Home

ଏହି ପକ୍ଷୀ ପାଇଁ ୩୫ ଦିନ ଅନ୍ଧାରରେ ରହିଲେ ଗ୍ରାମବାସୀ, ଜାଣନ୍ତୁ କାହିଁକି

କୁହାଯାଏ, ମଣିଷ ଯଦି ଚାହେଁ ତେବେ ମାନବିକତା ମାଧ୍ୟମରେ ସେ ସମଗ୍ର ଦୁନିଆକୁ ଆହୁରି ସୁନ୍ଦର କରିପାରିବ। ଠିକ୍‌ ଏହି କଥାକୁ ପ୍ରମାଣ କରି ଦେଖାଇଛନ୍ତି ତାମିଲନାଡୁର ଶିବଗଙ୍ଗା ଜିଲାବାସୀ। ଯେଉଁଠାରେ ଏକ ପକ୍ଷୀ ପାଇଁ ସମଗ୍ର ଗାଁ ୩୫ ଦିନ…

କରୋନାରେ ମୃତକଙ୍କ ସତ୍କାର ନେଇ ଗାଇଡଲାଇନ ଜାରି କଲେ ସରକାର

ଭୁବନେଶ୍ୱର,୨୫।୭(ବ୍ୟୁରୋ)-କୋଭିଡ-୧୯ ମୃତକଙ୍କ ଶବ ସତ୍କାରକୁ ନେଇ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ସତ୍କାର ନ ହୋଇ ଶବ ବହୁ ସମୟ ଧରି ପଡି ରହୁଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଉଛି। କରେନାରେ ପ୍ରାଣ ହରାଉଥିବା ବ୍ୟକ୍ତିଙ୍କ ଶବ ସତ୍କାରକୁ…

ବୀଣାପାଣି ମହାନ୍ତିଙ୍କୁ ଅତିବଡ଼ି ସମ୍ମାନ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଶନିବାର ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଅବସରରେ ଏକାଡେମୀର ସର୍ବୋଚ୍ଚ ସାରସ୍ବତ ସମ୍ମାନ ଅତିବଡ଼ି ଜଗନ୍ନାଥ ଦାସ ପୁରସ୍କାର-୨୦୧୯ ନିମନ୍ତେ କଥାକାର, ଔପନ୍ୟାସିକା ବୀଣାପାଣି ମହାନ୍ତିଙ୍କୁ ପ୍ରଦାନ କରାଯାଇଛି। ପର୍ଯ୍ୟଟନ, ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ…

ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ: ବିଏମସି କମିଶନର

ଭୁବନେଶ୍ୱର,୨୫।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି। ଗତ କିଛିଦିନ ହେବ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏ ନେଇ ଶନିବାର ଭୁବନେଶ୍ୱର ଗୀତଗୋବିନ୍ଦ ସଦନଠାରେ ଶନିବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଏମ୍‌ସି କୋଭିଡ…

ସମୁଦ୍ର ମଧ୍ୟରେ ଶୋଇଛି ୭୫ ଫୁଟ ଲମ୍ବର ବିଶାଳକାୟ ଜୀବ: ଲୋକେ ହେଲେ ଆଶ୍ଚର୍ଯ୍ୟ

ବେଳେବେଳେ ସମୁଦ୍ର ବିଷୟରେ ଅନେକ କୌତୁହଳପୂର୍ଣ୍ଣ ସୂଚନା ପୃଥିବୀର ବିଭିନ୍ନ ପ୍ରାନ୍ତରରୁ ଆସିଥାଏ। ସେଥିରୁ ଅନେକ ଘଟଣାକୁ କଳ୍ପନା କରି ହୁଏ ନାହିଁ। ସୋସିଆଲ ମିଡିଆରେ ନିଶ୍ଚିତ ଭାବରେ ଭାଇରାଲ ହୋଇଥିବା ଏହିପରି ଅନେକ ଭିଡିଓ କିମ୍ବା ଫଟୋ ପୂର୍ବରୁ ଦେଖିଥିବେ।…

ଇତିହାସ ରଚିଲା ସୁଶାନ୍ତଙ୍କ ଶେଷ ଫିଲ୍ମ

ବମ୍ବେ: ଓଟିଟି ପ୍ଲାଟ୍‌ଫର୍ମରେ ରିଲିଜ ହୋଇଛି ଅଭିନେତା ସୁଶାନ୍ତ ସିଂ ରାଜପୁତ ଅଭିନୀତ ଶେଷ ଫିଲ୍ମ ‘ଦିଲ ବେଚାରା’। ଡିଜନୀ ହଟ୍‌ଷ୍ଟାରରେ ରିଲିଜ କରାଯିବା ପରେ ଫିଲ୍ମଟି ଏକାଧିକ ରେକର୍ଡ ନିଜ ନାମରେ କରି ସାରିଲାଣି। ସୋସିଆଲ ମିଡିଆରେ ଦିଲ୍‌ ବେଚାରା…

ଲକ୍‌ଡାଉନରେ ଚାଲିଥିଲା ସେକ୍ସ ର଼୍ୟାକେଟ: ୨ ବିଦେଶୀ ମହିଳାଙ୍କ ସମେତ ୧୨ ଗିରଫ

ନୂଆଦିଲ୍ଲୀ,୨୫।୭-ଲାକଡାଉନରେ ଚାଲିଥିଲା ସେକ୍ସ ର଼୍ୟାକେଟ। ନୂଆଦିଲ୍ଲୀ ମାଲରୋଡସ୍ଥିତ ଏକ ସ୍ପା ସେଣ୍ଟରରେ ସେକ୍ସ ର଼୍ୟାକେଟ ଚାଲିଥିବାବେଳେ ଗୁରୁବାର ରାତିରେ ପୋଲିସ ଚଢାଉ କରି ୧୨ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୨ ଉଜବେକିସ୍ଥାନର ଯୁବତୀ, ଦିଲ୍ଲୀର ଜଣେ ଯୁବତୀଙ୍କ ସମେତ…

ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଭୁଲରେ ବି ଖାଆନ୍ତୁ ନାହିଁ ଏସବୁ..

ଆଜିକାଲି ମଧୁମେହ, ରକ୍ତଚାପ ଜନିତ ସମସ୍ୟା ସାଧାରଣ କଥା ପାଲଟିଲାଣି। ହେଲେ ଏହା ସ୍ବାସ୍ଥ୍ୟ ପ୍ରତି ହାନିକାରକ। ସାରା ଜୀବନ ଏହା ପିଛା ଛାଡ଼ି ନ ଥାଏ। କାମ ଚିନ୍ତା, ଖରାପ ଜୀବନଚର୍ଯ୍ୟା ଏବଂ ଖାଇବାର ଭୁଲ ଅଭ୍ୟାସ ଯୋଗୁ ଏହି…

କୋଭିଡ୍‌ ଯୋଦ୍ଧା ପଜିଟିଭ୍‌ ଚିହ୍ନଟ: ୪୮ ଘଣ୍ଟା ଗାଁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଜୁନାଗଡ଼,୨୫ା୭(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମହିଚଳା ପଞ୍ଚାୟତ ଚକୁଳି ଗ୍ରାମର ଜଣେ କୋଭିଡ୍‌ ଯୋଦ୍ଧା ଶୁକ୍ରବାର ରାତିରେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ଫଳରେ ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ସରପଞ୍ଚ ଅଜୟ କୁମାର ବେହେରା ସେହିସମୟ ଠାରୁ ରବିବାର…

ଏଠାରେ କରୋନା ଭୟ ଶୂନ: ମାତ୍ର ୭୫ ଟଙ୍କାରେ ଘର କିଣି ରହିପାରିବେ

କରୋନା ଭାଇରସ ସମଗ୍ର ବିଶ୍ୱର ହଇଚଇ ସୃଷ୍ଟି କରିଛି। ଚାଇନାରୁ ଆରମ୍ଭ ହୋଇଥିଲା ଏହି ମରାମାରୀ ଯୋଗୁ ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏହାଦ୍ୱାରା ୟୂରୋପର ଇଟାଲୀ ସବୁଠାରୁ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ କର୍ମଚାରୀଙ୍କୁ କରୋନା

ଝାରସୁଗୁଡ଼ା ଅଫିସ,୨୫ା୭: ଝାରସୁଗୁଡ଼ା ବିଧାୟକ ତଥା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସଙ୍କ ବ୍ୟକ୍ତିଗତ କର୍ମଚାରୀ ଶନିବାର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଜଗଦୀଶ…

ମୁଁ ସିଙ୍ଗଲ୍‌, ହେଲେ ବିବାହ କରିବାକୁ ଚାହୁଁଛି: ସୋନାକ୍ଷୀ

ବମ୍ବେ: ସିଙ୍ଗିଲ୍‌ ଅଛି। ହେଲେ ବିବାହ କରିବାକୁ ଚାହୁଁଛୁ। ଏଥିପାଇଁ ମୁଁ ଅପେକ୍ଷା କରିବାକୁ ମଧ୍ୟ ପ୍ରସ୍ତୁତ ଅଛି। ଏହା କହିଛନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା। ପୂର୍ବରୁ ଅନେକ ଥର ସୋନାକ୍ଷୀ ନିଜର ବ୍ୟକ୍ତିଗତ ଜୀବନ ବିଷୟରେ ମୁହଁ ଖୋଲିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?