Home

ଲକ୍‌ ଡାଉନ୍‌ ନିୟମକୁ ଉଲ୍ଲଘଂନ କରି ଚାଲିଥିଲା ପାଠପଢା: କୋଚିଂ ସେଣ୍ଟରକୁ ସିଲ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୫ା୬-କରୋନା ସଂକ୍ରମଣକୁ ପ୍ରତିହତ କରିବା ନେଇ ଘୋଷିତ ଲକ୍‌ ଡାଉନ୍‌ ନିୟମାବଳୀ ଉଲ୍ଲଂଘନ କରି ଶିକ୍ଷାଦାନ କରୁଥିବା ଏକ ଘରୋଇ କୋଚିଂ ସେଣ୍ଟରକୁ ଗୁରୁବାର ପ୍ରଶାସନ ପକ୍ଷରୁ ସିଲ କରାଯାଇଥିବା ସୂଚନା ମିଳିଛି। ଲକ୍‌ ଡାଉନ ସମୟରେ କୋଚିଂ ସେଣ୍ଟର…

ଜ୍ୟାକ୍‌ ମାଙ୍କୁ କାଟି ପୋନି ମା ହେଲେ ଚାଇନାର ସବୁଠାରୁ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ: ଚାଇନାରୁ ଆରମ୍ଭ ହୋଇଥିଲା ମହାମାରୀ କରୋନା ସଂକ୍ରମଣ। ଏହାର ପ୍ରଭାବରେ ଦେଶର ଧନୀ ତାଲିକାରେ ପରିବର୍ତ୍ତନ ହୋଇଛି। ପୂର୍ବରୁ ଅଲିବାବାର ଜ୍ୟାକ୍‌ ମା ସବୁଠାରୁ ଧନୀ ବ୍ୟକ୍ତି ଥିଲେ। ଏବେ ତାଙ୍କୁ କାଟିଛନ୍ତି ଟେନ୍‌ସେଣ୍ଟର ସଂସ୍ଥାପକ ମା ହୁଆତେଙ୍ଗ ଓରଫ…

ଗଜଲ ଗାଇ ପ୍ରଶଂସକଙ୍କ ହୃଦୟ ଜିତିଥିଲେ ସୁଶାନ୍ତ

ବଲିଉଡ୍‌ର ସ୍ବର୍ଗୀୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କର ଏକ ପୁରୁଣା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସୁଶାନ୍ତଙ୍କୁ ଗଜଲ ଗାଉଥିବାର ଦେଖିବାକୁ ମିଳୁଛି। ସୁଶାନ୍ତଙ୍କର ଏହି ଭିଡିଓକୁ ଭୋମ୍ପଲା ତାର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଶେୟାର କରିଛି।…

ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ତାଙ୍କ ସ୍କୁଲ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି। ବିଶେଷକରି ତାଙ୍କ ପ୍ରଶଂସକ ଏବଂ କିଛି ଫିଲ୍ମ କଳାକାର ଆଦୌ ବିଶ୍ୱାସ କରୁନାହାନ୍ତି। ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଅବସରରେ ସୋସିଆଲ ମିଡିଆରେ ଲଗାତର ଫଟୋ, ଭିଡିଓ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୬୮ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪,୨୯୧କୁ ବୃଦ୍ଧି

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମରୁ ସର୍ବାଧିକ ୩୯ଜଣ ଅଛନ୍ତି। ସେହିଭଳି ଖୋର୍ଦ୍ଧାର ୨୩, ଗଜପତିର ୨୩, ପୁରୀର ୧୯, ବରଗଡ଼ର ୧୩, ସୁନ୍ଦରଗଡ଼ର ୮, ବାଲେଶ୍ୱରର ୭, ଭଦ୍ରକ-ରାୟଗଡ଼ାର ୫, ମାଲକାନଗିରି-କେନ୍ଦ୍ରାପଡ଼ା, କେନ୍ଦୁଝର-ଜଗତସିଂହପୁର-ସୋନପୁରର…

ଏହି କାରଣରୁ ବଲିଉଡ୍‌ରୁ ଦୂରେଇ ଯାଇଥିଲେ ରିୟା ସେନ୍‌

ବଲିଉଡ୍‌ ଅଭିନେତ୍ରୀ ରିୟା ସେନ୍‌ ‘ଚୁଡି ଯୋ ଖନ୍‌କେ ହାଥୋ ମୈ…’ ମ୍ୟୁଜିକ୍‌ ଭିଡିଓରୁ ଚର୍ଚ୍ଚାକୁ ଆସିଥିଲେ। ଏହା ପରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିବା ଆରମ୍ଭ କରିଥିଲେ। ଏମିତିରେ ବି ଅଭିନୟ ତାଙ୍କ ରକ୍ତରେ ରହିଛି। ରିୟା ଲୋକପ୍ରିୟ…

ଏମିତି ଦେଶ, ଯେଉଁଠି ଚାକିରି ପାଇଁ ଠେଲିବାକୁ ପଡ଼େ ଟ୍ରେନ୍‌

ସାଧାରଣତଃ ମଣିଷ ପାଇଁ ଖାଦ୍ୟ, ବସ୍ତ୍ର ଏବଂ ବାସଗୃହ ନିତାନ୍ତ ଆବଶ୍ୟକ। ଏହା ମୌଳିକ ଆବଶ୍ୟକତା। ଆଉ ଏହି ଆବଶ୍ୟକତା ପୂରଣ କରିବା ପାଇଁ ଜଣେ ଲୋକକୁ କିଛି ନା କିଛି ରୋଜଗାର କରିବା ନିହାତି ଦରକାର। ଅନେକ ଲୋକ ପେଟ…

ଜୁଲାଇ ୨୪ରେ ରିଲିଜ୍‌ ହେବ ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ତାଙ୍କ କ୍ୟାରିୟରକୁ ନେଇ ଅନେକ ସ୍ବପ୍ନ ଦେଖିଥିଲେ। କିନ୍ତୁ ତାଙ୍କ ଆତ୍ମହତ୍ୟା ଘଟଣା ଏ ସବୁଥିରେ ପୁର୍ଣ୍ଣଚ୍ଛେଦ ପକାଇଛି। ଏଥିସହ ଅଭିନେତାଙ୍କୁ ପ୍ରଶଂସକଙ୍କଠାରୁ ଦୂରେଇ ନେଇଛି। ଶେଷ ଫିଲ୍ମ ‘ଦିଲ୍‌ ବେଚାରା’ ଦେଖିବାର ବୋଧହୁଏ…

ସୁଶାନ୍ତଙ୍କ ପରେ ଆତ୍ମହତ୍ୟା କଲେ ଏହି ଟିକ୍‌ଟିକ୍‌ ଷ୍ଟାର

ମୁମ୍ବାଇ: ଦିନକୁ ଦିନ ବଲିଉଡ୍‌ କଳାକାରଙ୍କ ଆତ୍ମହତ୍ୟା ତାଲିକା ଲମ୍ବି ଚାଲିଛି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଜଣେ ୧୬ ବର୍ଷର ଟିକ୍‌ଟକ୍‌ ଷ୍ଟାର ସିୟା କକ୍କର ଆତ୍ମହତ୍ୟା କରିଛନ୍ତି। ସିୟାଙ୍କ ମ୍ୟାନେଜର ଅର୍ଜୁନ ସରିନ୍‌ଙ୍କ କହିବା ଅନୁସାରେ,…

ପୋଲିସ ଏସ୍‌ଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ

ବ୍ରହ୍ମପୁର ଅଫିସ/ଜଗନ୍ନାଥପ୍ରସାଦ,୨୫।୬(ଡି.ଏନ.ଏ.)- ଏକ ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନାରେ କାର୍ଯ୍ୟରତ ପ୍ରୋବେସନାଲ ଏସ୍‌ଆଇ ସିଦ୍ଧାର୍ଥ କୁମାର ଗୌଡ଼। ଏ ନେଇ ନଂ. ୮/୨୦ରେ ଗୌଡ଼ଙ୍କୁ ଗିରଫ କରାଯିବା ସହ…

ଚୁଡାନ୍ତ ଅନୁମୋଦନ ନ ମିଳିବା ପର୍ଯ୍ୟନ୍ତ କରୋନିଲର ବିଜ୍ଞାପନ କରି ନ ଥାଆନ୍ତା ପତଞ୍ଜଳି: ଆୟୁଷ ମନ୍ତ୍ରୀ

ନୂଆଦିଲ୍ଲୀ,୨୫।୬: ଗୋଟିଏ ପଟେ କରୋନା ମହାମାରୀ ଚିନ୍ତା ବଢାଇ ଚାଲିଥିବା ବେଳେ ଅନ୍ୟପଟେ କରୋନା ପାଇଁ ଯୋଗଗୁରୁ ବାବା ରାମଦେବଙ୍କ ପତଞ୍ଜଳି ଆୟୁର୍ବେଦ ଔଷଧ ପ୍ରସ୍ତୁତି କରିଥିବା ଖବର ବେଳବୁ ବେଳ ଅଡୁଆ ଭିତରକୁ ଚାଲି ଯାଉଛି। ଗୁରୁବାର କେନ୍ଦ୍ର ଆୟୁଷ…

ଟିକ୍‌ଟକ୍‌କୁ ଜୋରଦାର୍‌ ଟକ୍କର ଦେବ ଏହି ସ୍ବଦେଶୀ ଆପ୍‌

ନୂଆଦିଲ୍ଳୀ,୨୪।୬ : ଚାଇନାର ଭାରତ ବିରୋଧୀ କାର୍ଯ୍ୟକଳାପ ଏବଂ ୨୦ ଯବାନ ଶହୀଦ ହେବା ଘଟଣାକୁ ନେଇ ଦେଶ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚାଇନା ସାମଗ୍ରୀର ବୟକଟ କରିବା ନେଇ ସାରା ଦେଶରେ କ୍ୟାମ୍ପେନ ହେଉଥିବା ଦେଖାଯାଇଛି। ଏପଟେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri