ବିଶ୍ୱ ଚେସ୍ ଦିବସରେ ପ୍ରତ୍ୟୁଷ ଚାମ୍ପିୟନ
ଭୁବନେଶ୍ୱର, ୨୧।୭(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ ଚେସ୍ ଦିବସ ଅବସରରେ ସୋମବାର ଆୟୋଜିତ ଅନ୍ଲାଇନ୍ ଚେସ୍ ଚାମ୍ପିୟନଶିପ୍ରେ ପ୍ରତ୍ୟୁଷ ମହାପାତ୍ର ଚାମ୍ପିୟନ ହୋଇଛନ୍ତି। ଏସଆର ଚେସ୍ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ ମଦର୍ସ ପବ୍ଲିକ୍ ସ୍କୁଲର ୯ମ ଷ୍ଟାଣ୍ଡାର୍ଡ ଛାତ୍ର ପ୍ରତ୍ୟୁଷ…
୨ ସେବାୟତଙ୍କୁ କରୋନା
ପୁରୀ ଅଫିସ,୨୦ା୭:ରଥଯାତ୍ରା ପରେ କରୋନା ସଂକ୍ରମଣ ସ୍ଥିତି ଜାଣିବା ପାଇଁ ସେବାୟତମାନଙ୍କର ତୃତୀୟ ପର୍ଯ୍ୟାୟ କୋଭିଡ୍ ଟେଷ୍ଟ କରାଯାଇଥିଲା। ମୋଟ ୨,୬୩୬ ସେବାୟତଙ୍କ ସ୍ବାବ୍ ସଂଗ୍ରହ ହୋଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅନ୍ୟମାନଙ୍କ ରିପୋର୍ଟ ନେଗେଟିଭ…
ସ୍ମରଣୀୟ ହୋଇ ରହିବେ ବିଜୟ: ରାଜ୍ୟପାଳ
ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡିଆ ଅଭିନୟ ଜଗତକୁ ବିଜୟଙ୍କ ଅବଦାନ ଅତୁଳନୀୟ। ଅଭିନୟ ଲାଗି ସେ ସମସ୍ତଙ୍କ ହୃଦୟରେ ସବୁଦିନ ପାଇଁ ମନେ ରହିବେ…
କଳାର ଯାଦୁରେ ବାନ୍ଧି ରଖିପାରୁଥିଲେ ବିଜୟ: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁରେ ଓଡିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା। ପିଢିପରେ ପିଢି ତାଙ୍କର ପ୍ରଶଂସକଙ୍କୁ ସେ କଳାର ଯାଦୁରେ…
ବିଜୟ ମହାନ୍ତିଙ୍କ ବିୟୋଗ ଏକ ଯୁଗର ଅନ୍ତ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୭(ବ୍ୟୁରୋ)- ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି ଯେ ବିଜୟ ମହାନ୍ତି ତାଙ୍କର ବହୁବିଧ ପ୍ରତିଭା ପାଇଁ ଓଡ଼ିଆ ଚଳଚ୍ଚିତ୍ରକୁ ସମୃଦ୍ଧ କରିଛନ୍ତି। ଓଡ଼ିଆ…
ଆଉ ନାହାନ୍ତି ବିଜୟ ମହାନ୍ତି
ଭୁବନେଶ୍ୱର,୨୦।୭(ବ୍ୟୁରୋ)ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି। ଦୀର୍ଘ ମାସର ଅସୁସ୍ଥତା ପରେ ସୋମବାର ରାତିରେ ବିଜୟ ଆଖି ବୁଜିଛନ୍ତି। ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେବାପରେ କିଛି ସମୟରେ ଡାକ୍ତର…
ଏ ବର୍ଷ ହେବନି ଟି୨୦ ବିଶ୍ୱକପ୍
ଦୁବାଇ, ୨୦ା୭ (ପି.ଟି.): କୋଭିଡ୍-୧୯ ମହାମାରୀ ଯୋଗୁ ଚଳିତ ବର୍ଷ ଅଷ୍ଟ୍ରେଲିଆରେ ହେବାକୁଥିବା ପୁରୁଷ ଟି୨୦ ବିଶ୍ୱକପ୍କୁ ସ୍ଥଗିତ ରଖାଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ ସୋମବାର ଏ ବିଷୟରେ ସ୍ପଷ୍ଟ କରାଯାଇଛି। ଫଳରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…
ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି ଗୁରୁତର
ଭୁବନେଶ୍ୱର,୨୦।୭(ବ୍ୟୁରୋ)-ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି ସୋମବାର ପୁଣି ଥରେ ଗୁରୁତର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଯୁବତୀ ସେଲଫି ନେବାବେଳେ ପଛରୁ ଆସିଲା ଭାଲୁ; ଆଉ ତା ପରେ…
ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଭିଡିଓ ଭାଇରାଲ ହେଉଛି। ତେବେ ବର୍ତ୍ତମାନ ଏପରି ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖିକି ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଭିଡିଓରେ, ୨ ଜଣ ଯୁବତୀ ପାର୍କରେ ବୁଲୁଛନ୍ତି। ସେତିକିବେଳେ ଗୋଟିଏ ଭାଲୁ ଆସି…
ରାଜ୍ୟରେ ପୁଣି ୪୫୭ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୦।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୧୮ ଜଣ ସୁସ୍ଥ ହୋଇଥିବାବେଳେ ନୟାଗଡରୁ ୫୩, କଟକରୁ ୪୪, ସୁନ୍ଦରଗଡରୁ ୩୮, ଖୋର୍ଦ୍ଧାରୁ ୩୨, ଗଜପତିରୁ ୨୨, ଯାଜପୁରରୁ୨୦, ନୂଆପଡାରୁ ୧୮, ବାଲେଶ୍ୱରରୁ ୧୭, ମୟୂରଭଞ୍ଜରୁ…
କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି
ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଦ୍ୱାରା ଗଞ୍ଜାମ ଓ ଆଖପାଖ ଜିଲାର ଗୁରୁତର ରୋଗୀଙ୍କୁ ପ୍ଲାଜମା ଥେରାପି ଯୋଗାଇ ଦିଆଯିବ।…
ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ
ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ ଜୁଲାଇ ୩୧ ଯାଏଁ ବନ୍ଦ ରଖାଯାଇଛି। ଏ ନେଇ ସମ୍ବଲପୁର ଜିଲାପାଳ ଏକ…

