Home

ସୁଶାନ୍ତଙ୍କ ପାଇଁ ଅଙ୍କିତାଙ୍କ ଆଖିରୁ ଝରୁଛି ଲୁହ, ଦୁଃଖରେ ଭାଙ୍ଗିପଡିଛନ୍ତି

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାର ୧୫ ଦିନ ବିତିଛି। ଏବେ ବି ସାଥୀ କଳାକାର ତାଙ୍କୁ ଭୁଲିପାରୁନାହାନ୍ତି। ତାଙ୍କ ଏକ୍ସଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ମଧ୍ୟ ଭାଙ୍ଗିପଡିଛନ୍ତି। ଏବେ ବି ତାଙ୍କ ଆଖିରୁ ଲୁହ ଝରୁଛି। ଖିଆପିଆ ଭୁଲିଯାଇଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ…

ସିଡିଏ ସେକ୍ଟର-୯ କଣ୍ଟେନ୍‌ମେଣ୍ଟ ଜୋନ୍‌: ବିପଦ ବଢ଼ାଇଲେ ଆକ୍ରାନ୍ତ ପୋଲିସ ଅଧିକାରୀ

କଟକ ଅଫିସ,୨୮ା୬-କଟକ ସିଡିଏ ସେକ୍ଟର-୯ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକ ମହାନନଗର ନିଗମ (ସିଏମ୍‌ସି) ରବିବାର ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅଞ୍ଚଳରେ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ…

ସାଥୀ ଅଭିନେତ୍ରୀଙ୍କ ସହ ସମୟ ବିତାଇଲେ ପ୍ରକୃତି

ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ସରକାର ୫ମ ପର୍ଯ୍ୟାୟ ଲକଡାଉନ ଘୋଷଣା କରିଛନ୍ତି। ଲକଡାଉନ ଯୋଗୁ ଫିଲ୍ମ ଇଣ୍ଡଷ୍ଟ୍ରି ଓ ଟେଲି ଜଗତର ସମସ୍ତ ଶୁଟିଂ ବନ୍ଦ ରହିଥିବାରୁ କଳାକାରମାନେ ଏବେ ଘରେ ବସି…

କୋଭିଡ ଯୋଦ୍ଧାଙ୍କୁ କରୋନା: ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ୨ ନର୍ସ କରୋନା ପଜିଟିଭ୍‌

କଟକ ଅଫିସ,୨୮।୬-କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ରବିବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ରହିଛନ୍ତି। ଗଞ୍ଜାମର ଚିକିତ୍ସାଧୀନ ଜଣେ ରୋଗୀଙ୍କଠାରେ ପଜିଟିଭ ଥିବା ଚିହ୍ନଟ ହୋଇଥିଲା।…

ଟିକ୍‌ଟକ୍‌ରେ ବେଲି ଡ୍ୟାନ୍ସ କରିବା ପଡିଲା ମହଙ୍ଗା: ଯୁବତୀଙ୍କୁ ୩ ବର୍ଷ ଜେଲ୍‌, ୧୪ ଲକ୍ଷ ଟଙ୍କା ଜରିମାନା

ଟିକ୍‌ଟକ୍‌ରେ ବେଲି ଡ୍ୟାନ୍ସ କରି ଛାଡିବା ଯୁବତୀଙ୍କୁ ମହଙ୍ଗା ପଡିଛି। ଇଜିପ୍ଟର ହାଇପ୍ରୋଫାଇଲ ବେଲି ଡ୍ୟାନ୍ସର ସାମା ଏଲ୍‌-ମେସି ଟିକ୍‌ଟକ୍‌ରେ ଏକ ଉତ୍ତେଜିତ ବେଲି ଡ୍ୟାନ୍ସ ଭିଡିଓ ପୋଷ୍ଟ କରିଥିଲେ। ଲୋକଙ୍କ ଉପରେ ଏଭଳି ଭିଡିଓ ଖରାପ ପ୍ରଭାବ ପକାଇବା ଅଭିଯୋଗରେ…

ଜଣେ ଯୁବତୀଙ୍କୁ ୨ଥର ବିବାହ କରିଥିଲେ ଏହି କ୍ରିକେଟର୍‌

ଭାରତୀୟ ବ୍ୟାଟ୍ସମ୍ୟାନ ରବିନ ଉଥାପ୍ପା ଦୀର୍ଘ ଦିନ ଧରି ଭାରତୀୟ ଦଳରୁ ବାହାରେ ରହିଛନ୍ତି କିନ୍ତୁ ତାଙ୍କ ବ୍ୟାଟ ଆଇପିଏଲରେ ଚାଲିଛି। ଏବେ ଲକ୍‌ଡାଉନ୍‌ରେ ରବିନ ତାଙ୍କ ପରିବାର ସହ ସମୟ ବିତାଉଛନ୍ତି। ରବିନ ପୂର୍ବତନ ଟେନିସ ଖେଳାଳି ଶିତଲ ଗୌତମଙ୍କୁ…

ବଲାଙ୍ଗୀର ରେଳ ଷ୍ଟେଶନରେ ପହଞ୍ଚିଲେ ୧୨୬୩ ପ୍ରବାସୀ

ବଲାଙ୍ଗୀର ଅଫିସ,୨୮ା୬-ସ୍ବତନ୍ତ୍ର ଟ୍ରେନ ଯୋଗେ ତିରୁପତିରୁ ବଲାଙ୍ଗୀର ରେଳ ଷ୍ଟେସନରେ ରବିବାର ୧୨୬୩ ପ୍ରବାସୀ ଶ୍ରମିକ ପହଞ୍ଚିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ସେଠାରେ ପୂର୍ବରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା…

କ୍ରିକେଟ୍‌ ପଡିଆରେ ରାଜ୍‌ କରନ୍ତି ଧୋନୀ-କୋହଲି: ଜାଣନ୍ତୁ ବୋର୍ଡ ପରୀକ୍ଷାରେ କେତେ ନମ୍ବର ଆଣିଥିଲେ

କ୍ରିକେଟ୍‌ ପଡିଆରେ ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲି ଏବଂ ସଚିନ ତେନ୍ଦୁଲକରଙ୍କୁ ରାଜ କରୁଥିବାର ଦେଖାଯାଏ। କିନ୍ତୁ ପାଠ ପଢାରେ ଏହି ୩ ଖେଳାଳି ସେତେଟା ମାହିର୍‌ ନ ଥିଲେ। ଧୋନୀ ପିତାଙ୍କ ଗାଳି ଯୋଗୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୭ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୪,୭୪୩ରେ ପହଞ୍ଚିଲା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଉ ୧୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ହଜାର ୭୪୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ରବିବାର ସୁସ୍ଥ…

ସୁଶାନ୍ତଙ୍କ ଇନ୍‌ଷ୍ଟାଗ୍ରାମରୁ ରିୟାଙ୍କ ଫଟୋ ଡିଲିଟ୍‌ ନେଇ ଖୋଳତାଡ଼

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମାତ୍ର ୩୪ ବର୍ଷ ବୟସରେ ବାନ୍ଦ୍ରାସ୍ଥିତ ଘରେ ଆତ୍ମହତ୍ୟା କରିଥିଲେ। ତାଙ୍କ ଆତ୍ମହତ୍ୟା ପରେ ବିଭିନ୍ନ ଆଡୁ ଖୋଳତାଡ଼ ଆରମ୍ଭ ହୋଇଛି। ଏହି ମାମଲାରେ ପୋଲିସ ବି ଯାଞ୍ଚ ଆରମ୍ଭ କରିଛି। ଏପର୍ଯ୍ୟନ୍ତ…

୧୮ ଅଗଷ୍ଟରେ ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ନିର୍ବାଚନ କରିବ ପାକିସ୍ତାନ: ଭାରତ କଲା ବିରୋଧ

ଇସଲାମାବାଦ୍‌, ୨୮।୬: ପାକିସ୍ତାନ ଭାରତକୁ ହଇରାଣ କରିବା ଲାଗି ଷଡ଼ଯନ୍ତ୍ର କରୁଛି। ପାକିସ୍ତାନ ପକ୍ଷରୁ ୧୮ ଅଗଷ୍ଟରେ ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ନିର୍ବାଚନ କରିବା ଲାଗି ଘୋଷଣା କରାଯାଇଛି। ପାକିସ୍ତାନ ସୁପ୍ରିମ୍‌କୋର୍ଟର ଅନୁମତି ମିଳିବା ପରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଏଭଳି ନିଷ୍ପତ୍ତି…

ଜହ୍ନରେ ଜାଗା କିଣିଥିବା ପ୍ରଥମ ଅଭିନେତା ଥିଲେ ସୁଶାନ୍ତ !

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ କେବଳ ଯେ ବଲିଉଡ୍‌ ତାହା ନୁହେଁ ପୁରା ଦେଶ ଚକିତ ହୋଇଯାଇଛି। ଘଟଣାକୁ ଅନେକ ଦିନ ବିତିଥିଲେ ହେଁ ପ୍ରଶଂସକମାନେ ଏହାକୁ ଗ୍ରହଣ କରିବାକୁ ନାରାଜ। ଏସବୁ ମଧ୍ୟରେ ପ୍ରଶଂସକମାନେ ସୁଶାନ୍ତଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri