Home

ରାମମନ୍ଦିର ନିର୍ମାଣ ହେଲେ କରୋନା ବିନାଶ ହେବ

ଭୋପାଳ,୨୩।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି। ଏହାର ମୁକାବିଲା ପାଇଁ ସରକାର ସବୁ ପ୍ରକାର ଚେଷ୍ଟା କରୁଛନ୍ତି। ସେପଟେ ମଧ୍ୟପ୍ରଦେଶ ପ୍ରୋଟେମ ବାଚସ୍ପତି ରାମେଶ୍ୱର ଶର୍ମାଙ୍କ ମନ୍ତବ୍ୟ ଚର୍ଚ୍ଚାର ବିଷୟ ପାଲଟିଛି। ଶର୍ମା କହିଛନ୍ତି…

ସୋସିଆଲ୍‌ ମିଡ଼ିଆରେ ଆକ୍ଟିଭ୍‌ ରହୁଛନ୍ତି ୩୯୬ କୋଟିରୁ ଅଧିକ ଲୋକ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାଫଳରେ ସୋସିଆଲ୍‌ ମିଡ଼ିଆରେ ଆକ୍ଟିଭ୍‌ ୟୁଜରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମ୍ପ୍ରତି ଡାଟା ରିପୋର୍ଟଲ ପକ୍ଷରୁ ପ୍ରକାଶ ପାଇଥିବା ଏକ ରିପୋର୍ଟ ଅନୁସାରେ ପୃଥିବୀର ୭୭୯…

୧୪ ପ୍ରେମିକଙ୍କ ସହ ସ୍ତ୍ରୀ ରଖିଲେ ଅବୈଧ ସମ୍ପର୍କ, ସ୍ବାମୀ କଲେ ଏମିତି

କୋଲକତା,୨୩।୭: ପଶ୍ଚିମବଙ୍ଗରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖିଥିବା ୧୪ ଯୁବକଙ୍କୁ ୧୦୦ କୋଟି ଟଙ୍କାର ମାନହାନି ନୋଟିସ୍‌ ପଠାଇଛନ୍ତି। ନୋଟିସରେ କୁହାଯାଇଛି, ଯଦି ୨ ସପ୍ତାହ ଭିତରେ ଏହି…

ସର୍‌ନେମ୍‌ ଯୋଗୁ ଏହି ମହିଳାଙ୍କୁ ମିଳୁନି ଚାକିରି, ଲୋକେ କରୁଛନ୍ତି ଉପହାସ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୩।୭: ଅନେକ ଲୋକ ସେମାନଙ୍କର ସରନେମ୍‌ ଦ୍ୱାରା ମଧ୍ୟ ଜଣାଶୁଣା ଥାନ୍ତି। ସରନେମ୍‌ ସେମାନଙ୍କୁ ଏକ ଲୋକଙ୍କୁ ଏକ ଭିନ୍ନ ପରିଚୟ ଦେଇଥାଏ। କିନ୍ତୁ ଏସବୁ ସତ୍ତ୍ୱେ ଆସାମର ଜଣେ ମହିଳାଙ୍କୁ ତାଙ୍କ ସରନେମ୍‌ ଯୋଗୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ…

ଭାରତରେ ୧୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୩।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୁରୁବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୮ହଜାର ୬୩୫ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୯ ହଜାର ୮୬୧ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ…

ବୋଲ୍ଡ ଫଟୋ ଶେୟାର କଲେ ବିପାଶା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ କରନ ସିଂ ଗ୍ରୋଭରଙ୍କୁ ବିବାହ କରିବା ପରେ ଆଉ ଫିଲ୍ମ ଦୁନିଆରେ ଦେଖିବାକୁ ମିଳୁନାହାନ୍ତି। କିନ୍ତୁ ସୋସିଆଲ ମିଡିଆରେ ସେ ବେଶ୍‌ ସକ୍ରିୟ ରହୁଛନ୍ତି। ବିପାଶା ନିକଟରେ ସୋସିଆଲ ମିଡିଆରେ ନିଜର ବୋଲ୍ଡ ଏବଂ…

ନ୍ୟାଶନାଲ ରିଫ୍ରେଶମେଣ୍ଟ୍‌ ଡେ’: ବ୍ୟସ୍ତବହୁଳ ଜୀବନରେ ମନ ହାଲୁକା କରେ

ପ୍ରତିବର୍ଷ ଜୁଲାଇ ଚତୁର୍ଥ ଗୁରୁବାର ନ୍ୟାଶନାଲ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରାଯାଏ। ୨୦୧୮ରେ ଏହିି ଦିବସ ଜୁଲାଇ ୨୬ ଓ ୨୦୧୯ରେ ଜୁଲାଇ ୨୫ରେ ପାଳନ କରାଯାଇଥିବାବେଳେ ଚଳିତ ବର୍ଷ ଏହା ୨୩ ଜୁଲାଇରେ ପାଳନ କରାଯାଉଛି। ଆମେରିକାର ଭର୍ମୋଣ୍ଟ ରାଜ୍ୟସ୍ଥିତ…

ମୃତଦେହ ମେଳରେ ମହୋତ୍ସବ

ଜାକର୍ତ୍ତା: ମୃତଦେହ ମେଳରେ ପର୍ବ। ଏଥିପାଇଁ କାଠବାକ୍ସରେ ସଂରକ୍ଷିତ କରି ପାହାଡ଼ ଗୁମ୍ଫାରେ ରଖାଯାଇଥାଏ ମରଶରୀର। ପ୍ରତି ୩ବର୍ଷରେ ଥରେ ମୃତକଙ୍କ ପୁଣ୍ୟତିଥିରେ କାଠବାକ୍ସରୁ ମୃତକଙ୍କୁ ବାହାର କରାଯାଏ ଏବଂ ଏହାପରେ ଆରମ୍ଭ ହୋଇଥାଏ ମହୋତ୍ସବ ‘ମାନେନେ’। ସାଧାରଣତଃ ମୃତଦେହକୁ ନେଇ…

ଟାର୍ଗେଟ୍‌ରେ ଗଣମାଧ୍ୟମ ପ୍ରତିନିଧି

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୩।୭: ଗଣତନ୍ତ୍ରର ଚତୁର୍ଥସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ଉପରେ ଦିନକୁ ଦିନ ନିର୍ଯାତନା ବଢ଼ିଚାଲିଛି। ଗତ ୨୩ ବର୍ଷ ମଧ୍ୟରେ ପୃଥିବୀର ବିଭିନ୍ନ ଦେଶରେ ୧୯୨୮ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା କରାଯାଇଛି। ଏହି ସମୟରେ ଭାରତରେ ୭୪ ଜଣଙ୍କୁ ହତ୍ୟା…

ପଦ୍ମପୁରରେ ଚୋରା ମଦ ବେପାରୀ ଗିରଫ

ପଦ୍ମପୁର,୨୩।୭(ଡି.ଏନ.ଏ.): ବାସୁଦେବପୁର ବ୍ଲକ ଅଧିନ ପଦ୍ମପୁର ବଜାର ନିକଟରୁ ଜଣେ ଚୋରା ମଦ ବେପାରୀଙ୍କୁ ଗୁରୁବାର ଅବକାରୀ ବିଭାଗ ଗିରଫ କରିଛି। ଗିରଫ ବେପାରୀ ହେଲେ ମନୋଜ କୁମାର ନାୟକ। ସୂଚନାଯୋଗ୍ୟ, ପଦ୍ମପୁର ବଜାର ନକଟସ୍ଥ ରାସ୍ତା ପାର୍ଶରେ ଥିବା ଏକ…

ପ୍ରେମିକାଙ୍କୁ ଭେଟିବାକୁ ଯାଇଥିଲେ ପ୍ରେମିକ, ଆଉ ତା’ପରେ

ଫତେହପୁର,୨୩।୧୦: ଉତ୍ତର ପ୍ରଦେଶର ଫତେପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକାଙ୍କୁ ଭେଟିବାକୁ ଆସିଥିବା ପ୍ରେମିକଙ୍କୁ ଅତି ନିର୍ମମ ଭାବେ ପିଟିପିଟି ହତ୍ୟା କରାଯାଇଛି। ଆରପୁର ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରିବା ପରେ ସମଗ୍ର ଅଞ୍ଚଳରେ ଉତ୍ତେଜନା ପ୍ରକାଶ…

ବେଆଇନ ଗୋରୁ ଚାଲାଣ: ୮ପିକ୍‌ଅପ୍‌ ଭ୍ୟାନ ଜବତ, ୧୧ ଗିରଫ

ରେମୁଣା,୨୩।୭(ଡି.ଏନ୍‌.ଏ): ବାଲେଶ୍ୱର ଖନ୍ତପଡ଼ା ପୋଲିସକୁ ବଡ଼ ସଫଳତା। ବେଆଇନ ଚାଲାଣ ହେଉଥିବା ଗୋରୁଙ୍କୁ ଉଦ୍ଧାର କରିଛି ପୋଲିସ। ସୂଚନାଯୋଗ୍ୟ, ରେମାଣା ବ୍ଲକ୍‌ ଖନ୍ତପଡ଼ା ଥାନା ଅଧୀନ ସାହାସପୁରାରୁ ପଶ୍ଚିମବଙ୍ଗକୁ ୮ଟି ପିକ୍‌ଅପ୍‌ ଭ୍ୟାନରେ ଗୋରୁ ଚାଲାଣ ପାଇଁ ଯାଉଥିଲା। ସୂଚନା ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?