Home

୩୦ ପରେ ମହାରାଷ୍ଟ୍ରରେ ରହିବ ଲକ୍‌ଡାଉନ କଟକଣା

ମୁମ୍ବାଇ,୨୯ା୬(ପି.ଟି.): ମହାରାଷ୍ଟ୍ରରେ ଜୁନ୍‌ ୩୦ ପରେ ମଧ୍ୟ ଲକ୍‌ଡାଉନ କଟକଣା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ରବିବାର କହିଛନ୍ତି। ମହାରାଷ୍ଟ୍ର କରୋନା ମହାମାରୀ ଦ୍ୱାରା ସର୍ବାଧିକ ସଂକ୍ରମିତ ହୋଇଥିବାବେଳେ କଟକଣା କୋହଳ କରାଯିବାର ପ୍ରଶ୍ନ ଉଠୁନାହିଁ ବୋଲି ଉଦ୍ଧବ…

୬୦ ବର୍ଷ ଧରି ଜୀବିକା ଯୋଗାଇଛି ମୁଣ୍ଡଳି ବ୍ୟାରେଜ

ନରାଜ, ୨୯।୬ (ଡି.ଏନ୍‌.ଏ)ମହାନଦୀରେ ବନ୍ୟା ଆସିଲେ ମନେ ପଡ଼େ ମୁଣ୍ଡଳି ବ୍ୟାରେଜର କଥା। ଏଠାରେ ରହିଛି ବନ୍ୟା ଜଳସ୍ତର ଜାଣିବାର ବ୍ୟବସ୍ଥା। ହେଲେ ୬୦ବର୍ଷ ଧରି ଏହି ବ୍ୟାରେଜ ବୁଝିଆସିଛି ଲକ୍ଷଲକ୍ଷ ଜୀବନଜୀବିକାର କଥା। ପୁରୀ ମେନ୍‌ କେନାଲ ସହ ବହୁ…

ଉଭୟ ଯୁଦ୍ଧ ଜିତିବୁ

ନୂଆଦିଲ୍ଲୀ,୨୯ା୬: ଚାଇନାର ଉହାନ ସହରରୁ ଆସିଥିବା କରୋନା ଭୂତାଣୁ ବିରୋଧରେ ଭାରତ ଲଢ଼ୁଥିବାବେଳେ ସେପଟେ ଲଦାଖ ସୀମାରେ ଉତ୍ତେଜନା ବଢ଼ୁଥିବାନେଇ ଦୁଇ ଦେଶର ସୈନ୍ୟ ମୁହାଁମୁହିଁ ଅବସ୍ଥାରେ ରହିଛନ୍ତି। ଭାରତ ଉଭୟ ଯୁଦ୍ଧରେ ଜିତିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ରବିବାର…

ଚାଇନା କମ୍ପାନୀ ଟେଣ୍ଡରକୁ ବାତିଲ କଲା ବିହାର

ନୂଆଦିଲ୍ଲୀ,୨୯ା୬: ବିହାର ରାଜଧାନୀ ପାଟନାର ମହାତ୍ମା ଗାନ୍ଧୀ ସେତୁ ସହ ସମାନ୍ତରାଳରେ ଅନ୍ୟ ଏକ ମେଗା ବ୍ରିଜ୍‌ ନିର୍ମାଣ ଲାଗି ଚାଇନା କମ୍ପାନୀର ଟେଣ୍ଡରକୁ ରାଜ୍ୟ ସରକାର ବାତିଲ କରିଦେଇଛନ୍ତି। ଏହି ପ୍ରକଳ୍ପ ପାଇଁ ଚୟନ ହୋଇଥିବା ୪ ଠିକାଦାରଙ୍କ ମଧ୍ୟରୁ…

ସାଜ୍ଜିଦ୍‌ ମୀର୍‌ ଆଇଏସ୍‌ଆଇ ସୁରକ୍ଷାରେ

ନୂଆଦିଲ୍ଲୀ,୨୯ା୬(ପି.ଟି.): ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ (୨୬/୧୧)ର ମୁଖ୍ୟ ଯୋଜନା ପ୍ରସ୍ତୁତକାରୀ ସାଜ୍ଜିଦ୍‌ ମୀର୍‌ ଓରଫ ମଜିଦ୍‌ ବିରୋଧରେ ପାକିସ୍ତାନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ତାଙ୍କୁ ସୁରକ୍ଷା ଯୋଗାଇ ଦେଉଛି। ସେହିପରି ଗତବର୍ଷ ପୁଲ୍‌ଓ୍ବାମା ଆକ୍ରମଣ ସହ ସମ୍ପୃକ୍ତ ଜୈଶ୍‌-ଇ-ମହମ୍ମଦ ମାଷ୍ଟରମାଇଣ୍ଡ…

ଧରିତ୍ରୀ ପ୍ରଭାବ: ୮୬ ଜେଲର ଭିତ୍ତିଭୂମି ପାଇଁ ୫୦କୋଟି ମଞ୍ଜୁର

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଜେଲ୍‌ରେ ଆବଶ୍ୟକ ଭିତ୍ତିଭୂମି ନ ଥିବାରୁ କରୋନା ସଂକ୍ରମଣ ଆଶଙ୍କା ରହିଛି। ଇତିମଧ୍ୟରେ ୩ ଜେଲ୍‌ରୁ ୧୦ କଏଦୀ ଆକ୍ରାନ୍ତ ହୋଇଛନ୍ତି। ବାସ୍ତବ ସ୍ଥିତିକୁ ନେଇ ଗତ ୨୫ ତାରିଖରେ ଧରିତ୍ରୀରେ ଏକ ଅନୁସନ୍ଧାନ ମୂଳକ ଖବର…

ବାପପୁଅଙ୍କ ହାଜତ ମୃତ୍ୟୁର ସିବିଆଇ ତଦନ୍ତ ହେବ

ସଲେମ,୨୯ା୬(ପି.ଟି.): ତାମିଲନାଡୁର ଟୁଟିକୋରିନ ଜିଲାରେ ବାପପୁଅଙ୍କ ହାଜତ ମୃତ୍ୟୁ ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କରିବ। ଏହି ମାମଲାକୁ ରାଜ୍ୟ ସରକାର ସିବିଆଇକୁ ସ୍ଥାନାନ୍ତର କରିଥିବା ରବିବାର ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ ସୂଚନା ଦେଇଛନ୍ତି। ଲକ୍‌ଡାଉନବେଳେ ଗତ ୧୯…

ଠିକଣା ଜବାବ ଦେଇଛି ଭାରତ

ନୂଆଦିଲ୍ଲୀ,୨୯ା୬(ପି.ଟି.): ଲଦାଖ ଉପରେ ଯେଉଁମାନେ ଖରାପ ନଜର ପକାଇଛନ୍ତି ସେମାନଙ୍କୁ ଉପଯୁକ୍ତ ଜବାବ ଦିଆଯାଇଛି। ଭାରତ ବନ୍ଧୁତାକୁ ସମ୍ମାନ କରେ, ତେବେ କୌଣସି ପ୍ରକାର ଶତ୍ରୁତାର ଠିକଣା ଜବାବ ଦେବା ପାଇଁ ଏହା ସମର୍ଥ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର…

ଅନିଶ୍ଚିତତାରେ ଓଡ଼ିଆ ସିନେମା ଶିଳ୍ପ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍‌-୧୯ ପ୍ରଭାବ ଯୋଗୁ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି ଓଡ଼ିଆ ସିନେମା ଶିଳ୍ପ। ରାଜ୍ୟର ପ୍ରଯୋଜକ, ନିର୍ଦ୍ଦେଶକ, କଳାକାର ଏବଂ ଫିଲ୍ମ ଶିଳ୍ପ ସହ ଜଡ଼ିତ ପ୍ରମୁଖ ବ୍ୟକ୍ତିବିଶେଷ ଓଡ଼ିଆ ଇଣ୍ଡଷ୍ଟ୍ରିର ଭବିଷ୍ୟତକୁ ନେଇ ଆଶଙ୍କା ପ୍ରକାଶ କରିଛନ୍ତି। କରୋନା…

୬୧ ମିନିଟ୍‌ ଭିଡିଓରେ ୧୦ ବର୍ଷର ସୂର୍ଯ୍ୟ

ଓ୍ବାଶିଂଟନ,୨୯ା୬: ସୂର୍ଯ୍ୟଙ୍କ ଉପରେ ୧୦ ବର୍ଷ ଧରି କ୍ରମାଗତ ନଜର ରଖିଥିଲା ଆମେରିକୀୟ ମହାକାଶ ସଂସ୍ଥା ‘ନାସା’ର ସୋଲାର ଡାଇନାମିକ୍ସ ଅବଜରଭେଟୋରି (ଏସ୍‌ଡିଓ)। ସେହି ୧୦ବର୍ଷିଆ ଟାଇମ୍‌-ଲାପ୍ସ୍‌ ଭିଡିଓକୁ ନେଇ ନାସା ପ୍ରସ୍ତୁତ କରିଛି ୬୧ ମିନିଟ୍‌ର ଭିଡିଓ। ନାସା ଉକ୍ତ…

ଯୁକ୍ତ୨ ପରୀକ୍ଷା ନେଇ ଆଜି ବସିବ ବୈଠକ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟ ସରକାର ଯୁକ୍ତ ୨ର ବାକି ପରୀକ୍ଷାଗୁଡିକ ବାତିଲ କରିଦେବା ନେଇ ସମ୍ଭାବନା ଅଧିକ ମାତ୍ରାରେ ଦେଖାଦେଇଛି। ସିବିଏସଇ ଓ ଆଇସିଏସଇ ପକ୍ଷରୁ ଯୁକ୍ତ ୨ ପରୀକ୍ଷା ବାତିଲ କରି ଦିଆଯାଇଥିବାରୁ ରାଜ୍ୟ ସରକାର ସମାନ ନିଷ୍ପତ୍ତି ନେଇପାରନ୍ତି ବୋଲି…

ଟାଟା ଷ୍ଟିଲ୍‌ କବ୍‌ଜାରେ ପ୍ରାକୃତିକ ଝରଣା

ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୯ା୬: କଳିଙ୍ଗନଗର ଟାଟା ଷ୍ଟିଲ୍‌ କାରଖାନା ଭିତରେ ଏକ ଚିରସ୍ରୋତା ଝରଣା ବୋହୁଛି। ଏହି ଝରଣା ପାଣି ଓ କାରଖାନାର ବର୍ଜ୍ୟପାଣି ମିଶି ସାରଙ୍ଗପୁର ଛକ ନିକଟ ପୋଲ ଦେଇ ଗଣ୍ଡାନାଳରେ ମିଶିଛି। ଏଥିଯୋଗୁ କାରଖାନାରୁ ବାହାରୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri