ହକି କିମ୍ବଦନ୍ତୀ ବଲବୀର ସିଂଙ୍କ ପରଲୋକ: ଏକ ଯୁଗର ଅନ୍ତ ଘଟିଲା
ଚଣ୍ଡିଗଡ଼,୨୫।୫(ପି.ଟି.): ଭାରତର ଅନ୍ୟତମ ସର୍ବକାଳୀନ ମହାନ୍ ହକି ଖେଳାଳି ବଲବୀର ସିଂ ସିନିୟରଙ୍କ ପରଲୋକ ଘଟିଛି। ୩ଥର ଅଲିମ୍ପିକ ସ୍ବର୍ଣ୍ଣ ପଦକ ହାସଲ କରିଥିବା ହକିର ଏହି କିମ୍ବଦନ୍ତୀ ପୁରୁଷ ସୋମବାର ସକାଳ ୬.୩୦ରେ ସ୍ଥାନୀୟ ଫୋର୍ଟିସ ହସ୍ପିଟାଲରେ ୯୬ ବର୍ଷ…
ମଙ୍ଗଳବାରରୁ ମାଟ୍ରିକ ଖାତା ମୂଲ୍ୟାୟନ: ସାମାଜିକ ଦୂରତ୍ୱ ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୨୫।୫(ବ୍ୟୁରୋ): ମଙ୍ଗଳବାରଠାରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ। ସକାଳ ୧୦ଟାରୁ ଦିନ ୩ଟା ମଧ୍ୟରେ ଖାତା ମୁଲ୍ୟାୟନ ହେବ। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ କମ୍ ପରୀକ୍ଷକ ଖାତା ଦେଖିବେ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ…
ଫନୀ କ୍ଷତିଗ୍ରସ୍ତଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଧାରଣା
ସାକ୍ଷୀଗୋପାଳ, ୨୫।୫(ଡି.ଏନ୍.ଏ.): ବାତ୍ୟା ‘ଫନୀ’କୁ ବର୍ଷେ ବିତିଯାଇଥିଲେ ମଧ୍ୟ କ୍ଷତିଗ୍ରସ୍ତ ଗରିବ ଲୋକମାନେ ସରକାରୀ ସହାୟତା ପାଇବାରୁ ବଞ୍ଚିତ ହୋଇଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ସେମାନଙ୍କ ଦାବି ପୂରଣ ହେଉ ନାହିଁ। ଏଭଳି ସ୍ଥିତିରେ ପୂର୍ବରୁ ଚେତାବନୀ ଦେଇଥିବା ଫନୀ…
ଆହାର କେନ୍ଦ୍ର ନିର୍ମାଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ: ଏନ୍ଏସି ଇଓଙ୍କୁ ଦାବିପତ୍ର
ଗଞ୍ଜାମ, ୨୫।୫(ଡି.ଏନ୍.ଏ.): ଗଞ୍ଜାମ ସହର ଜୟଶ୍ରୀ ଛକଠାରେ ଏନ୍ଏସି ପକ୍ଷରୁ ୨୦ ଲକ୍ଷ୍ୟ ଟଙ୍କା ବ୍ୟୟ ଅଟକଳରେ ଏକ ଆହାର କେନ୍ଦ୍ର ନିର୍ମାଣ କାର୍ଯ୍ୟ ଚାଲିଛି l ଏହି କେନ୍ଦ୍ରର ଛାତ ପଡ଼ିସାରିଲାଣି l ମାତ୍ର ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା…
ଝିଅର ସ୍କୁଲ ଡ୍ରେସ୍ ପିନ୍ଧି ଟିକ୍ଟକ୍ କଲେ ଏହି କ୍ରିକେଟର
ଅଷ୍ଟ୍ରେଲିଆ କ୍ରିକେଟର୍ ଡେଭିଡ୍ ଓ୍ବାର୍ଣ୍ଣର ଏବେ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍ ଅଛନ୍ତି। ପ୍ରତିଦିନ ସେ ଟିକ୍ଟକ୍ରେ ଭିଡିଓ ପୋଷ୍ଟ କରୁଛନ୍ତି। କେତେବେଳେ ନିଜ ଝିଅଙ୍କ ତ ଆଉ କେତେବେଳେ ସ୍ତ୍ରୀଙ୍କ ସହ ଟିକ୍ଟକ୍ କରୁଛନ୍ତି ଓ୍ବାର୍ଣ୍ଣର। ନିକଟରେ ସେ ଝିଅର…
ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକଙ୍କୁ ଆକ୍ରମଣ ଘଟଣା,୪ ଜଣଙ୍କ ନାମରେ ମାମଲା
ଖଇରା,୨୫।୫(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ତୋଟାପଡ଼ା ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଖେଳ ଶିକ୍ଷକ ଲକ୍ଷ୍ମୀଧର ପରିଡ଼ାଙ୍କୁ ରବିବାର ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ସିମୁଳିଆ ଥାନା ପୋଲିସ ସୋମବାର ୪ ଜଣ…
ମାତ୍ର ୧୪ ବର୍ଷ ବୟସରେ ଅଭିନୟ କରିଥିଲେ କରଣ ଜୋହର
ବଲିଉଡ୍ର ପ୍ରସିଦ୍ଧ ନିର୍ଦ୍ଦେଶକ ତଥା ପ୍ରଯୋଜକ କରଣ ଜୋହର ଆଜି ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ନିର୍ଦ୍ଦେଶକ ଏବଂ ପ୍ରଯୋଜକ ଛଡା ସେ ଜଣେ ଅଭିନେତା ବୋଲି ଖୁବ୍ କମ୍ ଲୋକ ଜାଣିଥିବେ। କରଣଙ୍କୁ ମାତ୍ର ୧୪ ବର୍ଷ ହୋଇଥିବାବେଳେ ସେ…
CORONAVIRUS UPDATE: ୯୯ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୬୪୯
ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୩୪ଜଣ ରହିଥିବା ବେଳେ ଗଞ୍ଜାମରୁ ୧୫ଜଣ ରହିଛନ୍ତି। ସେହିପରି ଯାଜପୁର ଓ କେନ୍ଦ୍ରାପଡ଼ାରୁ ୧୩ଜଣ ଲେଖାଏ ରହିଥିବା ବେଳେ ପୁରୀରୁ ୧୦,…
ବଲାଙ୍ଗୀର: ଗୋଟିଏ ଦିନରେ ୮ ପଜିଟିଭ ଚିହ୍ନଟ, ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି
ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ଅର୍ଥାତ୍ ସୋମବାର ଆଉ ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…
ମା’ଙ୍କ ମୃତ୍ୟୁବେଳେ ପାଖରେ ନ ଥିଲେ, ଇଦ୍ରେ କବର ସ୍ଥାନରେ ଭେଟିଲେ ଏହି କ୍ରିକେଟର
ପାକିସ୍ତାନର ଉଦୀୟମାନ ଖେଳାଳି ନସିମ ଶାହ ନିକଟରେ ନିଜ ମା’ଙ୍କୁ ହରାଇଛନ୍ତି। ୧୬ ବର୍ଷୀୟ ଏହି କ୍ରିକେଟର୍ ଅଷ୍ଟ୍ରେଲିଆ ବିପକ୍ଷରେ ଡେବ୍ୟୁ କରିଥିଲେ। ଏହା ପୂର୍ବରୁ ତାଙ୍କ ମା’ଙ୍କୁ ହରାଇଥିଲେ। ଇଦ୍ ଅବସରରେ ସେ ମା’ଙ୍କ କବର ସ୍ଥାନ ପାଖକୁ ଯାଇ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ: ସରପଞ୍ଚଙ୍କ ସ୍ବାମୀ ଗୁରୁତର
ବାଲେଶ୍ୱର ଅଫିସ,୨୫ା୫: ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସାଉଡ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ କମଳଲୋଚନ ପଣ୍ଡାଙ୍କୁ ସୋମବାର ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ସରପଞ୍ଚ ସୁଲୋଚନା ପଣ୍ଡାଙ୍କ ସ୍ବାମୀ କମଳଲୋଚନ…
ଭୁବନେଶ୍ୱରରୁ ବିମାନ ଚଳାଚଳ ଆରମ୍ଭ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଭୁବନେଶ୍ୱରରୁ ସୋମବାରଠାରୁ ଆରମ୍ଭ ହୋଇଛି ଘରୋଇ ବିମାନ ଚଳାଚଳ। ଭୁବନେଶ୍ୱରରୁ ୬୪ ଯାତ୍ରୀଙ୍କୁ ନେଇ ଦିଲ୍ଲୀ ଗଲା ଭିସ୍ତାର ବିମାନ। ଏ ନେଇ ନିର୍ଦ୍ଦେଶକ ଭି. ଭି ରାଓ ସୂଚନା ଦେଇଛନ୍ତି। ୭୦ ଯାତ୍ରୀଙ୍କୁ ନେଇ ଦିଲ୍ଲୀରୁ ଆସିଥିଲା…
Archives


