Home

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୫ ଜିଲାର କୋଭିଡ ହସ୍ପିଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୨୦।୪: ରାଜ୍ୟର ୨୨ଟି କୋଭିଡ ହସ୍ପିଟାଲ ଇତିମଧ୍ୟରେ ଉଦ୍‌ଘାଟିତ ହୋଇସାରିଛି। ସୋମବାର ନୂତନ ଭାବେ ୫ଟି ଜିଲା ଯଥା ଅନୁଗୋଳ, ଜଗତ୍‌ସିଂହପୁର, ସୁନ୍ଦରଗଡ, ବରଗଡ଼ ଓ ନବରଙ୍ଗପୁରରେ କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ…

ଭଦ୍ରକର ୫ ପୁରୁଷ କରୋନା ପଜିଟିଭ୍‌

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ସୋମବାର ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲେଶ୍ୱର ଜିଲାର ୨ ଓ ଭଦ୍ରକର ଜିଲାର ୫ ପଜିଟିଭ୍‌ ରହିଛନ୍ତି। ଭଦ୍ରକର ୫ଜଣ ପୁରୁଷଙ୍କଠାରେ କରୋନା ଭୂତାଣୁ ଠାବ ହୋଇଛି। ଆକ୍ରାନ୍ତଙ୍କ ବୟସ…

କରୋନା ପୀଡ଼ିତ ପିଜା ଡେଲିଭରି ବୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ରିପୋର୍ଟ ଆସିଲା

ନୂଆଦିଲ୍ଲୀ,୨୦।୪: ଦକ୍ଷିଣ ଦିଲ୍ଲୀରେ ଜଣେ ପିଜା ଡେଲିଭରି ବୟ କରୋନା ଭାଇରସରେ ସଂକ୍ରମିତ ହେବା ପରେ ପାଖାପାଖି ୭୨ ପରିବାରକୁ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଏହାସହ ଉକ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ତାଙ୍କର କେତେଜଣ ସହଯୋଗୀଙ୍କୁ ମଧ୍ୟ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଏହି ଘଟଣାରେ…

କରୋନା ରିଲିଫ୍‌ ପାଣ୍ଠିରୁ ୨୬୧ କୋଟି ଲୁଟି ନେଲେ ହ୍ୟାକର

ବର୍ଲିନ୍‌,୨୦।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଜାରି ରହିଛି। ସହାୟତା ପାଇଁ ବିଭିନ୍ନ ଅନୁଷ୍ଠାନ ତଥା ବ୍ୟକ୍ତି ବିଶେଷ କରୋନା ରିଲିଫ୍‌ ପାଣ୍ଠିକୁ ଦାନ ମଧ୍ୟ ଦେଉଛନ୍ତି। ଏହି ଅର୍ଥ କରୋନା ଲଢ଼େଇରେ ବିନିଯୋଗ ହେବ। ଯାହାଦ୍ୱାରା ସମାଜର ହିତ…

ରାଇକିଆ ବସଷ୍ଟାଣ୍ଡ ପାଲଟିଛି ଅସ୍ଥାୟୀ ପରିବା ମାର୍କେଟ

ରାଇକିଆ,୨୦।୪(ଡି.ଏନ୍‌.ଏ.): କରୋନା ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଫଳରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ରାସନ ଓ ପରିବା ଦୋକାନ ଖୋଲା ରହୁଛି । ଭିଡ଼ ଏବଂ ସାମାଜିକ ଦୂରତ୍ୱକୁ ଦୃଷ୍ଟିରେ ରଖି ଅସ୍ଥାୟୀ ଭାବେ ବସ୍‌ଷ୍ଟାଣ୍ଡ ପରିସରରେ…

ଲକ୍‌ ଡାଉନ୍‌: ରମଜାନ ନମାଜ ଉପରୁ ହଟିଲା କଟକଣା

ଇସଲାମାବାଦ୍‌,୨୦।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ବହୁ ଦେଶରେ ଲକ୍‌ ଡାଉନ୍‌ ଜାରି ହୋଇଛି। ଏପ୍ରିଲ୍‌ ୨୪ଠାରୁ ରମଜାନ ମାସ ଆରମ୍ଭ ହେଉଥିବାରୁ ଏହି ସମୟରେ ମସଜିଦ୍‌ରେ ସାମୁହିକ ନମାଜ ପାଠକୁ ସୌଦି ସମେତ…

ଚିନ୍ତା ବଢାଉଛି କରୋନା: ବ୍ରିଟେନରେ ସରି ଆସୁଛି ପିପିଇ, ସଂକ୍ରମଣରେ ୮୦ ଡାକ୍ତର, ନର୍ସଙ୍କ ମୃତ୍ୟୁ

ଲଣ୍ଡନ,୨୦।୪: ବ୍ରିଟେନରେ କରୋନା ସଂକ୍ରମଣ ଏବେ କମ୍‌ ଥିବା ସୂଚନା ରହିଛି। ହେଲେ ଏବେ ସେଠାରେ ଆଉ ଏକ ସମସ୍ୟା ହେଉଛି ଆଉ ମାତ୍ର ଗୋଟିଏ ଦିନ ପାଇଁ ସେମାନଙ୍କ ପାଖରେ ପର୍ସନାଲ ପ୍ରୋଟେକ୍‌ଟିଭ ଇକ୍ୟୁପମେଣ୍ଟ(ପିପିଇ) ବା ବ୍ୟକ୍ତିଗତ ସୁରକ୍ଷା ଉପକରଣ…

ଦେଶର ୧୧ଟି ସହରରେ କରୋନା ସଂକ୍ରମଣ ଚିନ୍ତା ଜନକ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ହଟ୍‌ ସ୍ପଟ୍‌ ଅଞ୍ଚଳରେ ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ ମଧ୍ୟ ଆରମ୍ଭ ହୋଇଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୭,୪୮୦ରେ ପହଞ୍ଚିଛି। ଦେଶର…

ଭଦ୍ରକର ୫ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା: ସମସ୍ତ ପ୍ରବେଶ ପଥ ସିଲ୍‌

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ସୋମବାର ଆଉ ୫ କରୋନା ରୋଗୀ ଚି଼ହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ୫ଟି ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଭଣ୍ଡାରିପୋଖରୀ ବ୍ଲକର ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା…

ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଇସୋଲେଶନ ସେଣ୍ଟର ପାଇଖାନା ନିର୍ମାଣରେ ଅନିୟମିତତା: ଅଭିଯୋଗ ଆଣିଲେ ଅଞ୍ଚଳବାସୀ

ଲୋଇସିଂହା ,୨୦।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଇସୋଲେଶନ ସେଣ୍ଟର ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏକ ପୁରୁଣା ଟାଙ୍କିକୁ ମରାମତି କରି ଅର୍ଥ ଆତ୍ମସାତ ପାଇଁ ଉଦ୍ୟମ ଚାଲିଥିବା ସ୍ଥାନୀୟ ଅଞ୍ଚଳବାସୀ ଆଭିଯୋଗ କରିଛନ୍ତି। ସୂଚନାନୁଯାୟୀ,…

ଭଦ୍ରକ ଜିଲାର କରୋନା ଆକ୍ରାନ୍ତଙ୍କ ସହ ଯାଜପୁର ଲିଙ୍କ୍‌: ସ୍ପଷ୍ଟ କଲେ ଯାଜପୁର ଜିଲାପାଳ

ଯାଜପୁର ଅଫିସ,୨୦।୪: ଭଦ୍ରକ ଜିଲାର ଜଣେ କରୋନା ଆକ୍ରାନ୍ତଙ୍କ ସହ ଯାଜପୁର ଜିଲାର ୬ ଜଣଙ୍କ ଲିଙ୍କ୍‌ ରହିଥିବା ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରବିବାର ଚିହ୍ନଟ ହୋଇଥିବା ଭଦ୍ରକ ଜିଲାର ଆକ୍ରାନ୍ତ…

ବଢିଲା ଲକ୍‌ଡାଉନ ଅବଧି

ହାଇଦ୍ରାବାଦ,୨୦।୪: ପ୍ରଥମ ରାଜ୍ୟ ଭାବେ ଲକ୍‌ଡାଉନ ଅବଧିକୁ ମେ’୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୮ ଥିବା ବେଳେ ୨୧ ଜଣଙ୍କ ମୃତ୍ୟୁ ହୋଇଛି। ତେଲେଙ୍ଗାନାର ୪ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri