ପ୍ରଧାନମନ୍ତ୍ରୀ ମୋଦି ଶୁଭାରମ୍ଭ କଲେ ‘ଆତ୍ମନିର୍ଭର ଅଭିଯାନ’: ଉତ୍ତର ପ୍ରଦେଶରେ ୧.୨୫କୋଟି ଶ୍ରମିକଙ୍କୁ ମିଳିବ ରୋଜଗାର
ଲକ୍ଷ୍ନୌ,୨୬।୬: କରୋନା ସଙ୍କଟ ଓ ଲକ୍ଡାଉନ୍ ଯୋଗୁ କୋଟି କୋଟି ଶ୍ରମିକ ନିଜ ଘରକୁ ଫେରିଆସିଛନ୍ତି। ରାଜ୍ୟକୁ ଫେରିବା ପରେ ସେମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ଉରତ୍ତରପ୍ରଦେଶ ସରକାର ଓ କେନ୍ଦ୍ର ସରକାର ଅଣ୍ଟା ଭିଡ଼ିଛନ୍ତି। ଶୁକ୍ରବାର ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବାହାର ଜିଲା ପୋଲିସଙ୍କୁ ପୁରୀ ମନା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ପୁରୀ ଯାଇପାରିବେ ନାହିଁ ଜିଲା ବାହାରର ପୋଲିସ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭକ୍ତଶୂନ୍ୟ ରଥଯାତ୍ରା କରାଯାଉଛି। ଶ୍ରୀଜିଉଙ୍କୁ ଦର୍ଶନରେ ସ୍ବଚ୍ଛତା ଅବଲମ୍ବନ ଲାଗି ପୋଲିସ ଡିଜି ଅଭୟ ନୂଆ ଏସ୍ଓପି ଜାରି କରିଛନ୍ତି। ତଦନୁଯାୟୀ ଅଫିସିଆଲ ବାହାନା କରି ବାହାର…
ଘର ବାରଣ୍ଡାରୁ ମିଳିଲା ଶିଶୁକନ୍ୟାର ମୃତଦେହ
କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ରାଙ୍କି ଗ୍ରାମରେ ଜଣେ ପାଞ୍ଚ ବର୍ଷ ଶିଶୁକନ୍ୟାର ମୃତଦେହ ଘର ବାରଣ୍ଡାରୁ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ଶିଶୁକନ୍ୟା ଜଣକ ହେଲେ ସୋନୁ ମୁଣ୍ଡାଙ୍କ ଝିଅ। ପାଟିରୁ ରକ୍ତ ବାହାରୁ ଥିବା…
ଜମ୍ମୁ-କଶ୍ମୀର ତ୍ରାଲରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଶ୍ରୀନଗର,୨୬।୬: ଜମ୍ମୁ-କଶ୍ମୀର ତ୍ରାଲ ସେକ୍ଟରରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏହି ଏନ୍କାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଜଣେ ଯବାନ ଓ ପୋଲିସକର୍ମୀ ଆହତ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ…
ଘରେ ବିଜ୍ଞାପନ ଶୁଟିଂ କଲେ ଦୀପିକା
ରାମାନନ୍ଦ ସାଗରଙ୍କ ରାମାୟଣରେ ସୀତା ଭୂମିକାରେ ଅଭିନୟ କରିଥିଲେ ଅଭିନେତ୍ରୀ ଦୀପିକା ଚିଖଲିୟା। ବର୍ତ୍ତମାନ କରୋନା ଭୟରେ ଦୀପିକା ଘରେ ଶୁଟିଂ କରୁଛନ୍ତି। ନିକଟରେ ସେ ଘରେ ଏକ ବିଜ୍ଞାପନର ଶୁଟିଂ କରିଛନ୍ତି। ଏ ନେଇ ନିଜେ ଦୀପିକା ଇନ୍ଷ୍ଟାଗ୍ରାମ୍ରେ ପୋଷ୍ଟକରି…
ଲଗାତାର ୨୦ ଦିନ ପାଇଁ ବଢ଼ିଲା ତେଲଦର
ନୂଆଦିଲ୍ଲୀ,୨୬।୬: କରୋନା ସଂକ୍ରମଣ ଜନିତ ସମସ୍ୟା ମଧ୍ୟରେ ଦେଶରେ କ୍ରମାଗତ ଭାବେ ତୈଳଦର ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲଗାତାର ୨୦ ଦିନ ପାଇଁ ତେଲ ଦର ବଢ଼ିଛି। ପେଟ୍ରୋଲ ଲିଟର ପିଛା ୨୧ ପଇସା ବୃଦ୍ଧି ପାଇଛି। ସେହିଭଳି ଡିଜେଲ…
ଏମ୍ଜିଏନ୍ଆର୍ଇଜିଏ କାର୍ଯ୍ୟରେ ଚଞ୍ଚକତା
ରସୁଲପୁର,୨୬।୬ (ଡି.ଏନ୍.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଆଇନ(ଏମ୍ଜିଏନ୍ଆର୍ଇଜିଏ) ଜରିଆରେ ଜବକାର୍ଡଧାରୀଙ୍କ ପରିବାରକୁ ବର୍ଷକୁ ଅନ୍ୟୂନ ୧୦୦ ଦିନର କାର୍ଯ୍ୟ ଯୋଗାଇ ଦିଆଯିବା ପାଇଁ ସରକାରୀ ନିୟମ ରହିଛି। ହେଲେ ଅନେକ ସ୍ଥାନରେ ପ୍ରଶାସନିକ ଅଧିକାରୀ, ଠିକାଦାରଙ୍କ…
ଅବଧି ସରିଲା, ସରିଲାନି ରାସ୍ତା କାମ
ବାରିପଦା ଅଫିସ,୨୬।୬: ଅବଧି ସରିବାର ୯ ମାସ ବିତିଲାଣି ହେଲେ ରାସ୍ତା କାମ ସରୁନି। ଠିକାଦାର କାମ ଛାଡ଼ି ଚାଲି ଯାଇ ଥିବାରୁ ଏହା ଅଧାପନ୍ତରିଆ ଭାବେ ପଡ଼ି ରହିଛି। ଫଳରେ ଏହି ରାସ୍ତା ଉପରେ ନିର୍ଭର କରୁଥିବା ୨ଟି ଗ୍ରାମର…
CORONAVIRUS UPDATE: ରାଜ୍ୟରେ ୨୧୮ ନୂଆ ଆକ୍ରାନ୍ତ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୬ ହଜାର ଟପିଲା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୯୮ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୨୦ ଲୋକାଲ୍ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୧୮୦କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ…
ନାବାଳିକାକୁ ବଳାତ୍କାର ପରେ ହତ୍ୟା ଘଟଣା: ଜେଲ ଗଲେ ଅଭିଯୁକ୍ତ ଯୁବକ
ବ୍ରହ୍ମପୁର ଅଫିସ ,୨୬।୬: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣକରି ବଳତ୍କାର ଓ ପରେ ହତ୍ୟା ଘଟଣାରେ ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଜରଡ଼ା ଥାନା ଅନ୍ତର୍ଗତ ଖରିଆଗୁଡାର ଆଲୋକ ମହାରଣା(୨୦)।…
ସୁଶାନ୍ତଙ୍କ ବିବାହ ସମ୍ପର୍କରେ ଶେଷଥର କଥା ହୋଇଥିଲେ ତାଙ୍କ ପିତା, କହିଲେ ବୋହୂ ହୋଇଥାନ୍ତେ…
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ୍ଙ୍କ ଆତ୍ମହତ୍ୟା ଖବରକୁ ଆଜି ପର୍ଯ୍ୟନ୍ତ କେହି ସହଜରେ ବିଶ୍ୱାସ କରିପାରୁନାହାନ୍ତି। ଆଉ ତାଙ୍କୁ ଜନ୍ମ ଦେଇଥିବା ପିତା କେମିତି ବା ବିଶ୍ୱାସ କରନ୍ତେ। ସୁଶାନ୍ତଙ୍କ ପାଇଁ ତାଙ୍କ ଆଖିରୁ ଲୁହ ଶୁଖୁନି। କେବଳ…
ଗୁଣ୍ଡିଚା ମନ୍ଦିରରୁ ୨ ଛଦ୍ମବେଶୀ ସେବାୟତ ଅଟକ
ପୁରୀ ଅଫିସ, ୨୬।୬: ଚଳିତ ବର୍ଷ ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହୋଇଛି। ହେଲେ ଶୁକ୍ରବାର ୨ଜଣ ସେବାୟତ ବେଶରେ ଗୁଣ୍ଡିଚା ମନ୍ଦିରରେ ପ୍ରବେଶକରି ଧରାପଡ଼ିଛନ୍ତି। ଏହି ୨ ଛଦ୍ମବେଶୀ ସେବାୟତଙ୍କୁ କୁମ୍ଭାରପଡ଼ା ପୋଲିସ ଅଟକରଖି ପଚରାଉଚରା କରୁଛି। ବର୍ତ୍ତମାନ ଚତର୍ଦ୍ଧାବିଗ୍ରହ…
Archives


