ବିଦେଶ ଫେରନ୍ତାଙ୍କୁ ୧୪ ଦିନ କ୍ୱାରାଣ୍ଟାଇନ୍
ନୂଆଦିଲ୍ଲୀ,୨୫।୫(ପି.ଟି.): କରୋନା ସଂକ୍ରମଣ ଯୋଗୁ ଦୁଇମାସ ଭାରତରେ ବିମାନ ସେବା ବନ୍ଦ ରହିବା ପରେ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। ବିମାନ ଯାତ୍ରୀଙ୍କ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ରବିବାର ଗାଇଡ୍ଲାଇନ ଜାରି କରାଯାଇଛି। ଅଗଷ୍ଟ…
ଭୂତଳ ଜଳ କମୁଛି: ଜଳାଭାବରେ ରାଜଧାନୀ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓଡ଼ିଶାରେ ଭବିଷ୍ୟତରେ ଜଳ ସଙ୍କଟ ଉଗ୍ରରୂପ ନେବ। ରାଜ୍ୟରେ ଭୂତଳ ଜଳସ୍ତର ଦିନକୁ ଦିନ କମୁଥିବାରୁ ଆସନ୍ତା ୧୦ରୁ ୨୦ବର୍ଷ ମଧ୍ୟରେ ଏହା ସଙ୍କଟଜନକ ପରିସ୍ଥିତି ସୃଷ୍ଟି କରିବ। ବିଶେଷକରି ଭୂତଳ ଜଳସ୍ତର କ୍ଷେତ୍ରରେ ଏହା ଅଧିକ ପରିଲ୍ଲକ୍ଷିତ ହେବ…
କରୋନା ମାଡ଼: ଖାତାଦେଖା, ପରୀକ୍ଷା, ନୂଆ ନାମଲେଖା ପାଇଁ ଚାପରେ ସରକାର
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଲକ୍ଡାଉନ ଦେଶର ବିଭିନ୍ନ କ୍ଷେତ୍ର ଉପରେ ବ୍ୟାପକ ପ୍ରଭାବ ପକାଇଛି। ସମାନଭାବେ ଶିକ୍ଷା କ୍ଷେତ୍ର ଉପରେ ଏହା ବିଶେଷ ପ୍ରଭାବ ପକାଇଥିବା ଯୋଗୁ ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ପାଠପଢ଼ା ବର୍ତ୍ତମାନ ଦିଗହରା ହୋଇଛି। ଏବେ ସୁଦ୍ଧା ବିଭିନ୍ନ ଶ୍ରେଣୀର ପରୀକ୍ଷାଫଳ ବାହାରି…
ଓମ୍ଫେଡ୍ ଜାରି କଲା ନୂତନ ଗାଇଡ୍ଲାଇନ: ଡାଏରୀ ପଏଣ୍ଟରୁ ସିଧାସଳଖ କିଣିହେବ ଓମ୍ଫେଡ୍ ସାମଗ୍ରୀ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓମ୍ଫେଡ୍ ହୋଲ୍ସେଲର, ରିସେଲର୍ମାନଙ୍କ ଲାଗି ଏକ ନୂଆ ଗାଇଡ୍ଲାଇନ ରବିବାର ଜାରି କରାଯାଇଛି। ଏହି ପରିବର୍ତ୍ତିତ ଗାଇଡ୍ଲାଇନ ଅନୁଯାୟୀ, ସମସ୍ତ ବ୍ୟକ୍ତି, ଫାର୍ମ ଏଜେନ୍ସି, ହୋଲ୍ସେଲର ଏବଂ ଡିଷ୍ଟ୍ରିବ୍ୟୁଟର ଓମ୍ଫେଡ୍ର ସବୁ ପ୍ରକାର ଜିନିଷକୁ ରାଜ୍ୟର ଯେକୌଣସି ଡାଏରୀ ପଏଣ୍ଟରୁ…
ଆଜିଠୁ ମିଳିବ ଘରୋଇ ବିମାନ ସେବା
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ଅବଧି ସରି ଆସୁଥିବାବେଳେ ଧୀରେ ଧୀରେ ଯାତ୍ରୀ ପରିବହନ ସେବା ସ୍ବାଭାବିକ ହେବାରେ ଲାଗିଛି। ପ୍ରାୟ ୨ମାସ ଧରି ବନ୍ଦ ରହିଥିବା ଘରୋଇ ବିମାନ ସେବା ସୋମବାରଠାରୁ ଆରମ୍ଭ ହେଉଛି। ଦେଶର ବିଭିନ୍ନ ସ୍ଥାନକୁ ଘରୋଇ…
ଅଂଶୁଘାତ ମୁକାବିଲା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ: ତୁରନ୍ତ ଅଚଳ ନଳକୂପ, ପାନୀୟ ଜଳ ପ୍ରକଳ୍ପ ମରାମତି କରିବାକୁ ପରାମର୍ଶ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେଲାଣି। ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ, ପଶ୍ଚିମ ଏବଂ ଉପକୂଳ ଓଡ଼ିଶାର ୧୦ଟି ଜିଲାରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ। ଏପିରି କି ପାରଦ…
‘ଉମଙ୍ଗ’ରେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର
ଭୁବନେଶ୍ୱର,୨୫।୫(ବ୍ୟୁରୋ): ମୋବାଇଲ୍ ଆପ୍ ମାଧ୍ୟମରେ ମିଳିବ ପାଣିପାଗର ଆଗୁଆ ସୂଚନା। ଏଣିକି ଘରେ ବସି ଜାଣିହେବ ପାଣିପାଗର ଟିକିନିଖି ସୂଚନା। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଡିଜିଟାଲ ଇଣ୍ଡିଆ ମାଧ୍ୟମରେ ୨୦୧୭ରେ ପ୍ରସ୍ତୁତ ହୋଇଥିବା ଉମଙ୍ଗ ଆପ୍ରେ ଏବେ ଭୁବନେଶ୍ୱର ପାଣିପାଗ…
୪ ଦିନ ୧୦ ଜିଲାରେ ହିଟ୍ ୱେଭ୍
ଭୁବନେଶ୍ୱର,୨୫।୫(ବ୍ୟୁରୋ): ସାରା ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ଖରା ତାତି। ଗତ ଦୁଇଦିନ ହେଲା ୪୫ ଡିଗ୍ରୀ ଉପରେ ପାରଦ ରହିଥିବାବେଳେ ରବିବାର ମଧ୍ୟ ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁଥିଲା। ତାଳଚେରରେ ୪୪.୪ ଡିଗ୍ରୀ, ବଲାଙ୍ଗୀର ଓ ଭବାନୀପାଟଣାରେ ୪୪,…
କାଲିଠୁ କଟକରେ ଅନଲାଇନରେ ମିଳିବ ମଦ
କଟକ ଅଫିସ,୨୪।୫-କଟକରେ କାଲିଠୁ ଅନଲାଇନରେ ମିଳିବ ବିଦେଶୀ ମଦ। ହ୍ବାଟସଆପ, ମୋବାଇଲ କଲ ମାଧ୍ୟମରେ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ ଗ୍ରାହକମାନେ ଏହି ଅର୍ଡର ଦେଇପାରିବେ। ସେହିପରି ମଦ କାଉଣ୍ଟରର କର୍ମଚାରୀ ଡେଲିଭରି କରିବେ ବୋଲି ସୂଚନା ମିଳିଛି। ଦିନ…
୨ ଦିନରେ ଉହାନରେ ୨୫ ଲକ୍ଷ ଲୋକଙ୍କ କରୋନା ପରୀକ୍ଷା
ବେଜିଂ,୨୪।୫: କରୋନା ସଂକ୍ରମଣର ପ୍ରଭାବ ଚାଇନାରେ ଆଉ ନାହିଁ। ଏଠାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଏବେ ଶୂନରେ ରହିଛି। ତେବେ କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଉହାନ ସହରରେ ଲୋକଙ୍କ ପରୀକ୍ଷା ଗତ ଦୁଇଦିନ ଧରି ଜାରି ରହିଛି। ଶୁକ୍ରବାରଠାରୁ ପରୀକ୍ଷା…
୪ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଖୁବ୍ ଶୀଘ୍ର ହେବ ଆରମ୍ଭ: ହର୍ଷ ବର୍ଦ୍ଧନ
ନୂଆଦିଲ୍ଲୀ,୨୪।୫: କରୋନା ସଂକ୍ରମଣ ନେଇ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ତେବେ ଇତିମଧ୍ୟରେ ଦେଶରେ ୪ କରୋନା ପ୍ରତିଷେଧକ ଟୀକାର କ୍ଲିନିକାଲ ପରୀକ୍ଷା ଖୁବ୍ ଶୀଘ୍ର ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନ…
ଭାରତକୁ ରାଫାଲ ଯୁଦ୍ଧ ବିମାନ ମିଳିବାରେ ଆଉ ହେବନି ବିଳମ୍ବ: ଫ୍ରାନ୍ସ୍
ପ୍ୟାରିସ୍,୨୪।୫: ଭାରତକୁ ରାଫାଲ ଯୁଦ୍ଧ ବିମାନ ଖୁବ୍ ଶୀଘ୍ର ମିଳିବ। ଏଥିରେ ଆଉ ବିଳମ୍ବ ହେବନି ବୋଲି ଫ୍ରାନ୍ସ୍ ରାଷ୍ଟ୍ରଦୂତ ଇମାନୁଏଲ୍ ଲେନାଇନ୍ କହିଛନ୍ତି। ଫ୍ରାନ୍ସ୍ ଏବଂ ଭାରତ ମଧ୍ୟରେ ୩୬ ରାଫାଲ ଯୁଦ୍ଧ ବିମାନ ନେଇ ୫୮ ହଜାର କୋଟି…
Archives


