ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ଅପିଲ କଲେ ବିଗ୍-ବି
ସାରା ବିଶ୍ୱରେ ମହାମାରୀର ରୂପ ନେଇଛି କରୋନା। ଏଭଳି ପରିସ୍ଥିତି ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଉଛି। ବଲିଉଡ୍ ସୁପରଷ୍ଟାର ଅମିତାଭ ବଚ୍ଚନ ଲୋକଙ୍କୁ ମାସ୍କ ପିନ୍ଧିବାକୁ ଅପିଲ କରିଛନ୍ତି। ସେ ସମସ୍ତଙ୍କୁ ଇଦ୍ ଶୁଭେଚ୍ଛା ଜଣାଇବା ସହ ସାମାଜିକ ଦୂରତ୍ୱ…
କରୋନା ଭାଇରସ୍ ପ୍ରତିଷେଧକ ଟିକା
”କରୋନା ଭାଇରସ୍ର ସଫଳ ମୁକାବିଲା କରିବା ନିମନ୍ତେ ପ୍ରତିଷେଧକ ଟିକା ହିଁ ଏକ ମାତ୍ର ଫଳପ୍ରଦ ବ୍ୟବସ୍ଥା । ଏହି ଭାଇରସ୍ର ଆବିର୍ଭାବର ମାତ୍ର ଅଳ୍ପ କେଇ ମାସ ଅତିବାହିତ ହୋଇଥିଲେ ସୁଦ୍ଧା ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ପ୍ରତିଷେଧକ ଟିକା ବିକାଶ…
ଅଣ୍ଡା ଯୋଗାଣରେ ଅନିୟମିତତା ନେଇ ଦିଗପହଣ୍ଡି ସିଡିପିଓଙ୍କ ବଦଳି
ଦିଗପହଣ୍ଡି,୨୫।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ହଠାତ୍ ବଦଳି କରାଯାଇ। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସିଡିପିଓଙ୍କୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରୋଗ୍ରାମ ଅଫିସରଭାବେ ଅବସ୍ଥାପିତ କରାଯାଇଥିବା…
ଦେଶବାସୀଙ୍କୁ ଇଦ୍ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୨୫।୫: ଇଦ-ଉଲ-ଫିତର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ବାର୍ତ୍ତାରେ ମୋଦି କହିଛନ୍ତି, ଏହି ପର୍ବ ପ୍ରେମ, ଶାନ୍ତି, ଭାତୃତ୍ୱ ଏବଂ ଏକତାର ନିଦର୍ଶନ। ସମସ୍ତଙ୍କ ସୁଖ ଏବଂ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ। ପୂର୍ବରୁ…
ସିଆଇଆଇ ସର୍ଭେ: ବିଦେଶ ଯିବାକୁ ଚାହୁଁନାହାନ୍ତି ୭୦ ପ୍ରତିଶତ
ନୂଆଦିଲ୍ଲୀ,୨୫।୫(ପି.ଟି.): ଜୁଲାଇ ଶେଷ ସୁଦ୍ଧା ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ କରିବା ଲାଗି ସରକାର ଚିନ୍ତା କରୁଛନ୍ତି। ବିମାନ ଚଳାଚଳ କଲେ ମଧ୍ୟ ୭୦ ପ୍ରତିଶତରୁ ଅଧିକ ବିଦେଶ ଯିବାକୁ ଚାହିଁବେ ନାହିଁ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଭାରତୀୟ ଶିଳ୍ପ…
ଚାଇନାର ନିରାପତ୍ତା ଆଇନକୁ ବିରୋଧ
ହଂକଂ,୨୫।୫: ହଂକଂରେ ଚାଇନାର ଜାତୀୟ ନିରାପତ୍ତା ଆଇନକୁ ବିରୋଧ କରି ରବିବାର ବହୁସଂଖ୍ୟକ ବିକ୍ଷୋଭକାରୀ ରାସ୍ତାକୁ ଓହ୍ଲାଇଛନ୍ତି। ଏହି ପ୍ରସ୍ତାବିତ ଆଇନ ସହରର ସ୍ବାଧୀନତା ପ୍ରତି ବିପଦ ସାଜିବା ସହ ‘ଗୋଟିଏ ଦେଶ, ଦୁଇଟି ବ୍ୟବସ୍ଥା’ ସିଦ୍ଧାନ୍ତକୁ ପ୍ରୋତ୍ସାହିତ କରିବ ବୋଲି…
ଉହାନ୍ରେ ବାଦୁଡ଼ିଙ୍କଠାରେ ମିଳିଲା ୩ ପ୍ରକାର ଭୂତାଣୁ
ନୂଆଦିଲ୍ଲୀ,୨୫।୫: କରୋନା ଭାଇରସ୍କୁ ନେଇ ପୁଣି ଚର୍ଚ୍ଚାର ପରିସରକୁ ଆସିଛି ଚାଇନା। ଉହାନ୍ସ୍ଥିତ ଇନ୍ଷ୍ଟିଚ୍ୟୁଟ ଅଫ୍ ଭାଇରୋଲୋଜି ଯେଉଁଠାରେ ପ୍ରଥମ କୋଭିଡ୍-୧୯ ସଂକ୍ରମଣ ଚିହ୍ନଟ ହୋଇଥିଲା, ସେହିଠାରେ ଏବେ ବାଦୁଡ଼ିଙ୍କଠାରେ ୩ ପ୍ରକାର ଭୂତାଣୁ ଚିହ୍ନଟ ହୋଇଛି। ହେଲେ ସାରା ବିଶ୍ୱରେ…
CORONAVIRUS UPDATE: ରାଜ୍ୟରେ ପୁଣି ୧୦୩ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଲା
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଦେବଗଡ଼ରୁ ୨୨,…
ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନଙ୍କୁ କରୋନା
ମୁମ୍ବାଇ,୨୫।୫: ମହାରାଷ୍ଟ୍ରର ପିଡବ୍ଲୁଡି ମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ କରୋନାରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତେବେ ସେ କିଭଳି କରୋନା ଆକ୍ରାନ୍ତ ହେଲେ ତାହା ଜଣାପଡିନାହିଁ। ଉଦ୍ଧବ ସରକାରରେ ଦ୍ୱିତୀୟ ମନ୍ତ୍ରୀ ଭାବେ କରୋନା ସଂକ୍ରମିତ…
ପ୍ରସିଦ୍ଧ ହକି ଖେଳାଳି ବଲବୀର ସିଂଙ୍କ ପରଲୋକ
ଚଣ୍ଡୀଗଡ, ୨୫।୫: ପ୍ରସିଦ୍ଧ ହକି ଖେଳାଳି ବଲବୀର ସିଂ ସିନିୟରଙ୍କ ପରଲୋକ ଘଟିଛି। ମୋହାଲିର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୬ ବର୍ଷ ବୟସ ହୋଇଥିଲା। ଗତ ମେ ୮ ତାରିଖରେ…
ସିଙ୍ଗାପୁର ଗବେଷକଙ୍କ ପୂର୍ବାନୁମାନ: କରୋନାର ବିଦାୟ ତାରିଖ ଜଣାଇଲା ଅଧ୍ୟୟନ
ଓ୍ବାଶିଂଟନ,୨୫।୫: କରୋନା ସଂକ୍ରମଣରେ ସାରା ବିଶ୍ୱରେ ପ୍ରାୟ ୫୫ ଲକ୍ଷ ଲୋକ ଆକ୍ରାନ୍ତ ହୋଇଥିବାବେଳେ ପାଖାପାଖି ସାଢ଼େ ୩ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଲାଣି। ଏଥିରେ ଆମେରିକା ଶୀର୍ଷରେ ରହିଛି। ଏଠାରେ ରବିବାର ସୁଦ୍ଧା ୧୬ ଲକ୍ଷ ୭୫ ହଜାରରୁ ଊର୍ଦ୍ଧ୍ୱ…
ବିପଦ ସାଜିବେ ସହର ଫେରନ୍ତା: ଆଗକୁ ଗାଁରେ ବିସ୍ଫୋରକ ସ୍ଥିତି
ନୂଆଦିଲ୍ଲୀ,୨୫।୫: କରୋନା ଲକ୍ଡାଉନ ଯୋଗୁ ସହରରେ ଜୀବିକା ହରାଇ ଗାଁକୁ ଫେରିବାରେ ଲାଗିଛନ୍ତି ଦାଦନ ଶ୍ରମିକ। ପୂର୍ବରୁ କେବଳ ସହରାଞ୍ଚଳରେ କରୋନା ବ୍ୟାପୁଥିବାବେଳେ ଏବେ ପ୍ରବାସୀଙ୍କ ଘରବାହୁଡ଼ା ଗ୍ରାମାଞ୍ଚଳରେ ବିପଦ ସୃଷ୍ଟି କରିଛି। ଏହା ଗାଁଗୁଡ଼ିକରେ ସଂକ୍ରମଣ ବୃଦ୍ଧିର କାରଣ ସାଜିବ…
Archives


