Home

ଅନ୍ତିମ ସଂସ୍କାର ପାଇଁ ଆସିଲେନି ସାହି-ପଡ଼ିଶା: ଦୁଇ ପୁଅଙ୍କୁ ନେଇ ସ୍ତ୍ରୀ କଲେ ଏପରି…

ବେଲଗାମ୍‌, ୧୯।୭: କରୋନା ମହାମାରୀ ସଙ୍କଟ ସମୟରେ ଲୋକଙ୍କ ମଧ୍ୟରେ ମାନବିକତା ରହୁ ନ ଥିବା ନେଇ ଏବେ ଚର୍ଚ୍ଚା ହେଉଛି। ଏହାର ସଦ୍ୟତମ ଉଦାହରଣ କର୍ନାଟକର ବେଲଗାମ୍‌ରେ ଘଟିଛି। ଏଠାରେ ୫୫ ବର୍ଷ ବୟସ୍କ ସଦାଶିବ ହିରସ୍ତିଙ୍କ ମୃତ୍ୟୁ ଘଟିଥିଲା।…

ଓଡ଼ିଶାରେ ସଫଳ ହେଲା ପ୍ଲାଜମା ଥେରାପି

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ପ୍ଲାଜମା ଥେରାପି ସଫଳ ହୋଇଛି। ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ଯେଉଁମାନେ ବର୍ତ୍ତମାନ ପ୍ଲାଜମା ଥେରାପିରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସ୍ବାସ୍ଥାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ସେମାନେ…

ଗଞ୍ଜାମ-ଖୋର୍ଦ୍ଧା ଚେକ୍‌ପୋଷ୍ଟ ଅନୁଧ୍ୟାନ କଲେ ଗଞ୍ଜାମ ଏସ୍‌ପି, କେବଳ ମେଡିକାଲ ଯିବାକୁ ଦେଲେ ଅନୁମତି

ଛତ୍ରପୁର,୧୯ା୭(ଡି.ଏନ୍‌.ଏ.) : ଗଞ୍ଜାମ-ଖୋର୍ଦ୍ଧା ସୀମା ଗୁରାପଲି ଚେକ୍‌ପୋଷ୍ଟରେ ପହଞ୍ଚି ଏସ୍‌ପି ବ୍ରିଜେଶ କୁମାର ରଏ ଅନୁଧ୍ୟାନ କରିଛନ୍ତି। କେବଳ ମେଡିକାଲ କେସ ପାଇଁ ଜିଲା ବାହାରକୁ ଛଡ଼ାଯାଉଛି। ତେବେ ଉପଜିଲାପାଳଙ୍କ ପାସ୍‌ ଦେଖାଇବାକୁ ପଡ଼ିବ ବୋଲି ଏସ୍‌ପି କହିଛନ୍ତି। ଉକ୍ତ ଚେକ୍‌ପୋଷ୍ଟର…

୩୧ ଯାଏ ଭଦ୍ରକ-ଧାମନଗର ଲକ୍‌ଡାଉନ୍‌

ଭଦ୍ରକ ଅଫିସ,୧୯।୭ – ଭଦ୍ରକ ପୌରାଞ୍ଚଳ ଓ ଧାମନଗର ଏନ୍‌ଏସି ଅଞ୍ଚଳକୁ ରବିବାର ଜିଲାପାଳ ଡା. ଜ୍ଞାନ ରଞ୍ଜନ ଦାସ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ୨୦ ତାରିଖଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଏହି ଲକ୍‌ଡାଉନ କଟକଣା ଲାଗୁ ହେବ । ପୂର୍ବପରି…

ପ୍ଲାଜମା ଦାନ କରିବା ନେଇ ଅଗ୍ନିଶମ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଅଗ୍ନିଶମ କର୍ମଚାରୀ ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କୁ ପ୍ଲାଜମା ଦାନ କରିବେ। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ କର୍ମଚାରୀ ପ୍ଲାଜମା ଦାନ କରିବେ। କଟକ ଏସ୍‌ସିବି ମେଡିକାଲରେ ସେମାନଙ୍କଠାରୁ ପ୍ଲାଜମା ସଂଗ୍ରହ କରାଯିବ ବୋଲି ଶନିବାର ଅଗ୍ନିଶମ ଡିଜି ସତ୍ୟଜିତ୍‌…

ଟୁଇଟରରେ ମୋଦିଙ୍କ ଫଲୋୟର୍ସଙ୍କ ସଂଖ୍ୟା ୬ କୋଟି

ନୂଆଦିଲ୍ଲୀ,୧୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋ ବ୍ଲଗିଙ୍ଗ ସାଇଟ୍‌ ଟୁଇଟରରେ ଆଉ ଏକ ସଫଳତା ପାଇଛନ୍ତି। ବେଳକୁ ବେଳ ଟୁଇଟରରେ ମୋଦିଙ୍କ ଲୋକପ୍ରିୟତା ବଢିବାରେ ଲାଗିଛି। ଏବେ ମୋଦିଙ୍କୁ ଟୁଇଟରରେ ପାଖାପାଖି ୬୦ ମିଲିୟନ ବା ୬ କୋଟି ଲୋକ ଫଲୋ…

କାନ୍ଥ ଦେଉଛି କରୋନା ସଚେତନତା ବାର୍ତ୍ତା

ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା। ଏଥିରୁ ବାଦ୍‌ ପଡିନି ଖୋର୍ଦ୍ଧା ପୌରାଞ୍ଚଳ। ଜନ ସଚେତନତା ଉଦ୍ଦେଶ୍ୟରେ ପୌରାଞ୍ଚଳ ପକ୍ଷରୁ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ସହରର ବିଭିନ୍ନ ସ୍ଥାନରେ କରୋନା ସଚେତନତା…

ଖୋର୍ଦ୍ଧାରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୫୨ ଆକ୍ରାନ୍ତ

ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦ୍‌ ଦେଇ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ଜିଲାରେ ୪୩ ଏବଂ ଖୋର୍ଦ୍ଧା ପୌରାଞ୍ଚଳରେ ୯କୁ ମିଶାଇ ମୋଟ ୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେଥିରୁ ଟାଙ୍ଗି…

୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଅଟକ

ବାରିପଦା ଅଫିସ,୧୯ା୭: ମୟୂରଭଞ୍ଜ ଜିଲାରୁ ରବିବାର ସକାଳେ ଏସ୍‌ଟିଏଫ୍‌ ୩.୨୮ କିଲୋଗ୍ରାମ ବ୍ରାଉନସୁଗାର ଜବତ କରିଥିବା ନେଇ ଡିଜିପି ଅଭୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେହିଭଳି ଏହି ଘଟଣାରେ ଜଣେ ଅଟକ ଥିବା ନେଇ ସୂଚନା ଦେଇଛନ୍ତି। ଜବତ ହୋଇଥିବା…

ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ, ନାସା ପକ୍ଷରୁ ଜାରି ହେଲା ଏଭଳି ସୂଚନା…

ଓ୍ବାଶିଂଟନ, ୧୯।୭: ପୃଥିବୀ ମୁହାଁ ଏକ ଜଳନ୍ତା ଗ୍ରହାଣୁପିଣ୍ଡ ମାଡ଼ି ଆସୁଛି। ଏହା ପୃଥିବୀ ପାଇଁ ବିପଦ ଜନକ ହୋଇପାରେ ବୋଲି ନାସା ପକ୍ଷରୁ କୁହାଯାଇଛି। ଏହି ଗ୍ରହାଣୁପିଣ୍ଡ ୨୦୨୦-ଏନ୍‌ଡି ଜୁଲାଇ ୨୪ରେ ପୃଥିବୀର ନିକଟବର୍ତ୍ତୀ ହେବ। ଏହାର ଲମ୍ବ ୧୭୦…

ମଦ, ଦୁଇଟି ଅଣ୍ଡାରେ ଦୂରେଇ ଯିବ କରୋନା, କହିଲେ ଏହି କଂଗ୍ରେସ ନେତା

ବେଙ୍ଗାଲୁରୁ,୧୯ା୭: ବିଶ୍ୱରୁ ମହାମାରୀ କରୋନା ଭୂତାଣୁ ଥମିବାର ନାଁ ନେଉନି। ଏହି ସମୟରେ ଜଣେ କଂଗ୍ରେସ ନେତା ଏପରି ବିବୃତ୍ତି ଦେଇଛନ୍ତି, ଯାହା ଶୁଣି ଲୋକେ ସୋସିଆଲ ମିଡିଆରେ ତାଙ୍କୁ ଟାର୍ଗେଟ କରୁଛନ୍ତି। କର୍ନାଟକ କଂଗ୍ରେସ ନେତା ରବିଚନ୍ଦ୍ର ଗାଟି କହିଛନ୍ତି…

ଭୋର୍‌ ୩ଟା ୩୦ରେ ହୋଇଥିଲା ସୁଶାନ୍ତ ସିଂଙ୍କ ମୃତ୍ୟୁ !

ମୁମ୍ବାଇ, ୧୯।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ଇତିମଧ୍ୟରେ ଏକମାସରୁ ଅଧିକ ଦିନ ବିତିଛି। ବର୍ତ୍ତମାନ ସୁଦ୍ଧା ବହୁ ଲୋକଙ୍କୁ ପୋଲିସ ପକ୍ଷରୁ ଜେରା ମଧ୍ୟ କରାଯାଇଛି। ତେବେ ବି ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଘେରରେ ରହିଛି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?