Home

ଗତି ବଢ଼ାଇ ସ୍ଥଳଭାଗ ମୁହାଁ ଅମ୍ଫନ: ପାରାଦୀପଠାରୁ ୩୫୦ କିମି ଦୂରରେ; ଲ୍ୟାଣ୍ଡଫଲ୍‌ ବେଳେ ୧୮୫ କିମି ରହିବ ପବନର ବେଗ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ୍‌’ ପ୍ରଥମେ ମହାବାତ୍ୟା ଏବଂ ଏବେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇସାରିଲାଣି। ଏବେ ଏହା ପାରାଦୀପଠାରୁ ୩୫୦ କିମି ଏବଂ ଦୀଘାରୁ ୫୧୦ କିମି ଦୂରରେ ରହିଛି।…

ବାତ୍ୟା ‘ଅମ୍ଫନ’ର ପ୍ରଭାବ: ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା

କୋଲକାତା,୧୯।୫: ବାତ୍ୟା ‘ଅମ୍ଫନ’ର ପ୍ରଭାବରେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଏହା ସ୍ଥଳଭାଗ ଛୁଇଁବା ବେଳେ ବ୍ୟାପକ କ୍ଷୟକ୍ଷତି କରିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇତିବା ବେଳେ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ…

ଗଞ୍ଜାମ ଜିଲାର ୧୧୬୭ କ୍ୱାରାଣ୍ଟାଇନ ସେଣ୍ଟର ଉପରେ ନଜର ରଖୁଛି ୫୮ ପୋଲିସ ମୋବାଇଲ ଟିମ୍‌ , ରହିଛନ୍ତି ୫୫୦୨୫ ପ୍ରବାସୀ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୧୬୭ଟି କ୍ୱାରାଣ୍ଟାଇନ ସେଣ୍ଟର ରହିଛି। ଉକ୍ତ ସେଣ୍ଟରଗୁଡିକର ବାହାରେ ପୋଲିସ ଫୋର୍ସ ମୁତୟନ ଅଛନ୍ତି। ଏଥିସହ ୫୮ଟି ପୋଲିସ ମୋବାଇଲ ଟିମ୍‌ ଉକ୍ତ କ୍ୱାରାଣ୍ଟାଇନ ସେଣ୍ଟର ଉପରେ ନଜର ରଖିବା ସହ…

ଅମ୍ଫନ ମୁକାବିଲା: ଚାନ୍ଦବାଲି, ବାସୁଦେବପୁରରେ ହାଇଆଲର୍ଟ ଜାରି

ଭଦ୍ରକ ଅଫିସ, ୧୯।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ପନ’ ସହ ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି । ଏ ନେଇ ଭଦ୍ରକ ଜିଲା ଚାନ୍ଦବାଲି ଓ ବାସୁଦେବପୁର ବ୍ଲକରେ ହାଇଆଲର୍ଟ ଜାରି କରିଛନ୍ତି ଜିଲା ପ୍ରଶାସନ। ଏହି ସ୍ଥାନଗୁଡ଼ିକରେ ପବନର…

ଜମ୍ମୁ-କଶ୍ମୀରରେ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୫: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ଶ୍ରୀନଗରର ନଓ୍ବାକଦଲ ଅଞ୍ଚଳରେ କିଛି ଆତଙ୍କାବାଦୀ ଲୁଚି ଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ପ୍ରଥମେ ଲୁଚିଥିବା ଆତଙ୍କବାଦୀମାନେ…

ବାହାନଗା ବ୍ଲକ ୧୬ ନଂ. ଜାତୀୟ ରାଜପଥରେ ପୃଥକ ଦୁର୍ଘଟଣା: ୨ ଜଣଙ୍କ ଜୀବନ ଗଲା

ବାହାନଗା, ୧୯।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନଂ. ଜାତୀୟ ରାଜପଥର ମଙ୍ଗଳବାର ପୃଥକ ଦୁଇଟି ଦୃର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ବରରେ ପ୍ରବାସୀ ଓଡିଆଙ୍କୁ ଛାଡ଼ି ବସ୍‌ (ଓଡି୦୨ ବିଏଚ୍‌-୬୬୧୧) କୋଲକାତା ଫେରୁଥିବା ବେଳେ ଏକ ଟ୍ରକ୍‌(ଓଡି୦୧-କ୍ୟୁ…

କୁକୁରକୁ ଡକ୍ଟରେଟ୍‌ ଡିଗ୍ରୀ

ରିଚ୍‌ମୋଣ୍ଡ୍‌,୧୯।୫: ମଣିଷକୁ ଡକ୍ଟରେଟ୍‌ ଡିଗ୍ରୀ ମିଳିଥାଏ। ତେବେ କୁକୁରକୁ ଏଭି ଡିଗ୍ରୀ ମିଳିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଭର୍ଜିନିଆର ଭେଟେରେନାରୀ ମେଡିସିନ୍‌ କଲେଜ ପକ୍ଷରୁ ୮ ବର୍ଷର ବୟସ୍କ ଲାବ୍ରାଡର ପ୍ରଜାତିର କୁକୁର ଡ. ମୋସ୍‌ ଡେଭିସ୍‌କୁ ସମ୍ମାନ…

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ: ଚେକ୍‌ ଇସ୍ୟୁ କରିବା ପାଇଁ ୧୪ ହଜାର ଲାଞ୍ଚ ମାଗିଥିଲେ

ବରଗଡ଼ ଅଫିସ, ୧୯।୫: ବରଗଡ଼ ଜିଲା ବିଜେପୁର ଏନ୍‌ଏସି ଅଫିସରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ମାନସ କୁମାର ଦାଶ ମଙ୍ଗଳବାର ସମ୍ବଲପୁର ଡିଭିଜନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏନ୍‌ଏସି ଅଫିସରେ ଭଡ଼ାରେ ଲାଗିଥିବା ଏକ ବୋଲେରୋ ଗାଡିର ବକେୟା ଦେୟ ବାବଦକୁ ଏକ…

ପୋଲିସ କର୍ମଚାରୀଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲା କମିଶନରେଟ ପୋଲିସ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଭୁବନେଶ୍ୱରର ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ସମ୍ପୃକ୍ତ କର୍ମଚାରୀ ଛୁଟିରୁ ଫେରିଥିବାରୁ ତାଙ୍କର କରୋନା ପରୀକ୍ଷା ହୋଇଥିଲା। ଏହା ପରେ ସେ…

ସମାଜବାଦୀ ନେତାଙ୍କୁ ଗୁଳି କରି ହତ୍ୟା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସମ୍ଭଲ ଅଞ୍ଚଳରେ ସମାଜବାଦୀ ନେତା ଏବଂ ତାଙ୍କ ପୁଅଙ୍କୁୁ ସର୍ବ ସମ୍ମୁଖରେ ଗୁଳି କରି ହତ୍ୟା କରାଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ବହଜୋଇ ଥାନା ଅନ୍ତର୍ଗତ ଶାମସୋଇ ଗାଁରେ ଏହି…

ବୁଢ଼ୀ ଠାକୁରାଣୀ ମନ୍ଦିରରୁ ଚୋରି: ରୁପା ଅଳଙ୍କାର, ଦାନ ହୁଣ୍ଡି ନେଇଗଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୯।୫: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ଲାଠି ଗ୍ରାମରେ ଥିବା ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ୩ଟି ଗେଟର ତାଲା ଭାଙ୍ଗି ମା’ ଠାକୁରାଣୀ ପରିଧାନ କରିଥିବା ସମସ୍ତ…

ଶ୍ରମିକଙ୍କ ସହିତ ଖୋଲା ଟ୍ରକ୍‌ରେ ମୃତଦେହ ପଠାଇଲା ଉତ୍ତରପ୍ରଦେଶ: ନିନ୍ଦା କଲେ ହେମନ୍ତ ସୋରେନ୍‌

ରାଞ୍ଚି,୧୯।୫: କିଛିିଦିନ ତଳେ ଉତ୍ତରପ୍ରଦେଶ ଔରିୟାରେ ସଡ଼କ ଦୁର୍ଘଟଣାରେ ୨୬ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରୁ ୧୧ ଜଣ ଝାଡ଼ଖଣ୍ଡର ଥିଲେ। ଉତ୍ତରପ୍ରଦେଶ ପ୍ରଶାସନ ପକ୍ଷରୁ ସେମାନଙ୍କ ମୃତଦେହକୁ ଝାଡ଼ଖଣ୍ଡକୁ ପଠାଯାଇଛି। ମୃତଦେହଗୁଡ଼ିକୁ କଳା ପ୍ଲାଷ୍ଟିକରେ ବନ୍ଧା ଯାଇଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri