ମୁଁ ସିଙ୍ଗଲ୍, ହେଲେ ବିବାହ କରିବାକୁ ଚାହୁଁଛି: ସୋନାକ୍ଷୀ
ବମ୍ବେ: ସିଙ୍ଗିଲ୍ ଅଛି। ହେଲେ ବିବାହ କରିବାକୁ ଚାହୁଁଛୁ। ଏଥିପାଇଁ ମୁଁ ଅପେକ୍ଷା କରିବାକୁ ମଧ୍ୟ ପ୍ରସ୍ତୁତ ଅଛି। ଏହା କହିଛନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା। ପୂର୍ବରୁ ଅନେକ ଥର ସୋନାକ୍ଷୀ ନିଜର ବ୍ୟକ୍ତିଗତ ଜୀବନ ବିଷୟରେ ମୁହଁ ଖୋଲିଥିଲେ…
କରୋନା ଆରମ୍ଭରୁ ସୂଚନା ଦେବ ହାତ ବ୍ୟାଣ୍ଡ: ମୂଲ୍ୟ ମାତ୍ର ୩, ୫୦୦ ଟଙ୍କା
ନୂଆ ଦିଲ୍ଲୀ, ୨୫।୭: କରୋନା ବିିଷୟରେ ସୂଚନା ଦେବ ହାତ ବ୍ୟାଣ୍ଡ। ଆଇଆଇଟି ମାଡ୍ରାସ କରୋନା ଜୀବାଣୁ ସଂକ୍ରମଣ ଚିହ୍ନଟ ପାଇଁ ଏପରି ଏକ ବ୍ୟାଣ୍ଡ ତିଆରି କରିଛି। ଏହା ସଂକ୍ରମଣ ଆରମ୍ଭ ହେବାମାତ୍ରେ ସୂଚନା ଦେବ। ଆଗାମୀ ମାସ ସୁଦ୍ଧା…
ଜାଣନ୍ତି କି ପ୍ଲାଜମା ଥେରାପି କ’ଣ, କାହିଁକି କରାଯାଏ ଏହି ଚିକିତ୍ସା
କରୋନା ମହାମାରୀ ସମୟରେ ପ୍ଲାଜମା ଥେରାପି ବେଶ୍ ଚର୍ଚ୍ଚାରେ ରହିଛି। ବର୍ତ୍ତମାନ କରୋନା ମହାମାରୀର ଚିକିତ୍ସା ପାଇଁ ଏହା ଏକ ପ୍ରଭାବଶାଳୀ ଉପାୟ ବୋଲି ପ୍ରମାଣ ମିଳିସାରିଛି। ପ୍ଲାଜମା ଥେରାପି ମାଧ୍ୟମରେ କରୋନା ଭାଇରସ୍ର ଚିକିତ୍ସା ସମ୍ଭବ କି ନାହିଁ ତାହା…
କଟକରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୩୫ ଆକ୍ରାନ୍ତ; ରାଉସପାଟଣାରୁ ଅଛନ୍ତି ୨୦
କଟକ ଅଫିସ,୨୫।୭: କଟକ ସହରରେ ଶନିବାର ୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୬ ଇନଷ୍ଟିଚ୍ୟୁଟ୍ କ୍ୱାରାଣ୍ଟାଇନ୍ କେସ୍, ୨୬ ହୋମ୍ କ୍ୱାରାଣ୍ଟାଇନ୍ ଏବଂ ଲୋକାଲ କଣ୍ଟାକ୍ଟ କେସ୍ ୩ଜଣ ରହିଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…
ପୁରୁଷୋତ୍ତମପୁର ଏନ୍ଏସିରେ ପ୍ରଧାନଶିକ୍ଷକଙ୍କ ସମେତ ଓକିଲ କରୋନା ଆକ୍ରାନ୍ତ
ପୁରୁଷୋତ୍ତମପୁର,୨୫ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ଶନିବାର ଗୋଟିଏ ଦିନରେ ୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକି ଚାଙ୍ଗୁଡ଼ିଆପଦର ସାହିରୁ ସର୍ବାଧିକ ୭ ଜଣ ଚିହ୍ନଟ ହୋଇଥିବା ବେଳେ କନକା ସାହିରୁ ୪ ଜଣ, ନନ୍ଦିକ ସାହି ଓ କାଳୀମନ୍ଦିର ଛକରୁ…
ଛେଳିର ଦାମ୍ ୫ ଲକ୍ଷ ଟଙ୍କା: କାନରେ ଲେଖାଅଛି ଏମିତି
ପଞ୍ଜାମର ସାଙ୍ଗରୁର ଗ୍ରାମର ଶେର ଖାନ ନାମକ ଏକ ଛେଳି ଏବେ ଚର୍ଚ୍ଚାରେ। ଇଦ୍ ପାଇଁ ଏହି ଛେଳିକୁ ନେବାପାଇଁ ଲୋକେ ଆଗେଇ ଆସିଛନ୍ତି। ଶେରକୁ ନେବା ପାଇଁ ନିଲାମ ଡକାଯାଇଛି। ଦେଢ଼ ବର୍ଷର ଏହି ଛେଳିକୁ ୩ ଲକ୍ଷ ଟଙ୍କାର…
କରୋନା ଆକ୍ରାନ୍ତ ହେଲେ ଏହି ବ୍ୟକ୍ତିଙ୍କ ମୃତ୍ୟୁର ସମ୍ଭାବନା ଅନ୍ୟ ତୁଳନାରେ ତିନିଗୁଣ ଅଧିକ, ଜାଣନ୍ତୁ..
ବିଶ୍ୱବାସୀଙ୍କ ନିଦ ହଜାଇ ସାରିଛି ମହାମାରୀ କରୋନା। ଭାରତରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି। ତେବେ ଅନ୍ୟ ରୋଗରେ ପୀଡ଼ିତ ଥିବା ବ୍ୟକ୍ତିବିଶେଷଙ୍କ କରୋନାରେ ଜୀବନହାନୀ ହେଉଥିବା ହେତୁ ସତର୍କ ରହିବାକୁ…
କଫ ସିରପ୍, ନିଶାବଟିକା ଚାଲାଣ ଯୋଜନା ପଣ୍ଡ: ୪ ଗିରଫ
ବରଗଡ଼ ଅଫିସ,୨୫ା୭: ବରଗଡ଼ ଜିଲା ବରପାଲି ପୋଲିସ ହାତରେ କଫ ସିରପ୍, ନିଶା ବଟିକା ଚାଲାଣ ଧରାପଡ଼ିଛି। ଏଥିରେ ସମ୍ପୃକ୍ତ ୪ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଜିଲା ସୋହେଲା ଥାନା ବନାବିରା ଗ୍ରାମର ଚୂଡ଼ାମଣି ସେଠ(୪୦),…
ଚିକିତ୍ସା ପାଇଁ ଯାଇଥିବା କଏଦୀ ଅଧାବାଟରୁ ଚମ୍ପଟ
ରାଇରଙ୍ଗପୁର,୨୫ା୭(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପକାରାଗାରରେ ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା ଜନୈକ କଏଦୀ ଚିକିତ୍ସା ପାଇଁ ବାରିପଦା ଯାଇ ଫେରିବା ବେଳେ ଚମ୍ପଟ ମାରିଥିବା ସୂଚନା ମିଳିଛି। କଏଦୀ ଜଣକ ହେଲେ ବହଳଦା ବ୍ଲକ ଝରାଡ଼ିହି…
କାନ ଦ୍ୱାରା ମଧ୍ୟ ହୋଇପାରେ କରୋନା ସଂକ୍ରମଣ
ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୫।୭: କରୋନା ସଂକ୍ରମଣ ଆଖି,ନାକ ଏବଂ ପାଟି ଦ୍ୱାରା ହୋଇଥାଏ ବୋଲି ପୂର୍ବରୁ ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ଏବେ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କରୋନା ସଂକ୍ରମଣ କାନ ଦ୍ୱାରା ମଧ୍ୟ ହେବାର ଆଶଙ୍କା ରହିଛି। ଫଳରେ…
ଚଳିତମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
କଟକ ଅଫିସ,୨୫ା୭ : : ଚଳିତମାସ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଶନିବାର ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଫଳାଫଳ କେବେ ପ୍ରକାଶ ପାଇବ ନିର୍ଦ୍ଦିଷ୍ଟ ତାରିଖ…
କେରଳ-କର୍ନାଟକରେ ଲୁଚି ବସିଛନ୍ତି ଆଇଏସ୍ ଆତଙ୍କବାଦୀ: ଜାତିସଂଘ
ଜେନେଭା/ନୂଆଦିଲ୍ଲୀ, ୨୫।୭: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରାଯାଉଛି। ଏନେଇ ଆଇଏସ୍ ଆତଙ୍କବାଦୀ କେରଳ ଏବଂ କର୍ନାଟକରେ ଲୁଚି ବସିଛନ୍ତି। ଏସମ୍ପର୍କରେ ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ଉଲ୍ଲେଖ କରାଯାଇଛି। ସେହିପରି ଅଲ୍ କାଏଦା ଆତଙ୍କବାଦୀ…

