Home

କରୋନାରେ ନୁହେଁ କ୍ୟାନ୍‌ସରରେ ୪୪ ନମ୍ବର ଆକ୍ରାନ୍ତଙ୍କ ମୃତ୍ୟୁ: ବାଗ୍‌ଚୀ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶାରେ ୪୪ ନମ୍ବର କରୋନା ଆକ୍ରାନ୍ତଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। ତେବେ ସଂପୃକ୍ତ ବ୍ୟକ୍ତିଙ୍କ କରୋନାରେ ନୁହେଁ, କ୍ୟାନ୍ସରରେ ମୃତ୍ୟୁ ଘଟିଥିବା କରୋନା ମୁଖପାତ୍ର ସୁବ୍ରତୋ ବାଗଚୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କିଛି ଦିନ ତଳେ ସେ ପଶ୍ଚିମବଙ୍ଗ…

ଜୈବିକ କୃଷିକୁ ଗୁରୁତ୍ୱ ଦେବାକୁ ଜିଲାପାଳଙ୍କ ପରାମର୍ଶ

ନୂଆପଡା ଅଫିସ,୨୧ା୪: ଚାଷୀମାନେ ଦେଶର ମେରୁଦଣ୍ଡ। ଦେଶ ବିଭିନ୍ନ ସମୟରେ ନାନାଦି ଦୁର୍ବିପାକ ଦେଇ ଗତି କରିଛି। ତଥାପି ଚାଷୀମାନେ ଲୋକଙ୍କ ମୁହଁରେ ଅନ୍ନ ଦେବା ବନ୍ଦ କରି ଦେଇନାହିଁ। ସବୁ ପରିସ୍ଥିତିରେ ନିଜକୁ ଜଳାଞ୍ଜଳି ଦେଇ ଓ ନିରନ୍ତର ଝାଳ…

ମାସ୍କ ବାଣ୍ଟିଲା ନେହେରୁ ଯୁବକେନ୍ଦ୍ର

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଜିଲା ବରପାଲି ବ୍ଲକ କୁଶନପୁରୀ ଗ୍ରାମରେ କ୍ରୀଡ଼ା ଓ ଯୁବ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା ବରଗଡ଼ର ନେହେରୁ ଯୁବକେନ୍ଦ୍ର ତରଫରୁ ସିଲେଇ ତାଲିମ କେନ୍ଦ୍ର ଖୋଲା ଯାଇଛି । ଏହି ତାଲିମ କେନ୍ଦ୍ରରେ ପ୍ରଶିକ୍ଷାର୍ଥିନୀମାନେ ମାସ୍କ…

ଶିବିରରେ ୩୨ୟୁନିଟ୍‌ ରକ୍ତ ସଂଗ୍ରହ ହେଲା

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଜିଲା କଦଲୀପାଲି ଗ୍ରାମରେ ମଙ୍ଗଳବାର ଭ୍ରାମ୍ୟମାଣ ଜୀବନ ବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୩୨ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା । ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ…

ଘରକୁ ବୁଲି ବହି ବାଣ୍ଟିଲେ

ସରଣ୍ଡା,୨୧।୪(ଡି.ଏନ.ଏ): କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଫଳରେ ସ୍କୁଲ ଗୁଡ଼ିକ ବନ୍ଦ ରହିଛି । ଏଭଳି ସ୍ଥିତିରେ ଛାତ୍ରୀଛାତ୍ରଙ୍କ ଘରକୁ ସେମାନଙ୍କ ପାଠ୍ୟ ପୁସ୍ତକ ଯୋଗାଣ ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି ।…

ବାଳାଶ୍ରମ ଅନ୍ତେବାସୀଙ୍କୁ ଖାଦ୍ୟ ପରସିଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ମଙ୍ଗଳବାର ସହର ଉପକଣ୍ଠ ସିମେଣ୍ଟ ନଗର ନିକଟରେ ରହିଥିବା ବିମଳାଦେବୀ ଆଶ୍ରମକୁ ଯାଇ ସେଠାକାର ଅନ୍ତେବାସୀଙ୍କୁ ଖାଦ୍ୟ ପରଶିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବାପା…

ଖୁସି ଖବର: ଗୋଟିଏ ଦିନରେ ସୁସ୍ଥ ହେଲେ ୭୦୫ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨୧।୪: ଦେଶରେ ଏବେ ଚିନ୍ତା ବଢାଇଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଅପରାହ୍ନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮,୬୦୧ ହୋଇଥିବା ବେଳେ ସବୁଠାରୁ ଖୁସି କଥା ହେଉଛି ଗତ ୨୪ ଘଣ୍ଟା ମଧ୍ୟରେ ୭୦୫ ଜଣ ସଂକ୍ରମିତ ସୁସ୍ଥ…

କରୋନା ଚିକିତ୍ସା ପାଇଁ କର୍ନାଟକ କରିବ ପ୍ଲାଜମା ଥେରାପିର ବ୍ୟବହାର

ବେଙ୍ଗାଲୁରୁ,୨୧।୪: କରୋନା ସଂକ୍ରମଣ ରୋକିବାକୁ ସବୁ ଦିଗରେ ଚେଷ୍ଟା ଚାଲିଥିବା ବେଳେ ଏବେ ଭାରତରେ ପ୍ଲାଜମା ଥେରାପି ଆରମ୍ଭ ହୋଇଛି। କର୍ନାଟକରେ ଏବେ ପ୍ଲାଜମା ଥେରାପି ମାଧ୍ୟରେ ଚିକିତ୍ସା କରାଯିବ ବୋଲି ମଙ୍ଗଳବାର ସୂଚନା ଦେଇଛନ୍ତି କର୍ନାଟକର ସ୍ବାସ୍ଥ୍ୟ ଶିକ୍ଷାମନ୍ତ୍ରୀ ଡାକ୍ତର…

୪୪ ନମ୍ବର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶାରେ ୪୪ ନମ୍ବର କରୋନା ଆକ୍ରାନ୍ତ ସୁସ୍ଥ ହେବାପରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ ତଳେ ପଶ୍ଚିମବଙ୍ଗ ମେଦିନିପୁରରୁ ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ଆସିଥିଲେ। ସେଠାରେ ଅନ୍ୟ ରୋଗର ଚିକିତ୍ସା ଚାଲିଥିବା…

ସିଙ୍ଗାପୁରରେ ଜୁନ୍‌ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ସିଙ୍ଗାପୁର,୨୧।୪: କରୋନା ଭାଇରସର ସଂକ୍ରମଣଙ୍କୁ ଦେଖି ବିଭିନ୍ନ ଦେଶରେ କ୍ରମାଗତ ଭାବେ ଲକ୍‌ଡାଉନ ଅବଧି ବୃଦ୍ଧି ହେବାରେ ଲାଗିଛି। ମଙ୍ଗଳବାର ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ହେସେନ ଲୁଙ୍ଗ ସିଙ୍ଗାପୁରର କିଛି ଅଞ୍ଚଳରେ ଲକ୍‌ଡାଉନ ଅବଧିକୁ ଜୁନ୍‌ ୧ ପର୍ଯ୍ୟନ୍ତ ବୃଦ୍ଧି ପାଇଁ…

୪ ଜିଲା କରୋନା ମୁକ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାର ଜଣେ ଲେଖାଏ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି। ତେବେ ଏହି ୫ କରୋନା ଆକ୍ରାନ୍ତ…

କାର୍ଯ୍ୟରେ ଯୋଗଦେଲେ ବିଆରସିସି

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଏବିଇଓ ସୁରେଶ ଜେନାଙ୍କୁ ବିଆରସିସି ଦାୟିତ୍ୱ ମିଳିଛି। ସୁରେଶ କିଛି ଦିନ ପୂର୍ବରୁ ଏଠାକୁ ବଦଳି ହୋଇ ଆସିଥିଲେ। ଦୀର୍ଘ ଦିନ ହେବ ଏଠାରେ ବିଆରସିସି ପଦବୀ ଫାଙ୍କା ପଡିଥିଲା। ଫଳରେ ବିଭିନ୍ନ କ୍ଷେତ୍ରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri