ଭୁବନେଶ୍ୱରରୁ ହଟିଲା ଆବଦ୍ଧାଞ୍ଚଳ କଟକଣା
ଭୁବନେଶ୍ୱର, ୨୨ା୪(ବ୍ୟୁରୋ): ଭୁବନେଶ୍ବରର ସମସ୍ତ କଣ୍ଟେନମେଣ୍ଟ ଜୋନ୍ ତଥା ଆବଦ୍ଧାଞ୍ଚଳ ବମିଖାଲ, ସତ୍ୟନଗର ଓ ସୂର୍ଯ୍ୟନଗରୁ ଆବଦ୍ଧାଞ୍ଚଳ କଟକଣା ହଟାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ସଂଖ୍ୟା ୧୩୯୩୮ରେ ଏହା ସ୍ପଷ୍ଟ କରାଯାଇଛି। ଆଗାମୀ ୭…
ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ
ଭବାନୀପାଟଣା,୨୨।୪(ସ୍ବ.ପ୍ର): କରୋନା ମହାମାରୀ ଯୋଗୁଁ ସାରାଦେଶରେ ତାଲାବନ୍ଦ ଜାରିରହିଛି। ଏଥିପାଇଁ ଅନେକ ଗରୀବ ଲୋକ ପ୍ରଭାବିତ ହୋଇଛନ୍ତି। ଯାହାଫଳରେ ସେମାନଙ୍କ ଚଳିବା କଷ୍ଟକର ହୋଇପଡିଛି। ଏପରି ଘଡିସନ୍ଧି ମୁହୁର୍ତ୍ତରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅରବେଡା ଗ୍ରାମର ଗରୁଡଧ୍ୱଜ ବେଣୁପାଣି ଓ…
ଫସଲ କ୍ଷତି ଅନୁଧ୍ୟାନ ବେଳେ ସାମାଜିକ ଦୂରତ୍ୱକୁ ବେଖାତିର
ବରଗଡ଼ ଅଫିସ୍,୨୨।୪: ମହାମାରୀ କରୋନା (କୋଭିଡ୍-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି । ଯେଉଁଠି ସାମାଜିକ ଦୂରତ୍ୱକୁ ବେଖାତିର କରାଯାଉଛି, ସେଠାରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ହେଉଛି। ମାତ୍ର ବୁଧବାର ବରଗଡ଼ରେ ସ୍ଥାନୀୟ ଜନ…
ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ବ୍ଲକ ସରପଞ୍ଚ ସଂଘର ସହାୟତା
ବେଲପଡା, ୨୨ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡା ବ୍ଲକ ସରପଞ୍ଚ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୪୮ହଜାର ଟଙ୍କା ପ୍ରଦାନ କରାଯାଇଛି। ବୁଧବାର ବିଡିଓ ଭିକ୍ଟର ସୋରେଙ୍ଗଙ୍କୁ ବ୍ଲକ ସରପଞ୍ଚ ସଂଘ ସଭାପତି ମହାଦେବ ମହେର, ସମ୍ପାାଦକ ଅରୁଣ ପାଣିଗ୍ରାହୀଙ୍କ ନେତୃତ୍ୱରେ…
ବାଇକ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ: ୫ ବାଇକ ଜବତ, ୩ ଗିରଫ
ଦେଓଗାଁ, ୨୨ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ପୋଲିସ ଏକ ବାଇକ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏ ସଂକ୍ରାନ୍ତରେ ବୁଧବାର ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ସଇଁନ୍ତଲା ଥାନା ଅନ୍ତର୍ଗତ ଦାବଜୁରୀର ପବିତ୍ର ଛତ୍ରିଆ(୨୪), ଦେଓଗାଁ ଥାନା…
କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ପତ୍ର ପ୍ରଦାନ
ଖପ୍ରାଖୋଲ, ୨୨ା୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଯୋଦ୍ଧା ଭାବରେ ପ୍ରଥମ ଧାଡିରେ ରହି ଯେଉଁମାନେ ନିଜ ଜୀବନକୁ ବାଜି ଲଗାଇ ପରିବାରକୁ ଭୁଲି କାମ କରୁଛନ୍ତି ସେମାନେ ପ୍ରଶଂସନୀୟ। ଏହି ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ଭାଜପା ମଣ୍ଡଳ ତରଫରୁ କରୋନା…
ଖପ୍ରାଖୋଲରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି
ଖପ୍ରାଖୋଲ, ୨୨ା୪(ଡି.ଏନ.ଏ): ଲକ୍ ଡାଉନ ସମୟରେ ଲୋକେ ପଦାକୁ ବାହାରୁ ନ ଥିବାବେଳେ ଉତ୍ପାଦିତ ପନିପରିବା ଠିକରେ ବିକ୍ରି ହୋଇ ପାରୁ ନାହିଁ। ଲୋକଙ୍କୁ ପରିବା ଯୋଗାଇବା ପାଇଁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ପରିସରରେ ମାଁ ବୃନ୍ଦାବତୀଉତ୍ପାଦନକାରୀ ଦଳ ବିକଳ୍ପ ଅନୁଷ୍ଠାନ,…
ଜଗତପୁରରେ ବଢ଼ୁଛି ଏଡିଶ୍ ମଶା ବଂଶ: ଡେଙ୍ଗୁ ଆଶଙ୍କା
କଟକ ଅଫିସ,୨୨ା୪: କରୋନା ସଂକ୍ରମଣର ଭୟ ନ କମୁଣୁ କଟକ ଜିଲା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇଛି ଡେଙ୍ଗୁ ରୋଗ। ବୁଧବାର ଜଗତପୁର ଓ ଏହାର ଆଖପାଖ ଅଞ୍ଚଳରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଣ୍ଟୋମୋଲୋଜି (କୀଟ ବିଜ୍ଞାନ)…
ବିପଦସଙ୍କୁଳ ଅବସ୍ଥାରେ ଝୁଲୁଛି ବିଦ୍ୟୁତ ତାର
କଟକ ଅଫିସ, ୨୨।୪: ମୁଣ୍ଡକୁ ଲାଗୁଛି କୃଷ୍ଣଚୂଡ଼ା ଗଛର ଡାଳ। ଆଉ ଏହି ଗଛର ସବୁ ଡାଳ ୧୧ କେଭି ବିଦ୍ୟୁତ ତାରକୁ ଛୁଇଁଛି। ଏଭଳି ପରିସ୍ଥିତିରେ ଦୈନିକ ଶହ ଶହ ଲୋକ ଏସ୍ସିବି କାର୍ଡିଓଲୋଜି ବିଭାଗ ଆଗରେ ଗାଡ଼ି ପାର୍କିଂ…
୩୬ ନଂ. ଓ୍ବାର୍ଡରେ ୨୨ୟୁନିଟ୍ ରକ୍ତ ସଂଗ୍ରହ
କଟକ ଅଫିସ,୨୨।୪: କଟକ-ଚୌଦ୍ୱାର ନିର୍ବାଚନ ମଣ୍ଡଳୀର ୱାର୍ଡ଼ ନଂ. ୩୬ରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ୨୨ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି। ବିଧାୟକ ସୌଭିକ୍ ବିଶ୍ୱାଳ, ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ, ପୂର୍ବତନ ଡେପୁଟି ମେୟର୍…
ଜନ ପ୍ରତିନିଧି, ସରକାରୀ ଅଧିକାରୀ ପ୍ରସ୍ତୁତ ରହିବାକୁ ଆହ୍ବାନ
ଯାଜପୁର ଅଫିସ,୨୨ା୪: ଯେନତେନ ପ୍ରକାରେ ବାହାର ରାଜ୍ୟରୁ ବିଶେଷ କରି କୋଲକତାରୁ ଆସିଥିବା ବ୍ୟକ୍ତିମାନେ ପଞ୍ଜୀକୃତ ହୋଇ ନାହାନ୍ତି। ସେମାନେ ଦୟାକରି ତୁରନ୍ତ ପଞ୍ଜୀକରଣ କରାଇ ସରକାରୀ କ୍ବାରାଣ୍ଟାଇନରେ ରହିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ଅନୁରୋଧ କରିଛନ୍ତି। କରୋନା ପାଇଁ…
କନିଷ୍ଠ ରାଜସ୍ବ ସହାୟକ ନିଲମ୍ବିତ
ଯାଜପୁର ଅଫିସ,୨୨ା୪: ବିନାନୁମତିରେ ଛୁଟିରେ ରହିବା ଓ ଉପରିସ୍ଥ ଅଧିକାରୀଙ୍କ ଆଦେଶ ଅବମାନନା କରିବା ଯୋଗୁ ସୁକିନ୍ଦା ତହସିଲର କନିଷ୍ଠ ରାଜସ୍ବ ସହାୟକ (ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ) ଅନିଲ କୁମାର ବାନାରାଙ୍କୁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ବୁଧବାର କାର୍ଯ୍ୟରୁ…
Archives


