Home

ଭୟ ଭିତରେ ବି ଲୋକଙ୍କୁ ସଚେତନ କରୁଛନ୍ତି ଅଙ୍ଗନଓ୍ବାଡି କର୍ମୀ

ଲାଞ୍ଜିଗଡ,୧୬।୪(ଡି.ଏନ୍‌.ଏ.): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପ୍ରଶାସନର ସମସ୍ତ ବିଭାଗ ସଚେତନତା ପାଇଁ ଅଣ୍ଟା ଭିଡଛି। ଏଥିରୁ ବାଦ ପଡି ନାହାନ୍ତି ଦୁର୍ଗମ ଅଞ୍ଚଳରେ ଥିବା ଅଙ୍ଗନବାଡି କର୍ମୀ। ସେମାନେ ଗ୍ରାମାଞ୍ଚର ଦୁର୍ଗମ ଅଞ୍ଚଳକୁ…

କୋଭିଡ୍‌-୧୯ ଲକ୍‌ଡାଉନ୍‌: ଅନ୍‌ଲାଇନ୍‌ କୋଚିଂ ପାଇଁ ହାତ ମିଳାଇଲେ ସାଇ- ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ,୧୬।୪(ପି.ଟି.): କରୋନା ଭାଇରସ ମହାମାରୀ ରୂପ ନେଇଥିବା ବେଳେ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ଅନ୍‌ଲାଇନ କୋଚିଂ ପାଇଁ ଅଣ୍ଟା ଭିଡିଛନ୍ତି ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ଓ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)। ଆସନ୍ତା…

ନିୟମ ଭାଙ୍ଗୁଛନ୍ତି ସରକାରୀ କାମରେ ନିୟୋଜିତ ଶ୍ରମିକ

ସମ୍ବଲପୁର, ୧୬।୪ (ବ୍ୟୁରୋ)-କରୋନା କଟକଣା ଓ ଏହାର ସଂକ୍ରମଣ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହାର ପ୍ରତିଷେଧକ ପାଇଁ ସାମାଜିକ ଦୂରତ୍ୱ ଏକ ପ୍ରମୁଖ ମାଧ୍ୟମ ବୋଲି ସରକାର ଘୋଷଣା କରି ପାଳନ କରିବାକୁ ସମସ୍ତଙ୍କୁ କଡା ନିର୍ଦ୍ଦେଶ…

ରୋହିତ୍‌ ଦୁବାଇସ୍ଥିତ କୋଚିଂ କ୍ରିକେଟ ଏକାଡେମୀ ବ୍ରାଣ୍ଡ ଆମ୍ବାସାଡର

ଦୁବାଇ,୧୬।୪(ପି.ଟି.): ଭାରତୀୟ ତାରକା ଓପନର ତଥା ସୀମିତ ଓଭର ଉପ- ଅଧିନାୟକ ଦୁବାଇ ପର୍ଯ୍ୟବସିତ ଏକ କୋଚିଂ ଏକାଡେମୀର ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ଏହି କୋଚିଂ ଏକାଡେମୀର ନାମ ‘କ୍ରିକ୍‌କିଙ୍ଗ୍‌ଡମ୍‌’ ରହିଛି। ସାରା ବିଶ୍ୱରେ କୋଭିଡ୍‌-୧୯ର ଆତଙ୍କ ଜାରି ରହିଥିବା…

ଦୁର୍ନୀତି ଅଭିଯୋଗ: ଆଇଡବ୍ଲ୍ୟୁଏଫ୍‌ ଅଧ୍ୟକ୍ଷଙ୍କ ଇସ୍ତଫା

ବୁଡାପେଷ୍ଟ,୧୬।୫(ଏଏଫ୍‌ପି): ଅନ୍ତର୍ଜାତୀୟ ଓ୍ବେଟ୍‌ ଲିଫ୍ଟିଙ୍ଗ୍‌ (ଆଇଡବ୍ଲ୍ୟୁଏଫ୍‌) ଅଧ୍ୟକ୍ଷ ଟାମାସ ଆଜାନ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ବିରୋଧରେ ଆସିଥିବା ଦୁର୍ନୀତି ଓ ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ କାରଣରୁ ସେ ନିଜ ପଦ ଛାଡିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଏହି…

ବାଟୋଇଙ୍କୁ ଆଇସୋଲେଶନରେ ରଖିଲା ପ୍ରଶାସନ

ବିଜେପୁର,୧୬।୪(ଡି.ଏନ.ଏ.)-କରୋନା ପାଇଁ ଲକ୍‌ ଡାଉନ ଜାରି ରହିଛି । ପୋଲିସ ପ୍ରଶାସନର କଟକଣା ଯୋଗୁଁ ପୂର୍ବାହ୍ନ ୧୦ଟା ପରେ ଦୋକାନ ବଜାର ସମେତ ରାସ୍ତା ଶୂନଶାନ ହୋଇଯାଉଛି । ଭୋକିଲା ପେଟକୁ ଦାନା ମୁଠାଏ ଯୋଗାଡ କରିବାକୁ ନିରାଶ୍ରିତ ଲୋକ ଏବେ…

‘ଯୋଗ୍ୟ ହିତଧିକାରୀଙ୍କୁ ରାଶନ କାର୍ଡ ମିଳୁନି’

ସଜନାଗଡ଼,୧୬।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ଗୁରୁବାର ପୂର୍ବାହ୍ନ ୧୧ଟା ସମୟରେ ରାଶନକାର୍ଡ଼ ସମ୍ବନ୍ଧୀୟ ଏକ ଦାବିପତ୍ର ନୀଳଗିରିର ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ଘଟଣାରୁ ପ୍ରକାଶ, ନୀଳଗିରି ବ୍ଲକ ଏକ…

ଅସହାୟଙ୍କୁ ଖାଦ୍ୟ ବାଣ୍ଟିଲା ଖବରକାଗଜ ଏଜେଣ୍ଟ ସଂଘ

ବାଲେଶ୍ୱର ଅଫିସ,୧୬।୪- ବର୍ତ୍ତମାନ ସାରା ବିଶ୍ୱ ମହାମାରୀ କରୋନା ପାଇଁ ଆତଙ୍କିତ ହୋଇପଡ଼ିଛି। ଏହି ସମୟରେ ବାଲେଶ୍ୱର ରେଲୱ ଷ୍ଟେସନ ନିକଟରେ ରହିଛନ୍ତି ଶତାଧିକ ଗରିବ ଅସହାୟ। ପ୍ରତିଦିନ ସେମାନଙ୍କୁ ବହୁ ସେଚ୍ଛାସେବୀ ଅନୁଷ୍ଠାନ ସହ ସରକାର ମଧ୍ୟ ଖାଦ୍ୟ ବଣ୍ଟନ…

ବିଲରେ ବିଦ୍ୟୁତ ତାର ଲାଗି ଯୁବକଙ୍କ ଦେହ ପୋଡ଼ିଗଲା

ମନମୁଣ୍ଡା, ୧୬।୪ (ଡି.ଏନ.ଏ):ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ରତାଖଣ୍ଡିର ଲବ ପାଣ୍ଡେ(୨୨) ଗୁରୁବାର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ତାଙ୍କ ଶରୀରର ବହୁ ଅଂଶ ପୋଡି ଯାଇଛି। ତାଙ୍କୁ ପ୍ରଥମେ ସୋନପୁର ଡାକ୍ତରଖାନା ଏବଂ ପରେ ବୁର୍ଲା…

ଅସହାୟଙ୍କୁ ରନ୍ଧା ଖାଦ୍ୟ, ମାସ୍କ ବଣ୍ଟନ

ବାଲେଶ୍ୱର ଅଫିସ,୧୬।୪- ବର୍ତ୍ତମାନ ସମଗ୍ର ବିଶ୍ୱ କରୋନା ଭୂତାଣୁ କବଳରେ କବଳିତ। ଓଡ଼ିଶାରେ ଏହାର ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ର ସମାଜକୁ ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ। ଏହି କ୍ରମରେ ଜିଲା ବିଜୁ ଜନତା ଦଳର ସଭାପତି…

କୋଭିଡ-୧୯ ହସ୍‌ପିଟାଲ ଅଗ୍ରଗତିର ସମୀକ୍ଷା କଲେ ୫-ଟି ସଚିବ

କେନ୍ଦୁଝର, ୧୬।୪( ସ୍ବ.ପ୍ର.)-ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି)…

କୋଭିଡ-୧୯ ହସ୍‌ପିଟାଲର ସ୍ଥିତି ସମୀକ୍ଷା

ବାଲେଶ୍ୱର ଅଫିସ,୧୬।୪- ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri