Home

ବନ୍ଧୁକ ଦେଖାଇ ଅପହରଣ ଘଟଣା: ୪ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ବଲାଙ୍ଗୀର ଅଫିସ,୧୯ା୭: ବନ୍ଧୁକ ଦେଖାଇ ଅପହରଣ ଓ ଡକାୟତି ଘଟଣାରେ ଟାଉନ ଥାନା ପୋଲିସ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଳପଡ଼ାର ସୋମ୍ୟରଞ୍ଜନ ଦାଶ, ସଞ୍ଜୀବ ମୁଗ୍ରୀ, ବିଶାଳ ସୁନା, ଆକାଶ ଷଣ୍ଢ…

ଭାରତର ଏହି ସ୍ଥାନକୁ ଆଜି ବି ଯିବାଆସିବା କରିଥାନ୍ତି ଏଲିଏନ୍ସ

ଆଜି ମଧ୍ୟ ଏଲିଏନ୍ସମାନେ ପୃଥିବୀର କୌଣସି ନା କୌଣସି ସ୍ଥାନକୁ ଯିବାଆସିବା କରୁଛନ୍ତି। ଏହାକୁ ନେଇ ଅନେକ ଫିଲ୍ମ ମଧ୍ୟ ନିର୍ମିତ ହୋଇସାରିଛି। କିନ୍ତୁ ଏହା ଉପରୁ ଆଜି ପର୍ଯ୍ୟନ୍ତ ପରଦା ହଟିନାହିଁ କି ଏମାନେ କେଉଁଠୁ ଏବଂ କାହିଁକି ଆସିଥାନ୍ତି…

ରୋହିତ ଶର୍ମାଙ୍କ ହସ ଦେଖି ଏମିତି କହିଲେ ଚହଲ

ଭାରତୀୟ କ୍ରିକେଟ ଦଳର ଷ୍ଟାର ଖେଳାଳି ଏବଂ ଲେଗ୍‌ ସ୍ପିନର୍‌ ୟୁଜବେନ୍ଦ୍ର ଚହଲ ଭଲ ସାଙ୍ଗ ବୋଲି ଧରାଯାଏ। ସୋସିଆଲ ମିଡିଆରେ ଉଭୟ ବେଶ୍‌ ମଜା ମଧ୍ୟ କରିଥାନ୍ତି। ନିକଟରେ ଏମିତି କିଛି ମଜା ରୋହିତ ଶର୍ମାଙ୍କ ଫଟୋକୁ ନେଇ ଚହଲ…

ବିରାଟ କୋହଲିଙ୍କ ପାଇଁ ପାଗଳ ଥିଲେ ଏହି ପାକିସ୍ତାନ ମହିଳା କ୍ରିକେଟର, ଶେଷରେ…

ବିଶ୍ୱର ସବୁଠୁ ସୁନ୍ଦର ମହିଳା କ୍ରିକେଟରମାନଙ୍କ ମଧ୍ୟରୁ ଅନ୍ୟତମ ପାକିସ୍ତାନର ଷ୍ଟାର ଅଲରାଉଣ୍ଡର କ୍ୟାନନ୍‌ ଇମ୍‌ତିଆଜ୍‌ଙ୍କ ଗତ ଜୁଲାଇ-୯ରେ ନିର୍ବନ୍ଧ ସମ୍ପନ୍ନ ହୋଇଛି। ସେ ନିର୍ବନ୍ଧ ଫଟୋ ସୋସିଆଲ ମିଡିଆରେ ଶେୟାର କରି କହିଛନ୍ତି, ଶେଷରେ ମୁଁ ହଁ କରିଦେଲି। ୧୯୯୨…

ଭୁବନେଶ୍ୱରରେ କରୋନା ସ୍ଥିତି ସାଂଘାତିକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): କରୋନା ଗୋଷ୍ଠୀ ସଂକ୍ରମଣ ଆଶଙ୍କା ନେଇ ପ୍ରତିକ୍ରିୟା ରଖିଛନ୍ତି ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ। ସେ କହିଛନ୍ତି, କରୋନା ସଂକ୍ରମଣ ନ ବ୍ୟାପିବା ଲାଗି ସରକାର ଠିକ୍‌ ପରିଚାଳନା କରିପାରୁନାହାନ୍ତି। ଭୁବନେଶ୍ୱରରେ ସ୍ଥିତି ସାଂଘାତିକ।…

କଟକରୁ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୫୦କୁ ବୃଦ୍ଧି

କଟକ ଅଫିସ,୧୯ା୭: ରବିବାର କଟକ ସହରରୁ ପୁଣି ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦ରେ ପହଞ୍ଚିଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ହେଲେ ରାଉସପାଟଣାର ୫ ଜଣ।…

ଦାୟିତ୍ୱ ନେଲେ କଟକର ନୂଆ ଡିସିପି

କଟକ ଅଫିସ,୨୯।୭: କଟକର ନୂଆ ଡିସିପି ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ପ୍ରତୀକ ସିଂ। ଡିସିପି କାର୍ଯ୍ୟାଳୟରେ ସେ ବିଦାୟୀ ଡିସିପି ଅଖିଳେଶ୍ୱର ସିଂଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ପରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।…

୫ ଦିନ ଲାଗି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୧୯ା୭: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)ଠାରେ ରହିଥିବା ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ୫ଦିନ ପାଇଁ ଶଟ୍‌ଡାଉନ୍‌ କରାଯାଇଛି। ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଉକ୍ତ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ କରୋନା…

କରୋନା କାୟା: ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜଧାନୀରେ ରବିବାର ୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୬୪୬ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି…

ଆଇସିସି ବୋର୍ଡ ବୈଠକ ଆଜି: ଟି୨୦ ବିଶ୍ୱକପ୍‌ ନେଇ ନିଷ୍ପତ୍ତି ନିଆଯିବ

ଦୁବାଇ,୧୯।୭(ପି.ଟି.): ସୋମବାର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଭର୍ଚୁଆଲ ବୋର୍ଡ ବୈଠକ ବସିବ। ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ନେଇ ଗତ ଦୁଇମାସ ହେବ କୌଣସି ନିଷ୍ପତ୍ତି ନିଆଯାଇପାରି ନାହିଁ। ଏହି ବୈଠକରେ ବିଶ୍ୱକପ୍‌ ନେଇ ନିର୍ଣ୍ଣାୟକ ନିଷ୍ପତ୍ତି…

ଘରୋଇ କ୍ରିକେଟ ସେସନକୁ ଛୋଟ କଲା ବିସିସିଆଇ: କେବଳ ରଣଜୀ, ବିନୁ ମଙ୍କଡ ଟ୍ରଫି ଖେଳାଯିବ

ମୁମ୍ବାଇ,୧୯।୭(ପି.ଟି.): କୋଭିଡ୍‌-୧୯ ମହାମାରୀର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଆଗାମୀ ଘରୋଇ କ୍ରିକେଟ ସେସନକୁ କାଟଛାଣ୍ଟ କରିବାକୁ ବୋର୍ଡ ନିଷ୍ପତ୍ତି ନେଇଛି। ଏଥର କେବଳ ରଣଜୀ ଟ୍ରଫି…

ଅଷ୍ଟ୍ରେଲିଆ ମହିଳା ଫୁଟବଲ କୋଚ୍‌ ପଦ ଛାଡିଲେ ଆଣ୍ଟେ ମିଲିକିକ୍‌

ସିଡ୍‌ନୀ,୧୯।୭(ଏପି): ଆଣ୍ଟେ ମିଲିକିକ୍‌ ଅଷ୍ଟ୍ରେଲିଆ ମହିଳା ଫୁଟବଲ କୋଚ୍‌ ପଦରୁ ଇସ୍ତଫା ଦେଇଛନ୍ତି। ସେ ଏ- ଲିଗ୍‌ ଏକ୍ସାପାନ୍ସନ କ୍ଲବ୍‌ ମାକାର୍ଥୁର ଏଫ୍‌ସିର ପ୍ରଥମ କୋଚ୍‌ ଭାବେ ଦାୟିତ୍ୱ ଗ୍ରହଣ କରିବେ। ନୂଆ ଦାୟିତ୍ୱ ଉପରେ ଫୋକସ୍‌ କରବା ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?