ଗାଁ ଦାଣ୍ଡରେ ପଚୁଛି ପନିପରିବା
ରସୁଲପୁର, ୨୪।୭ (ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ଅଧିକାଂଶ ଲୋକ ଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି। ସବୁ ଋତୁରେ ବିଭିନ୍ନ ପନିପରିବା ଚାଷ କରୁଥିବା ବ୍ଲକ ଅଞ୍ଚଳର ଚାଷୀମାନେ କରୋନା ଯୋଗୁ ବହୁ କ୍ଷତି ସହିଲେଣି। ଶଟ୍ଡାଉନ୍, ଲକ୍ଡାଉନ୍ ଯୋଗୁ…
ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ପାଖାପାଖି ୫୦ ହଜାର ନୂଆ ଆକ୍ରାନ୍ତ, ୭୪୦ ମୃତ
ନୂଆଦିଲ୍ଲୀ,୨୪।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ପାଖାପାଖି ୪୯,୩୧୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ…
ଘରେ ବସି କପିଲ ଶର୍ମାଙ୍କ କମେଡି ଶୋ’ରେ ନେଇପାରିବେ ଭାଗ, ଜାଣନ୍ତୁ କେମିତି
ଲକ୍ଡାଉନ୍ ଯୋଗୁ ଗତ ମାର୍ଚ୍ଚ ମାସରୁ ସମସ୍ତ ଟିଭି ସିରିଏଲ ଶୁଟିଂ ବନ୍ଦ ରହିଛି। ପାଖାପାଖି ୪ ମାସ ପରେ ଏବେ ଧୀରେ ଧୀରେ ଶୁଟିଂ ଆରମ୍ଭ ହୋଇଛି। ଏହି କ୍ରମରେ ଲୋକପ୍ରିୟ କମେଡି ଶୋ’ କପିଲ ଶର୍ମା କମେଡିର ଶୁଟିଂ…
ରଥ ସଂରକ୍ଷଣ ନେଇ କେହି ଆଲୋଚନା କରିନାହାନ୍ତି: ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ,୨୪ା୭: ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଗୁରୁବାର ଶ୍ରୀମନ୍ଦିର ଦଇତାପତି ସେବକମାନେ ସାକ୍ଷାତ କରିଛନ୍ତି। ଅପରାହ୍ନରେ ଦଇତାପତି ସେବକମାନେ ମଠକୁ ଯାଇ ଶଙ୍କରାଚାର୍ଯ୍ୟଙ୍କୁ ଚିତାଲାଗି ଆଳତି ଭୋଗ ପ୍ରଦାନ କରିବା ସହ ରଥଯାତ୍ରା ସମ୍ପର୍କରେ ଆଲୋଚନା କରିଥିଲେ।…
ଗଳାବାଟ ଦେଇ ଆସୁଛି କରୋନା
ପୁରୀ ଅଫିସ,୨୪।୭: ପୁରୀ ଜିଲାରେ କରୋନା ସ୍ଥିତି ଅଣାୟତ୍ତ ହେଉଛି। ପ୍ରଶାସନ ପକ୍ଷରୁ ସଂକ୍ରମଣ ରୋକିବାକୁ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ଏହି ମହାମାରୀକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ଗତ ଦୁଇଦିନରେ ଜିଲାରେ ୫୦ ଆକ୍ରାନ୍ତ ଚିହ୍ନଟ ହେଲେଣି। ବୁଧବାର ୨୮ ପଜିଟିଭ…
ଆଜିଠୁ ୯ ଦିନ ୪ ୱାର୍ଡ କଣ୍ଟେନ୍ମେଣ୍ଟ ଜୋନ୍
ପୁରୀ ଅଫିସ, ୨୪। ୭: ପୁରୀ ସହରସ୍ଥ ପେଣ୍ଠକଟା ଅଞ୍ଚଳ ଏବେ ପ୍ରଶାସନର ଚିନ୍ତା ବଢାଇଛି। ଦୁଇଦିନରେ ୨୦ରୁ ଊର୍ଦ୍ଧ୍ୱ ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ଶୁକ୍ରବାରଠାରୁ ୯ ଦିନ ଯାଏ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏ…
ଗ୍ରାମସଭା ବିନା ବେଦାନ୍ତକୁ ଜମି ପ୍ରଦାନ ମାମଲା: ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୨୪ା୭: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମ ନିକଟ ସରକାରୀ ଜମିରେ ବେଦାନ୍ତ କମ୍ପାନୀ କୋଠା ନିର୍ମାଣ କରୁଛି। ବିନା ଗ୍ରାମସଭାରେ ବେଦାନ୍ତକୁ ଜମି ହସ୍ତାନ୍ତର ନେଇ ଗ୍ରାମବାସୀଙ୍କ ତରଫରୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ…
ରେଳ ବିଭାଗର ମହିଳା ଯୋଦ୍ଧା
ଭୁବନେଶ୍ୱର,୨୪ା୭(ବ୍ୟୁରୋ): କରୋନା ମହାମାରୀ ସମୟରେ ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ, ମେଡିସିନ ଯୋଗାଇବା ସହ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ରେଳ ମନ୍ତ୍ରଣାଳୟ। ଟ୍ରେନ୍ ଯୋଗେ ବାହାର ରାଜ୍ୟରେ ଫସି ରହିଥିବା ଲୋକେ ନିଜ ଘରକୁ ଫେରିଛନ୍ତି।…
ଆଦିତ୍ୟ ମୃତ୍ୟୁ ମାମଲାରୁ ରହସ୍ୟ ହଟୁନି: ସୁଇସାଇଡ୍ ନୋଟ୍ ଲେଖିଥିଲେ ଆଦିତ୍ୟ
ଭୁବନେଶ୍ୱର,୨୪।୭ (ବ୍ୟୁରୋ): ସାମାଜିକ କର୍ମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୧୭ଦିନ ବିତିଥିଲେ ମଧ୍ୟ ଏଯାଏ ରହସ୍ୟ ହଟୁନି। ଲିଙ୍ଗରାଜ ରେଳ ଷ୍ଟେଶନ ନିକଟ ରେଳଧାରଣାରୁ ତାଙ୍କର ମୃତଦେହ ମିଳିଥିଲେ ମଧ୍ୟ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ କିଛି…
ଏସ୍ଓପି ଜାରି: ପ୍ଲାଜ୍ମା ଦାନ କରିବେ ପୋଲିସ କର୍ମଚାରୀ
କଟକ ଅଫିସ,୨୪।୭: କରୋନାରୁ ସୁସ୍ଥ ହୋଇଥିବା ପୋଲିସ କର୍ମଚାରୀମାନେ ନିଜର ପ୍ଲାଜ୍ମା ଦାନ କରିବେ। ଏ ନେଇ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର୍ (ଏସ୍ଓପି) ଜାରି କରାଯାଇଛି। ଏ ସଂକ୍ରାନ୍ତରେ ସମସ୍ତ ଏସ୍ପି ଏବଂ ବିଭିନ୍ନ…
ୟୁଜି, ପିଜି ପରୀକ୍ଷା ବାଧ୍ୟତାମୂଳକ ପ୍ରସଙ୍ଗ: ୟୁଜିସି ଗାଇଡ୍ଲାଇନ୍ର ପୁନର୍ବିଚାର କରାଯାଉ
ଭୁବନେଶ୍ୱର,୨୪ା୭(ବ୍ୟୁରୋ): ରାଜ୍ୟରେ ସ୍ନାତକ(ୟୁଜି) ଏବଂ ସ୍ନାତକୋତ୍ତର(ପିଜି) ଶେଷବର୍ଷ ସେମିଷ୍ଟର ପରୀକ୍ଷାକୁ ୟୁଜିସି ବାଧ୍ୟତାମୂଳକ କରିଛି। ଏନେଇ ଜୁଲାଇ ୬ରେ ଜାରି ପରିବର୍ତ୍ତିତ ଗାଇଡ୍ଲାଇନ୍ର ପୁନର୍ବିଚାର କରିବାକୁ ରାଜ୍ୟ ସରକାର ପୁଣିଥରେ ଅନୁରୋଧ କରିଛନ୍ତି। କୋଭିଡ୍-୧୯ ପରିସ୍ଥିତିରେ ରାଜ୍ୟ ସରକାରଙ୍କ ବିକଳ୍ପ ମୂଲ୍ୟାୟନ…
୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪।୭(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା ଓ କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।…

