ଇଂଲଣ୍ଡ ଗସ୍ତ ପୂର୍ବରୁ ୧୦ ପାକିସ୍ତାନୀ କ୍ରିକେଟରଙ୍କୁ କରୋନା
ଇସ୍ଲାମବାଦ୍, ୨୩।୬- ଇଂଲଣ୍ଡ ଗସ୍ତ ପୂର୍ବରୁ ୧୦ ପାକିସ୍ତାନ କ୍ରିକେଟର୍ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ପୂର୍ବରୁ ୩ ଜଣ ଖେଳାଳି ସୋଏବ ଖାନ୍, ହାରିସ ରଫ୍ ଓ ହାଇଦର ଅଲି କରୋନା ଆକ୍ରାନ୍ତ ହୋଇଥିଲେ। ମଙ୍ଗଳବାର ଆଉ ୭…
ଶାହାଙ୍କୁ ଚିଠି ଲେଖିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୩।୬: ଦିଲ୍ଲୀରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏକ ଚିଠି ଲେଖିଛନ୍ତି। ଦିଲ୍ଲୀ ଛତରପୁରରେ ଥିବା…
କୁପଓ୍ବାଡା ମାଛିଲ ସେକ୍ଟରରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ
କୁପଓ୍ବାଡା,୨୩।୬: ଆତଙ୍କବାଦୀଙ୍କୁ ଭାରତ ସୀମାରେ ଅନୁପ୍ରବେଶ କରାଇବା ପାଇଁ ଲଗାତର ପାକିସ୍ତାନ ଉଦ୍ୟମ ଜାରି ରଖିଛି। ଇତିମଧ୍ୟରେ ମଙ୍ଗଳବାର ପାକିସ୍ତାନ ସେନା ପକ୍ଷରୁ ଜମ୍ମୁ-କଶ୍ମୀର କୁପଓ୍ବାଡା ଜିଲାର ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ସୀମା ଆରପଟୁ ଭାରିମାତ୍ରାରେ ଗୁଳିଗୋଳା ବର୍ଷଣ…
ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ
ପୁରୀ ଅଫିସ, ୨୩।୬: ଶେଷରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀଜଗନ୍ନାଥ। ଶରଧାବାଲିରେ ବଡ଼ ଠାକୁର ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ରଥ ପହଞ୍ଚିଥିଲା। ଶେଷରେ ୫ଟା ୧୦ରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିରେ ସମ୍ମୁଖରେ ପହଞ୍ଚିଛି। ଅପରାହ୍ନ ୪ଟା ୧୧ରେ…
ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ କରୋନା ପୀଡ଼ିତ !
ପାଟନା,୨୩।୬: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ଏହି ନିର୍ବାଚନରେ ମତଦାତାଙ୍କ ପାଇଁ ନିୟମରେ କିଛିଟା ପରିବର୍ତ୍ତନ କରାଯାଇଥିବା ସୂଚନା ମିଳିଛି। ଏଣିକି କରୋନା ସଂକ୍ରମିତ ମତଦାତା ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ। ଦେଶବ୍ୟାପି…
ପାଦରେ ବେଡ଼ି ପକାଇଲା କରୋନା: କାର୍ଯ୍ୟାଳୟରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରାକୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ଚଳିତ ବର୍ଷର ରଥଯାତ୍ରା ଐତିହାସିକ। କାରଣ ପ୍ରଥମ ଥର ପାଇଁ ବିନାଭକ୍ତରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କୁ ଧରି ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଛନ୍ତି। ସବୁବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ଉପସ୍ଥିତ ରହି ମହାପ୍ରଭୁଙ୍କୁ ଦର୍ଶନ କରିଥାନ୍ତି। ହେଲେ…
କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ରହିବ ଆଜୀବନ ଶାରୀରିକ ସମସ୍ୟା
ଇଂଲଣ୍ଡ,୨୩।୬: ସାରା ବିଶ୍ୱରେ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଇଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ସେଥିମଧ୍ୟରୁ ମଧ୍ୟ କେତେକ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା…
ଶରଧାବାଲିରେ ପହଞ୍ଚିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ
ପୁରୀ ଅଫିସ, ୨୩।୬: ଶରଧାବାଲିରେ ବଡ଼ ଠାକୁର ବଳଭଦ୍ରଙ୍କ ରଥ ପହଞ୍ଚିବାର କିଛି ସମୟ ପରେ ଅର୍ଥାତ୍ ଅପରାହ୍ନ ୪ଟା ୧୦ରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ପହଞ୍ଚିଛି। କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ କରାଯାଇଛି…
ଏହି ଭାରତୀୟ ଡାକ୍ତରଙ୍କୁ ଭଗବାନଙ୍କ ଭଳି ପୂଜେ ଚାଇନା
ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଉତ୍ତେଜନା ଦେଖାଯାଇଛି। ଏହି ସମୟରେ ଭାରତର ବର୍ହିବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କର ଚାଇନାକୁ ଡା. କୋଟନିସଙ୍କ କଥା ମନେ ପକାଇ ଦେଇଛନ୍ତି। ଚାଇନା-ଜାପାନ ଯୁଦ୍ଧ ସମୟରେ ଭାରତୀୟ ଡା. କୋଟନିସ ଚାଇନା ଯାଇ ସେମାନଙ୍କ ସୈନିକଙ୍କୁ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୨୫ ଆକ୍ରାନ୍ତ, ଅଛନ୍ତି ଖୋର୍ଦ୍ଧାର ସର୍ବାଧିକ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୫ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଟୁଇଟ୍ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧାର ୩୩ଜଣ ଥିବା ବେଳେ…
ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ୱଜ ରଥ
ପୁରୀ ଅଫିସ, ୨୩।୬: ନବ ଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ ସିଂହଦ୍ୱାର ସମ୍ମୁଖକୁ ଗଡ଼ିଥିଲା ବଡ଼ ଠାକୁର ବଳଭଦ୍ରଙ୍କ ରଥ। ଏକ ଘଣ୍ଟା ବ୍ୟବଧାନରେ ପରେ…
୨୦ ଦିନ ଲକ୍ଡାଉନ୍ ନ ହେଲେ ବେଙ୍ଗାଲୁର ପାଲଟିବ ବ୍ରାଜିଲ୍: କୁମାରସ୍ବାମୀ
ବେଙ୍ଗାଲୁର, ୨୩।୬: କର୍ନାଟକରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଅନ୍ଲକ୍ ଏତେ ଶୀଘ୍ର ହେବାର ନ ଥିଲା। କେନ୍ଦ୍ର ସରକାରଙ୍କ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍ରେ…
Archives


