Home

ଯୁବ ପ୍ରତିଭାଙ୍କୁ ସମର୍ଥନ କରିବ ସୁଶାନ୍ତ ସିଂ ରାଜପୁତ ଫାଉଣ୍ଡେଶନ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁରଙ୍କ ଆତ୍ମହତ୍ୟା ଘଟଣା ତାଙ୍କ ପ୍ରଶଂସକଙ୍କ ସମେତ ପରିବାରକୁ ଖୁବ୍‌ ଆଘାତ ଦେଇଛି। ଏଥିପାଇଁ ପରିବାର ପୁଅ ନାମରେ ଏକ ଫାଉଣ୍ଡେଶନ ‘ସୁଶାନ୍ତ ସିଂ ରାଜପୁତ ଫାଉଣ୍ଡେଶନ’ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ମାଧ୍ୟମରେ…

ଗୋଟିଏ ପ୍ରକଳ୍ପ, ଦୁଇଟି ଯୋଜନା

ସୋନପୁର,୨୭ା୬(ନି.ପ୍ର.): କରୋନା ପାଇଁ ଅନେକ ରୋଜଗାର ହରାଇଥିବା ବେଳେ ଶ୍ରମିକ ଶ୍ରେଣୀର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲାର ୧୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ କର୍ମସଂସ୍ଥାନ ହରାଇ ଶୂନ୍ୟହସ୍ତରେ ଘରକୁ ଫେରିଛନ୍ତି। ଶିଳ୍ପ ବିହୀନ ଏହି ଜିଲାରେ…

କାର୍ଯ୍ୟକାରୀ ହେଉନାହିଁ ବୋଟ୍‌ ରୁଲ୍‌ସ

କେନ୍ଦ୍ରାପଡ଼ା ଅଫିସ, ୨୭ା୬: ଗତ ୧୯ ତାରିଖରେ ମହାକାଳପଡା ବ୍ଲକ ପୀତାପାଟ ଗ୍ରାମ ନିକଟ ମହାନଦୀରେ ଡଙ୍ଗା ଓଲଟିବାରୁ ୫ ଶ୍ରମିକ ପହଁରି ନିଜ ଜୀବନ ବଞ୍ଚାଇଥିଲେ। ଏହି ସ୍ଥାନରେ ୨୦୧୩ ମାର୍ଚ୍ଚ ୧ ତାରିଖରେ ଡଙ୍ଗା ବୁଡି ଜଗତ୍‌ସିଂହପୁର ଜିଲାର…

ଗତ ୨୪ଘଣ୍ଟାରେ ୧୮ହଜାରରୁ ଊର୍ଦ୍ଧ୍ୱ କରୋନା ପିଜିଟିଭ୍‌ ଚିହ୍ନଟ: ରେକର୍ଡ ଭାଙ୍ଗିଲା ଭାରତ

ନୂଆଦିଲ୍ଲୀ,୨୭।୬: ଭାରତରେ କରୋନା ଭାଇରସ୍‌ ସଂକ୍ରମଣ ଥମିବାରେ ନା ନେଉନି। ପ୍ରତିଦିନ ନୂଆ ନୂଆ ମାମଲା ସାମ୍ନାକୁ ଆସୁଥିବା ବେଳେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ଲକ୍ଷ ଟପିଲାଣି। ସେହିପରି ଗତ ୨୪ଘଣ୍ଟାରେ ଭାରତରେ ସର୍ବାଧିକ ୧୮ହଜାରରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌…

ୟୁପି ବୋର୍ଡ ପରୀକ୍ଷା ଫଳ ପ୍ରକାଶ: ୨୦ ଟପ୍ପରଙ୍କ ଘର ପର୍ଯ୍ୟନ୍ତ ନିର୍ମାଣ ହେବ ପକ୍କା ରାସ୍ତା, କହିଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ, ୨୭।୬: କରୋନା ମହାମାରୀ ସଂକ୍ରମଣ ସମୟରେ ୟୁପି ବୋର୍ଡର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା ସ୍ଥାନୀୟ ଲୋକ କଲ୍ୟାଣ ଭବନରେ ଆୟୋଜିତ ଗଣମାଧ୍ୟମ ସମ୍ମିଳନୀରେ ପରୀକ୍ଷା ଫଳ ପ୍ରକାଶ…

କେବଳ ରଙ୍ଗ ସବୁକିଛି ନୁହେଁ, ଏହା ପ୍ରମାଣ କରି ଦେଖାଇଛନ୍ତି ଏସବୁ ଅଭିନେତ୍ରୀ

ହିନ୍ଦୁସ୍ତାନ ୟୁନିଲିଭର କମ୍ପାନୀ ଏହାର ବ୍ୟୁଟି କ୍ରିମ ‘ଫେୟାର ଆଣ୍ଡ୍‌ ଲଭ୍‌ଲି’ ରୁ ଫେୟାର ଶବ୍ଦକୁ ହଟାଇଦେଇଛି। ବର୍ଣ୍ଣବୈଷମ୍ୟବାଦ ରୋକିବା ପାଇଁ ଏପରି ପଦକ୍ଷେପ ନେଇଛି କମ୍ପାନୀ। ତେବେ କେବଳ ରଙ୍ଗ ସବୁକିଛି ତାହା ନୁହେଁ। ଗୋରା ରଙ୍ଗ ଥିଲେ ଜଣେ…

ଲକ୍‌ଡାଉନ୍‌: ୪ କୋଟିରୁ ଅଧିକ ମା’ ନ ଚାହିଁ ବି ହୋଇଛନ୍ତି ଗର୍ଭବତୀ

ନୂଆଦିଲ୍ଲୀ, ୨୭।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ସଙ୍କଟ ଦେଖାଦେଇଛି। ବହୁ ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରି ହୋଇଛି। ଏହି ସମୟ ମଧ୍ୟରେ ପୃଥିବୀର ୪ କୋଟି ୭୦ ଲକ୍ଷରୁ ଅଧିକ ମା’ ନ…

କଟାପାଲିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯ରେ ପହଞ୍ଚିଲା

ବରଗଡ଼ ଅଫିସ, ୨୭।୬: ବରଗଡ଼ ଜିଲାରେ ଶନିବାର ପୁଣି ଜଣେ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ବ୍ଲକ କଟାପାଲି ଗ୍ରାମର ୫୮ ବର୍ଷୀୟ ବୃଦ୍ଧ। ପଜିଟିଭ ଜଣାପଡ଼ିବା ପରେ ତାଙ୍କୁ ଚିକିତ୍ସା ପାଇଁ…

ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ସମୀକ୍ଷାକଲେ ଜିଲାପାଳ

ଗଞ୍ଜାମ,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କନ୍‌ଫରେନ୍ସ ହଲ୍‌ରେ ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କରୋନା (କୋଭିଡ ୧୯) ମୁକାବିଲା କେମିତି ଚାଲିଛି ସେ ନେଇ ସ୍ଥିତି ସମୀକ୍ଷା କରିଛନ୍ତି। ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଅହେତୁକ ବୃଦ୍ଧି ପାଉଥିବାରୁ…

ଓ୍ବାର୍କ ଫ୍ରମ୍‌ ହୋମ୍‌ରୁ ବଢ଼ୁଛି ପରୋକ୍ଷ ଯୌନ ଉତ୍ପୀଡ଼ନ

ନୂଆଦିଲ୍ଲୀ: ମହାମାରୀ କରୋନା ଯୋଗୁ ଲକ୍‌ଡାଉନ୍‌ ଲାଗୁହେବା ପରେ ବିଭିନ୍ନ କର୍ପୋରେଟ ସେକ୍ଟରରେ କର୍ମଚାରୀମାନେ ଘରେ ରହି କାମ କରିବା(ଓ୍ବାର୍କ ଫ୍ରମ୍‌ ହୋମ୍‌)କୁ ବାଧ୍ୟ ହୋଇଛନ୍ତି। ଏବେ କର୍ପୋରେଟ ଲାଇଫ୍‌ର ଏହା ଏକ ଅଙ୍ଗ ପାଲଟିଗଲାଣି। ହେଲେ ଅନେକ କ୍ଷେତ୍ରରେ ଓ୍ବାର୍କ…

ଗଞ୍ଜାମରେ ଆଉ ୧୮ କରୋନା ଯୋଦ୍ଧା ପଜିଟିଭ

ଛତ୍ରପୁର, ୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ଶନିବାର ନୂଆ ୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ଜଣ କରୋନା ଯୋଦ୍ଧା ରହିଛନ୍ତି। ପୁରୁଷୋତ୍ତମପୁରରେ ଜଣେ ସୁରଟ ଫେରନ୍ତା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଉ ୩୯ ଜଣ କଣ୍ଟାକ୍ଟ ଟ୍ରେସିଂରୁ ପଜିଟିଭ…

ଭୂତଳ ଜଳ ସଞ୍ଚାଳନରୁ ଭୂକମ୍ପ

ନୂଆଦିଲ୍ଲୀ: ଭୂକମ୍ପ ଏବଂ ସୁନାମି ଭଳି ପ୍ରାକୃତିକ ବିପର୍ଯ୍ୟୟର କାରଣ ସମ୍ପର୍କରେ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଥିଲେ ମଧ୍ୟ ଗବେଷଣାଲବ୍ଧ ତଥ୍ୟ ପର୍ଯ୍ୟାପ୍ତ ନୁହେଁ। ତେବେ ନିକଟରେ ଅନ୍ତର୍ଜାତୀୟସ୍ତରରେ କରାଯାଇଥିବା ଏକ ଅଧ୍ୟୟନରୁ ଭୂଗର୍ଭରେ ଥିବା ପାଣିର ଗତିବିଧି ସୁନାମି ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri