Home

୫ ମାସ ଯାଏ ମାଗଣାରେ ମିଳିବ ଡାଲି, ଚାଉଳ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ମହାମାରୀ କରୋନା ଯୋଗୁ ପ୍ରଭାବିତ ହୋଇଛି ଗରିବ ଲୋକଙ୍କ ଜୀବନ ଆଉ ଜୀବିକା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କ ପାଇଁ ୫ ମାସ ଲାଗି ମାଗଣାରେ ଡାଲି, ଚାଉଳ ଯୋଗାଇ…

ଅବସର ନେବା ପୂର୍ବରୁ କରୋନାରେ ଆଖିବୁଜିଲେ ପ୍ରଧାନ ଶିକ୍ଷୟିତ୍ରୀ

ପୁରୁଷୋତ୍ତମପୁର, ୨୧।୭(ଡି.ଏନ୍‌.ଏ.): ମହାମାରୀ କରୋନାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ମଙ୍ଗଳବାର ପ୍ରଥମ ମୃତ୍ୟୁ ଘଟିଛି। ଏଥିରେ ଏନଏସି ଅନ୍ତର୍ଗତ କନକା ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରୁଥିବା ଟି ବିଜୟଲକ୍ଷ୍ମୀଙ୍କ ମୃତ୍ୟୁ ହୋଇଛି। ସେ ଆସନ୍ତା…

କମାଣ୍ଡୋ ଷ୍ଟାରଙ୍କ ବଡ଼ ଉପଲବ୍ଧି: ପୁଟିନ୍‌-ବେୟର ଗ୍ରିଲ୍ସ କ୍ଲବରେ ସାମିଲ ହେଲା ନାମ

ବମ୍ବେ: ଅନ୍ତରାଷ୍ଟ୍ରୀୟସ୍ତରରେ ଭାରତକୁ ଗୌରବାନ୍ବିତ କରିଥିବା ଅନ୍ୟତମ ଅଭିନେତା ପାଲଟିଛନ୍ତି ବିଦ୍ୟୁତ ଜାମଓ୍ବାଲ। ପୂର୍ବରୁ ତାଙ୍କୁ ଜ୍ୟାକି ଚାନ୍‌ ଆକ୍ସନ ମୁଭି ଆଓ୍ବାର୍ଡ ମିଳିସାରିଛି। ଏବେ ତାଙ୍କୁ ଭ୍ଲାଦିମିର ପୁଟିନ୍‌ ଏବଂ ବିୟର ଗ୍ରିଲ୍ସଙ୍କ ଭଳି ବଡ଼ ନାମ ଥିବା ତାଲିକାରେ…

୬୫କୁ ବଢ଼ିଲା ଡାକ୍ତରଙ୍କ ଅବସର ବୟସ ସୀମା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଡାକ୍ତରଙ୍କ ଅବସର ସୀମା ବୃଦ୍ଧି କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଓଏଚ୍‌ଏମ୍‌ଏସ୍‌ କ୍ୟାଡର ଡାକ୍ତରଙ୍କ ବୟସ ସୀମା ୬୫କୁ ବୃଦ୍ଧି କରାଯିବ। ମଙ୍ଗଳବାର ଆୟୋଜିତ କରୋନା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିବା ସୂଚନା ମିଳିଛି। ତେବେ…

ସୋସିଆଲ ମିଡିଆରେ ଆପଣଙ୍କ ସାଥୀ ଏହି ୫ କାମ କରୁଥିଲେ ହୋଇଯାଆନ୍ତୁ ସତର୍କ, ଘଟିପାରେ ଏଭଳି କିଛି..

ମହାମାରୀ କରୋନା ଯୋଗୁ ଲୋକମାନେ ଅଧିକରୁ ଅଧିକ ସମୟ ଘରେ ଅତିବାହିତ କରୁଛନ୍ତି। ଏପରି ପରିସ୍ଥିତିରେ ସମୟ ବିତାଇବା ପାଇଁ ଇଣ୍ଟରନେଟ୍‌ ବରଦାନ ପାଲଟିଛି। ତେବେ, ସୋସିଆଲ ମିଡିଆର କିଛି ଭୁଲ ଅଭ୍ୟାସ ହେତୁ, ସମ୍ପର୍କ ମଧ୍ୟରେ ମତଭେଦ ଉପୁଜିପାରେ। ଆପଣଙ୍କ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୦ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଆଉ ୪୦୦ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୧୩୭ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା କଟକର ୫୮ଜଣ, ଖୋର୍ଦ୍ଧାର ୪୬, କୋରାପୁଟ ୪୧, ଯାଜପୁରର ୩୭, କେନ୍ଦୁଝରର ୧୪, କେନ୍ଦ୍ରାପଡ଼ାର ୧୦, ମୟୂରଭଞ୍ଜର ୯, ନୟାଗଡ଼ର ୭,…

ମୋଦି ସରକାରଙ୍କ ଅମଳରେ ୨୭ରୁ ୫ ହେବାକୁ ଯାଉଛି ସରକାରୀ ବ୍ୟାଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୨୧।୭: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଦେଶରେ ସରକାରୀ ବ୍ୟାଙ୍କର ସଂଖ୍ୟାକୁ କମାଇ ୫ କରିବାକୁ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏକ ରିପୋର୍ଟ ମୁତାବକ ସରକାର ବ୍ୟାଙ୍କକୁ ନ ମିଶାଇ ଏହାର ଘରୋଇକରଣ କରିବାକୁ ଚାହୁଁଛନ୍ତି। ଯଦି ଏପରି ହୁଏ…

କୁକୁରକୁ ରାସ୍ତା ପାର କରାଇବା ପାଇଁ ଟ୍ରାଫିକକୁ ଅଟକାଇଲେ ପୋଲିସ

ଗାଡ଼ି ଧକ୍କାରେ ଅନେକ ସମୟରେ ନିରୀହ ପଶୁପକ୍ଷୀଙ୍କ ଜୀବନ ଯାଉଥିବା ଆମେ ଦେଖିଛୁ। ତେବେ ଏହି କରୋନା ସମୟରେ ଏମିତି ଏକ ଭିଡିଓ ସମ୍ମୁଖକୁ ଆସିଛି ଯାହାକୁ ଦେଖିଲେ ଖୁସି ଲାଗିବ। ଜଣେ ଟ୍ରାଫିକ ପୋଲିସ ଗୋଟିଏ କୁକୁରକୁ ରାସ୍ତା ପାର…

ପ୍ରବେଶିକା ପରୀକ୍ଷା ଦେବାକୁ ଯାଇଥିବା ୨ଜଣ ଛାତ୍ର କରୋନା ପଜିଟିଭ୍‌: ଚିନ୍ତାରେ ପ୍ରଶାସନ

ଥିରୁଭାନନ୍ତପୁରମ,୨୧।୭: କେରଳ ଇଞ୍ଜିନିୟରିଂ ଆର୍କିଟେକ୍‌ଚର ମେଡିକାଲ ପ୍ରବେଶିକା ପରୀକ୍ଷା ଦେଇଥିବା ଥିରୁଭାନନ୍ତପୁରମର ୨ଜଣ ଛାତ୍ର ଓ ଜଣେ ଅଭିଭାବକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨ଜଣ ଛାତ୍ରଙ୍କ ମଧ୍ୟରୁ ଜଣେ ଛାତ୍ର କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ।…

କାଳ ସାଜିଲା କରୋନା: ଗୋଟିଏ ଭୁଲ୍‌ ଯୋଗୁ ମା’ଙ୍କ ସହ ୫ ପୁଅଙ୍କ ମୃତ୍ୟୁ; ଏଭଳି ବ୍ୟାପିଲା ସଂକ୍ରମଣ

କାଳ ହୋଇଛି ମହାମାରୀ କରୋନା। ଝାଡଖଣ୍ଡର ଗୋଟିଏ ପରିବାରର ହସଖୁସି ଛଡ଼ାଇ ନେଇଛି ଏହି ମହାମାରୀ। ଏଥିରେ ସଂକ୍ରମିତ ହେବା ପରେ ପରିବାରର ୬ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମା’ଙ୍କ ସହ ୫ପୁଅଙ୍କ ମୃତ୍ୟୁ ଘଟିଛି। ଏପରିକି ତାଙ୍କ ୬ଷ୍ଠ ପୁଅଙ୍କ…

ପ୍ଲେ ସ୍କୁଲରେ ଶିଶୁଙ୍କ ଉପରେ ଅତ୍ୟାଚାର: ଦେଖିଲେ ଆଖିରେ ଆସିଯିବ ଲୁହ

ମା’ବାପା ବିଶ୍ୱାସର ସହ ନିଜ କୋମଳମତି ଶିଶୁମାନଙ୍କୁ ପ୍ଲେ ସ୍କୁଲରେ ଛାଡୁଛନ୍ତି। ସେଠାରେ ନିଜ ଶିଶୁମାନେ ଭଲରେ ରହିବା ସହ ଭଲ କଥା ଶିଖିବେ ବୋଲି ସବୁ ମା’ବାପା ଚାହାନ୍ତି। ମାତ୍ର ଏମିତି ଏକ ଭିଡିଓ ଏବେ ସମ୍ମୁଖକୁ ଆସିଛି ଯାହାକୁ…

ଘରକୁ ଘର ପହଞ୍ଚିବ ରାଶନ, ଗହମ ବଦଳରେ ମିଳିବ ଅଟା

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ‘ମୁଖ୍ୟମନ୍ତ୍ରୀ ଘରକୁ ଘର ରାଶନ ଯୋଜନା’ ଆରମ୍ଭ କରିବାକୁ ଯାଉଛନ୍ତି। ଦିଲ୍ଲୀ ସରକାରଙ୍କ କ୍ୟାବିନେଟରେ ମଙ୍ଗଳବାର ‘ମୁଖ୍ୟମନ୍ତ୍ରୀ ଘରକୁ ଘର ରାଶନ ଯୋଜନା’କୁ ମଞ୍ଜୁରୀ ମିଳିଛି। ଏହି ଯୋଜନା ଜରିଆରେ ହିତାଧିକାରୀଙ୍କୁ ହୋମ ଡେଲିଭରି ସେବା ପ୍ରଦାନ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?