Home

କଣ୍ଟେନମେଣ୍ଟ ଜୋନ୍‌ରୁ ହଟିଲା ରେଣୁକା ଗଳି

ପୁରୀ ଅଫିସ,୨୧।୫: ପୁରୀ ସହରସ୍ଥ ରେଣୁକା ଗଳି ଅଞ୍ଚଳରୁ ଗତ ୧୦ ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗୋଟିଏ ପରିବାର ଦୁଇ ସଦସ୍ୟ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ଅଞ୍ଚଳକୁ ବିଶୋଧନ କରାଯାଇଥିଲା।…

ଖୋର୍ଦ୍ଧା: ୩୧୭୨ ଲୋକ ପ୍ରଭାବିତ

ଖୋର୍ଦ୍ଧା ଅଫିସ,୨୧।୫: ଅମ୍ଫନ୍‌ ପ୍ରଭାବରେ ଖୋର୍ଦ୍ଧା ଜିଲାରେ ବୁଧବାର ସକାଳଠାରୁ ଅପରାହ୍ନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଓ ପବନ ଲାଗିରହିଥିଲା। ଜିଲାରେ ୩୪.୯୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ବାଲିଅନ୍ତାରେ ସର୍ବାଧିକ ୫୭ ଓ ବାଣପୁରରେ ସର୍ବନିମ୍ନ ୧୫ ମି.ମି ବର୍ଷା…

ସ୍ନାନଯାତ୍ରା ପ୍ରସ୍ତୁତି : ଆଜି ୧୦ ନିଯୋଗ ସହ ବୈଠକ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ତାରିଖରେ ସ୍ନାନଯାତ୍ରା। ସ୍ନାନମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିପରି ଶୃଙ୍ଖଳିତ ଭାବେ ସମ୍ପନ୍ନ କରାଯିବ ସେ ନେଇ ବିଭିନ୍ନ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ। ଗତ ୧୨ ତାରିଖରେ…

ରାଜଧାନୀରେ ସାମାନ୍ୟ ପ୍ରଭାବ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଭୁବନେଶ୍ୱରରେ ବାତ୍ୟା ଅମ୍ଫନ୍‌ର ପ୍ରଭାବ ସାମାନ୍ୟ ଅନୁଭୂତ ହୋଇଛି। ଏହା ପ୍ରଭାବରେ ମଙ୍ଗଳବାରଠାରୁ ଝିପିଝିପି ବର୍ଷା ହୋଇଥିବାବେଳେ ବିଳମ୍ବିତ ରାତିରୁ ବୁଧବାର ମଧ୍ୟାହ୍ନ ଯାଏ ବର୍ଷିଥିଲା। ୪୦ରୁ ୫୦ କି.ମି. ବେଗରେ ପବନ ବହିଥିଲେ ମଧ୍ୟ ରାଜଧାନୀରେ ସେପରି କିଛି…

ପୋଲିସକୁ ଓଏଚ୍‌ଆର୍‌ସିଙ୍କ କଡ଼ା ସମାଲୋଚନା

କଟକ ଅଫିସ୍‌,୨୧।୫: କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଜଣେ ଯୁବକଙ୍କୁ ଆଇଆଇସି ସନ୍ଧ୍ୟାରାଣୀ ଜେନା ମାଡ଼ ମାରିବାର ଭିଡିଓ ଭାଇରାଲ ଖବର ପ୍ରକାଶ ପରେ ସାମାଜିକ କର୍ମୀ ମନୋଜ ଜେନାଙ୍କ ତରଫରୁ ଓଡ଼ିଶା ମାନବାଧିକାର କମିଶନ୍‌ (ଓଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ…

୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ସେବାର ବ୍ୟବସ୍ଥା କରିଛି ଭାରତୀୟ ରେଳ ମନ୍ତ୍ରଣାଳୟ। ମେ’ ୧ରୁ ସେବା…

ହାତ ଦେଖାଇଲେ ଆପେ ସ୍ପ୍ରେ ହେବ ସାନିଟାଇଜର

କଟକ ଅଫିସ,୨୧।୫: କରୋନା ମୁକାବିଲା ପାଇଁ ଦେଶର ବିଭିନ୍ନ କ୍ଷେତ୍ରରୁ ପ୍ରୟାସ ଚାଲିଛି। ଏହି କ୍ରମରେ କରୋନା ଲଢ଼େଇରେ ସାମିଲ ହୋଇଛି କଟକସ୍ଥିତ ଖପୁରିଆ ସରକାରୀ ଆଇଟିଆଇ। ପୂର୍ବରୁ ଭ୍ରାମ୍ୟମାଣ କୋଭିଡ୍‌ ନମୁନା ସଂଗ୍ରହ ମେଶିନ ଓ କୋଭିଡ ହସ୍ପିଟାଲରେ କାର୍ଯ୍ୟ…

କଟକ ପୋଲିସକୁ ଘାରିଲା କରୋନା ଭୟ

କଟକ ଅଫିସ୍‌,୨୧।୫: ଭୁବନେଶ୍ୱରରେ ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସର ଅଧିକାରୀ ଓ କର୍ମଚାରୀଙ୍କ ଭିତରେ ଛନକା ପଶିଛି। ଉଭୟ ଭୁବନେଶ୍ୱର ଓ କଟକ ସହରରେ ପୋଲିସ କର୍ମଚାରୀ, ଅଧିକାରୀଙ୍କ ନମୁନା…

ଅମ୍ଫନ୍‌ ପାଇଁ ବନ୍ଦ ରହିଲା ହାଇକୋର୍ଟ

କଟକ ଅଫିସ୍‌,୨୧।୫: ସାମୁଦ୍ରିକ ବାତ୍ୟା ‘ଅମ୍ଫନ୍‌’ ଯୋଗୁ ବୁଧବାର ହାଇକୋର୍ଟ ବନ୍ଦ ରହିଛି। ବୁଧବାର ପାଇଁ ଧାର୍ଯ୍ୟ ହୋଇଥିବା ମାମଲାଗୁଡ଼ିକର ଶୁଣାଣି ଗୁରୁବାର କରାଯିବ। ଏନେଇ ହାଇକୋର୍ଟ ରେଜିଷ୍ଟ୍ରାର୍‌ (ଜୁଡିସିଆଲ) ସୂଚନା ଦେଇଛନ୍ତି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ସଂଯୋଗ ଓ ଇଣ୍ଟରନେଟ୍‌…

ଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟର

ଜୟପୁର,୨୦ା୫(ଡି.ଏନ୍‌.ଏ.): କାରୋନା ଆଣିଛି ଦୁଃଖ । ସଚେତନତା ହେଉଛି ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ। କୋରାପୁଟ ଜିଲାର ଉପାନ୍ତ ଅଞ୍ଚଳର ଆଦିବାସୀଙ୍କୁ ସଚେତନ କରୁଛନ୍ତି ଜୟପୁର ରେଞ୍ଜ୍‌ର ଫରେଷ୍ଟର ପ୍ରଶାନ୍ତ ସାମନ୍ତରାୟ। ଆଦିବାସୀ ଗୀତ ଗାଇ ସେ କରୋନା ଭୂତାଣୁ ସମ୍ପର୍କରେ…

‘ଅମ୍ଫନ’ ପ୍ରଭାବରେ ଗଛ ଉପୁଡି ରାସ୍ତା ଅବରୋଧ

ବନ୍ତ,୨୦।୫(ଡି.ଏନ୍‌.ଏ.)-ବୁଧବାର ବାତ୍ୟା ‘ଅମ୍ଫନ’ର ପ୍ରଭାବ ଭଦ୍ରକ ଜିଲା ବନ୍ତ ବ୍ଲକରେ ଦେଖିବାକୁ ମିଳିଛି। ମଙ୍ଗଳବାର ଦିନ ତମାମ କୋହଲା ପାଗ ରହିବା ପରେ ସନ୍ଧ୍ୟା ଠାରୁ ଝିପ୍‌ ଝିପ୍‌ ବର୍ଷା ସାଙ୍ଗକୁ ଅଳ୍ପ ପବନ ବହିଥିଲା। ରାତି ଠାରୁ ବର୍ଷାର ମାତ୍ରା…

ବାତ୍ୟା ପରେ ସହାୟତା ପାଇଁ ପ୍ରୟାସ

ବାଲେଶର ଅଫିସ, ୨୦ା୫-ବିଜେଡିର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟ ବିଜେଡି ସଙ୍ଗଠନ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ବାଲେଶ୍ୱର ଜିଲା ସଭାପତି ତଥା ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନା ଜିଲାର ବାତ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri