Home

ଆମ୍ବ କିଲୋ ୩ ଲକ୍ଷ ଟଙ୍କା

ଟୋକିଓ: କୁହାଯାଏ, ଆମ୍ବ ଫଳ ମଧ୍ୟରେ ରାଜା। ଏହା ଭାରତର ଜାତୀୟ ଫଳ। ବିଶେଷକରି ବିଶ୍ୱର ସବୁଠୁ ଅଧିକ ଆମ୍ବ ଭାରତୀୟମାନେ ଖାଇଥାନ୍ତି। କିନ୍ତୁ ଏମିତି ଆମ୍ବ ଅଛି ଯାହାର ଦାମ୍‌ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ତାଇୟୋ ନୋ ତାମାଗେ(ଏଗ୍‌ ଅଫ୍‌…

୨୦୨୧ ଯାଏ ରହିବ କରୋନା

ନୂଆଦିଲ୍ଲୀ,୨୮ା୫(ପି.ଟି.): ଭାରତରେ କରୋନା ସଂକ୍ରମଣ ୨୦୨୧ ପର୍ଯ୍ୟନ୍ତ ରହିବ। ଏହାର ସଂକ୍ରମଣକୁ କମାଇବାକୁ ହେଲେ କୋଭିଡ୍‌ ପରୀକ୍ଷାକୁ ଅତ୍ୟଧିକ ବଢ଼ାଇବାକୁ ପଡ଼ିବ ବୋଲି ବୁଧବାର ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦେଇଛନ୍ତି। କରୋନା ପ୍ରତିଷେଧକ ଟିକା ଉପଲବ୍ଧ ହେବାକୁ ବର୍ଷେ ସମୟ ଲାଗିଯିବ…

ଦୁର୍ଦ୍ଦିନରେ ସୁନ୍ଦରବନର ‘ବାଘ ବିଧବା’

ଗୋସାବା(ପଶ୍ଚିମବଙ୍ଗ): ସୁନ୍ଦରବନର ‘ବାଘ ବିଧବା’ଙ୍କ ଦୁଃଖ କହିଲେ ନ ସରେ। ସ୍ବାମୀଙ୍କୁ ବାଘ ମାରିବା ପରେ ‘ଅମ୍ଫନ୍‌’ ବାତ୍ୟା ସେମାନଙ୍କୁ ସର୍ବସ୍ବାନ୍ତ କରିପକାଇଛି। ମଞ୍ଜୁଲା ସର୍ଦ୍ଦାର (୪୫) ନାମକ ଜଣେ ବିଧବା ମହିଳାଙ୍କ ଦୁଃଖ କହିଲେ ନ ସରେ। ତାଙ୍କ ସ୍ବାମୀଙ୍କୁ…

ମାଗଣାରେ ଜମି ନେଇଛ, ଚିକିତ୍ସା ପାଇଁ ଟଙ୍କା ମାଗୁଛ

ନୂଆଦିଲ୍ଲୀ,୨୮ା୫(ପି.ଟି.): ସରକାରଙ୍କଠାରୁ ମାଗଣାରେ ଜମି ନେଇ ପ୍ରତିଷ୍ଠା କରାଯାଇଥିବା ଘରୋଇ ହସ୍ପିଟାଲଗୁଡ଼ିକରେ କରୋନା ରୋଗୀଙ୍କୁ କାହିଁକି ମାଗଣାରେ ଚିକିତ୍ସା କରାଯିବ ନାହିଁ। ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କୁ ଏପରି ପ୍ରଶ୍ନ କରିଛନ୍ତି। ସାରା ଦେଶରେ…

ପ୍ରବାସୀ ଶ୍ରମିକଙ୍କ ପାଇଁ ୬୮ ହଜାର ଟଙ୍କାର ବିମାନ ଟିକେଟ କଲେ କୃଷକ

ଅନେକ ବ୍ୟକ୍ତି ଅଛନ୍ତି ସେମାନେ ଅନ୍ୟର ସୁଖ ଦୁଃଖରେ ଭାଗୀଦାର ହୋଇଥାନ୍ତି। କୌଣସି ମଣିଷର ଅସୁବିଧା ଦେଖିଲେ ଏହି ବ୍ୟକ୍ତିମାନେ ଆଦୌ ରହିପାରନ୍ତି ନାହିଁ । ମାନବିକତା ପଦର୍ଶନ କରି ସେମାନଙ୍କୁ ସାହାର୍ଯ୍ୟ କରିବାକୁ ହାତ ବଢ଼ାଇଥାନ୍ତି। ଏମିତି ଜଣେ ବ୍ୟକ୍ତି…

ଚାଇନା ଆମକୁ ବନ୍ଧୁ ଭାବେ ଦେଖେନାହିଁ

ନୂଆଦିଲ୍ଲୀ,୨୮ା୫(ପି.ଟି.): ଚାଇନା ଆମକୁ ବନ୍ଧୁ ଭାବେ ଦେଖେନାହିଁ। ୧୯୫୦ ନଭେମ୍ବର ୭ରେ ଭାରତର ତତ୍କାଳୀନ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କୁ ପତ୍ର ଲେଖି ଏହା ଜଣାଇଥିଲେ। ସେହି ସମୟରେ ଚାଇନାର ନୂତନ କମ୍ୟୁନିଷ୍ଟ ଶାସକ ତିବ୍ବତ ଉପରେ…

୬ ଜିଲାରେ ସକାଳୁଆ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ଖାତା ଦେଖା ୨୬ ତାରିଖରୁ ଆରମ୍ଭ ହୋଇଛି। ସକାଳ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖାତା ଦେଖା ପ୍ରକ୍ରିୟା ଚାଲୁଛି। ପ୍ରବଳ ଖରା ଯୋଗୁ ରାଜ୍ୟର ୬ ଜିଲାରେ ସକାଳୁଆ ଖାତା ଦେଖିବାକୁ ରାଜ୍ୟ ସରକାର…

କରୋନାକୁ ନିଷ୍କ୍ରିୟ କରିବ ପ୍ରୋଟିନ

ବେଜିଂ,୨୮ା୫: ଚାଇନା ଏବଂ ଆମେରିକାର ଗବେଷେକମାନେ ମିଳିତ ଭାବେ ବ୍ୟାକ୍ଟେରିଆ ଦ୍ୱାରା କ୍ଷରିତ ୨ ପ୍ରୋଟିନ ଚିହ୍ନଟ କରିଛନ୍ତି, ଯାହା କରୋନା ଭୂତାଣୁ, ଡେଙ୍ଗୁ ଏବଂ ଏଚ୍‌ଆଇଭି ସମେତ ବିଭିନ୍ନ ଭୂତାଣକୁ ନିଷ୍କ୍ରିୟ କରିପାରେ। ଏହି ଅଧ୍ୟୟନ ସମ୍ପର୍କିତ ଏକ ନିବନ୍ଧକୁ…

ପ୍ରଚଣ୍ଡ ଗ୍ରୀଷ୍ମ: ୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଆଉଟ ପାଉଟ ହେଉଛି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା। ଦେହ ମୁଣ୍ଡ ଝାଇଁ ଝାଇଁ କରି ଦେଉଛି। ଉପକୂଳରେ ମଧ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ଯଦିଓ ତାତି କମ୍‌ ରହିଛି ତେବେ ଦେହମୁଣ୍ଡରୁ ଗମ୍‌ଗମ୍‌ ହୋଇ ଝାଳ…

ଚାଇନା କହିଲା ସ୍ଥିତି ନିୟନ୍ତ୍ରଣାଧୀନ

ବେଜିଂ,୨୮ା୫: ଭାରତ-ଚାଇନା ସୀମାରେ ସ୍ଥିତି ସ୍ଥିର ଓ ନିୟନ୍ତ୍ରଣାଧୀନ ରହିଛି। ଆଲୋଚନା ଓ ବିଚାରବିମର୍ଶ ଜରିଆରେ ସମସ୍ୟାର ସମାଧାନ ପାଇଁ ଉଭୟ ଦେଶ ଉପଯୁକ୍ତ ବ୍ୟବସ୍ଥା ଆପଣାଇଥିବା ବୁଧବାର ବେଜିଂ ପକ୍ଷରୁ କୁହାଯାଇଛି। ଭାରତ ଓ ଚାଇନା ସେନା ପ୍ରକୃତ ନିୟନ୍ତ୍ରଣରେଖା…

୭ ବରିଷ୍ଠ ପୋଲିସ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର,୨୮।୫ (ବ୍ୟୁରୋ): ଓଡିଶା ପୋଲିସରେ ଭାରପ୍ରାପ୍ତ ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟରତ ୭ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବୌଦ୍ଧରେ ଭାରପ୍ରାପ୍ତ…

ପଛଘୁଞ୍ଚା ଦେବନି ଭାରତ

ନୂଆଦିଲ୍ଲୀ,୨୮ା୫ : ଭାରତ ପଛଘୁଞ୍ଚା ଦେବନାହିଁ। ପୂର୍ବ ଲଦାଖର ବିବାଦ ହୋଇଥିବା ସ୍ଥାନରେ ରାସ୍ତା ନିର୍ମାଣ ଜାରି ରଖିବ। ଚାଇନା ସୀମା ଉଲ୍ଲଂଘନ କରି ଭାରତୀୟ ସେନାର କାର୍ଯ୍ୟରେ ବାଧା ସୃଷ୍ଟି କରିଛି। ହେଲେ ଭାରତ ଶାନ୍ତିପୂର୍ଣ୍ଣ ଓ କୂଟନୈତିକ ଉପାୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri