧ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ବୁଧବାର ଇ-ଅଫିସର ଶୁଭାରମ୍ଭ ହୋଇଛି। ଏହାଫଳରେ ଜନସାଧାରଣଙ୍କୁ ଖୁବ୍ଶୀଘ୍ର ଉତ୍ତମ ସେବା ମିଳିପାରିବ ବୋଲି ଏକ ଖବରଦାତା ସମ୍ମିଳନୀରେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ କହିଛନ୍ତି। ରାଜ୍ୟ ସରକାରଙ୍କ ୫-ଟି ଓ ମୋ…
ଆତଙ୍କବାଦୀ ଆକ୍ରମଣର ଭୟାନକ ଚିତ୍ର, ଜେଜେଙ୍କ ମୃତଦେହ ପାଖରେ ବସିଛନ୍ତି ନାତି
ଶ୍ରୀନଗର,୧।୭: ଜମ୍ମୁକଶ୍ମୀରର ସୋପୋରରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆରଏଫ)ର ଏକ ଭ୍ୟାନ୍ ଉପରକୁ ଆକ୍ରମଣ କରିଛନ୍ତି ଆତଙ୍କବାଦୀ। ଏଥିରେ ସିଆରଏଫ ୧୭୯ ବାଟାଲିୟନର ଜଣେ ହେଡ୍ କନଷ୍ଟେବଳ ଶହୀଦ ହେବା ସହ ଜଣେ ସାଧାରଣ ବୃଦ୍ଧ ନାଗରିକ ମଧ୍ୟ ନିହତ ହୋଇଛନ୍ତି।…
ପ୍ରଶାସନର ଅନୁରୋଧ ପରେ ଶେରଗଡ଼ରେ ଆରମ୍ଭ ହେଲା ଅସ୍ଥାୟୀ ପରିବା ବଜାର
ଶେରଗଡ଼,୧ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ି ଚାଲିଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ବ୍ଲକରେ ମୋଟ୍ ୮୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବ୍ଲକ ସୂତ୍ରରୁ ପ୍ରକାଶ। ଏଥି ମଧ୍ୟରୁ ସ୍ଥାନୀୟ ସଂକ୍ରମିତ ୫ଜଣ ଥିବା…
କୋରୋନିଲ୍ ଉପରେ ସ୍ପଷ୍ଟୀକରଣ ରଖିଲେ ଯୋଗ ଗୁରୁ
ହରିଦ୍ୱାର,୧।୭: ଯୋଗ ଗୁରୁ ରାମଦେବ ବାବା କୋରୋନିଲ୍ ବିବାଦ ଉପରେ ନିଜର ସ୍ପଷ୍ଟୀକରଣ ରଖିଛନ୍ତି। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାମଦେବ କହିଛନ୍ତି, କୋରୋନିଲ୍ କାର୍ଯ୍ୟରେ ଆମର ଉଦ୍ୟମକୁ ଆୟୁଷ ମନ୍ତ୍ରଣାଳୟ ପ୍ରଶଂସା କରିଛି। କରୋନା ଉପରେ ଉଭୟ କ୍ଲିନିକାଲ…
ଅନ୍ଲାଇନ୍ କୋଚିଂ ଆରମ୍ଭ କରିବେ ଧୋନୀ
ନୂଆଦିଲ୍ଲୀ, ୧।୭: କ୍ରିକେଟର ଏମ୍.ଏସ୍. ଧୋନୀ ଜୁଲାଇ ୨ରୁ ଅନ୍ ଲାଇନ୍ କୋଚିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏଥିରେ ୬ରୁ ୮ ବର୍ଷରୁ ଛୋଟ ପିଲା ଯୋଗଦେବେ ବୋଲି କୁହାଯାଉଛି। ଧୋନୀଙ୍କ ଏକାଡେମୀ ଆର୍କା ସ୍ପୋର୍ଟସ ପ୍ରାଇଭେଟ୍ ଲିମିଟେଡ୍ ସହିତ ମିଳିତ…
Archives


