୨୮ଜୁନରୁ ଏହି ରାଜ୍ୟରେ ଖୋଲିବ ସେଲୁନ
ମୁମ୍ବାଇ,୨୬।୬: ମହାରାଷ୍ଟ୍ରରେ କରୋନା ସଙ୍କଟ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। କରୋନା ଲକ୍ଡାଉନ ଯୋଗୁ ସାଧାରଣ ଜୀବନ ଏକପ୍ରକାର ଠପ୍ ହୋଇଯାଇଛି। ଅନଲକ୍-୧ରେ ସରକାର କେତେକ କଟକଣା କୋହଳ କରିବା ପରେ ସାଧାରଣ ଜୀବନ ଧିରେ ଧିରେ ପୂର୍ବାବସ୍ଥାକୁ ଫେରୁଛି।…
ସୋନୁଙ୍କ ଉପରେ ରାଗିଗଲେ ସୋନା, କହିଲେ ଏପରି କିଛି..
ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନିଧନ ପରେ ବଲିଉଡ୍ରେ ନେପୋଟିଜିମ୍ ଉପରେ ତର୍କ ବିତର୍କ ଲାଗିଛି। ଏହା ଉପରେ ବଲିଉଡ କଳାକାରମାନେ ସ୍ବର ଉଠାଉଛନ୍ତି। ଏହି କ୍ରମରେ ଗାୟକ ସୋନୁ ନିଗମ ଏକ ଭିଡିଓ ପୋଷ୍ଟ କରି ସଂଗୀତ ଜଗତ…
ମହାମାରୀ ସତ୍ତ୍ୱେ ବ୍ରାଜିଲ ଚାମ୍ପିୟନଶିପ୍ ଆରମ୍ଭ ହେବ
ସାଓ ପାଉଲୋ,୨୬।୬ (ଏପି): କୋଭିଡ୍-୧୯ ମହାମାରୀର ଆତଙ୍କ ଜାରି ରହିବା ସତ୍ତ୍ୱେ ଲାଟିନ୍ ଆମେରିକାର ଫୁଟବଲ ପାଓ୍ବାରା ହାଉସ୍ କୁହାଯାଉଥିବା ବ୍ରାଜିଲରେ ମୁଖ୍ୟ ଚାମ୍ପିୟନଶିପ୍ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟ ୯ ତାରିଖରୁ ଦେଶର ଏହି ସର୍ବବୃହତ୍ ଫୁଟବଲ ଚାମ୍ପିୟନଶିପ୍ ଆରମ୍ଭ…
ଥାନା ଭିତରେ ନାବାଳିକାଙ୍କୁ ବଳାତ୍କାର ପରେ ଗର୍ଭପାତ ଘଟଣା: ଥାନା ଅଧିକାରୀ ନିଲମ୍ବିତ
ସୁନ୍ଦରଗଡ଼, ୨୬।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ରଖି ଜଣେ ନାବାଳିକାଙ୍କୁ କ୍ରମାଗତ ବଳାତ୍କାର କରିବା ଏବଂ ସମ୍ପୃକ୍ତ ନାବାଳିକାଙ୍କ ଗର୍ଭପାତ କରାଇବା ଘଟଣାରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ…
୨୦୨୩ ଫିଫା ମହିଳା ବିଶ୍ୱକପ୍: ମିଳିତ ଭାବେ ଆୟୋଜନ କରିବେ ଅଷ୍ଟ୍ରେଲିଆ- ନ୍ୟୁଜିଲାଣ୍ଡ
ଜେନିଭା,୨୬।୬(ଏପି): ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମିଳିତ ଭାବେ ୨୦୨୩ ଫିଫା ମହିଳା ବିଶ୍ୱକପ୍ ଆୟୋଜନ କରିବେ। ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ତରଫରୁ ଏ ନେଇ ସ୍ପଷ୍ଟ କରାଯାଇଛି। ଯୁଗ୍ମ ଭାବେ ଏହି ମେଗା ଇଭେଣ୍ଟ ଆୟୋଜନ କରିବାକୁ…
ପ୍ରେମିକ ଅର୍ଜୁନଙ୍କୁ ଜନ୍ମଦିନରେ ଏପରି ଶୁଭେଚ୍ଛା ଜଣାଇଲେ ମଲାଇକା
ବମ୍ବେ: ଆଜି ବଲିଉଡ୍ ଅଭିନେତା ଅର୍ଜୁନ କପୁରଙ୍କ ଜନ୍ମଦିନ। ଏହାକୁ ନେଇ ତାଙ୍କ ପରିବାରଲୋକଙ୍କଠାରୁ ପ୍ରଶଂସକଙ୍କ ପର୍ଯ୍ୟନ୍ତ ଶୁଭେଚ୍ଛାର ସୁଅ ଛୁଟୁଛି। ହେଲେ ସବୁଠାରୁ ଖାସ୍ ବାର୍ତ୍ତାଟି ତାଙ୍କୁ ମିଳିଛି ପ୍ରେମିକା ତଥା ଅଭିନେତ୍ରୀ ମଲାଇକା ଅରୋରାଙ୍କଠାରୁ। ମଲାଇକା ନିଜର ଇନ୍ଷ୍ଟାପୃଷ୍ଠାରେ…
ସୁଶାନ୍ତଙ୍କ ସ୍କେଚ ତିଆରି କଲେ ଦିବ୍ୟାଙ୍ଗ ପ୍ରଂଶସକ
ଅହମଦାବାଦ,୨୬।୬: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୧୨ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ ପ୍ରଂଶସକ ଏହାକୁ ସହଜରେ ଭୁଲି ପାରୁନାହାନ୍ତି। କାହିଁକି ବା ଭୁଲିବେ। ସୁଶାନ୍ତ ଏଭଳି ଏକ ଅଭିନେତା ଥିଲେ, ଯିଏ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କୁ ଫଲୋ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୩୧, ମୋଟ ଆରୋଗ୍ୟ ସଂଖ୍ୟା ୪୪୨୨କୁ ବୃଦ୍ଧି
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୩୧ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪୩ଜଣ ଅଛନ୍ତି। ସେହିଭଳି ପୁରୀ ୨୮, ଖୋର୍ଦ୍ଧା ୨୧, କନ୍ଧମାଳ ୧୨, ଜଗତ୍ସିଂହପୁର ୭, ନବରଙ୍ଗପୁର ୬, କେନ୍ଦ୍ରାପଡ଼ା ୫, ବାଲେଶ୍ୱର ଓ…
ଖବରକାଗଜ ଖଣ୍ଡରୁ ଟ୍ରେନ୍ ପ୍ରସ୍ତୁତ କଲେ ବାଳକ, ପ୍ରଶଂସା କଲା ରେଳ ମନ୍ତ୍ରାଳୟ
ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍ଡାଉନ୍ ସ୍ଥିତି ଜାରି ରହିଥିଲା। ଫଳରେ ଲୋକମାନେ ନିଜ ନିଜ ଘରେ ରହିବାକୁ ବାଧ୍ୟ ହୋଇଥିଲେ। ଏହି ସମୟରେ କିଛି ଲୋକଙ୍କର କ୍ରିଏଟିଭିଟି(ସୃଜନଶୀଳତା) ନଜରକୁ ଆସିଥିଲା। ଏହିଭଳି ଜଣେ ବାଳକ ଏବେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।…
ପଲଓ୍ବଲ ଏକ୍ସପ୍ରେସଓ୍ବେରେ କାହିଁକି ଜରୁରୀ ଅବତରଣ କଲା ବାୟୁସେନା ହେଲିକପ୍ଟର
ଚଣ୍ଡିଗଡ଼,୨୬।୬: ହରିୟାଣାର ସୋନିପତରେ ବାୟସେନା ହେଲିକପ୍ଟରକୁ ଜରୁରୀ ଅବତରଣ କରାଯାଇଛି। ଶୁକ୍ରବାର କୁଣ୍ଡଲି-ଗାଜିଆବାଦ ପଲଓ୍ବଲ ଏକ୍ସପ୍ରେସଓ୍ବେରେ ବାୟୁସେନା ହେଲିକପ୍ଟରକୁ ଅଚାନକ ଜରୁରୀ ଅବତରଣ କରାଯାଇଥିବା ସୂଚନା ରହିଛି। ଜରୁରୀ ଅବତରଣ ସମୟରେ ହେଲିକପ୍ଟରରେ ୪ଜଣ ରହିଥିବା ବେଳେ ସେମାନେ ସମସ୍ତେ ସୁରକ୍ଷିତ…
ଗଞ୍ଜାମରେ କରୋନା ଯୋଦ୍ଧାଙ୍କ ପାଇଁ ଚିନ୍ତା: ୯ ଦିନରେ ସଂକ୍ରମିତ ହେଲେଣି ୯୪ ଜଣ
ଛତ୍ରପୁର, ୨୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୮୨୦ ଜଣ ପ୍ରବାସୀ ଫେରିଛନ୍ତି। ଏ ନେଇ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୂର୍ବରୁ କେବଳ ପ୍ରବାସୀମାନେ ସଂକ୍ରମିତ ଚି଼ହ୍ନଟ…
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର, ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତନ୍ତ୍ରୀ କହିଥିଲେ ଯେ, ବିଭିନ୍ନ ବିପର୍ଯ୍ୟୟ ଯୋଗୁ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍ କରିବା…
Archives


