Home

୨ କରୋନା ଯୋଦ୍ଧା ପଜିଟିଭ: ଦେବଗଡ଼ର ଆଶାକର୍ମୀ, ଶିକ୍ଷକ କରୋନା ଆକ୍ରାନ୍ତ

ଦେବଗଡ଼,୨୫ା୫(ଡି.ଏନ୍‌.ଏ): ରାଜ୍ୟରେ ସୋମବାର ୧୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଦେବଗଡ଼ ଜିଲାରେ ସର୍ବାଧିକ ୨୨ଜଣ ଆକ୍ରାନ୍ତ ରହିଛନ୍ତି। ତେବେ ଏହି ୨୨ ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ କୋଭିଡ୍‌ ଯୋଦ୍ଧା କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ତେଲେଇବଣି ବ୍ଲକ ସୋଢ଼…

ବିଶ୍ୱର ସବୁଠୁ ଲମ୍ବା ବ୍ୟକ୍ତି

ଓ୍ବାଶିଂଟନ୍‌: ସାଧାରଣତଃ ବିଶ୍ୱରେ ଲମ୍ବା ବ୍ୟକ୍ତିଙ୍କ ରେକର୍ଡ ବାରମ୍ବାର ବଦଳିଥାଏ। କିନ୍ତୁ ଏକ ରେକର୍ଡ ଅଛି, ଯାହା ୮୦ ବର୍ଷ ପର୍ଯ୍ୟନ୍ତ ସ୍ଥିର ରହିଛି। ୧୯୪୦ ପରଠାରୁ କେହି ସେହି ରେକର୍ଡ ଭାଙ୍ଗି ନାହାନ୍ତି। ଏହି ରେକର୍ଡ ହେଉଛି ରୋବର୍ଟ ଓ୍ବାଡ୍‌ଲୋ।…

ପହଣ୍ଡିରେ ସାମିଲ ଦଇତା ସେବକଙ୍କର କରୋନା ଟେଷ୍ଟ ହେଉ: ନିଯୋଗ ସଭାପତି

ପୁରୀ ଅଫିସ, ୨୫।୫: ଆସନ୍ତା ଜୁନ୍‌ ୫ରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ସର୍ବନିମ୍ନ ସେବକଙ୍କ ତାଲିକା ଦେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୧୦ ନିଯୋଗଙ୍କୁ ଚିଠି କରାଯାଇଥିଲା। ତେଣୁ ଦଇତାପତି ନିଯୋଗ ପକ୍ଷରୁ ଏ ନେଇ ଏକ…

ପୁରୀ ଗସ୍ତରେ ପୋଲିସ ଡିଜି: ସରକାରଙ୍କ ଗାଇଡ୍‌ଲାଇନ୍‌ ପାଳନ ସମ୍ପର୍କରେ ପଚାରି ବୁଝିଲେ

ପୁରୀ ଅଫିସ, ୨୫।୫: ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ପୁରୀ ଗସ୍ତରେ ଯାଇ କରୋନା କଟକଣା ସମ୍ପର୍କରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ସରକାରଙ୍କ ଗାଇଡ୍‌ଲାଇନ୍‌ ପୁରୀ ଜିଲାରେ କିଭଳି ଭାବେ ପାଳନ କରାଯାଉଛି, କରୋନା ସଚେତନତା ଦିଗରେ…

ଥଟ୍ଟାରୁ ଭାଙ୍ଗିଥିଲା ବିବାହ: ୧୦୮ଥର ‘ତୁମର ଚାମ୍‌ଚା ହୋଇ ରହିବି’ କହିବା ପରେ ରାଜି ହେଲେ କନ୍ୟା

ମଧ୍ୟପ୍ରଦେଶର ଭୋପାଳରେ ଏକ ରୋଚକ ଘଟଣା ଘଟିଛି। ଭାବି ସ୍ବାମୀଙ୍କ ସାମାନ୍ୟ ଏକ ଥଟ୍ଟାରୁ ବିବାହ ଭାଙ୍ଗିଦେଇଥିଲେ କନ୍ୟା। ପରେ ସେ ୧୦୮ଥର ‘ତୁମର ଚାମ୍‌ଚା ହୋଇ ରହିବି’ କହିବା ପରେ ବିବାହ ପାଇଁ ରାଜି ହୋଇଛନ୍ତି କନ୍ୟା। ସୂଚନାଯୋଗ୍ୟ, ଉଭୟଙ୍କ…

ମହାରାଷ୍ଟ୍ରରେ ୧,୮୦୯ ପୋଲିସ କରୋନା ସଂକ୍ରମିତ

ମୁମ୍ବାଇ,୨୫।୫: ମହାରାଷ୍ଟ୍ରରେ କରୋନା ସ୍ଥିତି ବେଳକୁ ବେଳ ଜଟିଳ ହେବାରେ ଲାଗିଛି। ବିଶେଷ ଭାବେ କରୋନା ଯୋଦ୍ଧା ସାଜି ସାଧାରଣ ଜନତାକୁ କରୋନା କବଳରୁ ରକ୍ଷା କରିବାକୁ ଅଣ୍ଟା ଭିଡିଥିବା ପୋଲିସ ଏବେ ସଙ୍କଟରେ। ଗୋଟିଏ ଦିନରେ ମହାରାଷ୍ଟ୍ର ପୋଲିସରେ ୫୧…

ଷ୍ଟକ୍‌ ଯାଞ୍ଚ ପରେ ଅନ୍‌ଲାଇନରେ ହେବ ମଦ ବୁକିଂ: ଗସ୍ତ ବାବଦ ୧୦୦ ରୁ ୩୦୦ ଟଙ୍କା ପର୍ଯ୍ୟନ୍ତ ଦେବାକୁ ପଡ଼ିବ ପ୍ରାପ୍ୟ

କେନ୍ଦୁଝର, ୨୫।୫(ସ୍ବ.ପ୍ର.): ସରକାର ମଦ ବିକ୍ରି ଉପରେ ଥିବା କରୋନା କଟକଣାକୁ କୋହଳ କରିଛନ୍ତି। କେବଳ ଅନ୍‌ଲାଇନରେ ମଦ ବିକ୍ରି ହେବ ବୋଲି ଘୋଷଣା ହୋଇଛି। ଫଳରେ ସୋମବାର ଅବକାରୀ ବିଭାଗ ପକ୍ଷରୁ କେନ୍ଦୁଝର ଜିଲା ମଦ ଦୋକାନ ଗୁଡ଼ିକରେ ଷ୍ଟକ…

କୋରାପୁଟ ଜିଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଜୟପୁର,୨୫ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ସୋମବାର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଜୟପୁର ସହରର ହୋଇଥିବା ବେଳେ ଦଶମନ୍ତପୁର ବ୍ଲକର ଜଣେ, ନନ୍ଦପୁରର ୨ ଏବଂ ଲକ୍ଷ୍ମୀପୁର ବ୍ଲକର ୨ ଜଣ ଚିହ୍ନଟ ହୋଇଛନ୍ତି। ୫ଜଣ…

ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୬,୯୭୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୫।୫: ଦେଶରେ କରୋନା ସଂକ୍ରମଣର ସ୍ଥିତି ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୬,୯୭୭ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।…

ମଦ ଦୋକାନ ଖୋଲିବା ପରେ ଗ୍ରାହକଙ୍କ ପ୍ରବଳ ଭିଡ଼

ନିଶ୍ଚିନ୍ତକୋଇଲି,୨୫ା୫(ସ୍ବ.ପ୍ର.): ରାଜ୍ୟ ସରକାର ମଦଦୋକାନ ଖୋଲିବା ନେଇ ସୂଚନା ଦେବା ପରେ ନିଶ୍ଚିନ୍ତକୋଇଲି ଅବକାରୀ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଅବକାରୀ ଇନ୍ସପେକ୍ଟର ସିମାଚଳ ରାୟ ବିଭିନ୍ନ ଅପ୍‌ ଓ ଅନ୍‌ ମଦଦୋକାନକୁ ଯାଇ ଷ୍ଟକ୍‌ ତନଖି କରିଛନ୍ତି। ଅପରପକ୍ଷରେ…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୧୦ ଦିନ ପରେ ଏୟାର ଇଣ୍ଡିଆ ବିମାନରେ ମଝି ସିଟ୍‌ ବୁକିଂ ବନ୍ଦ

ନୂଆଦିଲ୍ଲୀ,୨୫।୫: ବିମାନ ଯାତ୍ରାବେଳେ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ସୋମବାର ସୁପ୍ରିମକୋର୍ଟ ଏକ ବଡ ନିଷ୍ପତ୍ତି ଶୁଣାଇଛନ୍ତି। ୧୦ ଦିନ ପରେ ଏୟାର ଇଣ୍ଡିଆ ବିମାନରେ ମଝି ସିଟ୍‌ ବୁକିଂ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଆଗାମୀ ୧୦ ଦିନ…

ଢେଙ୍କାନାଳରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଢେଙ୍କାନାଳ ଅଫିସ, ୧୫।୫: ଢେଙ୍କାନାଳ ଜିଲାରେ ସୋମବାର ଆଉ ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତ ଜଣଙ୍କ ଗତ ୧୩ ତାରିଖରେ ଏକ ସ୍କର୍ପିଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri