Home

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା ଯୁଦ୍ଧବିରତିରେ ମଧ୍ୟସ୍ଥତା କରିଥିବା ଦାବି କରିଛନ୍ତି। କିନ୍ତୁ ଭାରତ ଉଭୟ ଦାବିକୁ ସ୍ପଷ୍ଟ ଭାବରେ…

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବେ ଏଥିପାଇଁ ଭାରତକୁ ସମାଲୋଚନା କରିଛନ୍ତି। ୟୁକ୍ରେନୀୟ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି,ସେ…

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନୂଆବର୍ଷ ପାଇଁ ଯେଉଁ କ୍ୟାଲେଣ୍ଡର ଛପାଯାଇଛି…

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାରୁ ବୁଧବାର ଭୋର ସମୟରେ ସୁମନ୍ତ ବେହେରାଙ୍କ ସ୍ତ୍ରୀ ଝିଲି ବେହେରା (୩୫) ଘର…

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା ଥାନା ପୋଲିସ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ…

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ…

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଅନୁରୂପ ଭାବେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ…

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ…

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର ବଡ଼ କ୍ଷତି ହେଉଥିଲେ ମଧ୍ୟ ଅନେକେ ସେଥିପ୍ରତି ଧ୍ୟାନ ଦେଇ ନ ଥାଆନ୍ତି। ଯେତେବେଳେ…

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ ଆମଦାନୀ ଶୁଳ୍କ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଶୁଳ୍କ ପ୍ରଥମ ବର୍ଷରେ ୧୨…

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ ପୁଣି ଚମକିଛନ୍ତି। ସେହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍‌ ଜୋଏଲ୍‌(୯)।…

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ ବିଚିତ୍ର ନୀତି ଦେଖିବାକୁ ମିଳିଛି। ଏହି ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ମାଣ୍ଡିଆପଦର ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?