ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ୍ ରାସ୍ତା ଜବରଦଖଲ: ଉଚ୍ଛେଦ ନ ହେଲେ…
ବରଗଡ଼,୨୪ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରମ ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ରୁ ଦାବି ଜୋର୍ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼…
ରାସ୍ତାରେ ଆଇଇଡି ଖଞ୍ଜିଥିଲେ ମାଓବାଦୀ, ଯବାନଙ୍କ ପିକ୍ଅପ୍ ଯିବା ସମୟରେ…
ମାଲକାନଗିରି,୨୪ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଓ ଭୋପାଳପାଟନମ୍ ଜାତୀୟ ରାଜପଥରେ ମାଓବାଦୀମାନେ ଏକ ବଡ଼ଧରଣର ବିସ୍ଫୋରଣ ଘଟାଇଛନ୍ତି। ବିଜାପୁର ଗୋର୍ଲା ନାଲା ନିକଟରେ ଘଟିଥିବା ମାଓବାଦୀ ବିସ୍ଫୋରଣରେ ସୁରକ୍ଷା ବାହିନୀଙ୍କ ପିକ୍ଅପ୍ ଭ୍ୟାନ୍ ଅଳ୍ପକେ ବର୍ତ୍ତି ଯାଇଛି। ଯବାନମାନଙ୍କୁ…
ମ୍ୟାଚ ସମୟରେ ହୃଦଘାତର ଶିକାର ହେଲେ ତମିମ ଇକବାଲ, ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୪।୩: ପୂର୍ବତନ ବାଂଲାଦେଶ ଅଧିନାୟକ ତମିମ ଇକବାଲ ହୃଦଘାତର ଶିକାର ହୋଇଛନ୍ତି। ମ୍ୟାଚ ଖେଳୁଥିବା ସମୟରେ ତମିମ ଇକବାଲଙ୍କୁ ହୃଦଘାତ ହୋଇଥିଲା, ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ତମିମ ଇକବାଲ ଢାକା ପ୍ରିମିୟର ଲିଗ…
ଶଙ୍କରଙ୍କ ଦର୍ଶନ ପାଇଁ ଚାରିଧାମ ସାଇକେଲ ଯାତ୍ରାରେ ବାହାରିଲେ ଯୁବକ ଶଙ୍କର
ଦାରିଙ୍ଗବାଡ଼ି,୨୪ା୩(ଅରୁଣ ସାହୁ): ଶଙ୍କରଙ୍କ ଦର୍ଶନ ପାଇଁ ଶଙ୍କର ବାହାରିଛନ୍ତି ସେ ବି ସାଇକଲରେ। ଏଭଳି ଘଟଣା ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଲୋହରା ସାହିରେ। ଉକ୍ତ ସାହିର ବୈକୁଣ୍ଠନାଥ ସାହୁଙ୍କ ୨୩ ବର୍ଷୀୟ…
ICUରେ ଭର୍ତ୍ତି ହେଲେ ଜ୍ୟାକଲିନଙ୍କ ମା’
ମୁମ୍ବାଇ,୨୪।୩: ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ମାଆଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏହି ଖବର ଶୁଣିବା ପରେ, ଅଭିନେତ୍ରୀଙ୍କ ପ୍ରଶଂସକମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସମସ୍ତେ ଜାଣନ୍ତି ଯେ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ତାଙ୍କ ମାଆଙ୍କୁ ବହୁତ…
ୟୁନୁସଙ୍କ ସହ ବୈଠକ କରିବେ ମୋଦି? ଦ୍ୱିପାକ୍ଷିୟ ବାର୍ତ୍ତା ଉପରେ ବିଚାର କରୁଛି ଭାରତ
ନୂଆଦିଲ୍ଲୀ/ଢାକା,୨୪।୩: ଆଗାମୀ BIMSTEC ଶିଖର ସମ୍ମିଳନୀରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ପାଇଁ ବାଂଲାଦେଶର ଅନୁରୋଧକୁ ଭାରତ ସରକାର ଏବେ ବିଚାର କରୁଛନ୍ତି। ସଂସଦୀୟ କମିଟି ବୈଠକରେ…
ଉପ ମୁଖ୍ୟମନ୍ତ୍ରୀଙ୍କୁ କଟାକ୍ଷ କରି ଫସିଗଲେ କୁନାଲ କାମରା
ମୁମ୍ବାଇ,୨୪।୩: ଷ୍ଟାଣ୍ଡ-ଅପ କମେଡିଆନ କୁନାଲ କାମରା ପୁଣି ଥରେ ବିବାଦରେ ଫସିଛନ୍ତି। ଏଥର ସେ ଶିବସେନା ନେତା ଏବଂ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଅସୁବିଧାରେ ପଡ଼ିଛନ୍ତି। କୁନାଲ କାମରାଙ୍କ ମନ୍ତବ୍ୟ ପରେ ଶିବସେନା କର୍ମୀଙ୍କ…
Canada Elections: ନୂଆ ପ୍ରଧାନମନ୍ତ୍ରୀଙ୍କ ଘୋଷଣା, ଏପ୍ରିଲରେ ହେବ ଭୋଟିଂ
ଓଟାଓ୍ବା,୨୪।୩: କାନାଡାର ନୂଆ ପ୍ରଧାନମନ୍ତ୍ରୀ ମାର୍କ କାର୍ନି ସାଧାରଣ ନିର୍ବାଚନ ଘୋଷଣା କରିଛନ୍ତି। ଏବେ କାନାଡାରେ ୨୮ ଏପ୍ରିଲରେ ଭୋଟ ଗ୍ରହଣ କରାଯିବ। ଏହାର ଅର୍ଥ ହେଉଛି ଆଜିଠାରୁ ଠିକ ଗୋଟିଏ ମାସ ପରେ କାନାଡାରେ ଏକ ନୂତନ ସରକାର ନିର୍ବାଚିତ…
‘ସମାଜରେ ନାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ଭଞ୍ଜନଗର,୨୪ା୩(ବାବୁଲା ପ୍ରଧାନ): ଘୁମୁସର ଲେଖିକା ସଂସଦ ଜୁନ୍ ମାସରେ ତା’ର ବାର୍ଷିକ ଉତ୍ସବ ପାଳନ କରିବାକୁ ଯାଉଛି। ତେଣୁ ରବିବାର ସ୍ଥାନୀୟ ଶ୍ରୀ ସତ୍ୟସାଇ ବିଦ୍ୟାବିହାର ଠାରେ କନିଷ୍ଠ ବର୍ଗ ଏବଂ ବରିଷ୍ଠ ବର୍ଗ ବାଳିକାଙ୍କ ମଧ୍ୟରେ ନୃତ୍ୟ, ଗୀତ, ବକ୍ତୃତା,ଯୋଗାସନ…
ଚିତ୍ର ଆଙ୍କି ଚର୍ଚ୍ଚାରେ ତୁଳସୀ
ଗଞ୍ଜାମ,୨୪ା୩(ବିଦ୍ୟାଧର ସାହୁ): ବଣର ମଲ୍ଲୀ ବଣରେ ଫୁଟି ମଉଳି ଯିବା ଭଳି ଘଟଣା ଏବେ ପଦାକୁ ଆସିଛି l ଗଞ୍ଜାମ ଜିଲା କୋମଣ୍ଡ ପଞ୍ଚାୟତ ବଡ ରାମ ପଲି ଗ୍ରାମର ବିନାୟକ ରଥ ଏବଂ ମମିତା ରଥଙ୍କ ଏକ ମାତ୍ର କନ୍ୟା…
କିଏ ଛେଳି ଚରାଉଥିଲେ ତ କିଏ ମୁଗ ଉପାଡୁଥିଲେ, ପଛପଟୁ ଆସିଲା ବାର୍ହା, ଆଉ ତା’ ପରେ…
ଦିଗପହଣ୍ଡି,୨୪ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ସୋମବାର ସକାଳେ ବନ୍ୟଜନ୍ତୁ ବାର୍ହା ଆକ୍ରମଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି। ଆହତମାନେ ହେଲେ ପୁରୁଣା ଗୁମ୍ମା ଗ୍ରାମର ଅଭିମନ୍ୟୁ ମହାଙ୍କୁଡ଼(୭୦), ମୌଳାଭଞ୍ଜା ଗ୍ରାମର ବି. ଚକ୍ରପାଣି(୬୫)…
‘ଔରଙ୍ଗଜେବଙ୍କ ମସଜିଦ ଭାଙ୍ଗିଲେ କିଛି ମିଳିବ ନାହିଁ’, ଚର୍ଚ୍ଚାରେ କେନ୍ଦ୍ର ମନ୍ତ୍ରୀଙ୍କ ବୟାନ
ନୂଆଦିଲ୍ଲୀ,୨୪।୩: ଔରଙ୍ଗଜେବଙ୍କ ସମାଧିକୁ ନେଇ ମହାରାଷ୍ଟ୍ରର ରାଜନୈତିକ ପରିବେଶ ଉଷ୍ମ ରହିଛି। ଗୋଟିଏ ଗୋଷ୍ଠୀ କବରକୁ ହଟାଇବା ପାଇଁ ଦାବି କରୁଛି। ଏହି ପ୍ରସଙ୍ଗକୁ ନେଇ ନାଗପୁରରେ ମଧ୍ୟ ହିଂସା ଦେଖାଦେଇଛି। ଏବେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ ଏକ ବଡ଼ ବୟାନ…
Archives


